Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ସାପରୁ କୋଟି କୋଟି ଟଙ୍କା ରୋଜଗାର !

ଲୋକମାନେ ଅନେକ ଗୃହପାଳିତ ପଶୁମାନଙ୍କୁ ନିଜ ଘରେ ରଖନ୍ତି ରୋଜଗାର ପାଇ। ବିଶେଷ କରି ଗାଈ, ଛେଳି, ମଇଁଷି, କୁକୁର, କୁକୁଡା, ବତକ ଆଦି ପଶୁ-ପକ୍ଷୀଙ୍କୁ ପାଳିଥାନ୍ତି। କିନ୍ତୁ ଆଜି ଆମେ ଆପଣଙ୍କୁ ଏକ ଗାଁ ବିଷୟରେ କହିବାକୁ ଯାଉଛୁ ଯେଉଁଠାରେ ଲୋକମାନେ ସାପକୁ ଘରେ ରଖି ବ୍ୟବସାୟ କରନ୍ତି। ସାପର…

ପୁଣି ଖୋଲିବ ସ୍ମିତାରାଣୀ ମୃତ୍ୟୁ ରହସ୍ୟ

ଯାଜପୁର: ପୁଣି ଖୋଲିବ ସ୍ମିତାରାଣୀ ମୃତ୍ୟୁ ମାମଲା । ଧର୍ମଶାଳା ପିଇଓ ସ୍ମିତାରାଣୀ ମୃତ୍ୟୁ ମାମଲାର ତଦନ୍ତ ହେବ । ଆଜି ଯାଜପୁର ବଡଚଣାରେ ବିଜେପି ସଦସ୍ୟତା ଗ୍ରହଣ କାର୍ଯ୍ୟକ୍ରମରେ ଯୋଗ ଦେଇ ଏନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ବିଜେପିର ସଦସ୍ୟତା ଅଭିଯାନ…

କର୍ମଫଳ ଭୋଗୁଛି ପାକିସ୍ତାନ; ଜାତିସଂଘରେ ବର୍ଷିଲେ ଜୟଶଙ୍କର

ନୂଆଦିଲ୍ଲୀ: ଜାତିସଂଘରେ ଶେହବାଜ ସରିଫ ଭାରତ ବିରୁଦ୍ଧରେ ବିଷ ଉଗାରିବା ପରେ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କର ପାକିସ୍ତାନକୁ କଡା ନିନ୍ଦା କରିଛନ୍ତି। ନ୍ୟୁୟର୍କରେ ୭୯ତମ ଜାତିସଂଘ ସାଧାରଣ ପରିଷଦ ବୈଠକକୁ ସମ୍ବୋଧିତ କରି ଜୟଶଙ୍କର କହିଛନ୍ତି ଯେ ଅନ୍ୟର ଜମି ଉପରେ ଅଧିକାର…

‘୨୪ ବର୍ଷରେ ବିକାଶ ନାଁରେ ବିନାଶ କରିଛି ବିଜେଡି’-ମୁଖ୍ୟମନ୍ତ୍ରୀ

ଯାଜପୁର: ‘ବିକାଶ ନାଁରେ ଓଡିଶାର ବିନାଶ କରିଛି ବିଜେଡି । ଓଡିଶାକୁ ଲୁଟିଛି । ଯାଜପୁରକୁ ବହୁ ପଛକୁ ନେଇଯାଇଛି ।’ ଆଜି ଯାଜପୁର ବଡଚଣାରେ ବିଜେଡି ପ୍ରତି ସ୍ବର ଶାଣିତ କରି କିଛି ଏପରି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଯାଜପୁର ବଡଚଣାରେ ଆୟୋଜିତ ବିଜେପି ସଦସ୍ୟତା ଗ୍ରହଣ…

