Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

Cold Wave: ରାଜ୍ୟରେ ଜାରି ରହିବ ଶୀତ, ରାତି ତାପମାତ୍ରା ସାମାନ୍ୟ ପ୍ରାୟ ୧ ଡିଗ୍ରୀ ଯାଏ ବଢ଼ିପାରେ…

ଭୁବନେଶ୍ୱର: ଜାଡରେ ଥରହର ସାରା ଓଡିଶା । ଏଭଳି ପରିସ୍ଥିତି ଆଗକୁ ମଧ୍ୟ ଜାରି ରହିବ । ରାତି ତାପମାତ୍ରା ସାମାନ୍ୟ ପ୍ରାୟ ୧ ଡିଗ୍ରୀ ଯାଏ ବଢ଼ିପାରେ । ୩୦ ତାରିଖ ବେଳକୁ କିଛି ସ୍ଥାନରେ ଅଧିକ ଶୀତ ହେବନି ଓ ପାଗ ଆରାମଦାୟକ ରହିବ ବୋଲି ପୂର୍ବାନୁମାନ କରଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର…

ଅଦିନିଆ ରଥଯାତ୍ରା ପ୍ରସଙ୍ଗରେ ଗଜପତି ମହାରାଜାଙ୍କ ବଡ ବୟାନ…

ପୁରୀ: ଇସ୍କନର ଅଦିନିଆ ରଥଯାତ୍ରାକୁ ନେଇ ପୁଣି ପ୍ରତିକ୍ରିୟା ରଖିଛନ୍ତି ପୁରୀ ଗଜପତି ମହାରାଜ । ସେ କହିଛନ୍ତି ଯେ, ଇସ୍କନର ଅଦିନିଆ ରଥଯାତ୍ରା ଏକପ୍ରକାର ଅପପ୍ରଚାର । ଏଭଳି କରିବା ଦ୍ବାରା ଏକ ଖରାପ ପରମ୍ପରା ସୃଷ୍ଟି ହେଉଛି । ଶାସ୍ତ୍ର ମତ ଅନୁଯାୟୀ ରଥଯାତ୍ରା ପାଳନ ହେବା ଉଚିତ ।…

ରାତି ଅଧରେ ଥାନା ଅଧିକାରୀଙ୍କୁ ଗାଡ଼ି ଚଢ଼ାଇ ହତ୍ୟା ଉଦ୍ୟମ

ଅନୁଗୁଳ: ସାଇବର ଥାନା ଇନ୍ସପେକ୍ଟର ଖଲେଶ୍ୱର ସେଠୀଙ୍କୁ ହତ୍ୟା ଉଦ୍ୟମ । ବୁଢ଼ୀ ଠାକୁରାଣୀ ଛକ ନିକଟରେ ରାତି ଅଧରେ ହତ୍ୟା ଉଦ୍ୟମ କଲେ ଦୁର୍ବୃତ୍ତ । ଗତ ୧୮ ତାରିଖରେ ଡ୍ୟୁଟିରୁ ଫେରିବା ବେଳେ ଗାଡ଼ି ଚଢାଇ ମାରିବାକୁ ଉଦ୍ୟମ କରିଛନ୍ତି ଏହି ଦୁର୍ବୁତ୍ତ ମାନେ । ବସ୍ ଚଢାଇ ହତ୍ୟା ଉଦ୍ୟମ…

Aravalli Hills: ‘୯୦ ପ୍ରତିଶତରୁ ଅଧିକ ଅଞ୍ଚଳ ସୁରକ୍ଷିତ’…ଆରାବଳୀ ବିବାଦକୁ ନେଇ କହିଲେ ପରିବେଶ…

ନୂଆଦିଲ୍ଲୀ: କେନ୍ଦ୍ର ପରିବେଶ, ଜଙ୍ଗଲ ଏବଂ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଭୂପେନ୍ଦ୍ର ଯାଦବ ରବିବାର ଆରାବଳୀ ପର୍ବତମାଳାକୁ ନେଇ ଚାଲିଥିବା ବିତର୍କ ଏବଂ ଦ୍ୱନ୍ଦ୍ୱକୁ ସ୍ପଷ୍ଟ କରିଛନ୍ତି। ସେ କହିଛନ୍ତି, ଆରାବଳୀ ପର୍ବତମାଳା ଅଞ୍ଚଳରେ କୌଣସି କୋହଳ ଗ୍ରହଣ କରାଯାଇ ନାହିଁ। ସରକାର…

PARAB-2025: କୋରାପୁଟ ଜିଲ୍ଲାବାସୀଙ୍କୁ ମୁଖ୍ୟମନ୍ତ୍ରୀ ଭେଟି ଦେଲେ ୫୪୫ କୋଟି ଟଙ୍କାର ପ୍ରକଳ୍ପ

କୋରାପୁଟ: ୧୯୯୬ ମସିହାରୁ କୋରାପୁଟର କଳା, ସଂସ୍କୃତି, ପରମ୍ପରା ଓ ଐତିହକୁ ଉଜ୍ଜୀବିତ କରି ରଖିବା ସହିତ ଏହାର ପ୍ରଚାର ପ୍ରସାର ପାଇଁ ପରବ ତାର ସଫଳ ପ୍ରୟାସ ଜାରି ରଖିଛି । ସାମାଜିକ ଓ ସାଂସ୍କୃତିକ ଚେତନାକୁ ଜାଗ୍ରତ କରିବା ସହିତ ଅନେକ ଲୁକାୟିତ ପ୍ରତିଭାକୁ ଲୋକଲୋଚନକୁ ଆଣି ସମସ୍ତଙ୍କୁ…

