Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

‘ରାହୁଲ ଗାନ୍ଧୀଙ୍କ ପରିବାର ୫୦ ବର୍ଷ ଧରି ଦେଶକୁ ଲୁଟିଛନ୍ତି’

ନୂଆଦିଲ୍ଲୀ: କେନ୍ଦ୍ର ବୟନ ମନ୍ତ୍ରୀ ଗିରିରାଜ ସିଂ, କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀଙ୍କ ଉପରେ ବର୍ଷିଛନ୍ତି । ରାହୁଲ ଗାନ୍ଧୀ ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠା ସମାରୋହକୁ ଏକ ନୃତ୍ୟ-ଗୀତ କାର୍ଯ୍ୟକ୍ରମ ବୋଲି ବର୍ଣ୍ଣନା କରିଥିଲେ ଯାହାକୁ ନେଇ ଗାନ୍ଧୀ ପରିବାରକୁ କଡା ସମାଲୋଚନା କରିଛନ୍ତି ।…

ଏହି କାରଣ ପାଇଁ ସ୍ଥଗିତ ରହିଲା ଲଡୁ ବିବାଦର ଏସଆଇଟି ତଦନ୍ତ

ଅମରାବତୀ: ଆନ୍ଧ୍ରପ୍ରଦେଶ ତିରୁପତି ବାଲାଜୀ ମନ୍ଦିରର ଲଡୁ ବିବାଦ ମାମଲା । ଘଟଣାରେ ଚାଲିଥିବା ଏସଆଇଟି ତଦନ୍ତକୁ ଆଜି ସ୍ଥଗିତ ରଖାଯାଇଛି । ଆସନ୍ତା ୩ରେ ସୁପ୍ରିମକୋର୍ଟ ଏହି ପ୍ରସଙ୍ଗ ଉପରେ ଶୁଣାଣି କରିବେ । ତେଣୁ ଶୁଣାଣି ନହେବା ପର୍ଯ୍ୟନ୍ତ ଏସଆଇଟି ତଦନ୍ତ ହୋଇପାରିବ ନାହିଁ ବୋଲି…

ହିଜବୋଲ୍ଲାର ପିଛା ଛାଡୁନି ଇସ୍ରାଏଲ : ଏବେ ସ୍ଥଳଭାଗରେ ପଶି ମାରିବ

ନୂଆଦିଲ୍ଲୀ: ହିଜବୋଲ୍ଲା ମୁଖ୍ୟ ହସନ ନସରଲ୍ଲାକୁ ହତ୍ୟା କଲା ପରେ ମଧ୍ୟ ଶାନ୍ତିରେ ବସିନାହିଁ ଇସ୍ରାଏଲ । ଆକାଶମାର୍ଗରୁ ଦକ୍ଷିଣ ଲେବାନନ ଉପରେ ଆକ୍ରମଣ କରି ହିଜବୋଲ୍ଲା ଆଡ୍ଡା ଓ ଅସ୍ତ୍ରଭଣ୍ଡାରକୁ ଟାର୍ଗେଟ କଲା ପରେ ଏବେ ଆରମ୍ଭ କରିଛି ଗ୍ରାଉଣ୍ଡ୍ ଅପରେସନ । ହିଜବୋଲ୍ଲାର ଗଡ କୁହାଯାଉଥିବା…

ମାହାଙ୍ଗା ଡବଲ ମର୍ଡର ଘଟଣା: ପ୍ରତାପ ଜେନାଙ୍କୁ କ୍ଲିନ୍‌ଚିଟ୍‌

କଟକ: ମାହାଙ୍ଗା ଡବଲ ମର୍ଡର ମାମଲା l ପୂର୍ବତନ ମନ୍ତ୍ରୀ ପ୍ରତାପ ଜେନାଙ୍କୁ କ୍ଲିନ୍‌ଚିଟ୍‌ l ପ୍ରତାପଙ୍କ ନାଁରେ ତଳକୋର୍ଟ ମାମଲାକୁ ଖାରଜ କଲେ ହାଇକୋର୍ଟ l ତଳକୋର୍ଟଙ୍କ ରାୟ ବିରୋଧରେ ହାଇକୋର୍ଟ ଯାଇଥିଲେ ପ୍ରତାପ ଜେନା l ମାହାଙ୍ଗା ଡବଲ ମର୍ଡର ମାମଲାରେ ୧୩ ନମ୍ବର ମୁଦାଲା ଥିଲେ ପ୍ରତାପ…

