Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ରାଜ୍ୟରେ ୬ ହଜାର ମୁହାଁ ଡେଙ୍ଗୁ ସଂକ୍ରମଣ, ୨୪ ଘଣ୍ଟାରେ ୫୨ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ ଏବେ କାୟା ବିସ୍ତାର କରିଛି ଡେଙ୍ଗୁ ଜ୍ବର । ଯାହାକୁ ନେଇ ଭୟବୀତ ଅଛନ୍ତି ଲୋକେ । ବର୍ତ୍ତମାନ ସୁଦ୍ଧା ୬ ହଜାର ଛୁଇଁଛି ରୋଗୀଙ୍କ ସଂଖ୍ୟା । ଏଭଳି ପରିସ୍ଥିତିରେ ରାଜ୍ୟରେ ଡେଙ୍ଗୁ ପରୀକ୍ଷା ପାଇଁ କିଟ୍‌ର ଅଭାବ ଦେଖା ଦେଇଛି । ପୁଣି ଅକ୍ଟୋବର ମାସ ପର୍ଯ୍ୟନ୍ତ ଏହି…

ବାଲେଶ୍ବର ବନ୍ୟାଞ୍ଚଳ ସ୍ଥିତି ସମୀକ୍ଷା ପରେ ଏପରି କହିଲେ ମୁଖ୍ୟମନ୍ତ୍ରୀ

ବାଲେଶ୍ବର: ଆଜି ଆକାଶ ମାର୍ଗରୁ ବାଲେଶ୍ବର ଜିଲ୍ଲାର ବାଲିଆପାଳ ଓ ଭୋଗରାଇର ବନ୍ୟାଞ୍ଚଳ ପରିଦର୍ଶନ ପରେ ସେଠାକାର ସ୍ଥିତି ଉଦବେଗ ଜନକ ବୋଲି କହିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଲଘୁଚାପ ଜନିତ ବର୍ଷା କରାଣରୁ ୩ଟି ନଦୀରେ ଜଳସ୍ତର ବଢ଼ିଛି । ଫଳରେ ୩ଟି ବ୍ଲକର ୩୫ଟି ଗ୍ରାମପଞ୍ଚାୟତ ବେଶି…

ଝାଡଖଣ୍ଡ ଛାତ୍ରଙ୍କ ମୃତ୍ୟୁ ଘଟଣା: ଉଚ୍ଚସ୍ତରୀୟ ତଦନ୍ତ ପାଇଁ ହେମନ୍ତ ସୋରେନଙ୍କ ଅନୁରୋଧ

ଭୁବନେଶ୍ବର: ଭୁବନେଶ୍ୱର ସ୍ଥିତ ଏକ ଘରୋଇ ଇଞ୍ଜିନିୟରିଂ କଲେଜରେ ପଢ଼ୁଥିବା ଝାଡ଼ଖଣ୍ଡ ଛାତ୍ରଙ୍କର ସନ୍ଦେହଜନକ ମୃତ୍ୟୁ ଘଟଣା । ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ । ଏନେଇ ସୋଶିଆଲ ମିଡିଆ ‘ଏକ୍ସ’ରେ ଟ୍ୱିଟ୍‌ କରି ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଉଚ୍ଚ ସ୍ତରୀୟ ତଦନ୍ତ ପାଇଁ ଦାବି…

କାମ ଚାପରୁ ମୃତ୍ୟୁ ? ମାଆ ମାଗୁଛି ନ୍ୟାୟ

ପୁନେ: ଆଜିର ସମୟରେ ଯୁବପିଢି ଘରୋଇ କମ୍ପାନୀ ଆଡକୁ ଅଧିକ ଆକୃଷ୍ଟ ହେଉଛନ୍ତି। ତାହା ଆଇଟି ଶିଳ୍ପ ହେଉ କିମ୍ବା ଚାର୍ଟାର୍ଡ ​​ଆକାଉଣ୍ଟାଣ୍ଟ। ୱାର୍କ ଫ୍ରମ ହୋମ କନସେପ୍ଟ ସାଙ୍ଗକୁ ପ୍ରଦୂଷଣ ମୁକ୍ତ କାର୍ଯ୍ୟକ୍ଷେତ୍ର ଯୁବପିଢିଙ୍କୁ ଏହି ସେକ୍ଟର ପ୍ରତି ଆକୃଷ୍ଟ କରୁଛି। କିନ୍ତୁ କମ୍ପାନୀରେ…

ଆକାଶମାର୍ଗରୁ ବାଲେଶ୍ଵରର ବିଭିନ୍ନ ବନ୍ୟାଞ୍ଚଳ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ବାଲେଶ୍ବର: ଲଘୁଚାପ ଜନିତ ଲଗାଣ ବର୍ଷା ପରେ ସୁବର୍ଣ୍ଣରେଖାରେ ପ୍ରଳୟଙ୍କରୀ ବନ୍ୟା ସୃଷ୍ଟି ହୋଇଛି । ଯାହାକୁ ନେଇ ଉତ୍ତର ବାଲେଶ୍ଵରରେ ଗମ୍ଭୀର ହୋଇଛି ବନ୍ୟା ପରିସ୍ଥିତି । ଯାହାକୁ ନେଇ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆକାଶ ମାର୍ଗରୁ ବାଲେଶ୍ଵର ଜିଲ୍ଲା ବନ୍ୟା କ୍ଷୟକ୍ଷତିର ସ୍ଥିତି…

