Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ଝାଡଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଚମ୍ପାଇ ସୋରେନ ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି

ରାଞ୍ଚୀ: ଝାଡଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେପି ନେତା ଚମ୍ପାଇ ସୋରେନଙ୍କ ଶନିବାର ରାତିରେ ସ୍ବାସ୍ଥ୍ୟାବସ୍ଥା ବିଗିଡିଛି। ତାଙ୍କୁ ଜାମସେଦପୁର ଟାଟା ମେଡ଼ିକାଲ ହସ୍ପିଟାଲ (ଟିଏମଏଚ) ରେ ଭର୍ତ୍ତି କରାଯାଇଛି। ତାଙ୍କର ବ୍ଲଡ଼ ସୁଗାର ସ୍ତର କମିଯାଇଥିବା କିକିତ୍ସା କରୁଥିବା ଡାକ୍ତର…

ରାଜ୍ୟଗୋଷ୍ଠୀ ପାୱାରଲିଫ୍ଟିଂ ଚାମ୍ପିୟନଶିପ: ସ୍ୱର୍ଣ୍ଣ ଓ ରୌପ୍ୟ ପଦକ ଜିତିଲେ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର…

ଭୁବନେଶ୍ୱର: ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ, କୋରାପୁଟର ଗଣିତ ବିଭାଗର ପ୍ରଥମ ବର୍ଷର ଛାତ୍ର ରୋହିତ ପାତ୍ର ଦକ୍ଷିଣ ଆଫ୍ରିକାର ସନ୍ ସିଟିରେ ଅନୁଷ୍ଠିତ ରାଜ୍ୟଗୋଷ୍ଠୀ ପାୱାରଲିଫ୍ଟିଂ ଚାମ୍ପିୟନଶିପରେ ୧୨୦ କିଲୋଗ୍ରାମ+ ସବ୍ ଜୁନିୟର ବର୍ଗରେ ଡେଡ ଲିଫ୍ଟରେ ସ୍ୱର୍ଣ୍ଣ ପଦକ ଏବଂ ବେଞ୍ଚ…

ପାଣି ବୋତଲକୁ ଦେଖି ଆଶ୍ଚର୍ଯ୍ୟ ହେଲେ କଲେକ୍ଟର, ନେଲେ ଆକ୍ସନ

ବାଘପତ: ଉତ୍ତରପ୍ରଦେଶ ବାଘପତରୁ ଏକ ଆଶ୍ଚର୍ଯ୍ୟକର ଖବର ସାମନାକୁ ଆସିଛି। ଏହାକୁ ନେଇ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଭିଡିଓ ମୁତବକ ବାଘପତ କଲେକ୍ଟର ଜିତେନ୍ଦ୍ର ପ୍ରତାପ ସିଂହ ଏକ କାର୍ଯକ୍ରମରେ ଉପସ୍ଥିତ ଥିଲେ। ତାଙ୍କୁ ଶୋଷ ଲାଗିବାରୁ ରଖାଯାଇଥିବା ପାଣି ବୋତଲକୁ…

କୋରିଓଗ୍ରାଫର୍‌ଙ୍କୁ ଝଟ୍‌କା: ଫେରାଇ ନିଆଗଲା ଜାତୀୟ ପୁରସ୍କାର

ମୁମ୍ବାଇ: କୋରିଓଗ୍ରାଫର ଜାନି ମାଷ୍ଟରଙ୍କୁ ଝଟକା। ଶାରୀରିକ ନିର୍ଯାତନା ଅଭିଯୋଗରେ ଜାନି ମାଷ୍ଟର ସେପ୍ଟେମ୍ବର ୧୯ରୁ ଜେଲରେ ଅଛନ୍ତି। ଏହାରି ଭିତରେ ତାଙ୍କୁ ଲାଗିଛି ଆଉ ଏକ ବଡ଼ ଝଟକା। 'ମେଘମ୍ କାରୁକଥା' ଗୀତ ପାଇଁ 'ଶ୍ରେଷ୍ଠ କୋରିଓଗ୍ରାଫି କ୍ୟାଟେଗୋରୀରେ ଜାନି ମାଷ୍ଟରଙ୍କୁ ଦିଆଯାଇଥିବା…

କଟକରେ ଅଟୋ ଚାଳକଙ୍କ ବେକ କାଟିଲେ ମଦ୍ୟପ

କଟକ:ଆରମ୍ଭ ହୋଇଛି ପାର୍ବଣ ଋତୁ। ଅଟୋ ପାର୍କିଂକୁ ନେଇ ୨ ଜଣ ମଦ୍ୟପ ଅଟୋ ଡ୍ରାଇଭରଙ୍କ ବେକ କାଟିଦେଇଛନ୍ତି। ଆଜି ସନ୍ଧ୍ୟା ବେଳେ ଏପରି ଘଟଣା କଟକ ଟାଉନ୍‌ରେ ଘଟିଛି। ଆହତ ଡ୍ରାଇଭରଙ୍କୁ ମେଡ଼ିକାଲ୍‌ରେ ଭର୍ତ୍ତି କରାଯାଇଥିବା ବେଳେ ମଧୁପାଟଣା ଥାନା ପୋଲିସ ଘଟଣାର ତଦନ୍ତ ଚଳାଇଛି। …

