Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ପଶ୍ଚିମ ଓଡିଶାବାସୀଙ୍କୁ କେନ୍ଦ୍ର ରେଳମନ୍ତ୍ରୀଙ୍କ ନୂଆଖାଇ ଭେଟି, ନୂଆ ରେଳ ଲାଇନକୁ ମଞ୍ଜୁରୀ

ଭୁବନେଶ୍ବର: ପଶ୍ଚିମ ଓଡିଶାବାସୀଙ୍କୁ ନୂଆଖାଇ ଭେଟି ଦେଲେ କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ । ଓଡିଶାର ତିନୋଟି ରେଳ ପ୍ରକଳ୍ପକୁ କେନ୍ଦ୍ର କ୍ୟାବିନେଟରେ ମଞ୍ଜୁରୀ ମିଳିଛି । ବରଗଡ଼-ନୂଆପଡ଼ା ନୂଆ ରେଳ ଲାଇନକୁ ଅନୁମୋଦନ ମିଳିଛି । ଏହା ପଦମପୁର ଦେଇ ଯିବ । ଏହି ରେଳ ଲାଇନରେ ୧୩ଟି…

ରାଜଧାନୀରୁ ନକଲି ଡାକ୍ତର ଗିରଫ

ଭୁବନେଶ୍ୱର: ପୁଣି ଜଣେ ନକଲି ଡାକ୍ତର ଗିରଫ । ରାଜଧାନୀ ଭୁବନେଶ୍ୱରରୁ ଆଜି ଜଣେ ନକଲି ଡାକ୍ତର ଗିରଫ ହୋଇଛନ୍ତି । ତାଙ୍କ ନାମ କୁମାର କାଣ୍ଡି । ତାଙ୍କ ନିକଟରୁ ବହୁ ପରିମାଣର ନକଲି ଔଷଧ ଜବତ ହୋଇଛି । କ୍ୟାନ୍ସରରୁ ଆରମ୍ଭ କରି ଓଜନ କମାଇବା, ସୁନ୍ଦର ଦେଖାଯିବା ଓ ଏସିଡିଟି ଆଦି ସମସ୍ୟାକୁ…

ସ୍ଲୋ ପଏଜନ ମାଇକ୍ରୋପ୍ଲାଷ୍ଟିକ 

ନୂଆଦିଲ୍ଲୀ: ପରିବେଶ ଓ ମାନବ ସ୍ୱାସ୍ଥ୍ୟ ପାଇଁ ବିପଦ ସାଜିଛି ହାନିକାରକ ମାଇକ୍ରୋପ୍ଲାଷ୍ଟିକ । ପ୍ରତିଦିନ ଆମ ଅଜାଣତରେ ମାଇକ୍ରୋପ୍ଲାଷ୍ଟିକ ଆମ ଶରୀରରେ ପ୍ରବେଶ କରି ସ୍ୱାସ୍ଥ୍ୟ ସଂକଟ ସୃଷ୍ଟି କରେ । ଏକ ନୂଆ ଅଧ୍ୟୟନରୁ ଚମକାଇ ଦେବା ଭଳି ତଥ୍ୟ ସାମନାକୁ ଆସିଛି । ଆମର ନିତିଦିନିଆ…

ସାବଧାନ୍ ମଣିଷ ଦେହରେ ବାର୍ଡ ଫ୍ଲୁ!

ଭୁବନେଶ୍ବର: ବାର୍ଡ ଫ୍ଲୁ ବଢାଇଲା ଚିନ୍ତା । ମଣିଷ ଦେହରେ ବାର୍ଡ ଫ୍ଲୁ ! ପୁରୀ ଜିଲ୍ଲା ମଙ୍ଗଳପୁର ସିଏଚସିରେ ଜଣେ ବାର୍ଡ ଫ୍ଲୁ ସନ୍ଦିଗ୍ଧ ଚିହ୍ନଟ ହୋଇଥିବା ଜଣାପଡିଛି। ସଂପୃକ୍ତ ବ୍ୟକ୍ତିଙ୍କ ନମୁନା ପୁନେ ନ୍ୟାସନାଲ ଇନଷ୍ଟିଚ୍ୟୁଟ୍ ଅଫ୍ ଭାଇରୋଲୋଜିକୁ ପଠାଯାଇଛି । ରିପୋର୍ଟ ଆସିବା ପାଇଁ…

କାହିଁକି ବିଧାନସଭାକୁ ମୋବାଇଲ ଓ ପାଣି ବୋତଲ ମନା?

ଭୁବନେଶ୍ବର: ଏଥର ବିଧାନସଭା ଭିତରେ ମୋବାଇଲ ଓ ପାଣି ବୋତଲ ବ୍ୟବହାର ନେଇ ଲାଗିଲା ରୋକ । କୌଣସି ବିଧାୟକ ଏବଂ ମନ୍ତ୍ରୀ ବିଧାନସଭା ଭିତରକୁ ମୋବାଇଲ କିମ୍ବା ପାଣି ବୋତଲ ନେଇ ଯାଇପାରିବେ ନାହିଁ । ଏନେଇ ରୋକଠୋକ ଶୁଣାଇ ଦେଇଛନ୍ତି ବାଚସ୍ପତି ସୁରମା ପାଢୀ । ଖବର ମୁତାବକ, ଆଜି ଗୃହ…

