Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ସରକାରୀ ସ୍ତରରେ ପାଳନ ହେବ ‘ବାଜି ରାଉତ ଜୟନ୍ତୀ’

ଭୁବନେଶ୍ବର: ଏଣିକି ସରକାରୀ ସ୍ତରରେ ପାଳନ ହେବ ‘ବାଜି ରାଉତ ଜୟନ୍ତୀ’ । ଆଜି ସହିଦ ବାଜି ରାଉତଙ୍କ ଜୟନ୍ତୀରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗ ଦେଇ ଏନେଇ ବଡ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏନେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ଆଗାମୀ ଦିନରେ ସରକାରୀ ସ୍ତରରେ ବାଜି ରାଉତ…

ରାଜ୍ୟରେ ପୁଣି ନୂଆ କରି ଗଢା ହେବ ଓସଡମା

ଭୁବନେଶ୍ବର: ରାଜ୍ୟରେ ପୁନଃଗଠନ ହେବ ଓସଡମା ବା ରାଜ୍ୟ ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣ । ଏନେଇ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି । ଓସଡମା ଜାରି କରିଥିବା ବିଜ୍ଞପ୍ତିରେ ୧୦୨ କର୍ମଚାରୀଙ୍କ ମଧ୍ୟରୁ ୧୦ ପୋଷ୍ଟ ରଦ୍ଦ ହୋଇଛି । ୩୭ ନୂଆ ପଦବୀ ସୃଷ୍ଟି କରାଯାଇଛି । ଓସଡମା ପୁନଃଗଠନ…

ଏହି ଦିନ ହେବ ଯୁକ୍ତ ଦୁଇ ପରୀକ୍ଷା

ଭୁବନେଶ୍ବର: ଯୁକ୍ତ ଦୁଇ ପରୀକ୍ଷା ପାଇଁ ଘୋଷଣା ହେଲା ତାରିଖ । ଦୁଇଟି ପର୍ଯ୍ୟାୟରେ ଅନୁଷ୍ଠିତ ହେବ ପରୀକ୍ଷା । ଏନେଇ ସୂଚନା ଦେଇଛନ୍ତି ସିଏଚଏସଇର ପରୀକ୍ଷା ନିୟନ୍ତ୍ରକ ଡକ୍ଟର ପ୍ରଶାନ୍ତ କୁମାର ପରିଡ଼ା । ସୂଚନା ମୁତାବକ, ୨୦୨୪ ଡିସେମ୍ବର ୨୬ ରୁ ୩୦ ଯାଏଁ ଇଣ୍ଟରନାଲ ପରୀକ୍ଷା ହେବ ।…

ଚାଷୀଙ୍କ ଖାତାକୁ ଗଲା ପିଏମ୍ କିଷାନ ଟଙ୍କା

ମୁମ୍ବାଇ: ଚାଷୀଙ୍କୁ ଖାତାକୁ ଚଢିଲା ପିଏମ କିଷାନର ୧୮ ତମ କିସ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଖୋଦ୍ ମହାରାଷ୍ଟ୍ରରେ ଆୟୋଜିତ କାର୍ଯ୍ୟକ୍ରମରେ ବଟନ ଟିପି ଏକାସାଙ୍ଗରେ ପୂରା ଦେଶର ଚାଷୀଙ୍କ ଆକାଉଣ୍ଟକୁ ଟଙ୍କା ପଠାଇଛନ୍ତି । ତେବେ ପିଏମ୍ କିଷାନର ୧୮ ତମ କିସ୍ତିରେ ୯ କୋଟି ୫୦ ଲକ୍ଷ…

ଏନସିପି ନେତାଙ୍କୁ ହତ୍ୟା

ମୁମ୍ବାଇ: ମୁମ୍ବାଇର ବାଇକୁଲ୍ଲା ଅଞ୍ଚଳରେ ଏନସିପି ନେତାଙ୍କୁ ନିର୍ମମ ଭାବେ ହତ୍ୟା । ସଚିନ କୁର୍ମୀଙ୍କୁ ଧାରୁଆ ଅସ୍ତ୍ରରେ ଆକ୍ରମଣ କରି ହତ୍ୟା କରିଛନ୍ତି ଦୁର୍ବୁତ୍ତ । ଘଟଣା ପରେ ଫେରାର ହୋଇଯାଇଛନ୍ତି ଦୁର୍ବୁତ୍ତ ମାନେ । ଖବର ମୁତାବକ, ଗତ ରାତିରେ ଏନ୍‌ସିପି ଅଜିତ ପାଓ୍ୱାର ଗୋଷ୍ଠୀର…

