Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ଆଗୁଆ ଜାମିନ ଆବେଦନ କଲେ ୫ ନିଲମ୍ବିତ ପୁଲିସ କର୍ମୀ

ଭୁବନେଶ୍ବର: ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ମାମଲା । କୋର୍ଟରେ ଆଜି ଆଗୁଆ ଜାମିନ ଆବେଦନ କରିଛନ୍ତି ନିଲମ୍ବିତ ହୋଇଥିବା ୫ ପୁଲିସ କର୍ମୀ । ଆଇଆଇସି ଦୀନକୃଷ୍ଣ ମିଶ୍ରଙ୍କ ସମେତ ନିଲମ୍ବିତ ୪ ଜଣ ପୋଲିସକର୍ମୀ ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କରିଛନ୍ତି ।…

୪୫ ଦିନ ଧରି ଶୋଇନାହିଁ; ସୁଇସାଇଡ ନୋଟରେ ଏଭଳି ଲେଖି ଜୀବନ ହାରିଲେ

ଲକ୍ଷ୍ନୌ: ଉତ୍ତରପ୍ରଦେଶର ଝାନ୍ସିର ଏକ ପ୍ରାଇଭେଟ୍ ଫାଇନାନ୍ସରେ ଏରିଆ ମ୍ୟାନେଜର ଭାବେ କାର୍ଯ୍ୟରତ ଜଣେ ୪୨ ବର୍ଷୀୟ ବ୍ୟକ୍ତି ସୁଇସାଇଡ ନୋଟ୍ ଲେଖି ଜୀବନ ହାରି ଦେଇଛନ୍ତି। ତରୁଣ ସକ୍ସେନା ନାମକ ଏହି ବ୍ୟକ୍ତି ସୁଇସାଇଡ ନୋଟରେ ଲେଖିଛନ୍ତି ଯେ ଗତ ଦୁଇ ମାସ ଧରି ବରିଷ୍ଠ ଅଧିକାରୀମାନେ…

ଚୋରାଚାଲାଣ ବେଳେ ୧ ଟନ୍‌ କଇଁଛ ଜବତ, ୨ ଗିରଫ

ମାଲକାନଗିରି: ମାଲକାନଗିରି ଜିଲ୍ଲା ରୁ ବିପୁଳ ମାତ୍ରାରେ କଇଁଛ ଜବତ ହୋଇଛି । ଆଜି ଚିତ୍ରକୋଣ୍ଡା ବନ ବିଭାଗ ପକ୍ଷରୁ ଚଢାଉ କରାଯାଇ ୧ ଟନ୍ କଇଁଛ ଜବତ କରିବା ସହ ଘଟଣାରେ ୨ ଜଣଙ୍କୁ ଗିରଫ କରିଛି । ବନବିଭାଗ ଅଧିକାରୀଙ୍କ ସୂଚନା ମୁତାବକ, ଏହି ଜବତ କଇଁଛ ଗୁଡିକ ଏକ ଭ୍ୟାନ୍‌ ଯୋଗେ…

ନାଇଡୁଙ୍କୁ ‘ସୁପ୍ରିମ’ ଭର୍ତ୍ସନା: ପ୍ରମାଣ ନଥାଇ କାହିଁକି କହିଲ?

ନୂଆଦିଲ୍ଲୀ: ତିରୁପତି ମନ୍ଦିର ଲଡୁ ବିବାଦରେ ଆନ୍ଧ୍ର ମୁଖ୍ୟମନ୍ତ୍ରୀ ଏନ. ଚନ୍ଦ୍ରବାବୁ ନାଇଡୁଙ୍କୁ ସୁପ୍ରିମକୋର୍ଟଙ୍କ ଭର୍ତ୍ସନା । ତିରୁପତି ଲଡୁ ନେଇ ନାଇଡୁଙ୍କ ଦାବିକୁ ପ୍ରଶ୍ନ କରିଛନ୍ତି ସୁପ୍ରିମକୋର୍ଟ । ଲଡୁ ପ୍ରସାଦରେ ପଶୁ ଚର୍ବି ଯୁକ୍ତ ଘିଅ ମିଶୁଛି ବୋଲି ଦାବି କରି ତରବରିଆ ଭାବେ…

ରାଜନୀତିରୁ ଭଗବାନଙ୍କୁ ଦୂରେଇ ରଖିବା ଉଚିତ୍: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ତିରୁପତି ଲଡୁ ବିବାଦ ସହ ଜଡିତ ଆବେଦନ ଉପରେ ସୋମବାର ସୁପ୍ରିମକୋର୍ଟ ଶୁଣାଣି କରିଛନ୍ତି। ଭଗବାନଙ୍କୁ ରାଜନୀତିରୁ ଦୂରେଇ ରଖିବା ଉଚିତ ବୋଲି ଶୁଣାଣି ବେଳେ କୋର୍ଟ କହିଛନ୍ତି। ଲ୍ୟାବ ରିପୋର୍ଟରେ ଦର୍ଶାଯାଇଛି ଯେ ରିଜେକ୍ଟ ହୋଇଥିବା ଘିକୁ ନେଇ ଯାଞ୍ଚ କରାଯାଇଥିଲା। ଏହା…

ବିଜେଡି କଳି…କାହିଁକି ଆକ୍ସନ୍ ହେବନି କୁହ?

