Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

କୋଲକାତା ପୋଲିସର ଅଫର: ଟଙ୍କା ନିଅ, ଚୁପ୍ ରୁହ

କୋଲକାତା: କୋଲକାତା ଟ୍ରେନି ଡାକ୍ତର ଦୁଷ୍କର୍ମ ଓ ହତ୍ୟା ପ୍ରତିବାଦରେ ଚାଲିଥିବା ବିକ୍ଷୋଭରେ ସାମିଲ ହୋଇଛନ୍ତି ପୀଡିତାଙ୍କ ପିତାମାତା ଓ ସଂପର୍କୀୟ । ଆରଜି କର ମେଡିକାଲ କଲେଜ ଓ ହସପିଟାଲରେ ଜୁନିଅର ଡାକ୍ତରଙ୍କ ନ୍ୟାୟ ଲଢେଇରେ ଯୋଗ ଦେଇଛନ୍ତି ଅଭୟାଙ୍କ ପିତାମାତା । କୋହ ଓ ଯନ୍ତ୍ରଣା…

ଦଳଡିଆଁଙ୍କୁ ପ୍ରାଧାନ୍ୟ, ପୁରୁଣା ନେତାଙ୍କୁ ଉପେକ୍ଷା

ଚଣ୍ଡିଗଡ: ହରିୟାଣା ବିଧାନସଭା ନିର୍ବାଚନ ପାଇଁ ବିଜେପି ଜାରି କରିଛି ପ୍ରଥମ ପ୍ରାର୍ଥୀ ତାଲିକା । ପ୍ରଥମ ତାଲିକାରେ ୬୭ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି ଦଳ । କ୍ଷମତା ହ୍ୟାଟ୍ରିକ ଲକ୍ଷ୍ୟରେ ଥିବା ବିଜେପି କେବଳ ବିଜୟ ଫର୍ମୁଲା ଉପରେ ଗୁରୁତ୍ୱ ଦେଇଛି । ଅନେକ ନେତାଙ୍କ ପୁଅ-ଝିଅଙ୍କୁ ଟିକେଟ…

ରାଷ୍ଟ୍ରପତିଙ୍କ ଠାରୁ ଜାତୀୟ ଶିକ୍ଷକ ପୁରସ୍କାର ପାଇଲେ ଦୁଇ ଓଡିଆ ଶିକ୍ଷକ

ଭୁବନେଶ୍ବର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଠାରୁ ଜାତୀୟ ଶିକ୍ଷକ ପୁରସ୍କାର ଗ୍ରହଣ କରିଛନ୍ତି ଓଡ଼ିଶାର ଦୁଇ ଶିକ୍ଷକ । ନୂଆଦିଲ୍ଲୀ ସ୍ଥିତ ବିଜ୍ଞାନ ଭବନଠାରେ ଏକ ଭବ୍ୟ ସମାରୋହରେ ଏହି ସମ୍ମାନସ୍ଫଦ ପୁରସ୍କାର ଗ୍ରହଣ କରିଛନ୍ତି ଓଡ଼ିଶାର ଦୁଇ ଯଶସ୍ବୀ ଶିକ୍ଷକ । କଳାହାଣ୍ଡି ଜିଲ୍ଲାର…

ଗୁରୁଦିବସରେ ଲଞ୍ଚ ହେଲା ଶିକ୍ଷାର୍ଥୀଙ୍କ ସ୍ୱାର୍ଥରେ ବିଭିନ୍ନ କାର୍ଯ୍ୟକ୍ରମ: ଜାଣନ୍ତୁ, କେଉଁ ପୋର୍ଟାଲ ରେ ମିଳିବ କି…

ଭୁବନେଶ୍ୱର: ଆଜି ଗୁରୁଦିବସ ଅବସରରେ ରାଜ୍ୟସ୍ତରୀୟ ଗୁରୁଦିବସ ଉତ୍ସବ ଏବଂ ବିଦ୍ୟାର୍ଥୀ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ଶିକ୍ଷକମାନେ ଭବିଷ୍ୟତ ସମାଜର ମାର୍ଗଦର୍ଶକ। ସେ କେବଳ ବିଦ୍ୟାର୍ଥୀ ମାନଙ୍କ ଭବିଷ୍ୟତ…

‘ୱାକଫ ବିଲ କୁ ବିଜେଡି ବିରୋଧ କରିବ’

ଭୁବନେଶ୍ୱର: ଏ ଦେଶ ଆମର ଏ ମାଟି ଆମର ଏ ଭାବନା ନେଇ ଆମର ପ୍ରିୟ ଭାରତ ତଥା ପ୍ରିୟ ଓଡିଶାର ଗୌରବ ବୃଦ୍ଧି ପାଇଁ କାମ କରିବାକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ସଂଖ୍ୟଲଘୁ ଭାଇ ଭଉଣୀ ମାନଙ୍କୁ ଆହ୍ୱାନ ଜଣାଇଛନ୍ତି । ଆଜି ଶଙ୍ଖ ଭବନ ଠାରେ ବିଜେଡି ସଂଖ୍ୟଲଘୁ ଭାଇ…

