Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ସବୁ ତହସିଲ ଅଫିସରେ ରହିବ ରେଜିଷ୍ଟର, ମାର୍କ ଦେବେ ସାଧାରଣ ଜନତା: ରାଜସ୍ଵ ମନ୍ତ୍ରୀ

ଝାରସୁଗୁଡ଼ା: ରାଜସ୍ୱ ବିଭାଗ ଅଧିକାରୀଙ୍କ କାର୍ଯ୍ୟ ଦକ୍ଷତାକୁ ମୂଲ୍ୟାୟନ କରାଯିବ।  ମାର୍କ  ଦେବେ ସାଧାରଣ ଜନତା। ଝାରସୁଗୁଡ଼ାରେ ଆଜି ଏଭଳି ବୟାନ ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ। ଝାରସୁଗୁ଼ଡ଼ାରେ ଜନଶୁଣାଣୀ କାର୍ଯ୍ୟକ୍ରମରେ ଯୋଗ ଦେବା ଅବସରରେ ରାଜସ୍ୱମନ୍ତ୍ରୀ ଏପରି…

ଓୟୋ ହୋଟେଲରୁ ମିଳିଲା ସମାଜସେବୀଙ୍କ ମୃତଦେହ

ଭୁବନେଶ୍ବର:  ଓୟୋ ହୋଟେଲ ରୁମ୍‌ରୁ ମିଳିଛି ସମାଜସେବୀଙ୍କ ମୃତଦେହ। ମୃତ ବ୍ୟକ୍ତି ଜଣଙ୍କ ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗରର ଦେବୀଦତ୍ତ ମହାପାତ୍ର ବୋଲି ଜଣା ପଡିଛି। ସୂଚନା ଅନୁଯାୟୀ, ଦେବୀଦତ୍ତ ୨ ଦିନ ତଳେ ଭୁବନେଶ୍ୱର ଆସି ଭରତପୁର ଥାନା ଅଞ୍ଚଳରେ ଥିବା ଏକ ଓୟୋ ହୋଟେଲରେ ରହିଥିଲେ।…

ଜାନୁୟାରୀ ୩ରୁ ବିଶ୍ବ ପ୍ରସିଦ୍ଧ ଧନୁଯାତ୍ରା ଆରମ୍ଭ

ବରଗଡ଼: ବରଗଡର ବିଶ୍ୱ ପ୍ରସିଦ୍ଧ ଧନୁଯାତ୍ରା-୨୦୨୫ ପାଇଁ ତାରିଖ ଘୋଷଣା ହୋଇଛି। ଆସନ୍ତା ଜାନୁଆରି ୩ ତାରିଖରୁ ଧନୁଯାତ୍ରା ଆରମ୍ଭ ହେବ। ମହାରାଜ କଂସଙ୍କ ସଂଳାପରେ ପ୍ରକମ୍ପିତ ହେବ ଗଗନ ପବନ। ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଧନୁଯାତ୍ରାର ପ୍ରଥମ ବୈଠକରେ ଏନେଇ ନିଷ୍ପତ୍ତି ହୋଇଛି।…

ଜାମସେଦପୁରରୁ ନିର୍ବାଚନ ଲଢିବେ ଓଡ଼ିଶା ରାଜ୍ୟପାଳଙ୍କ ବୋହୂ

ଭୁବନେଶ୍ୱର: ଓଡ଼ିଶା ରାଜ୍ୟପାଳ ରଘୁବର ଦାସଙ୍କ ବୋହୂ ପୂର୍ଣ୍ଣିମା ଦାସଙ୍କୁ ଟିକେଟ ଦେଇଛି ବିଜେପି।  ସେ ଜାମସେଦପୁରରୁ ଲଢିବେ ନିର୍ବାଚନ।  ସେ ଛତିଶଗଡର ଝିଅ ହୋଇଥିବାବେଳେ ଝାଡ଼ଖଣ୍ଡର ବୋହୂ।  ଏହି ଆସନରୁ ରଘୁବର ଦାସ ନିଜେ ୨୦୧୯ରେ ନିର୍ବାଚନରେ ​​ପ୍ରତିଦ୍ୱନ୍ଦ୍ୱିତା କରି ପରାଜୟ ବରଣ…

ଓଡ଼ିଶାରେ ସୃଷ୍ଟି ହେବ ନିଯୁକ୍ତି ସୁଯୋଗ: ୩୪ ହଜାର କୋଟି ନିବେଶ କରିବ ହିଣ୍ଡାଲ୍‌କୋ

ଭୁବନେଶ୍ୱର,୧୯।୧୦: କେନ୍ଦ୍ର ରସାୟନ ଓ ସାର ମନ୍ତ୍ରଣାଳୟ ଅଧୀନ କେମିକାଲ ଓ ପେଟ୍ରୋକେମିକାଲ ବିଭାଗ ପକ୍ଷରୁ ମୁମ୍ବାଇରେ ଆୟୋଜିତ ହୋଇଛି ଇଣ୍ଡିଆ କେମ୍‌-୨୦୨୪। ଏଥିରେ ଏହି ସମାବେଶରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଯୋଗଦେଇ ନିବେଶକମାନଙ୍କୁ ଆମନ୍ତ୍ରଣ କରିଛନ୍ତି। ଓଡ଼ିଶାରେ ଶିଳ୍ପାୟନ ପାଇଁ…

ସାଇବର ଆଟାକରୁ କିପରି ପାଇବେ ରକ୍ଷା ?