ମିଲିଲା ଆଶ୍ବସ୍ତି, ଏଥର ଜମିବ ଦୁର୍ଗା ପୂଜା ବୁଲାବୁଲି

ଭୁବନେଶ୍ବର: ଏଥର ଜମିବ ପୂଜା ବୁଲାବୁଲି । ଆଉ ନାହିଁ ବର୍ଷା ଡର । ଏଥର ପୂଜାରେ ବର୍ଷା ସମ୍ଭାବନା ନଥିବା ସ୍ପଷ୍ଟ କରିଛି ପାଣିପାଗ ବିଭାଗ । ଏ ସପ୍ତାହରେ କୌଣସି ଜିଲ୍ଲାରେ ବଡ଼ ବର୍ଷାର ଭୟ ନାହିଁ ବୋଲି  ସୂଚନା ଦେଇଛି ପାଣିପାଗ ବିଭାଗ । କାରଣ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପର…

ଏଥର ଫିକା ପଡିବ କଟକର ରାବଣପୋଡି

କଟକ: ଏଥର ଫିକା ପଡିବ ରାବଣ ପୋଡି । କଟକରେ ରାବଣ ପୋଡିରେ ହେବନି ବାଣ ପ୍ରତିଯୋଗିତା । ତାଗିଦ୍ କଲେ ହାଇକୋର୍ଟ । ସୁରୁଖୁରୁରେ କିପରି ରାବଣପୋଡି ଉତ୍ସବ ହେବ ତାହା ଉପରେ ଗୁରୁତ୍ବାରୋପ କରିଛନ୍ତି ହାଇକୋର୍ଟ । କେବଳ ରଙ୍ଗୀନ ବାଣ, ଯାହା ପରିବେଶ ପ୍ରତିକୂଳ ହୋଇଥିବା ସେଭଳି ବାଣ ବ୍ୟବହାର…

ଅନୁପ୍ରବେଶ ସମୟରେ ୨ ଆତଙ୍କବାଦୀ ନିହତ

ଶ୍ରୀନଗର: ଜମ୍ମୁ-କଶ୍ମୀର କୁପଓ୍ୱାଡା ଜିଲ୍ଲାର ଗୁଗଲଧର ଅଞ୍ଚଳରେ ଏନକାଉଣ୍ଟର । ସେନା ଗୁଳିରେ ଟଳିଲେ ୨ ଆତଙ୍କବାଦୀ । ମୃତ ଆତଙ୍କବାଦୀଙ୍କ ନିକଟରୁ ବିପୁଳ ଅସ୍ତ୍ରଶସ୍ତ୍ର ମଧ୍ୟ ଜବତ ହୋଇଛି । ଏନେଇ ଭାରତୀୟ ସେନାର ଚିନାର କର୍ପସ ସୂଚନା ଦେଇଛି । ଖବର ଅନୁସାରେ, ଗତକାଲି ଗୁଗଲଧର ଅଞ୍ଚଳରେ…

‘ଭବିଷ୍ୟତରେ ବାୟୁସେନାର ସମସ୍ତ ଆବଶ୍ୟକୀୟ ସାମଗ୍ରୀ ସ୍ବଦେଶୀ ହେବ’

ନୂଆଦିଲ୍ଲୀ: ବର୍ତ୍ତମାନ ସମଗ୍ର ବିଶ୍ୱରେ ଅଶାନ୍ତିର ପରିସ୍ଥିତି ଦେଖାଦେଇଛି ଏବଂ ବିଶ୍ବ ଦୁଇ ଗୋଷ୍ଠୀରେ ବିଭକ୍ତ ହେବା ପରି ମନେ ହେଉଛି । ଏଭଳି ସମୟରେ ଭବିଷ୍ୟତକୁ ଦୃଷ୍ଟିରେ ରଖି ଭାରତ ପକ୍ଷରୁ ଗୋଟିଏ ପରେ ଗୋଟିଏ ବଡ଼ ନିଷ୍ପତ୍ତି ନିଆଯାଉଛି । ଏହି କ୍ରମରେ ଭାରତୀୟ ବାୟୁସେନା ମଧ୍ୟ ଏକ ବଡ଼…

ହଷ୍ଟେଲରେ ତରକାରୀରୁ ବାହାରିଲା ଝିଟିପିଟି ସହ ବିଛା

ଭୁବନେଶ୍ୱର: ରକାରୀରେ ବାହାରିଲା ମଲା ଝିଟିପିଟି ସହ ବିଛା । ଏପରି ଘଟଣା ସାମ୍ନାକୁ ଆସିଛି ରାଜଧାନୀ ଭୁବନେଶ୍ୱରର ଏକ ଘରୋଇ ଇଂଜିନିୟରିଂ ହଷ୍ଟେଲରେ । ପିଲାଙ୍କୁ ରାତି ଖାଇବାରେ ଦିଆଯାଇଥିବା ଆଳୁ ତରକାରୀରେ ଏସବୁ ବାହାରିଥିଲା । ଯାହାକୁ ନେଇ ହଷ୍ଟେଲ ପରିସରରେ ଉତ୍ତେଜନା ପ୍ରକାଶ ପାଇଥିଲା ।…