‘ଆସନ୍ତା ୩ ସପ୍ତାହରେ ୧୬,୦୧୦ ଶିକ୍ଷକଙ୍କୁ ନିଯୁକ୍ତି’

ଭୁବନେଶ୍ବର: ଶିକ୍ଷକଙ୍କ ଅଭାବ ପୂରଣ ପାଇଁ ରାଜ୍ୟରେ ୨୭ ହଜାର ୧୯୭ ଶିକ୍ଷକଙ୍କୁ ନିଯୁକ୍ତି ଦିଆଯିବ । ସେହିପରି ଆଗାମୀ ୩ ସପ୍ତାହ ଭିତରେ ୧୬ ହଜାର ୧୦ କନିଷ୍ଠ ଶିକ୍ଷକଙ୍କୁ ମିଳିବ ନିଯୁକ୍ତି । ଏନେଇ ଆଜି ଗୁରୁ ଦିବସରେ ବଡ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହା ସହିତ…

‘ସ୍କୁଲରେ କିଛି କାମରେ ଆସିନି ଫାଇଭ ଟି ବ୍ୟବସ୍ଥା- ମୁଖ୍ୟମନ୍ତ୍ରୀ ମୋହନ ମାଝୀ’

ଭୁବନେଶ୍ଵର: ରାଜ୍ୟରେ ସ୍କୁଲମାନଙ୍କୁ କିଛି ବି ସୁଫଳ ଦେଇନି ପୂର୍ବ ସରକାରଙ୍କର ଫାଇଭ୍ ଟି ବ୍ୟବସ୍ଥା। ଆଜି ଗୁରୁଦିବସ ଅବସରରେ ଏକ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗ ଦେଇ କିଛି ଏମିତି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଏନେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ଫାଇଭ୍ ଟି ବ୍ୟବସ୍ଥା ରାଜ୍ୟରେ…

୮ ତାରିଖରେ ସମ୍ବଲପୁର ଯିବେ ମୁଖ୍ୟମନ୍ତ୍ରୀ, ଆରମ୍ଭ ହେବ କିଶାନ ଯୋଜନା

ଭୁବନେଶ୍ଵର: ଦୁଇଦିନିଆ ସମ୍ବଲପୁର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଶୁଭାରମ୍ଭ କରିବେ କିଶାନ ଯୋଜନା। ଏଥିପାଇଁ ଆସନ୍ତା ୮ ତାରିଖରେ ସମ୍ବଲପୁର ଯିବେ ମୁଖ୍ୟମନ୍ତ୍ରୀ । ସେହିଦିନ ସିଏମ୍ କିଶାନ୍ ଯୋଜନାର ଶୁଭାରମ୍ଭ କରିବେ। ଏହାପରେ ମାଆ ସମଲେଇଙ୍କ ଦର୍ଶନ କରି ୯ ତାରିଖରେ…

ରାଜ୍ୟରେ ବଢୁଛି ସଡକ ଦୁର୍ଘଟଣା; ୨୦୨୩ରେ ଯାଇଛି ଏତିକି ଜୀବନ

ଭୁବନେଶ୍ବର: ପ୍ରତିବର୍ଷ ରାଜ୍ୟରେ ଦୁର୍ଘଟଣା ଜନିତ ମୃତ୍ୟୁ ଓ ଆହତଙ୍କ ସଂଖ୍ୟା ବଢିବାରେ ଲାଗିଛି । ୨୦୨୩ରେ ରାଜ୍ୟରେ ମୋଟ ୧୨ ହଜାର ୫୨ଟି ସଡ଼କ ଦୁର୍ଘଟଣା ଘଟିଥିଲା । ଏହି ସଡ଼କ ଦୁର୍ଘଟଣାରେ ମୋଟ ୫ ହଜାର ୬୯୬ ଜଣଙ୍କ ଜୀବନ ଯାଇଥିବାବେଳେ, ୧୦ ହଜାର ୪୧୯ ଜଣ ଆହତ ହୋଇଛନ୍ତି । ଆଜି…

ବିଧାନସଭାରେ ‘ରେଭେନ୍ସା’ ଝଡ଼

ଭୁବନେଶ୍ବର: ବିଧାନସଭାରେ ଉଠିଲା ରେଭେନ୍ସା ନାଁ ପରିବର୍ତ୍ତନ ପ୍ରସଙ୍ଗ। ବିଶ୍ବବିଦ୍ୟାଳୟର ନାଁ ପରିବର୍ତ୍ତନ ତାତିରେ ଗୃହ ସରଗରମ। ଶୂନ୍ୟକାଳରେ ରେଭେନ୍ସା ପ୍ରସଙ୍ଗ ଉଠାଇବା ସହ ମୁଖ୍ୟମନ୍ତ୍ରୀଙ୍କ ବିବୃତି ଦାବି କରିଥିଲେ ବିଜେଡି ବିଧାୟକ ବ୍ୟୋମକେଶ ରାୟ । ୧୫୬ବର୍ଷର ଶିକ୍ଷାନୁଷ୍ଠାନ…