ଭଦ୍ରକ ଅଶାନ୍ତି…ବଢିଲା ରାଜନୀତି

ଭୁବନେଶ୍ବର: ସୋସିଆଲ ମିଡିଆରେ ବିବାଦୀୟ ପୋଷ୍ଟ, ଅଶାନ୍ତ ଭଦ୍ରକ। ଧୁଷୁରୀ, ପାଳିଆବିନ୍ଧା ଏବଂ ପରେ ଧାମନଗର ଓ ଭଦ୍ରକ । ମାସେ ଭିତରେ ଜିଲ୍ଲାରେ ତିନିଟି ସାଂପ୍ରଦାୟିକ ଅଶାନ୍ତି ଘଟଣା ସାମନାକୁ ଆସିଛି। ଏହାକୁ ନେଇ ବିଜେପି ସରକାରକୁ ଟାର୍ଗେଟ୍ କରିଛି ବିଜେଡି। ସରକାରଙ୍କ କାର୍ଯ୍ୟଦକ୍ଷତାକୁ…

କେଉଁ ଦେଶରେ ନିଜକୁ ଅଧିକ ସୁରକ୍ଷିତ ମନେ କରନ୍ତି ମହିଳା…

ନୂଆଦିଲ୍ଲୀ: କୋଲକତା ଟ୍ରେନି ଡାକ୍ତର ଦୁଷ୍କର୍ମ ହତ୍ୟା ଘଟଣା ସମଗ୍ର ଦେଶରେ ଚାଞ୍ଚଲ୍ୟ ଖେଳାଇ ଦେଇଛି। ଏଭଳି ଅଭିଯୋଗ ସାମନାକୁ ଆସିବା ପରେ ଦେଶରେ ମହିଳାଙ୍କ ସୁରକ୍ଷା ନେଇ ପ୍ରଶ୍ନ ଉଠିଛି। ଅପରାଧ ହାର, ସର୍ବସାଧାରଣ ପରିବହନ ସ୍ଥିତି, ରାତି ସମୟରେ ସୁରକ୍ଷା, ଆଇନ ବ୍ୟବସ୍ଥା ଓ ସାମାଜିକ…

ତିରୁପତି ମନ୍ଦିରର ଲଡୁ ବିବାଦ: ‘୨୧୯ଟି ମନ୍ଦିରକୁ ଅପବିତ୍ର କରାଯାଇଛି’

ଅମରାବତୀ: ତିରୁପତି ମନ୍ଦିରର ଲଡୁ (ପ୍ରସାଦ)ରେ ମାଛ ତେଲ ଓ ଘୁଷୁରୀ ଚର୍ବି ବ୍ୟବହାର କରାଯାଉଥିବା ଅଭିଯୋଗ ପରେ ପ୍ରଭୁଙ୍କୁ ପ୍ରସନ୍ନ କରିବା ପାଇଁ ୧୧ ଦିନିଆ ପ୍ରାୟଶ୍ଚିତ ଯାତ୍ରାରେ ଥିବା ଆନ୍ଧ୍ରପ୍ରଦେଶ ଉପମୁଖ୍ୟମନ୍ତ୍ରୀ ପୱନ କଲ୍ୟାଣ "ପ୍ରାୟଶ୍ଚିତ ଦୀକ୍ଷା" ସମ୍ପର୍କରେ ଏକ ବୟାନ…

ଚଳନ୍ତା ବସରେ ଅଗ୍ନିକାଣ୍ଡ, ୨୫ ଛାତ୍ରଛାତ୍ରୀ ଜଳିଗଲେ

ବ୍ୟାଙ୍ଗକକ୍: ଥାଇଲ୍ୟାଣ୍ଡରେ ୪୪ ଜଣ ଛାତ୍ରଛାତ୍ରୀ ଏବଂ ଶିକ୍ଷକ ତଥା ଶିକ୍ଷୟିତ୍ରୀଙ୍କୁ ନେଇ ଯାଉଥିବା ଏକ ବସ୍ରେ ଅଗ୍ନିକାଣ୍ଡ ଘଟିଛି। ଏହି ଘଟଣାରେ ୨୫ରୁ ଅଧିକ ଛାତ୍ରଛାତ୍ରୀଙ୍କ ମୃତ୍ୟୁ ଘଟିଥିବା ବେଳେ ମୃତ୍ୟୁସଂଖ୍ୟା ଆହୁରି ବଢିବାର ଆଶଙ୍କା ରହିଛି। ତେବେ ଅଗ୍ନିକାଣ୍ଡର କାରଣ…

ଆୟୁଷ୍ମାନ ଓ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାକୁ ନେଇ ମନ୍ତ୍ରୀଙ୍କ ବଡ ଘୋଷଣା

ଭୁବନେଶ୍ବର: ଆୟୁଷ୍ମାନ ଓ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାକୁ ନେଇ ବଡ ସୂଚନା ଦେଇଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ । ସେ କହିଛନ୍ତି, ରାଜ୍ୟରେ ଖୁବଶୀଘ୍ର ଏହି ଦୁଇ ଯୋଜନା ଲାଗୁ ହେବ । ଯୋଜନା ଲାଗୁ ପାଇଁ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି । ଭାରତ ସରକାରଙ୍କ ସହ…