Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ଶ୍ରୀମନ୍ଦିର ନାଟ ମଣ୍ଡପରେ ହେବ ଏସି ବ୍ୟବସ୍ଥା, ସୁନା ଛାଉଣୀ ହେବ ରତ୍ନଭଣ୍ଡାର କବାଟ

ପୁରୀ: ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ଶ୍ରୀଜଗନ୍ନାଥ ମନ୍ଦିର ପରିଚାଳନା କମିଟି ବୈଠକ ଅନୁଷ୍ଠିତ ହୋଇଛି । ଏହି ବୈଠକରେ ଶ୍ରୀମନ୍ଦିର ବଜେଟ୍ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ୪୧୩ କୋଟି ଟଙ୍କାର ବ୍ୟୟ ଅଟକଳ କରାଯାଇଛି । ଏହା ମଧ୍ୟରେ ୧୦୩ କୋଟି ଟଙ୍କାର ବଳକା ବଜେଟ୍ । ରାଜ୍ୟ…

ଶ୍ରୀମନ୍ଦିର ପରିଚଳନା କମିଟି ବୈଠକ ଶେଷ; ପହଣ୍ଡି ବିଭ୍ରାଟକୁ ନେଇ ନିଆଗଲା ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ପୁରୀ: ଆଜି ନୀଳାଦ୍ରି ଭକ୍ତ ନିବାସରେ ଗଜପତିଙ୍କ ଅଧ୍ୟକ୍ଷତାରେ ବସିଥିବା ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି । ଆଡପ ପହଣ୍ଡି ଦିନ ପ୍ରଭୂ ବଳଭଦ୍ର ପଡ଼ିଯିବା ଘଟଣାରେ ସମସ୍ତେ ଦୁଃଖିତ ଥିଲେ ମଧ୍ୟ ଆଉ ଥରେ ଯାଞ୍ଚ ପାଇଁ ତିନି ଜଣିଆ କମିଟି…

ରାଜ୍ୟର ସମସ୍ତ ସରକାରୀ ଓ ଘରୋଇ କାର୍ଯ୍ୟାଳୟରେ ରହିବ ସ୍ତନ୍ୟପାନ କକ୍ଷ

ଭୁବନେଶ୍ବର: ମହିଳାଙ୍କୁ ସମ୍ମାନ ପାଇଁ ବଡ଼ ପଦକ୍ଷେପ ନେଇଛନ୍ତି ରାଜ୍ୟ ସରକାର । ରାଜ୍ୟର ସମସ୍ତ ସରକାରୀ ଓ ଘରୋଇ କାର୍ଯ୍ୟାଳୟରେ ସ୍ତନ୍ୟପାନ କକ୍ଷ ରହିବ । ଏହା ସହ ସର୍ବସାଧାରଣ ସ୍ଥାନରେ ମଧ୍ୟ ଏହି କକ୍ଷ ରହିବ । ଏନେଇ ମହିଳା ଓ ଶିଶୁ କଲ୍ୟାଣ ବିଭାଗ ପକ୍ଷରୁ ଆଜି ସମସ୍ତ ଜିଲ୍ଲାପାଳଙ୍କୁ…

ରାସ୍ତା କଡକୁ ଓଲଟିଲା ସ୍କୁଲ ଭ୍ୟାନ୍, ୧୦ରୁ ଉର୍ଦ୍ଧ୍ବ ଛାତ୍ରଛାତ୍ରୀ ଆହତ

ଭଦ୍ରକ: ରାସ୍ତା କଡକୁ ଓଲଟିଲା ସ୍କୁଲ ଭ୍ୟାନ । ଏଥିରେ ୧୦ ରୁ ଅଧିକ ଛାତ୍ରଛାତ୍ରୀ ଆହତ ହୋଇଛନ୍ତି । ଏହି ଦୁର୍ଘଟଣା ଘଟିଛି ଭଦ୍ରକ ଚାନ୍ଦବାଲି ମୁଖ୍ୟ ରାସ୍ତାରେ । ସମସ୍ତ ଆହତ ଛାତ୍ରଛାତ୍ରୀଙ୍କୁ ଚାନ୍ଦବାଲି ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଖବର ମୁତାବକ, ସ୍କୁଲ ଛୁଟିହେବା ପରେ…

ଇ-କେଓ୍ବାଇସିକୁ ନେଇ କ’ଣ କହିଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ ଜାଣନ୍ତୁ…

ଭୁବନେଶ୍ବର: ଇ-କେଓ୍ବାଇସି କୁ ନେଇ ବଡ ସୂଚନା ଦେଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ମନ୍ତ୍ରୀ କହିଛନ୍ତି, ଇ-କେଓ୍ବାଇସି ପାଇଁ କୌଣସି ନିର୍ଦ୍ଦିଷ୍ଟ ସମୟ ସୀମା ନାହିଁ । ଏଥିପାଇଁ ପର୍ଯ୍ୟାପ୍ତ ସମୟ ମିଳିବ । ସମସ୍ତ ହିତାଧିକାରୀଙ୍କୁ ନୋଟିସ୍ ପଠାଯିବ । ମନ୍ତ୍ରୀ ଆହୁରି…

