Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ଆସୁଛି ଦାନା ! ଏଇଠି କରିବ ଲ୍ୟାଣ୍ଡଫଲ୍

ଭୁବନେଶ୍ବର: ଉପକୂଳମୁହାଁ ସମ୍ଭାବ୍ୟ ବାତ୍ୟା। ୨୪ ଓ ୨୫ତାରିଖ ମଧ୍ୟରେ କରିବ ଲ୍ୟାଣ୍ଡଫଲ୍ । ଆଇଏମଡିର ଆକଳନ, ଉତ୍ତର ଓଡିଶାରେ ପଡିବ ବେଶୀ ପ୍ରଭାବ। ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତରେ ପରିଣତ ହୋଇଛି ଓ୍ବେଲମାର୍କ ଲୋ ପ୍ରେସର । ପଶ୍ଚିମ ଓ ଉତ୍ତର ପଶ୍ଚିମ ଦିଗରେ ଗତି କରି ଆସନ୍ତାକାଲି…

ନିର୍ଦୋଷ ସାବ୍ୟସ୍ତ ହେଲେ ସେବି ଚେୟାରମ୍ୟାନ ମାଧବୀ ପୁରୀ

ନୂଆଦିଲ୍ଳୀ: ସିକ୍ୟୁରିଟି ଆଣ୍ଡ ଏକ୍ସଚେଞ୍ଜ୍ ବୋର୍ଡ ଅଫ୍ ଇଣ୍ଡିଆ (ସେବି) ଚେୟାରମ୍ୟାନ୍ ମାଧବୀ ପୁରୀ ବୁଚଙ୍କ ବିରୋଧରେ ହୋଇଥିବା ଅଭିଯୋଗର ତଦନ୍ତ ପରେ ସରକାର ତାଙ୍କୁ ନିର୍ଦୋଷ ପ୍ରମାଣିତ କରିଛନ୍ତି। ଏହା ସରକାରୀ ସୂତ୍ରରୁ ଜାଣିବାକୁ ମିଳିଛି। ୨୦୨୫ ମସିହା ଫେବ୍ରୁଆରୀରେ ତାଙ୍କ…

ସମଗ୍ର ଦେଶରେ ସିଆରପିଏଫ୍ ସ୍କୁଲକୁ ବୋମା ଧମକ

ନୂଆଦିଲ୍ଲୀ: ଦେଶରେ CRPF ଦ୍ୱାରା ପରିଚାଳିତ ଅନେକ ବିଦ୍ୟାଳୟକୁ ବୋମା ଧମକ ମିଳିଛି। ଧମକ ପାଇବା ପରେ ପୋଲିସ ଫୋର୍ସ ସଜାଗ ରହିଛି । ଧମକ ପାଇଥିବା ବିଦ୍ୟାଳୟଗୁଡ଼ିକ ମଧ୍ୟରେ ଦୁଇଟି ଦିଲ୍ଲୀ ଏବଂ ଗୋଟିଏ ହାଇଦ୍ରାବାଦରେ ଅଛି। ସେଣ୍ଟ୍ରାଲ ରିଜର୍ଭ ପୋଲିସ ଫୋର୍ସ (CRPF) ଦିଲ୍ଲୀର ୨ ଟି…

ଶୀଘ୍ର ପୂଜା ମଣ୍ଡପ ଖାଲି କରି, କାଲି ସୁଦ୍ଧା ଭସାଣୀ ସାରିବାକୁ ନିର୍ଦ୍ଦେଶ

ଭୁବେନେଶ୍ବର: ସମୁଦ୍ରରେ ବଳ ଗୋଟାଉଛି ସମ୍ଭାବ୍ୟ ବାତ୍ୟା ‘ଦାନା’। ଆସନ୍ତାକାଲି ବାତ୍ୟାର ରୂପ ନେବ । ଏହାକୁ ନେଇ ସବୁ ଜିଲ୍ଳା ପ୍ରଶାସନକୁ ସତର୍କ କରାଇଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ । ଯେପରି କୌଣସି ଅଘଟଣ ନଘଟେ ସେଥିପାଇଁ ସବୁ ପଦକ୍ଷେପ ଗ୍ରହଣ କରୁଛନ୍ତି ରାଜ୍ୟ ସରକାର ।…

ନିର୍ବାଚନ ଲଢିବ ଲରେନ୍ସ ବିଷ୍ଣୋଇ!, ଜାଣନ୍ତୁ କେଉଁ ଦଳ ଦେଇଛି ପ୍ରସ୍ତାବ…

ନୂଆଦିଲ୍ଲୀ: ଅପରାଧ ଜଗତର ବାଦଶାହ କୁହାଯାଉଥିବା ଲରେନ୍ସ ବିଷ୍ଣୋଇ ଏବେ ରାଜନୀତିରେ ପାଦ ଥାପିବ । ନିର୍ବାଚନ ଲଢିବ ଲରେନ୍ସ । ଶୁଣିକି ଆଶ୍ଚର୍ଯ୍ୟ ଲାଗିଲା ନା । ଏଥିପାଇଁ ଲରେନ୍ସ ବିଷ୍ଣୋଇକୁ ମହାରାଷ୍ଟ୍ରର ଏକ ଦଳ ପ୍ରସ୍ତାବ ଦେଇଛି । ଯଦି ଲରେନ୍ସ ଚାହିଁବ ତାହାଲେ ସେ ତାଙ୍କ ଦଳରେ ଯୋଗ…

