Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ସେନା ଅଧିକାରୀ ଓ ବାନ୍ଧବୀଙ୍କୁ ଦୁର୍ବ୍ୟବହାର: ଗିରଫ ହେଲେ ୭ ରୋଡ ରୋମିଓ

ଭୁବନେଶ୍ବର: ସେନା ଅଧିକାରୀ ଓ ତାଙ୍କ ବାନ୍ଧବୀଙ୍କୁ ରାସ୍ତାରେ ହଇରାଣ କରିବା ଘଟଣାରେ ୭ ଜଣ ରୋଡ ରୋମିଓଙ୍କୁ ଶେଷରେ ଗିରଫ କରିଛି ପୋଲିସ୍ । ଚନ୍ଦକା ପୋଲିସ୍ ୭ ଜଣଙ୍କୁ ମହିଳାଙ୍କ ଉପରକୁ ହାତ ଉଠାଇଥିବା ଘଟଣାରେ ଗିରଫ କରି କୋର୍ଟ ଚାଲାଣ କରିଛି । ଏଥିସହିତ ସେମାନଙ୍କ ମୋବାଇଲ ଓ ତା…

ବାୟୁସେନାର ନୂଆ ମୁଖିଆ ହେଲେ ଏୟାର ମାର୍ଶାଲ ଅମର ପ୍ରିତ୍ ସିଂହ

ନୂଆଦିଲ୍ଲୀ: ବାୟୁସେନାର ନୂଆ ମୁଖ୍ୟ ଅମର ପ୍ରିତ୍ ସିଂହ । ଏୟାର ମାର୍ଶାଲ ଅମର ପ୍ରିତ୍ ସିଂହ ବାୟୁସେନାର ପରବର୍ତ୍ତୀ ମୁଖିଆ ହେବେ । ଏବେ ସେ ବାୟୁସେନା ଉପମୁଖ୍ୟ ଭାବେ କାର୍ଯ୍ୟରତ ଅଛନ୍ତି । ଆସନ୍ତା ସେପ୍ଟେମ୍ବର ୩୦ରେ ଅମର ପ୍ରିତ୍‌ ବାୟୁସେନାର ମୁଖ୍ୟ ଭାବେ ଦାୟିତ୍ବ ଗ୍ରହଣ କରିବେ ।…

ଭିଜିଲାନ୍ସ ପଞ୍ଝା ଭିତରେ ପୁଣି ଆଉ ଏକ ଯନ୍ତ୍ରୀ, ଟଙ୍କାର ଗଦିରେ ଶୋଉଥିଲେ

ବାଲେଶ୍ବର: ବନ୍ଧାହେଲେ ବାଲେଶ୍ବର ରୁରାଲ୍‌ ୱାର୍କସ ମୁଖ୍ୟଯନ୍ତ୍ରୀ ଏନ୍‌ଭି ହରିହର ରାଓ । ଆୟ ବହିର୍ଭୂତ ସଂପତ୍ତି ଠୁଳ ମାମଲାରେ ଆଜି ଯନ୍ତ୍ରୀ ବାବୁଙ୍କୁ ଗିରଫ କରିଛି ଭିଜିଲାନ୍ସ । ଶୁକ୍ରବାର ରାଓଙ୍କ ବିଭିନ୍ନ ସ୍ଥାନରେ ରେଡ୍‌ କରି ବିପୁଳ ସଂପତ୍ତି ପାଇଥିଲା ଭିଜିଲାନ୍ସ । ତେବେ…

ପୁଣି ଟ୍ରେନ ଦୁର୍ଘଟଣା କରାଇବାକୁ ଷଡଯନ୍ତ୍ର, ଟ୍ରାକରୁ ଖୋଲିଦେଲେ ଫିସ୍ ପ୍ଲେଟ୍

ସୁରଟ: ପୁଣି ଟ୍ରେନ ଦୁର୍ଘଟଣା କରାଇବାକୁ ଷଡଯନ୍ତ୍ର। ଏଭଳି ଘଟଣା ଘଟିଛି ଗୁଜୁରାଟର ସୁରଟରେ। କିମ ରେଳ ଷ୍ଟେସନ ନିକଟରେ ଯାଞ୍ଚ ବେଳେ ଟ୍ରାକରୁ ଫିସ୍ ପ୍ଲେଟ ଏବଂ ନଟ୍ ଗୁଡିକୁ ଉଦ୍ଧାର କରାଯାଇଛି। ଏନେଇ ପଶ୍ଚିମାଞ୍ଚଳ ରେଳବାଇର ଭଦୋଦରା ଡିଭିଜନ କହିଛି ଯେ କିଛି ଦୁବୁର୍ତ୍ତ ୟୁପି ଲାଇନରୁ…

