Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

Cold Wave: ରାଜ୍ୟରେ ଜାରି ରହିଛି ଶୀତ ଲହରୀ, ୩ ଜିଲ୍ଲାକୁ କୁହୁଡ଼ି ଓ୍ୱାର୍ଣ୍ଣିଂ

ଭୁବନେଶ୍ୱର: ଓଡିଶାରେ ଜାରି ରହିଛି ଶୀତ ଲହରି । ବିଶେଷକରି ସକାଳ ସମୟରେ ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡି ଯାତାୟାତରେ ବାଧା ସୃଷ୍ଟି କରୁଛି । ପାରଦ ତଳମୁହାଁ ରହିଥିବାବେଳେ କେତେକ ଜିଲ୍ଲାରେ ଘନ କୁହୁଡ଼ି ଦେଖିବାକୁ ମିଳୁଛି । ଆସନ୍ତା ୨ଦିନ ପର୍ଯ୍ୟନ୍ତ ସୁନ୍ଦରଗଡ଼, ଝାରସୁଗୁଡା ଓ କନ୍ଧମାଳ…

Operation Sindoor: ଅପରେସନ ସିନ୍ଦୁର ପରେ ସେନାର ବଡ଼ ପଦକ୍ଷେପ, କିଣାଯିବ ୮୫୦ କାମିକାଜେ ଡ୍ରୋନ

ନୂଆଦିଲ୍ଲୀ: ଅପରେସନ୍ ସିନ୍ଦୂରରୁ ମିଳିଥିବା ଗୁରୁତ୍ୱପୂର୍ଣ୍ଣ ଶିକ୍ଷା ପରେ, ଭାରତୀୟ ସେନା ଦ୍ରୁତ ଗତିରେ ଏହାର ଡ୍ରୋନ୍ ଯୁଦ୍ଧ କ୍ଷମତାକୁ ସୁଦୃଢ଼ ​​କରୁଛି। ଆତଙ୍କବାଦ ବିରୋଧୀ ଏବଂ ଆକ୍ରମଣାତ୍ମକ କାର୍ଯ୍ୟକୁ ବୃଦ୍ଧି କରିବା ପାଇଁ ସେନା ପ୍ରାୟ ୮୫୦ କାମିକାଜେ ଡ୍ରୋନ୍ (ଲୋଇଟିଂ…

ଲାଞ୍ଚ ନେଇ ଲେଫ୍ଟନାଣ୍ଟ କର୍ଣ୍ଣେଲ ଦୀପକ କୁମାର ଶର୍ମା ଗିରଫ, ବାସଭବନରୁ ନଗଦ ୨.୨୩ କୋଟି ଟଙ୍କା ଜବତ

ନୂଆଦିଲ୍ଲୀ: ଏକ ଲାଞ୍ଚ ମାମଲାରେ ସିବିଆଇ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି । ପ୍ରତିରକ୍ଷା ମନ୍ତ୍ରଣାଳୟର ପ୍ରତିରକ୍ଷା ଉତ୍ପାଦନ ବିଭାଗରୁ ଜଣେ ଲେଫ୍ଟନାଣ୍ଟ କର୍ଣ୍ଣେଲଙ୍କୁ ସିବିଆଇ ଗିରଫ କରିଛି । ଲାଞ୍ଚ ମାମଲାରେ ସିବିଆଇ ଲେଫ୍ଟନାଣ୍ଟ କର୍ଣ୍ଣେଲ ଦୀପକ କୁମାରଙ୍କୁ ଗିରଫ କରିଛି ।…

ହାଇଦ୍ରାବାଦ ସ୍ଥିତ ‌’ଷ୍ଟାଚ୍ୟୁ ଅଫ୍‌ ଇକ୍ବାଲିଟି’ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, କହିଲେ…

ଭୁବନେଶ୍ୱର: ହାଇଦ୍ରାବାଦସ୍ଥିତ ‌ଷ୍ଟାଚ୍ୟୁ ଅଫ୍‌ ଇକ୍ବାଲିଟି ପରିଦର୍ଶନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମହାନ ଦାର୍ଶନିକ, ସନ୍ଥ ତଥା ସମାଜ ସଂସ୍କାରକ ଜଗଦଗୁରୁ ଶ୍ରୀ ରାମାନୁଜାଚାର୍ଯ୍ୟଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କ ସହ ଶିଳ୍ପ ମନ୍ତ୍ରୀ…

Hacked Phone Signs: ଯଦି ଏହି ସଙ୍କେତଗୁଡ଼ିକ ଦେଖନ୍ତି … ଫୋନ୍ ହୋଇଛି ହ୍ୟାକ୍ ?

ଭୁବନେଶ୍ବର:ସପିଂ ହେଉ ଅବା ପାଠପଢ଼ା ହେଉ, ମନୋରଞ୍ଜନ ହେଉ କିମ୍ବା ବ୍ୟାଙ୍କିଙ୍ଗ୍ ଓ ଗେମିଂ ହେଉ, ଆଜିକାଲି ସବୁକିଛି ମୋବାଇଲ୍ ଫୋନ୍ ବ୍ୟବହାର କରି କରାଯାଉଛି । ଏବେ ଫୋନ୍ ପ୍ରତ୍ୟେକ କାର୍ଯ୍ୟ ପାଇଁ ଅତ୍ୟାବଶ୍ୟକ ହୋଇଗଲାଣି ଏବଂ ଏଥିରେ ଆପଣଙ୍କର ବ୍ୟକ୍ତିଗତ ଏବଂ ସମ୍ବେଦନଶୀଳ ସୂଚନା ରହିଛି।…