ଇ-କେୱାଇସି ଯାଞ୍ଚ ପରେ ମିଳିବ ନୂଆ ରାସନ କାର୍ଡ

ଭୁବନେଶ୍ୱର: ରାସନ କାର୍ଡକୁ ଯାଇ ଆସିଲା ବଡ଼ ଖବର। ଇ-କେୱାଇସି ଯାଞ୍ଚ ପରେ ନୂଆ ରାସନ କାର୍ଡ ମିଳିବ ବୋଲି ଉଚ୍ଚ ଶିକ୍ଷା ମନ୍ତ୍ରୀ ସୂଚନା ଦେଇଛନ୍ତି। ବୁଧବାର ଗୃହରେ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ ଅନୁପସ୍ଥିତିରେ ଉଚ୍ଚ ଶିକ୍ଷା ମନ୍ତ୍ରୀ କହିଛନ୍ତି, ଆବେଦନ କରିଥିବା ହିତାଧିକାରୀ ନୂଆ ରାସନ…

ମାହାଙ୍ଗା ଡବଲ ମର୍ଡର: ୯ ଜଣଙ୍କୁ ଆଜୀବନ କାରାଦଣ୍ଡାଦେଶ

କଟକ: ବହୁଚର୍ଚ୍ଚିତ ମାହାଙ୍ଗା ଡବଲ ମର୍ଡର ମାମଲାର ଆଜି ଶୁଣାଣି ହୋଇଛି । ଏହି ଘଟଣାରେ ୯ ଜଣଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଣି ହୋଇଛି । ହେଲେ ପ୍ରମାଣ ଅଭାବରୁ ଜଣେ ଅଭିଯୁକ୍ତ ନିର୍ଦ୍ଦୋଷରେ ଖଲାସ ହୋଇଛି । ସାଲେପୁରର ଅତିରିକ୍ତ ଦୌରାଜଜ ଏହି ଦଣ୍ଡାଦେଶ ଶୁଣାଇଛନ୍ତି । ସୂଚନାଯୋଗ୍ୟ,…

ରାଜ୍ୟରେ ଖୁବ୍‌ଶୀଘ୍ର ଆରମ୍ଭ ହେବ ସିଏମ୍ କିଷାନ ଯୋଜନା,କାହାକୁ ମିଳିବ କେତେ ଟଙ୍କା ?

ଭୁବନେଶ୍ୱର: ରାଜ୍ୟରେ ଖୁବ୍‌ଶୀଘ୍ର ଆରମ୍ଭ ହେବ ସିଏମ୍ କିଷାନ ଯୋଜନା। ବିଧାନସଭାରେ କୃଷି ମନ୍ତ୍ରୀ କେଭି ସିଂହଦେଓ ଦେଲେ ସୂଚନା। ବର୍ଷକୁ ୨ଟି କିସ୍ତିରେ ମିଳିବ ଦୁଇ ହଜାର ଲେଖାଏଁ ୪ ହଜାର ଟଙ୍କା। ଭୂମିହୀନ ଚାଷୀଙ୍କୁ ୩ଟି କିସ୍ତିରେ ମିଳିବ ୧୨,୫୦୦ ଟଙ୍କା। ନୂଆ ସାମିଲ ପାଇଁ ସିଏମ୍…

ମଣିଷକୁ ଡେଇଁଲା କି ବାର୍ଡ ଫ୍ଲୁ, ୨ ଜଣ ସନ୍ଦିଗ୍ଧ ଚିହ୍ନଟ

ଭୁବନେଶ୍ୱର: କୁକୁଡା ପରେ ଏବେ ମଣିଷକୁ ବାର୍ଡ ଫ୍ଲୁ ଡେଇଁଛି। ୨ ଜଣ ବାର୍ଡ ଫ୍ଲୁ ସନ୍ଦିଗ୍ଧ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତ ବୋଲି କହି ହେବନି। ଲକ୍ଷଣ ଥିବା ୨ ଜଣଙ୍କ ନମୁନା ଆରଏମଆରସିକୁ ପରୀକ୍ଷା ପାଇଁ ପଠାଯାଇଛି ବୋଲି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନୀଳକଣ୍ଠ ମିଶ୍ରଙ୍କ ପକ୍ଷରୁ ବୁଧବାର…

କମୁଛି ଜଳସ୍ତର, ବନ୍ଦ ହେଲା ହୀରାକୁଦ ଡ୍ୟାମ୍‌ର ଆଉ ୧୨ଟି ଗେଟ୍

ସମ୍ବଲପୁର: ବନ୍ଦ ହେଲା ହୀରାକୁଦର ୧୨ଟି ଗେଟ୍‌ । ବର୍ତ୍ତମାନ ମୋଟ ୨ଟି ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି । ହୀରାକୁଦକୁ ଜଳ ପ୍ରବେଶ କମୁଥିବାରୁ ବନ୍ଦ କରାଗଲା ଗେଟ୍‌ । ଖବର ମୁତାବକ, ଉପର ମୁଣ୍ଡରେ ପ୍ରବଳ ବର୍ଷା କାରଣରୁ ଜଳ ସ୍ତର ବଢିବାରେ ଲାଗିଥିଲା । ଯାହାକୁ ନେଇ ଗତ…