Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ପ୍ରତି ପଞ୍ଚାୟତରେ ହେବ ମଡେଲ ପ୍ରାଥମିକ ବିଦ୍ୟାଳୟ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବଡ ଘୋଷଣା । ପ୍ରତି ପଞ୍ଚାୟତରେ ହେବ ମଡେଲ ପ୍ରାଥମିକ ବିଦ୍ୟାଳୟ । ଏହାର ନାମ ରହିବ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ । ପ୍ରାଥମିକ ସ୍କୁଲକୁ ସୁଦୃଢ଼ କରିବାକୁ ଏପରି ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର । ତେବେ ପ୍ରଥମ…

ଇଏ କ’ଣ କହୁଛନ୍ତି ଅଭୟାଙ୍କ ବାପା ମା’, ସତରେ କ’ଣ ପୋଲିସ୍…..

କୋଲକାତା: ପୁଣି ଆରଜି କର ମେଡିକାଲ ଦୁଷ୍କର୍ମ ଓ ହତ୍ୟା ଘଟଣାରେ ଆସିଲା ଚମକାଇଦେଲା ଭଳି ଖବର। ଅଭୟାଙ୍କ ବାପା ମାଆ ଆଣିଲେ ସଙ୍ଗୀନ ଅଭିଯୋଗ। ପୋଲିସ କାଳେ ଚୁପ୍ ରହିବାକୁ ଯାଚୁଥିଲା ଟଙ୍କା...... କୋଲକାତା ଆରଜି କର ମେଡିକାଲ ଦୁଷ୍କର୍ମ ଓ ହତ୍ୟାକୁ ଦିନ ଯେତିକି ଗଡି ଗଡି ଯାଉଛି ରହସ୍ୟର…

ବାର୍ଡ ଫ୍ଲୁ ପ୍ରସଙ୍ଗ: ରିର୍ପୋଟ ଦେଲା କେନ୍ଦ୍ରୀୟ ଟିମ୍

ଭୁବନେଶ୍ବର: ରାଜ୍ୟରେ ଏବେ ବାର୍ଡ ଫ୍ଲୁର ବ୍ୟାପିବାରେ ଲାଗିଛି । ଏହା ଭିତରେ ଦୁଇ ଦିନିଆ ଗସ୍ତରେ କେନ୍ଦ୍ରୀୟ ଟିମ୍ ଆସି ସଂକ୍ରମିତ ଅଞ୍ଚଳ ବୁଲି ସମୀକ୍ଷା କରିଛନ୍ତି । ତେବେ ବ୍ୟାପୁଥିବା ବାର୍ଡ ଫ୍ଲୁର କାରଣ କୁକୁଡା ନ ହୋଇପାରେ ବୋଲି ମୁଖ୍ୟ ଶାସନ ସଚିବଙ୍କୁ ରିପୋର୍ଟ ଦେଇଛି କେନ୍ଦ୍ରୀୟ…

ବଜ୍ରପାତଜନିତ ମୃତ୍ୟୁରେ ଓଡ଼ିଶା ଆଗୁଆ: ୫ ବର୍ଷରେ ଗଲାଣି ହଜାରରୁ ଅଧିକ ଜୀବନ

ଭୁବନେଶ୍ୱର: ବଜ୍ରପାତଜନିତ ମୃତ୍ୟୁରେ ଓଡ଼ିଶା ଆଗରେ। ଉତ୍ତରପ୍ରଦେଶ ଭଳି ରାଜ୍ୟକୁ ବି ପଛରେ ପକାଇଛି ଓଡ଼ିଶା। ଆଜି ଗୃହରେ ଏମିତି ଟଙ୍କଧର ତ୍ରିପାଠୀଙ୍କ ପ୍ରଶ୍ନରେ ଏହି ଉତ୍ତର ରଖିଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ। ଗତ ୫ ବର୍ଷରେ ଓଡ଼ିଶାରେ ବଜ୍ରପାତରେ ୧୧୦୩ ଜଣଙ୍କ ମୃତ୍ୟୁ ହୋଇଛି।…

ଚଳନ୍ତା ବସରେ ଜନ୍ମ ହେଲା ଶିଶୁ କନ୍ୟା

ଗୁଣୁପୁର: ଗୁଣୁପୁରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଚଳନ୍ତା ବସରେ ଗୋଟିଏ ନବଜାତ ଶିଶୁ କନ୍ୟା ଜନ୍ମ ହୋଇଥିବା ଜଣାପଡିଛି ଯାହା ଏବେ ବେଶ ଚର୍ଚ୍ଚାର ବିଷୟ ପାଲଟିଛି । ତେବେ ମାନବିକତା ଦୃଷ୍ଟି କୋଣରୁ ବସ ରେ ଥିବା କର୍ମଚାରୀ ଗୁଣପୁର ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଇଛନ୍ତି ।…

