Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ବେହାଲ ବାଲେଶ୍ବର: ନଦୀବନ୍ଧ, ଘର ଛାତ ସାଜିଛି ସାହାରା

ବାଲେଶ୍ବର: ବନ୍ୟାରେ ବେହାଲ ହୋଇପଡିଛି ବାଲେଶ୍ବର । ଘର ଭିତରେ ବାହାରେ ସବୁଠି ପାଣି । କିଛି ସ୍ଥାନରେ ପାଣି ଛାତ ଛୁଇଁଥିବା ବେଳେ ଏବେ ନଦୀବନ୍ଧ ଓ କୋଠାଘର ଛାତ ସାଜିଛି ସାହାରା । ତମ୍ବୁ ଟାଣି ତା ତଳେ କିଏ ଆଶ୍ରୟ ନେଇଛନ୍ତି ତ ଆଉ କିଏ ସେମିତି ପଡିରହିଛନ୍ତି । କ’ଣ ଖାଇବେ କେମିତି…

ପରଲୋକରେ ହିମେଶ ରେଶମିୟାଙ୍କ ବାପା

ମୁମ୍ବାଇ: ପରଲୋକରେ ହିମେଶ ରେଶମିୟାଙ୍କ ବାପା। ୮୭ ବର୍ଷ ବୟସରେ ପ୍ରସିଦ୍ଧ ସଂଗୀତ ନିର୍ଦ୍ଦେଶକ ବିପିନ ରେଶମିୟାଙ୍କର ଦେହାନ୍ତ ହୋଇଛି । ଚିକିତ୍ସାଧୀନ ଅବସ୍ଥାରେ ମୁମ୍ବାଇର କୋକିଲାବେନ ଧୀରୁବାଇ ଅମ୍ବାନୀ ହସ୍ପିଟାଲରେ ତାଙ୍କର ମୃତ୍ୟୁ ହୋଇଛି । ଦୀର୍ଘ ଦିନ ଧରି ବାର୍ଦ୍ଧକ୍ୟଜନିତ ରୋଗରେ…

ପୁଣି ନନ୍ଦନକାନନରୁ ବାଲୁଖଣ୍ଡ ଗଲେ ୧୩ କୃଷ୍ଣସାର ମୃଗ

ଭୁବନେଶ୍ବର: ପୁଣି ନନ୍ଦନକାନନରୁ ଆଉ ୧୩ ଟି କୃଷ୍ଣସାର ମୃଗ ବାଲୁଖଣ୍ଡ ଅଭୟାରଣ୍ୟ ଯାଇଛନ୍ତି । ବୁଧବାର ରାତିରେ ଦ୍ବିତୀୟ ପର୍ଯ୍ୟାୟରେ ଏକ ସ୍ବତନ୍ତ୍ର ଭ୍ୟାନରେ ପୁରୀ କୋଣାର୍କ ସ୍ଥିତ ବାଲୁଖଣ୍ଡ ଅଭୟାରଣ୍ୟ ଯାଇଛନ୍ତି ଆଉ ୧୩ କୃଷ୍ଣସାର ମୃଗ । ତେବେ ପୂର୍ବରୁ ଚଳିତ ବର୍ଷ ଜୁନ୍ ମାସରେ…

ବାୟୁ ପ୍ରଦୂଷଣ ପାଇଁ ବଢୁଛି ବ୍ରେନ ଷ୍ଟ୍ରୋକ

ନୂଆଦିଲ୍ଲୀ: ବାୟୁ ପ୍ରଦୂଷଣ ପାଇଁ ବଢୁଛି ବ୍ରେନ ଷ୍ଟ୍ରୋକ। ଦ ଲାନସେଟ୍ ସ୍ନାୟୁବିଜ୍ଞାନ ଜର୍ଣ୍ଣାଲରେ ପ୍ରକାଶିତ ରିପୋର୍ଟ ଅନୁଯାୟୀ, ସାରା ଦେଶରେ ଷ୍ଟ୍ରୋକ ଓ ତତ୍ ସମ୍ବନ୍ଧୀୟ ମୃତ୍ୟୁ ଘଟଣା ବଢିବାରେ ଲାଗିଛି। ଯେଉଁଥିପାଇଁ ବାୟୁ ପ୍ରଦୂଷଣ, ଉଚ୍ଚ ରକ୍ତଚାପ ଏବଂ ଶାରୀରିକ ନିଷ୍କ୍ରିୟତା ଆଦି…

ମେଜରଙ୍କୁ ଦୁର୍ବ୍ୟବହାର ଘଟଣା: ମୂଳ ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଲେ ଡିଜିପି

ଭୁବନେଶ୍ବର: ବିଚ୍ ରାସ୍ତାରେ ମେଜର ଓ ବାନ୍ଧବୀଙ୍କୁ ଦୁର୍ବ୍ୟବହାର ଘଟଣା । ମାମଲା ରୁଜୁ କରି ତଦନ୍ତ ନିର୍ଦ୍ଦେଶ ଦେଲେ ଡିଜିପି ୱାଇ.ବି. ଖୁରାନିଆ । ତୁରନ୍ତ ମେଜରଙ୍କୁ ରାସ୍ତାରେ ଦୁର୍ବ୍ୟହାର କରିଥିବା ରୋଡ୍‌ ରୋମିଓଙ୍କୁ ଚିହ୍ନଟ କରାଯାଇ କାର୍ଯ୍ୟନୁଷ୍ଠାନ ଗ୍ରହଣ କରାଯିବ । ମେଜରଙ୍କ ଏତଲା…