ସାକ୍ଷୀଗୋପାଳ ଵସଷ୍ଟାଣ୍ଡ ନିକଟ ଦୋକାନ ଉପରକୁ ବୋମା ମାଡ଼;କାରଣ ଅସ୍ପଷ୍ଟ

ପୁରୀ:ଶନିବାର ସନ୍ଧ୍ୟାରେ ସତ୍ୟବାଦୀ ଥାନା ଅନ୍ତର୍ଗତ ସାକ୍ଷୀଗୋପାଳ ବସଷ୍ଟାଣ୍ଡ ନିକଟରେ ବୋମାମାଡ଼ ହୋଇଛି। ବସଷ୍ଟାଣ୍ଡ ନିକଟରେ ଥିବା ଏକ ଦୋକାନକୁ ଲକ୍ଷ୍ୟ କରି ଦୁର୍ବୃତ୍ତ ବୋମାମାଡ଼ କରିଛନ୍ତି । ବୋମାମାଡ଼ରେ ଦୋକାନ ଘର କ୍ଷତିଗ୍ରସ୍ତ ହୋଇଛି । ସୌଭାଗ୍ୟବଶତଃ କେହି ମୃତାହତ ହୋଇନାହାନ୍ତି…

କୋଟି କୋଟି ଟଙ୍କାର ପୁଞ୍ଜିନିବେଶ ଓଡ଼ିଶାକୁ ଆସିବା କଥା ଭ୍ରମାତ୍ମକ: ବିଜେଡି

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ହାଇଦ୍ରାବାଦ ଗସ୍ତରେ ରାଜ୍ୟକୁ ୬୫,୦୦୦ କୋଟି ଟଙ୍କାର ପୁଞ୍ଜିନିବେଶ ଓ ୨୦ ହଜାରରୁ ଅଧିକ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ ବୋଲି ଯାହା କୁହାଯାଇଛି, ତାହା ଭ୍ରମାତ୍ମକ ବୋଲି ବିଜୁ ଜନତା କହିଛି । ଶନିବାର ଏକ ପ୍ରେସ୍ ବିବୃତ୍ତିରେ ଦଳର ମୁଖପାତ୍ର…

Narcotics Crackdown: ରେଳବାଇ ପୋଲିସର ଦୃଢ କାର୍ଯ୍ୟାନୁଷ୍ଠାନ; ଏବେ ସୁଦ୍ଧା ୩୩୫୨ କେଜିରୁ ଅଧିକ ଗଞ୍ଜେଇ ଜବତ,୨୯୯…

ଭୁବନେଶ୍ବର: ରେଳପଥ ମାଧ୍ୟମରେ ବେଆଇନ ନିଶା ଦ୍ରବ୍ୟ ଚୋରା ଚାଲାଣକାରୀଙ୍କ ବିରୁଦ୍ଧରେ ସରକାରୀ ରେଳବାଇ ଥାନା ପୋଲିସ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଛି । ଚଳିତ ବର୍ଷ ରେଳବାଇ ପୋଲିସ ୩୩୫୨ କେଜିରୁ ଅଧିକ ଗଞ୍ଜେଇ ଜବତ କରିଥିବା ବେଳେ ଏନଡିପିଏସ ମାମଲା ନିୟମ ଅନୁଯାୟୀ ଅଦ୍ୟାବଧି ମୋଟ…

ବୈଧ ପ୍ରଦୂଷଣ ପ୍ରମାଣପତ୍ର ନଥିଲେ ମିଳିବ ନାହିଁ ତେଲ; ତୈଳ ବିକ୍ରୟକାରୀ କମ୍ପାନୀଙ୍କୁ ଚିଠି

ଭୁବନେଶ୍ୱର: ବାୟୁ ଗୁଣବତ୍ତାର ସ୍ଥିତିକୁ ଦୃଷ୍ଟିରେ ରଖି ପରିବହନ କ୍ଷେତ୍ରରେ ପରିବେଶ ସୁରକ୍ଷାକୁ ପ୍ରାଧାନ୍ୟ ଦିଆଯାଉଛି। ମୋଟର ଯାନ ନିୟମ ଉଲ୍ଲଙ୍ଘନ କରି ପ୍ରଦୂଷଣ ସୃଷ୍ଚି କରୁଥିବା ଯାନ ଉପରେ ଅଙ୍କୁଶ ଲଗାଇବାକୁ ବାଣିଜ୍ୟ ଓ ପରିବହନ ବିଭାଗ ପଦକ୍ଷେପ ଗ୍ରହଣ କରିଛି । ବିଭାଗୀୟ ମନ୍ତ୍ରୀ…

ଘନ କୁହୁଡ଼ିର ଆଶଙ୍କା ଥିବା ୬ଟି ଜିଲ୍ଲାରେ ବ୍ୟାପକ ହେବ ସଚେତନତା ଏବଂ ଏନଫୋର୍ସମେଣ୍ଟ

ଭୁବନେଶ୍ୱର: ଭାରତୀୟ ପାଣିପାଗ ବିଭାଗର କୁହୁଡ଼ି ସତର୍କତାକୁ ଦୃଷ୍ଟିରେ ରଖି ଆମ ରାଜ୍ୟରେ ଘନ କୁହୁଡ଼ିର ଆଶଙ୍କା ଥିବା ୬ଟି ଜିଲ୍ଲା ସୁନ୍ଦରଗଡ଼, ଝାରସୁଗୁଡ଼ା, କଳାହାଣ୍ଡି, କନ୍ଧମାଳ, କୋରାପୁଟ ଏବଂ ସମ୍ବଲପୁର ଆରଟିଓମାନଙ୍କୁ ଦୁର୍ଘଟଣା ନିବାରଣ ପଦକ୍ଷେପ ନେବା ପାଇଁ ବାଣିଜ୍ୟ ଓ ପରିବହନ…