Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ବିଦେଶରେ ବର୍ଷିଲେ ରାହୁଲ, ବିଜେପି କହିଲା ପୁରୁଣା ଅଭ୍ୟାସ

ନୂଆଦିଲ୍ଲୀ: ଆମେରିକା ଗସ୍ତରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ । ଲୋକସଭାରେ ବିରୋଧୀ ଦଳ ନେତା ଭାବେ ପ୍ରଥମ ଥର ପାଇଁ ଆମେରିକା ଗସ୍ତରେ ଯାଇ ରାହୁଲ ବିଭିନ୍ନ ପ୍ରସଙ୍ଗରେ ରଖିଛନ୍ତି ମତ । ଲୋକସଭା ନିର୍ବାଚନ ଫଳାଫଳ, ଭାରତ ଯୋଡ ଯାତ୍ରା, ଅର୍ଥନୀତି ଏମିତି ଅନେକ ପ୍ରସଙ୍ଗରେ ମତ ରଖିଛନ୍ତି…

ଖୁବ୍‌ଶୀଘ୍ର ବଡ଼ ପରଦାରେ ‘ଏମର୍ଜେନ୍ସି’, ମିଳିଲା ୟୁଏ ସାର୍ଟିଫିକେଟ୍‌

ମୁମ୍ବାଇ: ଖୁବ୍‌ଶୀଘ୍ର ବଡ଼ ପରଦାରେ ମୁକ୍ତିଲାଭ କରିବାକୁ ଯାଉଛି କଙ୍ଗନା ରଣାୱତଙ୍କ ଫିଲ୍ମ ‘ଏମର୍ଜେନ୍ସି’। ଏହି ଫିଲ୍ମକୁ ମିଳିଲା ୟୁଏ ସାର୍ଟିଫିକେଟ୍‌। ସେଣ୍ଟ୍ରାଲ ବୋର୍ଡ ଅଫ୍‌ ଫିଲ୍ମ ସାର୍ଟିଫିକେଶନ (ସିବିଏଫ୍‌ସି) ପକ୍ଷରୁ କିଛି ସର୍ତ୍ତ ସହ ‘ଏମର୍ଜେନ୍ସି’କୁ ୟୁଏ ସାର୍ଟିଫିକେଟ…

୨୦୨୫ ଯୁକ୍ତ ୨ ପରୀକ୍ଷା ପ୍ରସ୍ତୁତି: ନଭେମ୍ବର ୧୫ ସୁଦ୍ଧା ସିସିଟିଭି ଲଗେଇବାକୁ ନିର୍ଦ୍ଦେଶ

ଭୁବନେଶ୍ୱର: ଆସନ୍ତା ନଭେମ୍ବର ୧୫ ସୁଦ୍ଧା ସବୁ ଯୁକ୍ତ ୨ ପରୀକ୍ଷା କେନ୍ଦ୍ରରେ ସିସିଟିଭି ଲଗେଇବାକୁ ନିର୍ଦ୍ଦେଶ। ପୂର୍ବରୁ ପରୀକ୍ଷା କେନ୍ଦ୍ର ଗୁଡ଼ିକରେ ଲାଗିଥିବା ସିସିଟିଭି ସବୁ କିଭଳି କାର୍ଯ୍ୟକ୍ଷମ ହେଉଛି ତା ରିପୋର୍ଟ ବି ଦେବାକୁ ସମସ୍ତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅଧ୍ୟକ୍ଷଙ୍କୁ ଚିଠି…

ଲୋକପ୍ରିୟ ଟିଭି ଅଭିନେତା ବିକାଶ ସେଠୀଙ୍କ ଦେହାନ୍ତ

ମୁମ୍ବାଇ: ୪୮ ବର୍ଷରେ ଆଖି ବୁଜିଲେ ଲୋକପ୍ରିୟ ଟିଭି ଅଭିନେତା ବିକାଶ ସେଠୀ। ଶନିବାର ରାତିରେ ହୃଦ୍‌ଘାତରେ ପରଲୋକ ହୋଇଯାଇଛି। ‘କସୌଟି ଜିନ୍ଦଗୀ କି’ ଏବଂ ‘କ୍ୟୁଙ୍କି ଶାଶ୍‌ ଭି କଭି ବହୂ ଥି’ଆଦି ଲୋକପ୍ରିୟ ଟିଭି ସିରିଏଲ୍‌ରେ ସେ ଅଭିନୟ କରିଛନ୍ତି। ନିଦରେ ଶୋଇଥିବା ବେଳେ ତାଙ୍କର…

ଭାରତରେ ପ୍ରବେଶ କଲା କି ମଙ୍କିପକ୍ସ ? ସଙ୍ଗରୋଧରେ ସନ୍ଦିଗ୍ଧ ଆକ୍ରାନ୍ତ

ନୂଆଦିଲ୍ଲୀ: ଭାରତରେ ଏଣ୍ଟ୍ରି ମାରିଲା ମଙ୍କିପକ୍ସ ! ଭାରତରେ ପ୍ରଥମ ସନ୍ଦିଗ୍ଧ ମଙ୍କିପକ୍ସ ମାମଲା ଚିହ୍ନଟ। ଆକ୍ରାନ୍ତଙ୍କ ପରିଚୟ ଗୋପନ ରଖାଯାଇଛି। ସଙ୍ଗରୋଧରେ ଚିକିତ୍ସା ଜାରି ରହିଛି। ରକ୍ତ ନମୂନା ପରୀକ୍ଷା ପାଇଁ ପଠାଯାଇଛି। ରିପୋର୍ଟ ଆସିଲେ ଏହା ସ୍ପଷ୍ଟ ହେବ ଯେ ଏହା ପଜିଟିଭ୍ ନା…

