Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ଶେଷ ହେଲା ଶ୍ରୀମନ୍ଦିର ରତ୍ନ ଭଣ୍ଡାରର ରାଡର୍ ସର୍ଭେ

ପୁରୀ: ଶେଷ ହେଲା ଶ୍ରୀମନ୍ଦିର ରତ୍ନ ଭଣ୍ଡାରର ରାଡର୍ ସର୍ଭେ। ଦୁଇ ଦିନ କାଳ ୩ଟି ଆଣ୍ଟିନା ମାଧ୍ୟମରେ ସର୍ଭେ କରି ଡାଟା ଜେନେରେଟ୍ କରିଛି ଏନ୍‌ଜିଆର୍‌ଇ ଟିମ୍। ଚୂଡାନ୍ତ ରିପୋର୍ଟ ଆସିବା ପରେ ଦୂର ହେବ ରତ୍ନ ଭଣ୍ଡାର ଗୁପ୍ତ ସୁଡ଼ଙ୍ଗ ଓ ଗୁପ୍ତ କୋଠରୀ ସଂଶୟ। ୭ଟି ଷ୍ଟେଜରେ ସଂଗ୍ରହ ହୋଇଥିବା…

ମଞ୍ଚ ଉପରେ ମୋଦିଙ୍କ ନାମ ଭୁଲିଗଲେ ବିଡେନ, ଆଉ ତା’ ପରେ…

ନୂଆଦିଲ୍ଲୀ: ମଞ୍ଚ ଉପରେ ମୋଦିଙ୍କ ନାମ ଭୁଲିଗଲେ ବାଇଡେନ।ଶନିବାର ଡେଲାୱେରରେ ଅନୁଷ୍ଠିତ କ୍ୱାଡ ସମ୍ମିଳନୀ ପରେ ଏକ କାର୍ଯ୍ୟକ୍ରମରେ ଆମେରିକାର ରାଷ୍ଟ୍ରପତି ଜୋ ବିଡେନ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନାମକୁ ମନେ ପକାଇ ପାରିନାହାଁନ୍ତି। ଏହି ସମୟରେ ପିଏମ ମୋଦୀ, ଅଷ୍ଟ୍ରେଲୀୟ…

ଚେନ୍ନାଇରେ ଚମକିଲେ ଅଶ୍ୱିନ ଆନ୍ନା

ଚେନ୍ନାଇ: ବାଂଲାଦେଶ ବିପକ୍ଷ ଚେନ୍ନାଇ ଟେଷ୍ଟରେ ୨୮୦ ରନରେ ବୃହତ ବିଜୟ ହାସଲ କରିଛି ଟିମ୍ ଇଣ୍ଡିଆ । ଚତୁର୍ଥ ଦିନରେ ହିଁ ବାଂଲାଦେଶକୁ ମାତ୍ ଦେଇ ସିରିଜ ଆଗୁଆ ରହିଛି ଭାରତୀୟ ଦଳ । ବିଜୟ ସହ ବିଶ୍ୱ ଟେଷ୍ଟ ଚାମ୍ପିଅନସିପ ଟେବୁଲରେ ମଧ୍ୟ ସ୍ଥିତି ଦୃଢ କରିଛି ଭାରତ । ଚେନ୍ନାଇରେ ଟିମ୍…

ଗ୍ୟାସ ସିଲିଣ୍ଡର ପରେ ଟ୍ରାକରୁ ମିଳିଲା ଡିଟୋନେଟର, ଅଳ୍ପକେ ବର୍ତ୍ତିଲେ ଯବାନ

ଭୋପାଳ: ଗ୍ୟାସ ସିଲିଣ୍ଡର ପରେ ଟ୍ରାକରୁ ମିଳିଲା ଡିଟୋନେଟର।ମଧ୍ୟପ୍ରଦେଶର ବୁରହାନପୁର ଜିଲ୍ଲାର ସାଗଫା ରେଲୱେ ଷ୍ଟେସନ ନିକଟରେ ବୋମା ବିସ୍ଫୋରଣ କରି ଟ୍ରେନକୁ ଉଡାଇବାକୁ ଷଡଯନ୍ତ୍ର କରାଯାଇଥିଲା। ଜାମ୍ମୁ କାଶ୍ମୀରରୁ କର୍ଣ୍ଣାଟକ ଯାଉଥିବା ଏହି ଟ୍ରେନରେ ସେନାର ଯବାନ ମାନେ ଥିବା ନେଇ…

କ୍ୱାଡ୍ ମଂଚରୁ ଚୀନକୁ ମୋଦିଙ୍କ କଡା ସନ୍ଦେଶ

ନୂଆଦିଲ୍ଲୀ: ଆମେରିକାରେ ଆୟୋଜିତ କ୍ୱାଡ୍ ବୈଠକରେ ଚୀନ୍‌ର ବିସ୍ତାରବାଦୀ ନୀତିକୁ ଟାର୍ଗେଟ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ନାଁ ନ ନେଇ ଚୀନକୁ ଦେଇଛନ୍ତି ଦୃଢ ସନ୍ଦେଶ । ରାଷ୍ଟ୍ରପତି ଜୋ ବାଇଡେନଙ୍କ ହୋମ ଟାଉନ ୱିଲମିଙ୍ଗଟନରେ ଆୟୋଜିତ କ୍ୱାଡ୍ ସମ୍ମିଳନୀରେ ଉଦବୋଧନ ଦେଇ…

କେଉଁ ଦେଶରେ ଦୂତାବାସ ସଂଖ୍ୟା ଅଧିକ, କେତେ ନମ୍ବରରେ ଆସେ ଭାରତ ?