Navy ship spying case: ପାକିସ୍ତାନକୁ ନୌସେନାର ଗୁପ୍ତ ସୂଚନା ପଠାଇବା ମାମଲାରେ ତୃତୀୟ ଅଭିଯୁକ୍ତ ଗିରଫ

ନୂଆଦିଲ୍ଲୀ:କର୍ଣ୍ଣାଟକର ଉଡୁପି ଜିଲ୍ଲାର ମଲପେରେ ଅବସ୍ଥିତ କୋଚିନ୍ ସିପୟାର୍ଡରୁ ଗୁପ୍ତ ସୂଚନା ପାକିସ୍ତାନକୁ ପଠାଇବା ମାମଲାରେ ପୋଲିସ ତୃତୀୟ ସନ୍ଦିଗ୍ଧ ବ୍ୟକ୍ତିଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତଙ୍କ ନାମ ହିରେନ୍ଦ୍ର କୁମାର ଓରଫ ଭାରତ କୁମାର ଖଡୟାତ (୩୪), ସେ ଗୁଜରାଟର ଆନନ୍ଦ ତହସିଲର…

Kashmir’s Food Supply: ପ୍ରଥମ ଥର ପାଇଁ ଅନନ୍ତନାଗରେ ପହଞ୍ଚିଲା ଏଫସିଆଇର ଖାଦ୍ୟଶସ୍ୟବାହୀ ଟ୍ରେନ

ଶ୍ରୀନଗର: କାଶ୍ମୀର ଘାଟିରେ ରେଳ-ଭିତ୍ତିକ ପରିବହନ କ୍ଷେତ୍ରରେ ଏକ ପ୍ରମୁଖ ମାଇଲଖୁଣ୍ଟ ସ୍ବରୂପ, ପ୍ରଥମ ଥର ପାଇଁ ଭାରତୀୟ ଖାଦ୍ୟ ନିଗମ (ଏଫସିଆଇ)ର ଏକ ଖାଦ୍ୟଶସ୍ୟବାହୀ ଟ୍ରେନ ଆଜି ଅନନ୍ତନାଗ ଗୁଡ୍ସ ଟର୍ମିନାଲରେ ପହଞ୍ଚିଛି । ଏହା ସହିତ ଏହି ଅଞ୍ଚଳଟି ଜାତୀୟ ମାଲବାହୀ ରେଳ ନେଟଓ୍ବର୍କ ସହ…

India rejects Bangladesh media’s report: ବାଂଲାଦେଶର ‘ବିଭ୍ରାନ୍ତିକର ପ୍ରଚାର’କୁ ଭାରତ କଲା…

ନୂଆଦିଲ୍ଲୀ: ବାଂଲାଦେଶରେ ଚାଲିଥିବା ଗଣମାଧ୍ୟମ ରିପୋର୍ଟକୁ ସମ୍ପୂର୍ଣ୍ଣ ପ୍ରତ୍ୟାଖ୍ୟାନ କରି ଏହାକୁ "ବିଭ୍ରାନ୍ତିକର ପ୍ରଚାର" ବୋଲି କହିଛି ଭାରତ । ଦିଲ୍ଲୀରେ ବାଂଲାଦେଶୀ ହାଇକମିଶନ ବାହାରେ ହୋଇଥିବା ପ୍ରତିବାଦ ସମ୍ପର୍କରେ ବାଂଲାଦେଶରେ ପ୍ରଦର୍ଶିତ ହେଉଥିବା ମିଡିଆ ରିପୋର୍ଟ ଉପରେ ଭାରତୀୟ…

AntiNaxal Operation: ସୁରକ୍ଷା ବାହିନୀଙ୍କୁ ବଡ ସଫଳତା;ଜଙ୍ଗଲରୁ ବିପୁଳ ମାଓ ସାମଗ୍ରୀ ଜବତ

ରାୟପୁର: ଆଜି ଗରିଆବନ୍ଦ ଜିଲ୍ଲାରେ ନକ୍ସଲ ବିରୋଧୀ ଅଭିଯାନ ସମୟରେ ସୁରକ୍ଷା ବାହିନୀକୁ ଏକ ବଡ଼ ସଫଳତା ମିଳିଛି । ଓଡ଼ିଶା-ଛତିଶଗଡ ସୀମାନ୍ତରେ ଏକ ସର୍ଚ୍ଚ ଅପରେସନ ସମୟରେ ସୁରକ୍ଷାବାହିନୀ ଜଙ୍ଗଲରେ ମାଓବାଦୀମାନେ ଲୁଚାଇ ରଖିଥିବା ଅସ୍ତ୍ରଶସ୍ତ୍ର ଏବଂ ବିପୁଳ ମାଓ ସାମଗ୍ରୀ ଜବତ କରିଛନ୍ତି।…

ଚିଲିକା ମୁହାଣରେ ବୁଡ଼ିଗଲେ ପର୍ଯ୍ୟଟକ

ବ୍ରହ୍ମଗିରି: ଚିଲିକା ମୁହାଣ ମୁହଁରେ ଗାଧୋଉଥିବା ସମୟରେ ଭାସିଗଲେ ପର୍ଯ୍ୟଟକ। ପର୍ଯ୍ୟଟକ ଜଣକ ସାତପଡ଼ା ବୁଲିବାକୁ ଯାଇଥିବା ସମୟରେ ଏଭଳି ଅଭାବନୀୟ ଘଟଣା ଘଟିଛି। ମୃତକ ପର୍ଯ୍ୟଟକ ଜଣକ ହେଲେ ଝାଡଖଣ୍ଡର କୁଶଗ୍ର ଦିବ୍ୟ। ଖବରପାଇ ଅଗ୍ନିଶମ ବିଭାଗ ପହଞ୍ଚି ବାଘମୁଣ୍ଡା କୂଳରୁ ମୃତଦେହ ଉଦ୍ଧାର…