ରୁଷ୍‌ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭବ୍ୟ ସ୍ଵାଗତ

ନୂଆଦିଲ୍ଳୀ:  ରୁଷ୍‌ର କାଜାନରେ ଅବତରଣ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ୧୬ତମ ବ୍ରିକ୍ସ ସମ୍ମିଳନୀ‌ରେ ଯୋଗ‌ ଦେବା ଉଦ୍ଦେଶ୍ୟରେ ପହଞ୍ଚିବା ପରେ ତାଙ୍କୁ ଭବ୍ୟ ସ୍ୱାଗତ କରାଯାଇଥିଲା। ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦୀ ରୁଷ୍‌ର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ…

ମାଡି ଆସୁଛି ବାତ୍ୟା, ଉତ୍ତର ଓଡିଶାରେ ବେଶୀ ପ୍ରଭାବ

ଭୁବନେଶ୍ବର: ଧୀରେ ଧୀରେ ତାର କରାଳ ରୂପ ନେଉଛି ସାମୁଦ୍ରିକ ଝଡ । ଆସନ୍ତାକାଲି ବାତ୍ୟା ରୂପ ନେବ । ଏହା ପରେ ଭୀଷଣ ବାତ୍ୟା ରୂପ ନେଇ ଉପକୂଳ ଛୁଇଁବ ‘ଦାନା’ । ତେବେ ଏହି ବାତ୍ୟାରେ ସବୁଠୁ ବେଶୀ ପ୍ରଭାବିତ ହେବ ଉତ୍ତର ଓଡିଶା । ଏନେଇ ସୂଚନା ଦେଇଛନ୍ତି ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ…

ଗୋଳା ବାରୁଦ ଫ୍ୟାକ୍ଟ୍ରିରେ ଭୟଙ୍କର ବିସ୍ଫୋରଣ: ୨ ମୃତ, ୧୦ ଗୁରୁତର

ନୂଆଦିଲ୍ଲୀ: ଅର୍ଡିନାନ୍ସ ଫ୍ୟାକ୍ଟ୍ରି ତଥା ଗୋଳା ବାରୁଦ ଫ୍ୟାକ୍ଟ୍ରିରେ ହେଲା ଭୟଙ୍କର ବିସ୍ଫୋରଣ। ଚାଲିଗଲା ଦୁଇ କର୍ମଚାରୀଙ୍କ ଜୀବନ। ମଧ୍ୟପ୍ରଦେଶର ଜବଲପୁରରେ ଘଟିଛି ଏହି ଦୁର୍ଘଟଣା। ଜବଲପୁରରେ ଥିବା ଅର୍ଡିନାନ୍ସ ଫ୍ୟାକ୍ଟ୍ରି ଖାମରିଆର ଫିଲିଂ ସେକ୍ସନ-୬ରେ ଭୟଙ୍କର ବିସ୍ଫୋରଣ ହୋଇଛି।…

ବାତ୍ୟା ପାଇଁ ସବୁ ଡାକ୍ତରଙ୍କ ଛୁଟି ବାତିଲ

ଭୁବନେଶ୍ୱର: ବାତ୍ୟା ଯୋଗୁଁ ସବୁ ଡାକ୍ତରଙ୍କ ଛୁଟି ବାତିଲ କଲେ ସରକାର l ସମ୍ଭାବ୍ୟ ବାତ୍ୟା ଦାନା ପାଇଁ ସମସ୍ତ ଡାକ୍ତରଙ୍କ ଛୁଟି ବାତିଲ କରାଯାଇଛି l ଏନେଇ ସୂଚନା ଦେଇଛନ୍ତି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ବିଜୟ ମହାପାତ୍ର l ସେହିପରି ଡାଇରିଆ ଓ ସର୍ପାଘାତ ଔଷଧ ସବୁ ମେଡିକାଲରେ ମହଜୁଦ…

ମନ୍ତ୍ରୀଙ୍କ ଚେତାବନୀକୁ ବେଖାତିର, ପୁଣି ୩୦ ବିମାନକୁ ବୋମା ଧମକ

ନୂଆଦିଲ୍ଲୀ: ଦେଶର ସମସ୍ତ ଏୟାରଲାଇନ୍ସକୁ କ୍ରମାଗତ ଭାବେ ବୋମାରେ ଉଡାଇଦେବାକୁ ଧମକ ମିଳିବାରେ ଲାଗିଛି। ସୋମବାର ରାତିରେ ୩୦ରୁ ଅଧିକ ବିମାନ କମ୍ପାନୀକୁ ବୋମା ଧମକ ମିଳିଛି। ଏଥିରେ ଇଣ୍ଡିଗୋ, ଭିସ୍ତାରା ଏବଂ ଏୟାର ଇଣ୍ଡିଆର ଘରୋଇ ଏବଂ ଆନ୍ତର୍ଜାତୀୟ ବିମାନ ଅନ୍ତର୍ଭୁକ୍ତ ରହିଛି। ଗତ ୮…