Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

୧୭ରେ ଦୁର୍ଗ-ବିଶାଖାପାଟନମ ବନ୍ଦେ ଭାରତ ଟ୍ରେନ୍ ର ଶୁଭାରମ୍ଭ କରିବେ ମୋଦି

ଭୁବନେଶ୍ଵର: ଆସନ୍ତା ୧୭ ତାରିଖରେ ଗଡିବ ଦୁର୍ଗ-ବିଶାଖାପାଟଣା ବନ୍ଦେ ଭାରତ ଏକ୍ସପ୍ରେସ୍ । ଟ୍ରେନର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ତେବେ ଏହି ଟ୍ରେନ ଓଡ଼ିଶାର ଖରିଆର ରୋଡ, କଣ୍ଟାବାଞ୍ଜି, ଟିଟିଲାଗଡ଼, କେସିଙ୍ଗା ଓ ରାୟଗଡ଼ାରେ ରହଣି କରି ବିଶଖାପାଟଣାରେ ପହଞ୍ଚିବ ।…

ଆଉ ମାତ୍ର ୩ ଦିନ ପରେ ମହିଳାଙ୍କ ଖାତାକୁ ଚଢିବ ପ୍ରଥମ କିସ୍ତି, ହେଲାଣି ୫୦ ଲକ୍ଷରୁ ଅଧିକ ପଞ୍ଜୀକରଣ

ଭୁବନେଶ୍ବର: ବଢୁଛି ସୁଭଦ୍ରା କ୍ରେଜ୍ । ଦିନ ଯେତେ ଗଡି ଗଡି ଯାଉଛି ସେତିକି ପଞ୍ଜୀକରଣ ମଧ୍ୟ ବଢି ବଢି ଯାଉଛି । ଗତ ୧୨ ତାରିଖ ସୁଦ୍ଧା ପ୍ରାୟ ୫୦ ଲକ୍ଷରୁ ଅଧିକ ପଞ୍ଜୀକରଣ ହୋଇସାରିଲାଣି  । ଆସନ୍ତା ୧୭ରେ ପ୍ରଧାନମନ୍ତ୍ରୀ ମୋଦି ନିଜେ ଓଡିଶା ଗସ୍ତ କରି ତାଙ୍କ ସ୍ବହସ୍ତରେ ସୁଭଦ୍ରାର…

କୁଖ୍ଯାତ ଆତଙ୍କବାଦୀ ଓସାମା ବିନ୍ ଲାଡେନର ପୁଅ ଜୀବିତ

ନୂଆଦିଲ୍ଲୀ: କୁଖ୍ଯାତ ଆତଙ୍କବାଦୀ ଓସାମା ବିନ୍ ଲାଡେନର ପୁଅ ହମଜା ଜୀବିତ। ଗୁଇନ୍ଦା ରିପୋର୍ଟ ଅନୁସାରେ, ହମଜା ଓ ତା’ର ଭାଇ ଅବଦୁଲ୍ଲା ବିନ ଲାଡେନ ସହ ମିଶି ଆତଙ୍କବାଦର ନେଟୱର୍କ ବିସ୍ତାର କରିବାରେ ଲାଗିଛି। କୁଖ୍ଯାତ ଆତଙ୍କବାଦୀ ଓସାମା ବିନ୍ ଲାଡେନ ୧୧ ସେପ୍ଟେମ୍ବର ୨୦୦୧ରେ…

ରବିବାର ୩ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନ, ଜାଣନ୍ତୁ କାହିଁକି…..

ପୁରୀ: ଆସନ୍ତାକାଲି ବନ୍ଦ ରହିବ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ । ଆସନ୍ତାକାଲି ରବିବାର ଭାଦ୍ରବ ଶୁକ୍ଳ ଦ୍ଵାଦଶୀ ତିଥି ତଥା ଗରୁଡ଼ ପାର୍ଶ୍ୱ ପରିବର୍ତ୍ତନ ଦ୍ୱାଦଶୀ । ଦ୍ବାଦଶୀରେ ମହାପ୍ରଭୁଙ୍କର ବାବନ ଜନ୍ମ ନୀତି । ତେଣୁ ଆସନ୍ତାକାଲି ଶ୍ରୀମନ୍ଦିରରେ ବାବନ ଜନ୍ମ ନୀତି ଅନୁଷ୍ଠିତ ହେବ।…

ପୁଣି ସିବିଆଇକୁ ସୁପ୍ରିମକୋର୍ଟଙ୍କ କଟାକ୍ଷ: କହିଲେ ‘ପଞ୍ଜୁରୀର ଶୁଆ’ ହେବା ଗୁଣ ଛାଡ

ନୂଆଦିଲ୍ଲୀ: ପୁଣି ସିବିଆଇକୁ କଟାକ୍ଷ କରି କହିଲେ ସୁପ୍ରିମକୋର୍ଟ । ୧୧ ବର୍ଷ ପରେ ସିବିଆଇକୁ ମନେପକାଇଦେଲେ ପଞ୍ଜୁରୀ ଭିତରେ ଶୁଆ ପ୍ରସଙ୍ଗ । କହିଲେ ‘ପଞ୍ଜୁରୀ ଭିତରେ ଶୁଆ’ ଗୁଣ ଛାଡ । ଶୁକ୍ରବାର ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲଙ୍କ ଜମାନତ ଉପରେ ଶୁଣାଣି କରି ଜଷ୍ଟିସ…