ମନ କି ବାତ୍‌: ମାତୃଭାଷାକୁ ନେଇ ମୟୂରଭଂଜ ଜିଲ୍ଲାର ଉଦାହରଣ ଦେଲେ ମୋଦୀ

ଭୁବନେଶ୍ଵର: ୧୧୪ ତମ ‘ମନ୍ କି ବାତ’ରେ ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ତୃତୀୟ ପାଳିର ଏହା ହେଉଛି ମୋଦୀଙ୍କ ଚତୁର୍ଥ ତମ ମନ କି ବାତ୍‌ । ଆଜିର ରେଡିଓ କାର୍ଯ୍ୟକ୍ରମରେ ମାତୃଭାଷାକୁ ନେଇ ମୟୂରଭଂଜ ଜିଲ୍ଲାର ଉଦାହରଣ ଦେଇଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ ।…

ହିଜବୁଲ୍ଲା ଘୋଷଣା କଲା ନୂଆ ମୁଖିଆ; ଜାଣନ୍ତୁ କିଏ ନେବ ନସରଲ୍ଲାହର ଜାଗା……

ନୂଆଦିଲ୍ଲୀ: ଶୁକ୍ରବାର ରାତିରେ ଇସ୍ରାଏଲ ଆକ୍ରମଣରେ ହିଜବୁଲ୍ଲା ମୁଖ୍ୟ ହସନ ନସରୁଲ୍ଲାହ ନିପାତ ହେବା ପରେ ଏବେ ହିଜବୁଲ୍ଲାକୁ ଲାଗିଛି ଶକ୍ତ ଝଟକା । ତେବେ ଏହି ଘଟଣା ପରେ ପୁଣି ଇସ୍ରାଏଲକୁ କଡା ଜବାବ ଦେବା ପାଇଁ ଅଣ୍ଟା ଭିଡିଲାଣି  ହିଜବୁଲ୍ଲା । ଏହାରି ଭିତରେ ହିଜବୁଲ୍ଲା ତାର ନୂଆ ମୁଖିଆ…

ନକ୍ସଲଙ୍କ ଆଇଇଡି ବିସ୍ଫୋରଣ: ୫ ଯବାନ ଆହତ

ମାଲକାନଗିରି: ଛତିଶଗଡ଼ ବିଜାପୁରରେ ଆଇଇଡି ବିସ୍ଫୋରଣ । ଟେରାମ୍‌ ଗୁଡୁମ୍‌ ଗାଁ ଜଙ୍ଗଲରେ ନକ୍ସଲ ଆଇଇଡି ବିସ୍ଫୋରଣ ହୋଇଥିଲା । ଫଳରେ ୫ ଜଣ ଯବାନ ଆହତ ହୋଇଛନ୍ତି । ଆହତ ସିଆରପିଫ୍‌ ଯବାନଙ୍କୁ ବିଜାପୁର ମେଡିକାଲରେ ଭର୍ତ୍ତି କରାଯାଇଛି । ତେବେ ମାଲକାନଗିରି ସୀମାନ୍ତ ଛତିଶଗଡ଼…

ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନା’କୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି । ଏଥିରେ ମୋଟ ୬ଟି ବିଭାଗରେ ୭ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ‘ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନା’କୁ ରାଜ୍ୟ କ୍ୟାବିନେଟ୍ ମଞ୍ଜୁରୀ…

ବିସିସିଆଇର ନୂଆ ଘୋଷଣା, ଏଣିକି ଆଇପିଏଲ୍ ଖେଳାଳିଙ୍କୁ ମିଳିବ ଏତେ ଟଙ୍କା

ନୂଆଦିଲ୍ଲୀ: ଆଇପିଏଲ୍ ୨୦୨୫ର ମେଗା ନିଲାମୀ ପୂର୍ବରୁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ସଚିବ ଜୟ ଶାହା ଏକ ବଡ଼ ଘୋଷଣା କରିଛନ୍ତି। ସେ ଶନିବାର କହିଛନ୍ତି ଯେ ଦଳରେ ସାମିଲ ଖେଳାଳିଙ୍କୁ ମ୍ୟାଚ୍ ଫି ହିସାବରେ ପ୍ରତି ମ୍ୟାଚରେ ୭.୫ ଲକ୍ଷ ଟଙ୍କା ମିଳିବ। ଏଥି ସହିତ ଯଦି ଜଣେ…