Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ଫାଇଭ୍-ଟି ଦୁର୍ନୀତି, ବାକି ପଡିଛି ବିଜୁଳି ବିଲ୍

ଭୁବନେଶ୍ବର: ଫାଇଭ ଟି ନାଁରେ କିଛି ବିଭାଗ ନଥିଲା । ଫାଇଭ ଟି ଯୋଜନା ନାଁରେ ମନଇଚ୍ଛା କାମ ଚାଲିଥିଲା । ଫାଇଭ ଟି ସ୍କୁଲରେ ଏବେ ବି ବିଜୁଳି ବିଲ୍ ବକେୟା ରହିଛି । ଯାହାର ପରିଣାମ ପିଲା ଭୋଗୁଛନ୍ତି । ଆଜି ଗୃହରେ ସୁଜାତା ସାହୁ ଓ ରୋମାଞ୍ଚ ରଞ୍ଜନ ବିଶ୍ବାଳଙ୍କ ପ୍ରଶ୍ନରେ ଏହି ଉତ୍ତର…

ଚନ୍ଦ୍ରରେ ହେବ ନ୍ୟୁକ୍ଲିୟର ପାୱାର ପ୍ଲାଣ୍ଟ !

ନୂଆଦିଲ୍ଲୀ: ଚନ୍ଦ୍ରରେ ହେବ ନ୍ୟୁକ୍ଲିୟର ପାୱାର ପ୍ଲାଣ୍ଟ ! ଶକ୍ତିଶାଳୀ ଋଷ ଏହି ପରମାଣୁ ଶକ୍ତି ପ୍ରକଳ୍ପ ନିର୍ମାଣ କରିବାକୁ ଯାଉଛି। ଆଉ ଏହାକୁ ସମର୍ଥ କରିବ ଭାରତ ଓ ଚୀନ। ୨୦୩୫ ସୁଦ୍ଧା ଋଷ ଚନ୍ଦ୍ରରେ ଆଣବିକ ଶକ୍ତି କେନ୍ଦ୍ର ସ୍ଥାପନ କରିବାକୁ ଯୋଜନା କରୁଛି।ସବୁଠାରୁ ଗୁରୁତ୍ୱପୂର୍ଣ୍ଣ…

ପ୍ରେମିକକୁ ଟାଙ୍ଗିଆରେ ହାଣିଲା ପ୍ରେମିକାର ବାପା

ରାୟଗଡ଼ା: ପ୍ରେମିକଙ୍କ ସହ ଫେରାର ଥିଲେ ଝିଅ । ବିବାହର ପ୍ରଲୋଭନ ଦେଖାଇ ଘରକୁ ଝିଅକୁ ଡାକିଲା ବାପା । ପରେ ଝିଅର ପ୍ରେମିକକୁ ଟାଙ୍ଗିଆରେ ହାଣି ହତ୍ୟା କଲା ନୃଶଂସ ବାପା । ଏଭଳି ଅଭାବନୀୟ ଘଟଣା ଘଟିଛି ରାୟଗଡ଼ା ଜିଲା କାଶୀପୁର ଥାନା ଅଞ୍ଚଳରେ । ମୃତ ଯୁବକ ଜଣଙ୍କ ହେଲେ କାଶୀପୁର ବ୍ଲକ…

ବିଚାରଧୀନ କଏଦୀଙ୍କ ଆତ୍ମହତ୍ୟା ଉଦ୍ୟମ

ଛତ୍ରପୁର: ବିଚାରଧୀନ କଏଦୀଙ୍କ ଆତ୍ମହତ୍ୟା ଉଦ୍ୟମ । ଧାରୁଆ ଅସ୍ତ୍ରରେ ନିଜ ବେକକୁ କାଟି ଆତ୍ମହତ୍ୟା ଉଦ୍ୟମ କରିଛନ୍ତି ଆଶୁତୋଷ ନାହାକ । ଏଭଳି ଘଟଣା ଘଟିଛି ଛତ୍ରପୁର ଉପକାରାଗାରରେ । ବିଚାରାଧୀନ କଏଦୀଙ୍କ ଘର ରମ୍ଭା ଅଞ୍ଚଳରେ । ଗତ ତିନି ମାସ ତଳେ ସେ କୋଦଳା ଜେଲରୁ ଛତ୍ରପୁର…

ରାଜ୍ୟରେ ତିଆରି ହେବ ୨ଶହ ଗୋଶାଳା

ଭୁବନେଶ୍ବର: ରାଜ୍ୟରେ ଦୁଇ ଶହ ଗୋଶାଳା ତିଆରି କରିବେ ସରକାର । ଗୋମାତାଙ୍କ ସୁରକ୍ଷା ପାଇଁ ୨ ଶହ ଗୋଶାଳା ନିର୍ମାଣ ହେବ । ଆଜି ବିଧାନସଭା ଗୃହରେ ମତ୍ସ୍ୟ ଓ ପଶୁ ସଂପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଏହି ଘୋଷଣା କରିଛନ୍ତି । ଏନେଇ ମନ୍ତ୍ରୀ କହିଛନ୍ତି, କୃତ୍ରିମ ପ୍ରଜନନ କରାଯାଇ ଦୁଗ୍ଧ…