ରାଜ୍ୟରେ ତିଆରି ହେବ ୧୨ଶହରୁ ଅଧିକ ଚେକ୍ ଡ୍ୟାମ

ଭୁବନେଶ୍ୱର: ରାଜ୍ୟରେ ନିର୍ମାଣ ହେବ ୧୨ ଶହରୁ ଅଧିକ ଚେକ୍ ଡ୍ୟାମ୍। ଆଜି ଗୃହରେ ଏହି ଉତ୍ତର ରଖିଛନ୍ତି ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହଲିଙ୍ଗ। ଏନେଇ ମନ୍ତ୍ରୀ କହିଛନ୍ତି, ରାଜ୍ୟରେ ୨୦୨୨-୨୫ ଭିତରେ ୧୨୮୦ ଚେକ୍‌ ଡ୍ୟାମ୍ ନିର୍ମାଣ ପାଇଁ ପ୍ରସ୍ତାବ ହୋଇଛି। ୨୦୨୫ ସୁଦ୍ଧା ୫୮୫ ଚେକ୍‌…

ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଘୋଷଣା: ଏଣିକି ନବମ-ଏକାଦଶ ଛାତ୍ରଛାତ୍ରୀଙ୍କୁ ମିଳବ ୫ ହଜାର ଟଙ୍କା

ଭୁବନେଶ୍ୱର: ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର। ଏଣିକି ସରକାର ନବମ ଏବଂ ଏକାଦଶ ଶ୍ରେଣୀ ଛାତ୍ରଛାତ୍ରୀମାନଙ୍କୁ ବର୍ଷକୁ ୫ ହଜାର ଟଙ୍କାର ହାତଖର୍ଚ୍ଚ ପ୍ରଦାନ କରିବେ। ଅଧାରୁ ପାଠ ଛାଡୁଥିବା ଜନଜାତି ସମ୍ପ୍ରଦାୟର ଛାତ୍ରଛାତ୍ରୀଙ୍କୁ ପୁଣି ସ୍କୁଲକୁ ଫେରାଇ ଆଣିବା ପାଇଁ ରାଜ୍ୟ ସରକାର ନୂଆ…

ନିଯୁକ୍ତି ଦୌଡରେ ଆଶାୟୀଙ୍କ ମୃତ୍ୟୁ ପାଇଁ କୋଭିଡ ଟିକା ଦାୟୀ: ହେମନ୍ତ ସୋରେନ

ରାଞ୍ଚି: ରାଜ୍ୟରେ ଅବକାରୀ କନଷ୍ଟେବଳ ନିଯୁକ୍ତି ଦୌଡରେ ଶାରୀରିକ ପରୀକ୍ଷା ଦେବା ବେଳେ ୧୨ଜଣ ପ୍ରାର୍ଥୀଙ୍କ ମୃତ୍ୟୁ ହୋଇଥିଲା। ସେମାନଙ୍କର ମୃତ୍ୟୁ ପାଇଁ ବିଜେପି ନେତୃତ୍ୱାଧୀନ କେନ୍ଦ୍ର ସରକାରଙ୍କ ପରିଚାଳିତ 'ତ୍ରୁଟିପୂର୍ଣ୍ଣ କୋଭିଡ-୧୯' ଟିକା ଦାୟୀ ବୋଲି କହିଛନ୍ତି ଝାଡଖଣ୍ଡର…

ନାଳରୁ ଉଦ୍ଧାର ହେଲା ନିଖୋଜ ଛାତ୍ରଙ୍କ ମୃତଦେହ, ପ୍ରେମ ବ୍ୟାପାରକୁ ନେଇ ହତ୍ୟା ଅଭିଯୋଗ

ଯାଜପୁର: ୨ଦିନ ତଳେ ନିଖୋଜ ଥିଲେ ଯୁକ୍ତ ଦୁଇ ଛାତ୍ର। ଆଜି ସକାଳେ ନାଳରୁ ମିଳିଲା ମୃତଦେହ। ଯାଜପୁର ଜିଲ୍ଲା ଧର୍ମଶାଳା ଥାନା ଅନ୍ତର୍ଗତ ରଥିଆ ଗାଁ ନିକଟ ଶଗଡ଼ିଆ ନାଳରୁ ଛାତ୍ରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ଅଭୟପୁର ଗାଁର ନରହରି ବେହେରାଙ୍କ ପୁଅ ରୁଦ୍ର ପ୍ରସାଦ ବେହେରା। ତାଙ୍କ ବୟସ…

ତେଲେଙ୍ଗାନାରେ ନିହତ ହେଲେ ୬ ମାଓବାଦୀ

ହାଇଦ୍ରାବାଦ: ପୁଣି ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା। ତେଲେଙ୍ଗାନାରେ ୬ ମାଓବାଦୀଙ୍କୁ ମାରି ଗଡାଇଲେ। ତେଲେଙ୍ଗାନା କୋଥଗୁଡେମ୍‌ ଜିଲ୍ଲା ନୀଳାଦ୍ରିପେଟ୍‌ ଜଙ୍ଗଲରେ ସୁରକ୍ଷାକର୍ମୀ ଓ ମାଓଙ୍କ ମଧ୍ୟରେ ଗୁଳି ବିନିମୟ ବେଳେ ଏନ୍‌କାଉଣ୍ଟରରେ ୬ ମାଓ ନିହତ ହୋଇଥିବା ବେଳେ ସେମାନଙ୍କ ମଧ୍ୟରେ…