ନୂଆଦିଲ୍ଲୀ: ଆଜିକାଲି ଅଧିକାଂଶ ଲୋକ ଯାତ୍ରା, ବ୍ୟବସାୟ ଏବଂ ଅଧ୍ୟୟନ ପାଇଁ ଅନ୍ୟ ଦେଶକୁ ଯାଇଥାଆନ୍ତି। କିନ୍ତୁ ଆପଣ ଜାଣନ୍ତି କି ଅନ୍ୟ ଦେଶକୁ ଯାତ୍ରା କରିବା ସମୟରେ ପାସପୋର୍ଟ ଏବଂ ଭିସା ବ୍ୟତୀତ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କ’ଣ ? ଉତ୍ତର ହେଉଛି ଦୂତାବାସ। ଆଜ୍ଞା ହଁ, ବିଦେଶରେ କୌଣସି…

ଏକଲବ୍ୟ ପୁରସ୍କାର ପାଇବେ ସନ୍ତରଣକାରୀ ପ୍ରତ୍ୟାଶା ରାୟ

ଭୁବନେଶ୍ବର: ଏକଲବ୍ୟ ପୁରସ୍କାରରେ ସମ୍ମାନିତ ହେବେ ସନ୍ତରଣକାରୀ ପ୍ରତ୍ୟାଶା ରାୟ । ପ୍ରତ୍ୟାଶାଙ୍କୁ ୩୨ ତମ ଏକଲବ୍ୟ ପୁରସ୍କାରର ବିଜେତା ଘୋଷଣା କରିଛନ୍ତି ଜୁରୀ । ଜଣେ ଉଦୀୟମାନ ସନ୍ତରଣକାରୀ ଭାବେ ବହୁ ରେକର୍ଡ ସୃଷ୍ଟି କରିଥିବା ପ୍ରତ୍ୟାଶା ‘ଇମ୍ପାକ୍ଟ’ ପରିଚାଳିତ ଏକଲବ୍ୟ ପୁରସ୍କାର…

୨ ନାବାଳିକାକୁ ଗଣଦୁଷ୍କର୍ମ ଅଭିଯୋଗ, ୩ ଅଟକ

ରାଉରକେଲା: ପୁଣି ଲଜ୍ଜା। ରାଉରକେଲାରେ ଦୁଇ ନାବାଳିକାକୁ ଗଣଦୁଷ୍କର୍ମ ଅଭିଯୋଗ। ଦୁଇ ନାବାଳିକା ଦୁଇ ଭଉଣୀ ଥିବା କୁହାଯାଉଛି। ବିଶ୍ରା ଛକ ଅଞ୍ଚଳରେ ଏହି ଘଟଣା ଘଟିଛି। ଦୁଇ ନାବାଳିକା ରାଉରକେଲାକୁ ମାର୍କେଟିଂ କରିବାକୁ ବସ ଯୋଗେ ଆସିଥିଲେ। ଗତକାଲି ପ୍ରାୟ ସଂଧ୍ୟା ସମୟରେ ଏହି ଅଭାବନୀୟ ଘଟଣା…

ଆମେରିକା ଫେରାଇବ ଭାରତରୁ ଚୋରା ଚାଲାଣ ହୋଇଥିବା ପ୍ରାଚୀନ ମୂଲ୍ଯବାନ ସାମଗ୍ରୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ମୋଦୀ ତିନି ଦିନିଆ ଆମେରିକା ଗସ୍ତରେ ଯାଇଛନ୍ତି। ସେ କ୍ୱାଡ ଶିଖର ସମ୍ମିଳନୀରେ ଅଂଶଗ୍ରହଣ କରିବା ସହ ଆମେରିକାର ରାଷ୍ଟ୍ରପତି ଜୋ ବିଡେନଙ୍କ ସହିତ ମଧ୍ଯ ଦ୍ୱିପାକ୍ଷିକ ଆଲୋଚନା କରିଛନ୍ତି। ଏହି ସମୟରେ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଏକ ବିଶେଷ ଉପହାର ଦେଇଛି…

ବାତିଲ୍ ହେଲା ମୁଖ୍ୟମନ୍ତ୍ରୀଙ୍କ ମୟୂରଭଞ୍ଜ ଗସ୍ତ

ଭୁବନେଶ୍ବର: ବାତିଲ୍ ହେଲା ମୁଖ୍ୟମନ୍ତ୍ରୀଙ୍କ ମୟୂରଭଞ୍ଜ ଗସ୍ତ । କେନ୍ଦୁଝରରୁ ଭୁବନେଶ୍ବର ଫେରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ହେଲିକପ୍ଟରରେ ଯାନ୍ତ୍ରିକ ତ୍ରୁଟି କାରଣରୁ ମୁଖ୍ୟମନ୍ତ୍ରୀଙ୍କ ମୟୂରଭଞ୍ଜ ଗସ୍ତ ବାତିଲ୍ ହୋଇଛି । ଆଉ ଆଜି ମୟୁରଭଞ୍ଜ ଯିବେନି ମୁଖ୍ୟମନ୍ତ୍ରୀ । ତେବେ…