ଆର ବର୍ଷ ମାର୍ଚ୍ଚ ସୁଦ୍ଧା ସବୁ ଗାଁକୁ ବିଜୁଳି

ଭୁବନେଶ୍ବର: ସବୁ ଗାଁକୁ ମିଳିବ ବିଜୁଳି । ମାର୍ଚ୍ଚ ୨୦୨୫ ସୁଦ୍ଧା ସବୁ ରାଜସ୍ବ ଗାଁକୁ ବିଦ୍ୟୁତ ସଂଯୋଗ ଦିଆଯିବ । ଆଜି ବିଧାନସଭାରେ ବିଧାୟକ ବଦ୍ରି ପାତ୍ରଙ୍କ ପ୍ରଶ୍ନରେ ଏହି ଉତ୍ତର ରଖିଛନ୍ତି ଉପମୁଖ୍ୟମନ୍ତ୍ରୀ କେଭି ସିଂଦେଓ । ଏଥିସହିତ ବିଧାୟକଙ୍କ ଜିଲ୍ଲାସ୍ତରୀୟ କମିଟି ନିୟମିତ…

ମହୋଦଧିରେ ମଦ କୁଡିଆ, ତାତିଲେ ବିଭିନ୍ନ ସଂଗଠନ

ପୁରୀ: ପୁରୀ ବେଳାଭୂମିରେ ଖୋଲିବ ବିଚ୍ ସ୍ୟାକ୍ସ । ପୁରୀ ବେଳାଭୂମିରେ ବ୍ରିକି ହେବ ମଦ । ରାଜ୍ୟ ସରକାରଙ୍କ ନୂଆ ଅବକାରୀ ନୀତିରେ ପୁରୀ ବେଳାଭୂମିରେ ମଦ ବ୍ରିକି ପାଇଁ ଖୋଲିବ ଛୋଟ ଛୋଟ କୁଟୀର । ଯାହାକୁ ନେଇ ଏବେ ଆରମ୍ଭ ହୋଇଛି ତ୍ରୀବ ବିରୋଧ । ବିଭିନ୍ନ ସଂଗଠନ ପକ୍ଷରୁ ପୁରୀ ସିଂହଦ୍ବାର…

ଦିବ୍ୟାଙ୍ଗ ଭକ୍ତଙ୍କ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା, ଶ୍ରୀମନ୍ଦିର ଭିତର କାଠ ନିକଟରେ ହେବ ଡିଟାଚେବୁଲ୍ ରାମ୍ପ୍

ପୁରୀ: ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ଦର୍ଶନ କିଭଳି ସୁଖଦ ହେବ ସେଥିପାଇଁ ସରକାର ଏକାଧିକ ପଦକ୍ଷେପ ନେଉଛନ୍ତି। ବ୍ୟବସ୍ଥିତ ହେବ ଶ୍ରୀମନ୍ଦିର ଭିତର ଦର୍ଶନ। ଏଥିରେ ବାଦ ପଡିବେନି କୌଣସି ଭକ୍ତ। ତେଣୁ ଦିବ୍ୟାଙ୍ଗ ଭକ୍ତଙ୍କ ପାଇଁ ମଧ୍ୟ ସ୍ୱତନ୍ତ୍ର ବ୍ୟବସ୍ଥା କରାଯିବ। ଶ୍ରୀମନ୍ଦିର ଭିତର କାଠ…

‘ସୁଭଦ୍ରା’ ଯୋଜନା ପାଇଁ ପଞ୍ଜୀକରଣ ପ୍ରକ୍ରିୟା ସମ୍ପୁର୍ଣ୍ଣ ମାଗଣା’

ଭୁବନେଶ୍ବର: 'ସୁଭଦ୍ରା' ଯୋଜନା ପାଇଁ ଆବେଦନ ପ୍ରକ୍ରିୟା ଜାରି ରହିଛି । ସୁଭଦ୍ରା ଯୋଜନା ପାଇଁ ବର୍ତ୍ତମାନ ସୁଦ୍ଧା ୧୫ ଲକ୍ଷରୁ ଅଧିକ ଫର୍ମ ପଞ୍ଜିକରଣ ହୋଇଛି । ଯୋଜନାର ଫର୍ମ ଓ ଅନଲାଇନରେ ଫର୍ମ ଅପଲୋଡ୍ ପାଇଁ ବିଭିନ୍ନ ସ୍ଥାନରେ ଆବେଦନକାରୀଙ୍କଠୁ ଟଙ୍କା ଦାବି କରାଯାଉଛି । ଆଉ କିଛି…

ସହକାରୀ ଯନ୍ତ୍ରୀଙ୍କ ଘରେ ପଶିଲା ଭିଜିଲାନ୍ସ

ଭଞ୍ଜନଗର: ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭଞ୍ଜନଗର ଜଳସମ୍ପଦ ବିଭାଗର କନିଷ୍ଠ ଯନ୍ତ୍ରୀ ପ୍ରସନ୍ନ ସ୍ୱାଇଁଙ୍କ ଘର ସମେତ ୯ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି । ତେବେ ପ୍ରସନ୍ନ କୁମାରଙ୍କ ବିରୋଧରେ ଗତ କିଛି ଦିନ ହେବ…