ରାଜନୀତିରେ ଶିବାଜୀ ଇଫେକ୍ଟସ : ମୋଦି ବି ମାଗିଲେ କ୍ଷମା

ହାଇଦ୍ରାବାଦ: ମହାରାଷ୍ଟ୍ର ରାଜନୀତିରେ ଛତ୍ରପତି ଶିବାଜୀଙ୍କୁ ନେଇ ରାଜନୀତି ସରଗରମ । ସିନ୍ଧୁଦୁର୍ଗ ଜିଲ୍ଲାରେ ଅଗଷ୍ଟ ୨୬ ତାରିଖରେ ମହାରାଜ ଶିବାଜୀଙ୍କ ମୂର୍ତ୍ତି ଭାଙ୍ଗିବା ପରଠାରୁ ଗରମ ହୋଇଛି ରାଜନୀତି । ବିରୋଧୀଙ୍କ କଡା ଆଭିମୁଖ୍ୟ ଦେଖି ଶାସକ ମେଂଟ ପକ୍ଷରୁ ଚାଲିଛି କ୍ଷମା ପ୍ରାର୍ଥନାର…

ଆଉ ବର୍ଷେ ବଢିଲା ସାମ୍ବାଦିକଙ୍କ ସ୍ୱାସ୍ଥ୍ୟବୀମା ଯୋଜନା

ଭୁବନେଶ୍ବର: ବଢିଲା ସାମ୍ବାଦିକଙ୍କ ସ୍ୱାସ୍ଥ୍ୟବୀମା ଯୋଜନା । କାର୍ଯ୍ୟରତ ସାମ୍ବାଦିକଙ୍କୁ ମିଳୁଥିବା ଗୋପବନ୍ଧୁ ସ୍ୱାସ୍ଥ୍ୟବୀମା ଯୋଜନାକୁ ଆଉ ଏକ ବର୍ଷ ବୃଦ୍ଧି କଲେ ରାଜ୍ୟ ସରକାର । ଏହାର ସମୟ ସୀମା ଚଳିତ ମାସ ୩୧ ତାରିଖ ପର୍ଯ୍ୟୱନ୍ତ ଥିବାବେଳେ ଏଠାକୁ ଆଉ ଏକ ବର୍ଷ ପର୍ଯ୍ୟନ୍ତ ବଢାଇ…

 ଆର.ଜି କର ଘଟଣା : ମମତାଙ୍କ ପାଇଁ ରାଜନୈତିକ କ୍ଷତି ?

କୋଲକାତା: କୋଲକାତା ଆର.ଜି କର ମେଡିକାଲ କଲେଜ ଓ ହସପିଟାଲ ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣା ପଶ୍ଚିମବଙ୍ଗର ମମତା ବାନାର୍ଜୀ ସରକାରଙ୍କୁ ହରଡଘଣାରେ ପକାଇଛି । ମମତା ସରକାର ଘଟଣାରେ ଠିକ୍ ଭାବେ ହସ୍ତକ୍ଷେପ କରିପାରିଲେ ନାହିଁ । ଏକ ସଂଗୀନ ଘଟଣାକୁ ଅତି ହାଲୁକାର ସହ ନେବା ମମତା…

‘ସେବା, ସ୍ୱାଭିମାନ ସଂଗ୍ରାମ ଓ ସଚେତନତା ଆମର ଆଦର୍ଶ’

ଭୁବନେଶ୍ୱର: ସେବା, ସଂଗ୍ରାମ, ସ୍ୱାଭିମାନ ଓ ସଚେତନତା ହେଉଛି ବିଜୁ ଜନତା ଦଳର ଆଦର୍ଶ । ଏକ ଆଞ୍ଚଳିକ ଦଳ ଭାବରେ ବିଜୁ ଜନତା ଦଳଗତ ୨୭ ବର୍ଷ ଧରି ଓଡିଶା ବାସୀଙ୍କ ସେବା କରିଆସୁଛି । ଛାତ୍ର, ଯୁବକ, ମହିଳା, ଚାଷୀ ଶ୍ରମିକ ସମସ୍ତଙ୍କୁ ସାଥିରେ ନେଇ ଏହା ଆଜି ଏକ ସାମାଜିକ ଆନ୍ଦୋଳନରେ ପରିଣତ…

ବିଜେଡି ସରକାରଙ୍କର ‘ନୂଆ ଓ’ରେ ପଡିଲା ପୂର୍ଣ୍ଣଚ୍ଛେଦ

ଭୁବନେଶ୍ବର: ବନ୍ଦ ହେଲା ନବୀନ ସରକାରଙ୍କର ‘ନୂଆ ଓ’ । ନବୀନ ସରକାରଙ୍କ ‘ନୂଆ ଓ’ କାର୍ଯ୍ୟକ୍ରମ ବନ୍ଦ କଲେ ମୋହନ ସରକାର । ଶୁକ୍ରବାର ପୂର୍ବ ସରକାରଙ୍କ ‘ନୂଆ ଓ’ ତଥା ନୂତନ ଉନ୍ନତି ଅଭିଳାଷ ଓଡିଶା କାର୍ଯ୍ୟକ୍ରମ ବନ୍ଦ ବୋଲି ଘୋଷଣା କରିଛନ୍ତି ରାଜ୍ୟ ସରକାର । ଣିକି ନୂଆ ସରକାର ପିଜି ଓ…