Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ରାଜ୍ୟ ସରକାରଙ୍କ ବଡ ଘୋଷଣା: ସରୋଗାସୀରେ ମିଳିବ ପିତାମାତାଙ୍କୁ ଛୁଟି

ଭୁବନେଶ୍ବର: ଏଣିକି ସରୋଗାସୀରେ ବି ମିଳିବ ପିତୃତ୍ୱ ଓ ମାତୃତ୍ୱ ଛୁଟି । ଏମିତି କିଛି ବ୍ୟବସ୍ଥା କରିଛନ୍ତି ରାଜ୍ୟ ସରକାର । ଯଦି କୌଣସି ଦମ୍ପତି ସରୋଗାସୀରେ ନିଜର ସନ୍ତାନ କରିବାକୁ ଚାହୁଁଛନ୍ତି, ଏଣିକି ସେମାନେ ବି ସନ୍ତାନ ଜନ୍ମ ହେବା ପରେ ୧୫ ଦିନ ଛୁଟି ନେଇପାରିବେ । ଏନେଇ ଅର୍ଥ…

ଚିକିଟି ମଦ ମୃତ୍ୟୁ: ‘୨ ମାସରେ ତଦନ୍ତ ଶେଷ କର’

ଗଞ୍ଜାମ: ଚିକିଟି ବିଷାକ୍ତ ମଦ ପିଇ ୫ ଜଣଙ୍କର ମୃତ୍ୟୁ ମାମଲାର ୨ ମାସ ଭିତରେ ତଦନ୍ତ ଶେଷ କରି ରିପୋର୍ଟ ନିର୍ଦ୍ଦେଶ ଜାରି କରାଯାଇଛି । ଏହି ମାମଲାରେ ରାଜସ୍ବ ପର୍ଷଦ ସଦସ୍ୟ ତଥା ବୋର୍ଡ ଅଫ ରେଭନ୍ୟୁ ତଦନ୍ତ କରିବେ । ଏନେଇ ଅବକାରୀ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି । ଏଥିପାଇଁ ୪ଟି…

ସକାଳୁ ଛେଚୁଛି: ଆହୁରି ବର୍ଷା ନେଇ ୩ ଘଣ୍ଟା ପାଇଁ ୧୩ ଜିଲ୍ଲାକୁ ଓ୍ବାର୍ଣ୍ଣିଂ ଜାରି

ଭୁବନେଶ୍ବର: ଏବେ ରାଜ୍ୟରେ ଜାରି ରହିଛି ବର୍ଷାର ବିତ୍ପାତ । ଗତ ଦୁଇ ଦିନ ହେବ ବିନା ଫୁରସତରେ ବର୍ଷୁଛି । ବଙ୍ଗୋପସାଗରରେ ଲଘୁଚାପ ଯୋଗୁଁ ବର୍ତ୍ତମାନ ରାଜ୍ୟ ତଥା ଦେଶର ବିଭିନ୍ନ ସ୍ଥାନରେ ମଧ୍ୟ ବର୍ଷା ଲାଗିରହିଛି । ସେପଟେ ଆହୁରି ବର୍ଷିବା ନେଇ ଆଗାମୀ ୩ ଘଣ୍ଟା ପାଇଁ ପ୍ରବଳ ବର୍ଷା…

ନର୍ସିଂ କର୍ମଚାରୀ ସଂଘ ଦାବି ଉପରେ ବିଚାରବିମର୍ଶ ପାଇଁ ଗଠିତ ହେଲା ଅନ୍ତଃବିଭାଗୀୟ କମିଟି

ଭୁବନେଶ୍ୱର: ୧୦ ଦଫା ଦାବି ନେଇ ଓଡିଶା ନର୍ସିଂ କର୍ମଚାରୀମାନେ ରାଜ୍ୟବ୍ୟାପୀ ଆନ୍ଦୋଳନ କରୁଛନ୍ତି । ରାଜ୍ୟ ସ୍ୱାସ୍ଥ୍ୟ ସଚିବଙ୍କ ସହ ଆଲୋଚନା ବିଫଳ ହେବାପରେ ନର୍ସିଂ କର୍ମଚାରୀମାନେ ଆନ୍ଦୋଳନ ଜାରି ରଖିଛନ୍ତି । ନର୍ସିଂ କର୍ମଚାରୀ ସଂଘକୁ ସନ୍ତୁଷ୍ଟ କରିବାକୁ ସରକାରଙ୍କ ପକ୍ଷରୁ ପ୍ରୟାସ…

ସାଙ୍ଘାତିକ ସତ୍ୟର ଗୁମର ଫିଟାଇଲା ଏଡିଜିଙ୍କ ଚିଠି!