ସବୁ ଜିଲ୍ଲାରେ ଖୋଲିବ ମେଡିକାଲ କଲେଜ

ଭୁବନେଶ୍ବର: ଏଣିକି ସବୁ ଜିଲ୍ଳାରେ ଖୋଲିବ ମେଡିକାଲ କଲେଜ । ରାଜ୍ୟର ସବୁ ଜିଲ୍ଲା ମୁଖ୍ୟାଳୟରେ ମେଡିକାଲ କଲେଜ ହେବ । ଏନେଇ ଆଜି ସୂଚନା ଦେଇଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ । ଏନେଇ ମନ୍ତ୍ରୀ କହିଛନ୍ତି, ଖୁବଶୀଘ୍ର ରାଜ୍ୟର ସମସ୍ତ ଜିଲ୍ଲାରେ ମେଡିକାଲ କଲେଜ ହେବ । ଏବେ…

ବେଆଇନ ଗୁଟ୍‌ଖା କାରଖାନାରେ ରେଡ୍, ୫ ଅଟକ

ବ୍ରହ୍ମପୁର: ନକଲି ତେଲ ପରେ ନକଲି ଗୁଟଖାର ଚାଲିଛି କାରବାର। ବେଆଇନ ଗୁଟଖା କାରଖାନା ଉପରେ ପୋଲିସର ଚଢ଼ାଉ। ବ୍ରହ୍ମପୁର ସଦର ଥାନା ବାଉଁଶିଆପଲ୍ଲୀରେ ଥିବା ବେଆଇନ ଗୁଟଖା କାରଖାନା ଉପରେ ପୋଲିସ ରେଡ କରିଛି। ଏଠାରୁ ଜବତ ହୋଇଛି ବହୁ ପରିମାଣର ଗୁଟଖା, ଗୁଟଖା ପ୍ରସ୍ତୁତି ସାମଗ୍ରୀ ଓ ମେସିନ।…

ସମ୍ବଲପୁରୀ ଗାୟିକାଙ୍କ ମୃତ୍ୟୁ ରହସ୍ୟଘେରରେ, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ

ଭବାନୀପାଟଣା: ସମ୍ବଲପୁରୀ ଗାୟିକା ରୁକ୍‌ସନା ବାନୋଙ୍କ ମୃତ୍ୟୁକୁ ନେଇ ଆରମ୍ଭ ହେଲା ସସ୍‌ପେନ୍ସ । ଗତକାଲି ସ୍କ୍ରବ୍‌ ଟାଇଫସରେ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିବା ପରେ ପରିବାର ଏହାକୁ ହତ୍ୟାର ମୋଡ ଦେଇଛନ୍ତି । ସ୍ଲୋ ପଏଜନ ଦେଇ ତାଙ୍କ ମାରିବାର ଷଡଯନ୍ତ୍ର ରଚାଯାଇଥିଲା ବୋଲି…

ହିଜବୁଲାହ ଓ୍ବକି-ଟକି, ସୋଲାର ପ୍ୟାନେଲ ଓ ଲାପଟପରେ ବ୍ଲାଷ୍ଟ, ୨୦ ମୃତ, ବ୍ଲାଷ୍ଟ ପରେ ଆତଙ୍କ

ନୂଆଦିଲ୍ଲୀ: ଏବେ ଲେବନାନରେ ଛାଇଛି ଆତଙ୍କ । ବ୍ଲାଷ୍ଟ ହେଉଛି ପେଜର, ଲାପଟପ୍ ଏବଂ ସୋଲାର ପ୍ୟାନେଲ । ଏଯାବତ ୨୦ ଜଣଙ୍କର ଜୀବନ ଗଲାଣି । ପ୍ରଥମେ ପେଜର(ଏକ ରେଡିଓ ସିଗନାଲ ଡିଭାଇସ ଯାହାଦ୍ବାରା ମେସେଜ ପଠାଇବା ଓ ଗ୍ରହଣ କରାଯାଏ) ଫାଟିବା ଆରମ୍ଭ କରିଥିବା ବେଳେ ପରେ ପରେ ଓ୍ବକି-ଟକି,…

ପୁଣି ଲାଇନ୍‌ଚ୍ୟୁତ ହେଲା ମାଲବାହୀ ଟ୍ରେନ୍‌, ଟ୍ରାକ୍‌ରୁ ଖସିଲା ୨୫ ବଗି

ମଥୁରା: ପୁଣି ଲାଇନଚ୍ୟୁତ ହେଲା ମାଲବାହୀ ଟ୍ରେନ। ଉତ୍ତରପ୍ରଦେଶ ମଥରୁରାରେ ହେଲା ଲାଇନ୍‌ଚ୍ୟୁତ। ଟ୍ରେନ୍‌ର ୨୫ଟି ବଗି ଟ୍ରାକ୍‌ରୁ ଖସି ଯାଇଥିବା ଜଣାଯାଇଛି। ଏଥିରେ କେହି ମୃତାହତ ହୋଇ ନଥିବା ସୂଚନା ମିଳିଛି। ବୃନ୍ଦାବନ ନିକଟରେ ଏହି ଅଘଟଣ ଘଟିଛି। ଗତ କିଛି ଦିନ ହେବ ଦେଶର ବିଭିନ୍ନ…