ଭୁବନେଶ୍ବର: ଦିନକୁ ଦିନ ବଢି ଚାଲିଛି ସାଇବର ଅପରାଧ। ସକ୍ରିୟ ହେଉଛନ୍ତି ସାଇବର ଅପରାଧୀ। ସବୁ ଆଇନକୁ ଚକମା ଦେଇ ବଢାଉଛନ୍ତି ଅପରାଧ। ସାଇବର କ୍ରାଇମର ଶିକାର ହେଉଛନ୍ତି ପ୍ରାୟ ସବୁ ବର୍ଗର ଲୋକ। ଏହା ଲୋକଙ୍କ ଆଖିରୁ ନିଦ ଛଡାଇ ନେଇଥିବା ବେଳେ ଚୋରାଇ ନେଉଛି ଗୁରୁତ୍ବପୂର୍ଣ୍ଣ ତଥ୍ୟ। ଏମିତିକି…

ଜାତୀୟ ମହିଳା କମିଶନର ନୂଆ ଅଧ୍ୟକ୍ଷା ବିଜୟା କିଶୋର

ନୂଆଦିଲ୍ଲୀ: ଜାତୀୟ ମହିଳା କମିଶନର ନୂଆ ଅଧ୍ୟକ୍ଷ ବନିଲେ ବିଜୟା କିଶୋର ରାହତକର। ସେ ଏହା ପୂର୍ବରୁ ୨୦୧୬ରୁ ୨୦୨୧ ପର୍ଯ୍ୟନ୍ତ ମହାରାଷ୍ଟ୍ର ରାଜ୍ୟ ମହିଳା ଆୟୋଗର ଅଧ୍ୟକ୍ଷ ଥିଲେ। ସୂଚନା ଅନୁଯାୟୀ, ସାମାଜିକ କାର୍ଯ୍ୟରେ ତାଙ୍କର ଭୂମିକାକୁ ବିଚାର କରି ତାଙ୍କୁ ଏହି ଦାୟିତ୍ବ ଦିଆଯାଇଛି।…

ପ୍ରକାଶ ପାଇଲା ଓଏଏସ ରେଜଲ୍‌ଟ: ପ୍ରଥମ ସ୍ଥାନରେ ଶ୍ୱେତାଶ୍ରୀ ମହାପାତ୍ର

ଭୁବନେଶ୍ବର: ଓଏଏସ୍‌ ପରୀକ୍ଷା-୨୦୨୨ର ଫଳ ଆଜି ପ୍ରକାଶ ପାଇଛି। ଏହି ପରୀକ୍ଷାରେ ୬୮୩ ଜଣ କୃତକାର୍ଯ୍ୟ ହୋଇଥିବା ବେଳେ ଟପ ୧୦ ନମ୍ବରରେ ୫ ଜଣ ମହିଳା ଓ ୫ ଜଣ ପୁରୁଷ ଅଛନ୍ତି। ସେହିପରି ଶ୍ୱେତାଶ୍ରୀ ମହାପାତ୍ର ପ୍ରଥମ ସ୍ଥାନ ଅଧିକାର କରିଛନ୍ତି। ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷା-୨୦୨୨ରେ…

ଗନ୍ଧମାର୍ଦ୍ଦନ ଯୋଗାଇଦେବ କର୍କଟ ଭଳି ଦୁରାରୋଗର ଔଷଧ…

ସମ୍ବଲପୁର: ପୁଣି ଗବେଷଣାରେ ଆଉ ପାଦ ଆଗକୁ ଆଗେଇଛି ସମ୍ବଲପୁର ବିଶ୍ବବିଦ୍ୟାଳୟ । ସମ୍ବଲପୁର ବିଶ୍ୱବିଦ୍ୟାଳୟର ସେଣ୍ଟର ଅଫ୍‌ ଏକ୍ସିଲେନ୍ସ ତରଫରୁ ଗନ୍ଧମାର୍ଦ୍ଦନ ପର୍ବତରୁ ସଂଗୃହୀତ ୧୬ ପ୍ରକାର ମିଶ୍ରିତ ଜଡ଼ିବୁଟିର ମିଶ୍ରଣରୁ ମଧୁମେହ ଔଷଧର ପେଟେଣ୍ଟ ପ୍ରସ୍ତୁତ କରାଯାଇଛି। ଏହା ସହିତ…

ଆଇଇଡି ବିସ୍ଫୋରଣରେ ୨ ଆଇଟିବିପି ଯବାନ ଶହୀଦ

ରାୟପୁର: ଶନିବାର ଛତିଶଗଡର ନକ୍ସଲ ପ୍ରଭାବିତ ନାରାୟଣପୁର ଜିଲ୍ଲାରେ ହୋଇଥିବା ଆଇଇଡି ବିସ୍ଫୋରଣରେ ଦୁଇ ଜଣ ଆଇଟିବିପି କର୍ମଚାରୀ ଶହୀଦ ହୋଇଛନ୍ତି। ଏହାସହ ଦୁଇଜଣ ପୋଲିସ ଆହତ ହୋଇଛନ୍ତି। ଦୁଇ ଜଣ ଇଣ୍ଡୋ-ତିବେତାନ ବୋର୍ଡର୍ ପୋଲିସ (ITBP) ଯବାନ ଶହୀଦ ହୋଇଛନ୍ତି। ବିସ୍ଫୋରଣ ପରେ ସେମାନଙ୍କୁ…