ଭୁବନେଶ୍ବର: ଆଜି ଏସପି ଓ ଡିସିପିଙ୍କୁ ଚିଠି ଲେଖିଛନ୍ତି ଏଡିଜି । ଯାହା ପୋଲିସ ବିଭାଗର ସାଙ୍ଘାତିକ ସତ୍ୟର ଗୁମର ଫିଟାଇ ଦେଇଛି । ଆଉ ଖଣି ଓ ଶିଳ୍ପାଞ୍ଚଳରେ ପରିବହନ କାର୍ଯ୍ୟରେ ପୋଲିସ ସହାୟତା କରୁଥିବା ସ୍ପଷ୍ଟ ବାରି ହୋଇପଡୁଛି । ଏଓଡିଜିଙ୍କ ଚିଠିରେ ଉଲ୍ଲେଖ ରହିଛି ଯେ, ଫିଲ୍ଡ…

‘ମୋଦି ଶକ୍ତିଶାଳୀ ହୋଇପାରନ୍ତି ହେଲେ ଭଗବାନ ନୁହନ୍ତି’

ନୂଆଦିଲ୍ଲୀ: ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଆଜି ଦିଲ୍ଲୀ ବିଧାନସଭାରେ ଗୃହକୁ ସମ୍ବୋଧିତ କରିଛନ୍ତି । ଏହା ସହ ବିଜେପି ଉପରେ କଡା ଆକ୍ରମଣ କରିଛନ୍ତି । କେଜ୍ରିୱାଲ କହିଛନ୍ତି ଯେ, ମୋତେ ଏବଂ ସିସୋଦିଆଙ୍କୁ ଜେଲରୁ ବାହାରିବା ଦେଖି ବିରୋଧୀମାନେ ଦୁଃଖିତ ।…

ନନ୍ଦନକାନନ ପ୍ରାଣୀଉଦ୍ୟାନରେ ଆଖି ବୁଜିଲା ‘ଅଭି’

ଭୁବନେଶ୍ବର: ପୁଣି ଗଲା ଏକ ହାତୀର ଜୀବନ । ଆଜି ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ୧୭ ମାସର ଅଣ୍ଡିରା ହାତୀ ଶାବକ ‘ଅଭି’ର ମୃତ୍ୟୁ ହୋଇଛି । ହରପିସ୍‌ ସଂକ୍ରମଣରେ 'ଅଭି'ର ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ଗତ କିଛି ଦିନ ହେବ ଅସୁସ୍ଥ ଥିବାରୁ ‘ଅଭି’ ଠିକ୍ ଭାବରେ ଖାଦ୍ୟ ଗ୍ରହଣ କରୁନଥିଲା ।…

ବଢୁଛି ଜଳ ସ୍ତର; ଖୋଲିଲା ହୀରାକୁଦର ଆଉ ୨ଟି ଗେଟ୍

ସମ୍ବଲପୁର: ଉପର ମୁଣ୍ଡରେ ପ୍ରବଳ ବର୍ଷା ଲାଗିରହିଥିବାରୁ ହୀରାକୁଦ ଜଭଣ୍ଡାରର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି । ଯାହାକୁ ନେଇ ଆଜି ପୁଣି ହୀରାକୁଦ ଡ଼୍ୟାମର ଆଉ ୨ଟି ଗେଟ୍ ଖୋଲାଯାଇଛି । ଏହାକୁ ମିଶାଇ ମୋଟ ୪ଟି ଗେଟ୍ ମାଧ୍ୟମରେ ଜଳ ନିଷ୍କାସନ ଚାଲିଛି । ଏନେଇ ହୀରାକୁଦ ଡ଼୍ୟାମ…

ମାଓବାଦୀଙ୍କ ବର୍ବର କାଣ୍ଡ; ପୋଲିସ ଇନଫର୍ମର ସନ୍ଦେହରେ ଜଣଙ୍କୁ ନିର୍ମମ ହତ୍ୟା

ମାଲକାନଗିରି: ପୁଣି ବଳି ପଡିଲେ ନିରୀହ ଜନତା । ସୀମାନ୍ତ ଛତିଶଗଡ଼ର ସୁକମା ଜିଲ୍ଲାରେ ପୋଲିସ ଇନଫର୍ମର ସନ୍ଦେହରେ ଜଣଙ୍କୁ ହତ୍ୟା କରିଛନ୍ତି ମାଓବାଦୀ । ମୃତକ ହେଲେ ଭେଜ୍ଜି ଥାନା ଅନ୍ତର୍ଗତ ଭଣ୍ଡାରପଦର ଗ୍ରାମର ସୋୟମ ପାଣ୍ଡୁ (୫୦) । ଖବର ମୁତାବକ, ମାଓବାଦୀ ସୋୟମ ପାଣ୍ଡୁଙ୍କୁ ଘରୁ…

ଆମେରିକାରେ ‘ହିନ୍ଦୁମିସିଆ’ର ଚିନ୍ତାଜନକ ଟ୍ରେଣ୍ଡ୍‌

ନୂଆଦିଲ୍ଲୀ: ଆମେରିକାର କିଛି ସହରରେ ହିନ୍ଦୁ ବିରୋଧୀ କାର୍ଯ୍ୟକଳାପ ବଢିବାରେ ଲାଗିଛି । ମନ୍ଦିର ଉପରେ ଆକ୍ରମଣ ହେଉଛି । ଲେଖା ଯାଉଛି ହିନ୍ଦୁ ବିରୋଧୀ ସ୍ଲୋଗାନ । ନ୍ୟୁୟର୍କ ପରେ ସାକ୍ରାମେଂଟୋରେ ହିନ୍ଦୁ ମନ୍ଦିରରେ ଭଙ୍ଗାରୁଜା ହୋଇଛି । ଅସୁରକ୍ଷିତ ମନେ କରୁଛନ୍ତି ହିନ୍ଦୁ । ହିନ୍ଦୁ…