Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ବାର୍ଡ ଫ୍ଲୁ ସ୍ଥିତି ଯାଞ୍ଚ: ଓଡ଼ିଶା ଆସିବେ କେନ୍ଦ୍ରୀୟ ବିଶେଷଜ୍ଞ ଦଳ

ଭୁବନେଶ୍ୱର: ରାଜ୍ୟରେ ବାର୍ଡ ଫ୍ଲୁ ସ୍ଥିତି ଯାଞ୍ଚ କରିବାକୁ ଆଜି ଓଡ଼ିଶା ଆସୁଛନ୍ତି କେନ୍ଦ୍ରୀୟ ବିଶେଷଜ୍ଞ ଦଳ। ବାର୍ଡ଼ ଫ୍ଲୁ ବ୍ୟାପିଥିବା ଅଞ୍ଚଳ ବୁଲି ଟିମ ତଦାରଖ କରିବ । ସ୍ୱାସ୍ଥ୍ୟ ବିଭାଗ ଅଧିକାରୀଙ୍କ ସହ ବୈଠକ କରିବା କାର୍ଯ୍ୟକ୍ରମ ରହିଛି। ବାର୍ଡ଼ ଫ୍ଲୁ ପାଇଁ ରାଜ୍ୟରେ ନିଆ…

୧୭ରେ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତି, ଆଜିଠୁ ଆବେଦନକାରୀଙ୍କଠାରୁ ଫର୍ମ ସଂଗ୍ରହ କାର୍ଯ୍ୟ ଆରମ୍ଭ

ଭୁବନେଶ୍ୱର: ସେପ୍ଟେମ୍ବର ୧୭ରେ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତି ପ୍ରଦାନ କରାଯିବ। ଭୁବନେଶ୍ବରରେ ମହିଳାଙ୍କୁ କାର୍ଡ ବଣ୍ଟନ କରିବେ ପ୍ରଧାନମନ୍ତ୍ରୀ। ଜନତା ମୈଦାନରେ ଆୟୋଜିତ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗ ଦେଇ ହିତାଧିକାରୀଙ୍କୁ ସୁଭଦ୍ରା କାର୍ଡ ବଣ୍ଟନ କରିବେ।…

ରାଜ୍ୟରୁ ମୂଳପୋଛ କରାଯିବ ସମସ୍ତ ବେଆଇନ ମଦ କାରବାର: ଅବକାରୀ ମନ୍ତ୍ରୀ

ଭୁବନେଶ୍ୱର: ବେଆଇନ ମଦ କାରବାରକୁ ମୂଳପୋଛ କରିବାକୁ ଯୋରସୋରରେ ଲାଗିପଡିଛନ୍ତି ରାଜ୍ୟ ସରକାର । ଗଲା ମାସ ୨୦ ତାରିଖରୁ ଆରମ୍ଭ ହୋଇଥିବା ବେଆଇନ ମଦ ଭାଟିରେ ଚଢାଉ ଅଭିଯାନ ବର୍ତ୍ତମାନ ସୁଦ୍ଧା ଚାଲିଛି । ଏହି କ୍ରମରେ ସମଗ୍ର ରାଜ୍ୟର ୧୪୪୩ଟି ବେଆଇନ ମଦ ଭାଟିକୁ ଭାଙ୍ଗି ନଷ୍ଟ କରାଯିବା ସହ…

ମାତୃଭାଷାରେ ପାଠପଢା ଛାତ୍ରଛାତ୍ରୀଙ୍କ ସୃଜନଶୀଳତା ବିକାଶରେ ସହାୟକ ହେବ: ଉଚ୍ଚଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶାରେ ଉଚ୍ଚଶିକ୍ଷା କ୍ଷେତ୍ରରେ ବିକାଶ ଆଣିବା ପାଇଁ ଜାତୀୟ ଶିକ୍ଷାନୀତିର ପ୍ରଣୟନ ହେବା ଏକାନ୍ତ ଆବଶ୍ୟକ । ଭାରତବର୍ଷର ଗୁରୁକୁଳ ଏବଂ ଗୁରୁଶିଷ୍ୟ ପରମ୍ପରା ଆମ ସଂସ୍କୃତି ସହ ଅଙ୍ଗାଙ୍ଗୀ ଭାବେ ଜଡିତ । ଆମେ ସମସ୍ତେ ଏଥିରୁ ଅନୁପ୍ରାଣିତ ହେବା ଉଚିତ୍ । ଜାତୀୟ ଶିକ୍ଷାନୀତି…

ବଡ଼ଦାଣ୍ଡରେ ପୁଣି ବସିବେ ଉଠା ଦୋକାନୀ!

