Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

Earthquake: ପୁଣି ଭୂକମ୍ପରେ ଥରିଲା ଆଫଗାନିସ୍ତାନ; ୨୦ ମୃତ, ୧୫୦ ଆହତ

ନୂଆଦିଲ୍ଲୀ: ଆଫଗାନିସ୍ତାନରେ ପୁଣି ଥରେ ଏକ ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ ହୋଇଛି। ସୋମବାର ସକାଳେ ଆଫଗାନିସ୍ତାନରେ ୬.୩ ତୀବ୍ରତାର ଏକ ଭୂମିକମ୍ପ ଅନୁଭୂତ ହୋଇଥିଲା । ଏପର୍ଯ୍ୟନ୍ତ ୨୦ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୫୦ ଜଣ ଆହତ ହୋଇଛନ୍ତି । କୋଠାଗୁଡ଼ିକ ମଧ୍ୟ କ୍ଷତିଗ୍ରସ୍ତ ହୋଇଛି।…

ବିହାରରେ କାହାର ପଲ୍ଲା ଭାରି ?

ପାଟନା: ବିହାର ନିର୍ବାଚନ କାଣ୍ଟେକା ଟକ୍କର ହେବ । କେହି ଛାତି ପିଟି କହିପାରିବେନି ଯେ ଆମେ ଜିତିବୁ । ଏଠାକାର ଭୋଟର ଦଳକୁ ମାନନ୍ତି ଆଉ ପ୍ରାର୍ଥୀଙ୍କୁ ବି ଗୁରୁତ୍ୱ ଦିଅନ୍ତି । ମାତ୍ର କେଇଖଣ୍ଡ ଭୋଟରେ ଖେଳ ଓଲଟିଯାଏ । ଅନେକ ସମୟରେ ଜିତୁଜିତୁ ହାରିବାର ସ୍ୱାଦ ମଧ୍ୟ ଚାଖିବାକୁ ପଡେ । ୨୦୨୦…

Naxal Suppliers: ୨ ନକ୍ସଲ ସହଯୋଗୀଙ୍କୁ ବାନ୍ଧିଲା ପୋଲିସ; ବିସ୍ଫୋରକ ଓ ମାଓ ସାମଗ୍ରୀ ଜବତ

ରାୟପୁର:ଛତିଶଗଡ଼ରେ ସୁରକ୍ଷାବାହିନୀ ନିରନ୍ତର ସଫଳତା ହାସଲ କରୁଛନ୍ତି। ନକ୍ସଲ ଅପରେସନରେ ଅନେକ ଶୀର୍ଷ ନକ୍ସଲଙ୍କୁ ନିପାତ କରିବା ପରେ, ମାଓବାଦୀମାନେ ସାମୂହିକ ଆତ୍ମସମର୍ପଣ କରୁଛନ୍ତି। ଏହି ସମୟରେ ସୁରକ୍ଷାବାହିନୀର ନକ୍ସଲ ବିରୋଧୀ ଅଭିଯାନ ସଫଳତା ହାସଲ କରିବାରେ ଲାଗିଛି। ସୁକମାର…

ଶ୍ରୀମନ୍ଦିରରେ ସୁରକ୍ଷା ବ୍ୟବସ୍ଥା ସମୀକ୍ଷା କଲେ ଏଡିଜି ସୌମେନ୍ଦ୍ର ପ୍ରିୟଦର୍ଶୀ

ଭୁବନେଶ୍ୱର: ଶ୍ରୀମନ୍ଦିରରେ ଭକ୍ତଙ୍କ ସଂଖ୍ୟା ବୃଦ୍ଧିକୁ ନଜରରେ ରଖି ଅତିରିକ୍ତ ପୋଲିସ ମହାନିର୍ଦ୍ଦେଶକ (ଏଡିଜି) ସୌମେନ୍ଦ୍ର ପ୍ରିୟଦର୍ଶୀ ସୋମବାର ପୁରୀରେ ସୁରକ୍ଷା ବ୍ୟବସ୍ଥା ସମୀକ୍ଷା କରିଛନ୍ତି। ପଞ୍ଚୁକର ଦ୍ୱିତୀୟ ଦିନରେ ତ୍ରିବିକ୍ରମ ବେଶରେ ମହାପ୍ରଭୁଙ୍କ ଦର୍ଶନ ପାଇଁ…

ମାମୁଁ ଘର ବୁଲିଯିବା ହେଲା କାଳ, ପାଇଖାନା ଟାଙ୍କିରେ ପଡ଼ି ଚାଲିଗଲା ୩ ଶିଶୁଙ୍କ ଜୀବନ

କଟକ: କଟକ ଜିଲ୍ଲା ବଡ଼ମ୍ବା ଥାନା ଅନ୍ତର୍ଗତ ରଗଡ଼ିପଡ଼ାରେ ଏକ ଅତ୍ୟନ୍ତ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ପାଇଖାନା ଟାଙ୍କିରେ ଖସିପଡ଼ି ୩ ଶିଶୁଙ୍କର ମୃତ୍ୟୁ ଘଟିଛି । ମୃତକମାନଙ୍କ ମଧ୍ୟରେ ୨ ନାବାଳକ ଏବଂ ଜଣେ ନାବାଳିକା ରହିଛନ୍ତି । ସେମାନେ ହେଲେ ୯ ବର୍ଷୀୟ ଅଙ୍କିତ ନାୟକ, ୭ ବର୍ଷୀୟା…