ତେଜୁଛି ଭରତପୁର ଥାନାର ବିବାଦ: ରାସ୍ତାକୁ ଓହ୍ଲାଇଲା କଂଗ୍ରେସ, ବିଜେଡି

ଭୁବନେଶ୍ବର: ଭରତପୁର ଥାନା ଯେଉଁଭଳି ଭାବେ ବର୍ବରତାର ସୀମା ଟପିଛି ତାହାକୁ ନେଇ ଏବେ ବଢିବାରେ ଚାଲିଛି ବିରୋଧ ଓ ଆକ୍ରୋଶ । ସାଧାରଣରେ ପୋଲିସର ଏଭଳି କାର୍ଯ୍ୟ ନେଇ ଅସନ୍ତୋଷ ବଢିଥିବା ବେଳେ ଏବେ ରାଜଧାନୀରେ ବିରୋଧୀଙ୍କ ଦୃଢ ପ୍ରତିବାଦ ଦେଖିବାକୁ ମିଳିଛି । ପ୍ରଥମେ ବିଜେଡି ଆଉ ପରେ…

ଭରତପୁର ଥାନା ମାମଲା: ମୂଳ ଘଟଣାର ସିନ୍ ରିକ୍ରିଏସନ କଲା ପୋଲିସ୍

ଭୁବନେଶ୍ବର: ଭରତପୁର ଥାନାରେ ସେନା ଅଧିକାରୀ ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ମାମଲା । ମୂଳ ଘଟଣାର ସିନ୍ ରିକ୍ରିଲସନ କଲା ଚନ୍ଦକା ପୋଲିସ । ଯେଉଁ ଘଟଣାର ମାମଲା ରୁଜ୍ଜୁ ପାଇଁ ଆଜି ଏତେ ସବୁ ଅଘଟଣ ଘଟିଲା ସେଥିରେ ଚନ୍ଦକା ପୋଲିସ୍ ଶୁକ୍ରବାର ୭ ଜଣଙ୍କୁ ଅଟକ ରଖି ପଚରା ଉଚରା କରିଥିବା…

କେନ୍ଦୁଝରରେ ହେବ ଜାତୀୟସ୍ତରର ଷ୍ଟାଡ଼ିୟମ

କେନ୍ଦୁଝର: ଶୁକ୍ରବାର ୩ ଦିନିଆ କେନ୍ଦୁଝର ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଆଜି ତାଙ୍କ ଗସ୍ତର ଦ୍ବିତୀୟ ଦିନ । ଏହି ଗସ୍ତରେ କେନ୍ଦୁଝରରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ଏହାରି ଭିତରେ ଆଜି ସକାଳୁ ସକାଳୁ ମୁଖ୍ୟମନ୍ତ୍ରୀ ମର୍ଣିଂ ଓ୍ବାକ…

ଫୁଲୁଛି ହୀରାକୁଦ ଡ୍ୟାମ୍: ଖୋଲିବ ଗେଟ୍!

ସମ୍ବଲପୁର: ଜଳପୂର୍ଣ୍ଣ ହୋଇଛି ହୀରାକୁଦ ଡ୍ୟାମ୍ । ସକାଳ ୯ଟାରେ ହୀରାକୁଦ ଡ୍ୟାମ୍ ପାଣି ତାର ସର୍ବୋଚ୍ଚ କ୍ଷମତା ଛୁଇଁଛି । ହୀରାକୁଦ ଡ୍ୟାମ୍‌ର ସର୍ବୋଚ୍ଚ ଜଳଧାରଣ କ୍ଷମତା ୬୩୦ ଫୁଟ୍ ରହିଥିବା ବେଳେ ଏବେ ଜଳସ୍ତର ୬୧୨.୨୫ ଫୁଟରେ ପହଞ୍ଚିଛି । ଏଥିସହିତ ଜଳଭଣ୍ଡାରକୁ ପ୍ରତି ସେକେଣ୍ଡକୁ ୫୬,…

ଭରତପୁର ଥାନା ମାମଲା: ବିରୋଧିକୁ ସୌମ୍ୟଙ୍କ ଟାର୍ଗେଟ

ଭୁବନେଶ୍ଵର: ଭରତପୁର ଥାନା ମାମଲାରେ ବିରୋଧିକୁ ସୌମ୍ୟଙ୍କ ଟାର୍ଗେଟ । କହିଲେ ଗୋଟିଏ ଘଟଣାରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ କହିହେବନି । ୨୫ ବର୍ଷର ସରକାରକୁ ୧୦୦ ଦିନର ସରକାର ସହ ତୁଳନା ଠିକ ନୁହେଁ ବୋଲି କହିଛନ୍ତି ସୌମ୍ୟରଞ୍ଜନ ପଟ୍ଟନାୟକ । ସୌମ୍ୟ ଆହୁରି ମଧ୍ୟ କହିଛନ୍ତି ଯେ, ଯେଉଁସବୁ…