ରାଉରକେଲାରେ ଲକ୍ଷାଧିକ ଟଙ୍କାର ବେଆଇନ ବାଣ ଜବତ

ରାଉରକେଲା: ରାଉରକେଲାରେ ବଡ ଧରଣର ଚୋରା ବାଣ ଜବତ ହୋଇଛି । ଡେଲି ମାର୍କେଟର ଦୁଇଟି ସ୍ଥାନରୁ ବାଣ ଜବତ କରାଯାଇଛି । ଘଟଣାସ୍ଥଳରେ ରାଉରକେଲା ପ୍ଲାଣ୍ଟ ସାଇଟ୍ ପୋଲିସ ଚଢାଉ କରି ଚୋରା ବାଣ ଜବତ କରିଛି। ଜବତ ବାଣର ମୂଲ୍ୟ ପ୍ରାୟ ୧୫ରୁ ୨୦ ଲକ୍ଷ ଟଙ୍କା ହେବ ବୋଲି ଜଣାପଡିଛି । ଦୁଇ ବ୍ୟବସାୟୀ…

ଲଦାଖର ପାଶମିନା ଉଲକୁ ମିଳିଲା ଜିଆଇ ଟ୍ୟାଗ୍

ଶ୍ରୀନଗର: ଲଦାଖର ଲଦାଖର ଧଳା ସୁନା କୁହାଯାଉଥିବା ପାଶମିନା ଉଲକୁ ମିଳିଲା ଜିଆଇ ଟ୍ୟାଗ୍। ଏହି ବହୁ ମୂଲ୍ୟ ବସ୍ତ୍ରର ପ୍ରାମାଣିକତା ଓ ମାନକୁ ସରକାରୀ ଭାବେ ମାନ୍ୟତା ମିଳିଛି। ଲଦାଖର ଐତିହ୍ୟର ସୁରକ୍ଷା ଓ ଅର୍ଥନୀତିକୁ ବଳିଷ୍ଠ କରିବା ଦିଗରେ ଏହା ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ। ଲଦାଖର…

ସନ୍ଦୀପ ଘୋଷଙ୍କ ଅନୁଗତଙ୍କ ବିରୋଧରେ ସଂଗୀନ ଅଭିଯୋଗ, ଆର.ଜି କରରୁ ୧୦ ବିଦା

କୋଲକାତା: କିଛି ଦିନର ନୀରବତା ପରେ ପୁଣି ଚର୍ଚ୍ଚାରେ କୋଲକାତାର ଆର.ଜି କର ମେଡିକାଲ କଲେଜ ଓ ହସପିଟାଲ୍ । ପୁଣି ଆସିଛି କିଛି ସଂଗୀନ ଅଭିଯୋଗ । ଆଉ ଏସବୁ ଅଭିଯୋଗରେ ଡାକ୍ତର, ଇଂଟର୍ନ ଓ ଛାତ୍ରଙ୍କୁ ମେଡିକାଲ କଲେଜରୁ ବହିଷ୍କାର କରାଯାଇଛି । ଜୁନିଅର ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ନେଇ…

ଜଳିଗଲା ଟ୍ରକ୍‌-କଣ୍ଟେନର, ଚାଳକ ଜୀବନ୍ତ ଦଗ୍ଧ

ସମ୍ବଲପୁର: ଜମନକିରା ଥାନା ୫୩ ନମ୍ବର ଜାତୀୟର କଦଳୀପାଳ ନିକଟରେ ଘଟିଛି ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଟ୍ରକ୍‌-କଣ୍ଟେନର ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଦୁର୍ଘଟଣା ପରେ ଉଭୟ ଗାଡ଼ିରେ ଲାଗିଲା ନିଆଁ। ଘଟଣାରେ କଣ୍ଟେନର ଚାଳକ ଜୀବନ୍ତ ଦଗ୍ଧ ହୋଇଥିବା ବେଳେ ଖଲାସୀ ଗୁରୁତର ଆହତ ହୋଇଛି।…

ଲକ୍ଷ୍ମୀ ବସକୁ ବିରୋଧ କରି ବନ୍ଦ ଡାକରା ପ୍ରସଙ୍ଗ: ବସ୍ ମାଲିକଙ୍କୁ ଆଲୋଚନା ପାଇଁ ଡାକିଲେ ପରିବହନ ମନ୍ତ୍ରୀ

ଭୁବନେଶ୍ୱର: ଲକ୍ଷ୍ମୀ ବସ୍‌ ସେବାକୁ ଘରୋଇ ବସ୍ ମାଲିକ ସଂଘ ପକ୍ଷରୁ ବିରୋଧ କରାଯାଇଛି। ୭ ତାରିଖ ଅର୍ଥାତ୍ ଆସନ୍ତାକାଲି ସନ୍ଧ୍ୟାରୁ ୨୪ ଘଣ୍ଟିଆ ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ଘରୋଇ ବସ୍‌ ସେବା ବନ୍ଦ କରାଯିବା ପାଇଁ ନିଷ୍ପତ୍ତି ନିଆଯାଇଛି। ଦକ୍ଷିଣ ଓ ପଶ୍ଚିମାଞ୍ଚଳ ଘରୋଇ ବସ୍ ମାଲିକ ସଂଘର…