ପୁରୀ: ବଡ଼ଦାଣ୍ଡରେ ପୁଣି ଉଠାଦୋକାନ ବସିବା ପାଇଁ ଗଠିତ ହେଲା ବଡ଼ଦାଣ୍ଡ ମିଳିତ ଉଠା ଦୋକାନୀ ସଂଘ । ବଡ଼ଦାଣ୍ଡରୁ ଉଚ୍ଛେଦ ହୋଇଥିବା ସମସ୍ତ ଉଠା ଦୋକାନୀ ସଂଘ ଗୁଡ଼ିକ ମିଶି ଏକ ମିଳିତ ସଂଘ ପ୍ରସ୍ତୁତ କରିଛନ୍ତି । ଦରକାର ପଡିଲେ ବଡ଼ଦାଣ୍ଡରେ ବସିବାକୁ ସୁଯୋଗ ନମିଳିଲେ ଆତ୍ମାହୁତି ଦେବୁ…

ଗ୍ୟାସ ବିସ୍ଫୋରଣକୁ ନେଇ ଏପରି ରାୟ ଦେଲେ ହାଇକୋର୍ଟ

କଟକ: ଗ୍ୟାସ ବିସ୍ଫୋରଣକୁ ନେଇ ଗୁରୁତ୍ବପୂର୍ଣ୍ଣ ରାୟ ଦେଲେ ଓଡିଶା ହାଇକୋର୍ଟ । ଏଣିକି ଗ୍ୟାସ ବିସ୍ଫୋରଣ ହେଲେ ମିଳିବ କ୍ଷତିପୂରଣ । ଆଜି ନୟାଗଡ ସିଲିଣ୍ଡର ବିସ୍ଫୋରଣ ମାମଲାରେ ଶୁଣାଣି ବେଳେ କୋର୍ଟ ଏହି ରାୟ ପ୍ରଦାନ କରିଛନ୍ତି । ସେହିପରି ଘର ପୋଡିଗଲେ ମଧ୍ୟ ମଧ୍ୟ କ୍ଷତି ପୂରଣ ମିଳିବ…

‘ଜଙ୍ଗଲରେ ବନ୍ୟପ୍ରାଣୀଙ୍କ ଗତିବିଧି ଉପରେ ନଜର ରଖିବ ଏଆଇ’

ଭୁବନେଶ୍ବର: ଜଙ୍ଗଲ ନିକଟବର୍ତ୍ତୀ ଜନବସତି ଗୁଡିକୁ ସୁରକ୍ଷିତ ରଖିବାକୁ ରାଜ୍ୟସରକାରଙ୍କ ପ୍ରୟାସ । ଏଣିକି ଜଙ୍ଗଲରେ ବନ୍ୟପ୍ରାଣୀଙ୍କ ଗତିବିଧି ଉପରେ ନଜର ରଖିବ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସି (ଏଆଇ) । ଏହାର ସହାୟତାରେ ଜନବସତି ମୁହାଁ ହେଉଥିବା ବନ୍ୟ ତଥା ହିଂସ୍ର ଜନ୍ତୁଙ୍କ ଗତିବିଧି ଓ…

କଂଗ୍ରେସ ଅଧ୍ୟକ୍ଷଙ୍କୁ ଭେଟିଲେ ହେମନ୍ତ ସୋରେନ, ଏହି ବିଷୟରେ ହେଲା ଆଲୋଚନା

ନୂଆଦିଲ୍ଲୀ: ଝାଡଖଣ୍ଡରେ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ନେଇ ରାଜନୈତିକ ଅସ୍ଥିରତା ତୀବ୍ର ହୋଇଛି । ଗୋଟିଏ ପଟେ ଚମ୍ପଇ ସୋରେନ ଜେଏମଏମ ଛାଡି ବିଜେପିକୁ ସମର୍ଥନ କରୁଥିବାବେଳେ ବର୍ତ୍ତମାନ ହେମନ୍ତ ସୋରେନ ମଧ୍ୟ ଆଗକୁ ବଢିଛନ୍ତି । ଏନେଇ ଆଜି ନୂଆଦିଲ୍ଲୀରେ କଂଗ୍ରେସ ଅଧ୍ୟକ୍ଷ…

ରାଜ୍ୟରେ ଲାଗୁ ହେବ ପେଶା ଆଇନ

ଭୁବନେଶ୍ବର: ଖୁବଶୀଘ୍ର ରାଜ୍ୟରେ ଲାଗୁ ହେବ ପଞ୍ଚାୟତ ଏକ୍ସଟେନସନ ସିଡ୍ୟୁଲଡ ଏରିଆ(ପେଶା) ଆଇନ ୧୯୯୬ । ଆଜି ବିଧାନସଭାରେ ଏହି ଉତ୍ତର ରଖିଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାୟକ । ତେବେ ଗୃହରେ କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ ସରପଞ୍ଚଙ୍କ କ୍ଷମତାକୁ ନେଇ ଉଦବେଗ ପ୍ରକାଶ…

ହାଇକୋର୍ଟ ବେଞ୍ଚ…କହିଲେ ପୁଣି ଢୋକିଲେ !

ଭୁବନେଶ୍ବର: ପଶ୍ଚିମ ଓଡିଶାରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ସଂପର୍କିତ ଉତ୍ତର ନେଇ ରାଜନୀତି ବଢିବା ପରେ ମୁଖ୍ୟମନ୍ତ୍ରୀଙ୍କ ସ୍ପଷ୍ଟୀକରଣ। ଏନେଇ ଗୃହରେ ବିବୃତ୍ତି ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ପ୍ରସଙ୍ଗ ସରକାରଙ୍କ ବିଚାରାଧୀନ ରହିଛି । ଲୋକଙ୍କୁ…