ଅସୁରକ୍ଷିତ ଦିଲ୍ଲୀସ୍ଥିତ ଓଡ଼ିଶା ଭବନ, ଭାଙ୍ଗିବାକୁ ନିର୍ଦ୍ଦେଶ ଦେଲେ ସରକାର

ଭୁବନେଶ୍ୱର: ବିପଦପୂର୍ଣ୍ଣ ଘୋଷଣା ପରେ ଭଙ୍ଗାହେବ ଦିଲ୍ଲୀ ସ୍ଥିତ ଓଡ଼ିଶା ଭବନ। ଦିଲ୍ଲୀ ସ୍ଥିତ ଓଡ଼ିଶା ଭବନ ଭାଙ୍ଗିବାକୁ ରାଜ୍ୟ ସରକାର ଦେଲେ ନିର୍ଦ୍ଦେଶ। ଓଡ଼ିଶା ଭବନରେ ରହିବା ଅସୁରକ୍ଷିତ ଯୋଗୁଁ ଭଙ୍ଗିବାକୁ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ସରକାର। ସୂଚନା ଅନୁସାରେ ଦିଲ୍ଲୀ ସ୍ଥିତ…

ଭାରତ-ପାକିସ୍ଥାନ ସୀମାରେ ଏନକାଉଣ୍ଟର; ଯବାନଙ୍କ ଗୁଳିରେ ଦୁଇ ଆତଙ୍କୀ ନିହତ

ଶ୍ରୀନଗର: ଜମ୍ମୁ କାଶ୍ମୀରରେ ଚାଲିଥିବା ବିଧାନସଭା ନିର୍ବାଚନ ମଧ୍ୟରେ ରଜୌରୀ ଜିଲ୍ଲାର ନୋଶେରା ସେକ୍ଟରରେ ଏକ ପ୍ରମୁଖ ଅନୁପ୍ରବେଶ ଉଦ୍ୟମକୁ ପଣ୍ଡ କରିଛନ୍ତି ସୁରକ୍ଷା ବାହିନୀ। ଏହି ଅପରେସନରେ ସେନା ଦୁଇ ପାକିସ୍ତାନୀ ଆତଙ୍କବାଦୀଙ୍କୁ ନିହତ କରିଛନ୍ତି। ସୋମବାର ଜମ୍ମୁ-କଶ୍ମୀରର ରାଜୌରୀ…

ସର୍ପାଘାତରେ ୩ ଭଉଣୀ ମୃତ, ବାପା ଗୁରୁତର

ବୌଦ୍ଧ: ସାପ କାମୁଡ଼ାରେ ୩ ଭଉଣୀଙ୍କ ମୃତ୍ୟୁ, ବାପା ଗୁରୁତର। ବୌଦ୍ଧ ଜିଲ୍ଲା ଟିକରପଡ଼ା ପଞ୍ଚାୟତ ଚରିଆପାଲି ଗାଁରେ ଘଟିଛି ଏହି ଅଘଟଣ। ଘରେ ଶୋଇଥିବା ବେଳେ କାମୁଡ଼ିଲା ସାପ। ଗୁରୁତର ଅବସ୍ଥାରେ ବାପାକୁ ବୁର୍ଲା ମେଡିକାଲ ସ୍ଥାନାନ୍ତର କରାଯାଇଛି। ମୃତ ଭଉଣୀଙ୍କ ବୟସ ଯଥାକ୍ରମେ ୧୩, ୧୨ ଓ ୩…

ଗଭୀର ଅବପାତର ରୂପ ନେଲା ଅବପାତ, ଭୀଷଣ ବର୍ଷା ନେଇ ଆଜି ୫ ଜିଲ୍ଲାକୁ ରେଡ଼୍ ଆଲର୍ଟ

ଭୁବନେଶ୍ୱର: ଗଭୀର ଅବପାତର ରୂପ ନେଲା ଅବପାତ । ବଙ୍ଗୋପସାଗରରେ ଗଭୀର ଅବପାତ। ପଶ୍ଚିମ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ପଶ୍ଚିମବଙ୍ଗୋପସାଗରରେ କେନ୍ଦ୍ରୀଭୂତ ହୋଇଥିବା ଅବପାତ ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ ହୋଇଛି । ପୁରୀଠାରୁ ୧୧୦ କିମି ଦୂରରେ ରହିଛି ଗଭୀର ଅବପାତ । ଗୋପାଳପୁରରୁ ୧୫୦ ଓ…

ଲଗାଣ ବର୍ଷାରେ ବୁଡ଼ିଲା ମାଲକାନଗିରି, ୩ ରାଜ୍ୟକୁ ଯୋଗାଯୋଗ ବିଚ୍ଛିନ୍ନ

ମାଲକାନଗିରି: ଲଘୁଚାପ ପ୍ରଭାବରେ ରାଜ୍ୟରେ ଜାରି ରହିଛି ତୁହାକୁ ତୁହା ବର୍ଷା । ପ୍ରବଳ ବର୍ଷାରେ ମାଲକାନଗିରି ସ୍ଥିତି ସଙ୍ଗୀନ। ବର୍ଷା ପାଣିରେ ବୁଡିଲା ପୋଲ। କାଙ୍ଗୁରୁକୁଣ୍ଡା ପୋଲ, ଏମ୍ ଭି ୯୦ନଂ ପୋଲ ଓ କନ୍ୟା ଆଶ୍ରମ ପୋଲ ଉପରେ ୨ଫୁଟର ପାଣି ଚାଲିବାରୁ ଯାତାୟତ ଠପ୍‌ ହୋଇଛି । ସେହିପରି…