Tiger skin seized: ବାଘ ଛାଲ ସହ ୩ ବେପାରୀଙ୍କୁ ବାନ୍ଧିଲା ସ୍ପେଶାଲ କ୍ରାଇମ ୟୁନିଟ

ଭୁବନେଶ୍ୱର:ସ୍ପେଶାଲ କ୍ରାଇମ ୟୁନିଟ ପଞ୍ଝାରେ ବାଘ ଛାଲ ବେପାରୀ । ଏକ ତାରକା ହୋଟେଲ କଡ଼ରେ ଡିଲ ବେଳେ ଧରାପଡ଼ିଛି ଏହି ରାକେଟ । ଆଜି ରାଜଧାନୀ ଭୁବନେଶ୍ଵରରୁ ବାଘ ଛାଲ ସହ ୩ ବେପାରୀଙ୍କୁ ସ୍ପେଶାଲ କ୍ରାଇମବ୍ରାଞ୍ଚ ୟୁନିଟ୍ ଗିରଫ କରିଛି। ୩୦ ଲକ୍ଷ ଟଙ୍କାରେ ବାଘ ଛାଲ ଡିଲ୍ ବେଳେ…

Police SI-Scam: ପୋଲିସ ଏସଆଇ ପରୀକ୍ଷା କେଳେଙ୍କାରୀ; ସିଲିକନ୍ ଟେକ୍‌ଲ୍ୟାବ ସିଇଓକୁ ବାନ୍ଧିଲା କ୍ରାଇମବ୍ରାଞ୍ଚ

କଟକ: ପୋଲିସ ଏସଆଇ ପରୀକ୍ଷା ମହାଘୋଟାଲା ମାମଲାରେ ଆଉ ଜଣେ ମୁଖ୍ୟ କାର୍ପଟଦାରଙ୍କୁ ଗିରଫ କରିଛି କ୍ରାଇମବ୍ରାଞ୍ଚ ଟିମ୍ । ସିଲିକନ୍ ଟେକ୍ ପ୍ରାଇଭେଟ୍ ଲିମିଟେଡର ମାଲିକ ସୁରେଶ ନାୟକଙ୍କୁ ଆଜି କଟକ କ୍ରାଇମବ୍ରାଞ୍ଚ ଗିରଫ କରିଛି । କଟକ କ୍ରାଇମବ୍ରାଞ୍ଚ କାର୍ଯ୍ୟାଳୟରେ ମୁଖ୍ୟ ଅଭିଯୁକ୍ତ ଶଙ୍କର…

Nuapada Bypoll: ସରକାରଙ୍କୁ ନବୀନଙ୍କ କଡ଼ା ଟାର୍ଗେଟ୍‌: କହିଲେ ଆପଣଙ୍କ ସହ ଓ ବିଜେଡି ସହିତ ବେଇମାନି ହୋଇଛି

ନୂଆପଡ଼ା: ଉପନିର୍ବାଚନ ତାରିଖ ଯେତିକି ପାଖେଇ ଆସୁଛି ସେତିକି ସରଗରମ ହେବାରେ ଲାଗିଲାଣି ନୂଆପଡ଼ା ମାହୋଲ। ନୂଆପଡା ଉପ ନିର୍ବାଚନ ପାଇଁ ମଇଦାନକୁ ଓହ୍ଲାଇଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ଦଳୀୟ ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆଙ୍କ ପାଇଁ ପ୍ରଚାର ମଇଦାନରେ ନବୀନ। ଦିନ ୧୨ଟାରେ…

ବିଶ୍ବ ବିଜେତା ଭାରତୀୟ ମହିଳା କ୍ରିକେଟ ଦଳକୁ ବାଲୁକା କଳାରେ ଶୁଭେଚ୍ଛା ଜଣାଇଲେ ସୁଦର୍ଶନ ପଟ୍ଟନାୟକ

ପୁରୀ: ଟିମ୍ ଇଣ୍ଡିଆର ଓମେନ୍ସ ଟିମ୍ ଓମେନ୍ସ କ୍ରିକେଟ ବିଶ୍ଵକପ-୨୦୨୫ ଚାମ୍ପିଅନ ହେବା ପରେ ସବୁଆଡୁ ଶୁଭେଚ୍ଛାର ସୁଅ ଛୁଟିବାରେ ଲାଗିଛି । ଏହି ଅବସରରେ ବାଲୁକା ଚିତ୍ର ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ମଧ୍ୟ ଭାରତୀୟ ମହିଳା କ୍ରିକେଟ ଦଳକୁ ବିଶ୍ଵକପ ବିଜୟକୁ ନେଇ ଶୁଭେଚ୍ଛା ଦେଇଛନ୍ତି…

Pitabas Panda Murder Case: ପୀତବାସ ପଣ୍ଡା ହତ୍ୟା ମାମଲା: ଆତ୍ମସମର୍ପଣ କଲେ ମୁଖ୍ୟ ଅଭିଯୁକ୍ତ ଉମା ଓ କୁରୁପତି

ବ୍ରହ୍ମପୁର: ଆଇନଜୀବୀ ତଥା ବିଜେପି ନେତା ପୀତବାସ ପଣ୍ଡା ହତ୍ୟା ମାମଲାରେ ଆତ୍ମସମର୍ପଣ କଲେ ୨ ଫେରାର୍ ଅଭିଯୁକ୍ତ। ଅନ୍ୟତମ ମୁଖ୍ୟ ଅଭିଯୁକ୍ତ ଉମା ବିଷୋୟୀ ଓ ସାର୍ପ ସୁଟର କୁରୂପତି ଭୂୟାଁ ଆଜି ପୋଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି। ଉଭୟଙ୍କୁ ପଚରାଉଚରା କରାଯାଉଛି। ଅନେକ ତଥ୍ୟ ପଦାକୁ…