ଆମେରିକା ରାଷ୍ଟ୍ରପତି ନିର୍ବାଚନ ପାଇଁ ମହାକାଶରୁ ଭୋଟ୍ ଦେବେ ସୁନିତା, ଜାଣନ୍ତୁ କେମିତି ହେବ ସମ୍ଭବ

ନୂଆଦିଲ୍ଲୀ: ନାସାର ମହାକାଶଚାରୀ ସୁନୀତା ୱିଲିୟମ୍ସ ଏବଂ ବଚ୍ ୱିଲମୋର ଏବେ ଅନ୍ତର୍ଜାତୀୟ ସ୍ପେସ୍ ଷ୍ଟେସନ୍ (ଆଇଏସ୍ଏସ୍) ରେ ଅଛନ୍ତି। ଏହାରି ମଧ୍ୟରେ ଚର୍ଚ୍ଚା ହେଉଛି ଆମେରିକା ରାଷ୍ଟ୍ରପତି ନିର୍ବାଚନ ପାଇଁ ମହାକାଶରୁ ଭୋଟ୍ ଦେବେ ସୁନିତା ଓ ବୁଚ୍। ନଭେମ୍ବର ୨୦୨୪ରେ ଆମେରିକାରେ ହେବାକୁ…

ଜୀବଜନ୍ତୁଙ୍କ ଠାରୁ ଅଧିକ ହିଂସ୍ର ହେଉଛି ମଣିଷ: ପିଟି ପିଟି ମାରି ଦେଲେ ୧୫ ଫୁଟର ଅଜଗର

ମୟୁରଭଞ୍ଜ: ଜୀବଜନ୍ତୁଙ୍କ ଠାରୁ ଅଧିକ ହିଂସ୍ର ହେଉଛନ୍ତି ମଣିଷ । ପ୍ରାୟ ୧୫ ଫୁଟର ଗୋଟିଏ ଅଜଗର ସାପକୁ  ପିଟି ପିଟି ଅତି ନିର୍ମମ ଭାବରେ ହତ୍ୟା କରିଛନ୍ତି । ଏଭଳି କିଛି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲ୍ଲା କୁଳିଅଣା ବ୍ଲକ ସ୍ଥିତ ହଳଦିଆବନ୍ଧ ରାସ୍ତାରେ । ତେବେ…

ଜୀବନ ନେଲା ଆଶ୍ରା: ଜନ୍ମଦାତ୍ରୀକୁ ଗଳା କାଟି ହତ୍ୟା

କଟକ: ମାଆର ଜୀବନ ନେଇଗଲେ ନରହନ୍ତା ପୁଅ । ଗଳାକାଟି ଅତି ନିର୍ମମ ଭାବେ ହତ୍ୟା କରିବା ପରେ ଫେରାର ପୁଅ । ଆଜି ଏମିତି କିଛି ଅଭାବନୀୟ ଘଟଣା ଘଟିଛି କଟକ ମହାନଦୀ ବିହାରରେ । ମହାନଦୀ ବିହାର ସ୍ଥିତ ଏକ ଘରେ ରକ୍ତ ଜୁଡୁବୁଡୁ ଅବସ୍ଥାରେ ପଡିଛି ମହିଳାଙ୍କ ମୃତ ଦେହ । ମହିଳାଙ୍କ ଦୁଇ ନୃଶଂସ…

ଜୁନିଅର ଡାକ୍ତରଙ୍କ ଆନ୍ଦୋଳନ; ମାମଲାରେ ହସ୍ତକ୍ଷେପ ପାଇଁ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କୁ ଲେଖିଲେ ଚିଠି

କୋଲକାତା: କୋଲକାତାର ଆରଜି କର ମେଡିକାଲ କଲେଜ ଏବଂ ହସ୍ପିଟାଲରେ ଜଣେ ଟ୍ରେନି ଜୁନିଅର ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣାରେ ସାରା ଦେଶରେ ମେଡିକାଲ କର୍ମଚାରୀ ବିକ୍ଷୋଭ ପ୍ରଦର୍ଶନ କରୁଛନ୍ତି। ଆନ୍ଦୋଳନକାରୀ ଡାକ୍ତରମାନେ ଶୁକ୍ରବାର ଦିନ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ…

ବଢୁଛି ଜଳସ୍ତର; ଆସନ୍ତାକାଲି ଖୋଲିବ କୋଲାବର ଗେଟ୍

କୋରାପୁଟ: ଜିଲ୍ଲାରେ ଶନିବାର ଦିନ ଅଧିକ ବର୍ଷା ହେବାର ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)। ଯାହା ଫଳରେ କୋଲାବ ଡ୍ୟାମରେ ଜଳସ୍ତର ବୃଦ୍ଧି ପାଇବ। ସେଥିପାଇଁ କର୍ତ୍ତୃପକ୍ଷ ସ୍ଲୁଇସ୍ ଗେଟ୍ ଖୋଲିବାକୁ ସ୍ଥିର କରିଛନ୍ତି। ସୂଚନାନୁସାରେ, ଜଳଭଣ୍ଡାରର ଜଳସ୍ତର ଶୁକ୍ରବାର…