ଭୁବନେଶ୍ବର: ଉଠୁଛି ପଡୁଛି ରାଜଧାନୀ ରାଜନୀତି । ଭୁବନେଶ୍ବର ବିଜେଡିରେ କିଏ କରୁଛି ବିଶୃଙ୍ଖଳା? ନିର୍ବାଚନ ପୂର୍ବରୁ ଆରମ୍ଭ ହୋଇଥିବା କଳି ତୁଟିବାର ନାଁ ନେଉନି । ପ୍ରଥମେ ଟିକେଟ୍ ଲବି ତ ପରେ କର୍ପୋରେଟର କଳିକୁ ନେଇ ବିସ୍ଫୋରକ ବୟାନ । ଭୁବନେଶ୍ବର ବିଜେଡିରେ ଅନ୍ତକନ୍ଦଳ ବିଭିନ୍ନ ସମୟରେ…

ଜାଣନ୍ତୁ ଆଇପିଏସ୍ ଦେବଦତ୍ତ ସିଂହଙ୍କ ସଫଳତାର କାହାଣୀ…

ଭୁବନେଶ୍ୱର: ଆଜିକାଲି ସୂଚନା ସଂଗ୍ରହର ଉତ୍ସ ବୃଦ୍ଧି ପାଇଛି। UPSC ପରୀକ୍ଷା ପାଇଁ ପ୍ରସ୍ତୁତ ପ୍ରାର୍ଥୀମାନେ ଇଣ୍ଟରନେଟରେ ଉପଲବ୍ଧ କୋଚିଂ ଏବଂ ସାମଗ୍ରୀକୁ ନେଇ ସିଭିଲ ସର୍ଭିସେସ୍ ପାଇଁ ଭଲ ପ୍ରସ୍ତୁତ କରିପାରିବେ। କିନ୍ତୁ ପୂର୍ବରୁ ଏପରି ସୁବିଧା ନଥିଲା। ଓଡ଼ିଶା କ୍ୟାଡରରେ ନିଯୁକ୍ତ…

ପିଲାଙ୍କୁ ଛତୁଆ ବଦଳରେ ମିଳିବ ମାଣ୍ଡିଆ: ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଅଙ୍ଗନଓ୍ବାଡିରେ ପିଲାଙ୍କୁ ଦିଆଯାଉଥିବା ଛତୁଆକୁ ନେଇ ଚିନ୍ତାରେ ଉପମୁଖ୍ୟମନ୍ତ୍ରୀ । ଖରାପ ମାନର ଛତୁଆକୁ ନେଇ ଉଦ୍‌ବେଗ ପ୍ରକାଶ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଆଗକୁ ଅଙ୍ଗନଓ୍ବାଡି ମାନଙ୍କରେ ଛତୁଆ ବଳଦରେ ଦିଆଯାଇପାରେ ମାଣ୍ଡିଆ । ଉପମୁଖ୍ୟମନ୍ତ୍ରୀ…

ଭଦ୍ରକ ବିଜେଡିରେ ବି ଫାଟ!, ବୁଝାଇଲେ ବବି

ଭଦ୍ରକ: ତୁଟୁନି ବିଜେଡି ବିବାଦ । ନିର୍ବାଚନରେ ହାରିବା ପରେ ଯେମିତି ଦଳର ସବୁ ସଦସ୍ୟ ବେପରୁଆ ହୋଇଗଲେଣି । ଯେଉଁଠି ଦିନେ ମାଟି କାମୁଡି ପଡୁଥିଲେ । ଆଜି ଟିକିଏ କେଁ କିନା ହେଲା ବେଳକୁ ବି କନ୍ଦଳ ହେଇଯାଉଛି । ସମସ୍ତଙ୍କ ମୁହଁ ବି ଫିଟିଗଲାଣି । ଯାହାକୁ ନେଇ ଏବେ ବିଜେଡି ଭିତରେ ପରସ୍ପର…

ଟ୍ରେନ୍ ରେ ଥାଇ ଜୋମାଟୋରୁ ଅର୍ଡର କରିପାରିବେ ଖାଦ୍ୟ…

ନୂଆଦିଲ୍ଲୀ: ଏବେ ଟ୍ରେନ୍ ରେ ବି ଖାଇ ପାରିବେ ନିଜ ମନ ପସନ୍ଦର ଖାଦ୍ୟ । ଯେପରି ଘରେ ବସି ଆପଣ ମାନେ ନିଜ ନିଜ ରୁଚି ମୁତାବକ ଖାଦ୍ୟ ଅର୍ଡର କରି ଖାଉଛନ୍ତି ସେହିପରି ଟ୍ରେନ୍ ରେ ମଧ୍ୟ ଠିକ୍ ସେହିପରି ଖାଇବା ଉପଲବ୍ଧ ହେବାରୁ ଯାଉଛି । ଇଣ୍ଡିଆନ ରେଲଓ୍ବେ କ୍ୟାଟରିଂ ଆଣ୍ଡ ଟୁରିଜିମ…