୯ ବର୍ଷ ତଳର ‘ୟୁ ଟର୍ଣ୍ଣ’ ପାଇଁ ପୁରସ୍କାର: ଆତିଶୀଙ୍କୁ ସିଏମ୍ ଗାଦି ଦେଲେ କେଜରୀୱାଲ

ନୂଆଦିଲ୍ଲୀ: ଦିଲ୍ଲୀର ନୂଆ ମୁଖ୍ୟମନ୍ତ୍ରୀ ହେବେ ଆତିଶୀ । ଆମ୍ ଆଦମୀ ପାର୍ଟି ବିଧାୟକ ଦଳ ବୈଠକରେ ଆତିଶୀଙ୍କୁ ନୂଆ ନେତା ନିର୍ବାଚିତ କରାଯାଇଛି । ଖୋଦ୍ କେଜରୀୱାଲ ଆତିଶୀଙ୍କ ନାଁର ପ୍ରସ୍ତାବ ରଖିଥିଲେ । ସର୍ବସମ୍ମତି କ୍ରମେ ବିଧାୟକ ଦଳ ନେତା ନିର୍ବାଚିତ ହୋଇଛନ୍ତି ଆତିଶୀ । ସୁଷମା…

ସିବିଆଇ ଷ୍ଟାଟସ ରିପୋର୍ଟ: କାହିଁକି ଏମିତି କହିଲେ ଟପ୍ କୋର୍ଟ?

ନୂଆଦିଲ୍ଲୀ:ସୁପ୍ରିମକୋର୍ଟରେ ପୁଣି କୋଲକାତା ଆରଜି କର ହସ୍ପିଟାଲ ଟ୍ରେନି ଡାକ୍ତର ଦୁଷ୍କର୍ମ ଓ ହତ୍ୟା ମାମଲାର ଶୁଣାଣି ହୋଇଛି । ଏହି ମାମଲାରେ ମଙ୍ଗଳବାର ଚତୁର୍ଥ ଶୁଣାଣି କରିଛନ୍ତି ସୁପ୍ରିମକୋର୍ଟ । ଘଟଣାର ତଦନ୍ତ କରୁଥିବା ସିବିଆଇ ଦାଖଲ କରିଛି ନୂଆ ଷ୍ଟାଟସ ରିପୋର୍ଟ ।  ସିବିଆଇ ଷ୍ଟାଟସ…

ଭାରତରେ ପ୍ରଥମ ସୂର୍ଯ୍ୟୋଦୟ କେଉଁଠି ହୁଏ ?

ଭାରତରେ ଏଭଳି ଏକ ଗ୍ରାମ ରହିଛି ଯେଉଁଠାରେ ସକାଳ ୪ଟାରୁ ହୋଇଯାଏ ଦିନ ଓ ଅପରାହ୍ନ ୪ଟା ହେଲେ ରାତି ହୁଏ। ବହୁ ଲୋକ ଜାଣିଥାନ୍ତି ଦେଶରେ ଅରୁଣାଚଳ ପ୍ରଦେଶକୁ ସୂର୍ଯ୍ୟୋଦୟ ଦେଶ କୁହାଯାଏ। କିନ୍ତୁ ଅରୁଣାଚଳ ପ୍ରଦେଶର କେଉଁ ସ୍ଥାନରେ ଭାରତ ପ୍ରଥମ ସୂର୍ଯ୍ୟୋଦୟ ହୁଏ ତାହା ଜାଣିଛନ୍ତି କି?…

ଗାଧେଇବା ବେଳେ କେନାଲରେ ଭାସିଗଲେ ମହିଳା

ଅନୁଗୋଳ: ଅନୁଗୋଳ ଜିଲ୍ଲା ବଅଁରପାଳ ବ୍ଲକ ଅନ୍ତର୍ଗତ ବୁଢ଼ାପଙ୍କ ଗ୍ରାମ ପଞ୍ଚାୟତର କେନାଲରେ ଗାଧୋଇଲା ବେଳେ ଭାସି ଗଲେ ମହିଳା । ଭାସିଯାଇଥିବା ମହିଳା ଜଣଙ୍କ ହେଲେ ବୁଢ଼ାପଙ୍କ ଗ୍ରାମର ଗଡ଼ ସାହି ବାସିନ୍ଦା ଅଶୋକ ସାମଲଙ୍କ ୨୨ ବର୍ଷୀୟ ସ୍ତ୍ରୀ ପୂର୍ଣ୍ଣିମା ସାମଲ । ଖବର ମୁତାବକ,…

ସେନା ଅଧିକାରୀ ଓ ବାନ୍ଧବୀଙ୍କୁ ନିର୍ଯାତନା ଘଟଣା: ୫ ପୋଲିସ ସସ୍‌ପେଣ୍ଡ୍

ଭୁବନେଶ୍ୱର: ଭରତପୁର ଥାନାରେ ସେନା ଅଧିକାରୀ ଓ ତାଙ୍କ ବାନ୍ଧବୀଙ୍କୁ ମାଡ଼ ଘଟଣାରେ ୫ ପୋଲିସ ନିଲମ୍ବିତ। ୫ ପୋଲିସ କର୍ମଚାରୀଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି ଡିଜିପି ୱାଇ ବି ଖୁରାନିଆ। ଏହି ଘଟଣାରେ ଭରତପୁର ଥାନାର ପୂର୍ବତନ ଆଇଆଇସି ଦିନକୃଷ୍ଣ ମିଶ୍ର…