Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ଜମ୍ମୁ-କଶ୍ମୀର ବିଧାନସଭା ନିର୍ବାଚନ: ଏହି ଆସନରୁ ନିର୍ବାଚନ ଲଢିବେ ଓମାର ଅବଦୁଲ୍ଲା

ଶ୍ରୀନଗର: ଜମ୍ମୁ-କଶ୍ମୀର ବିଧାନସଭା ନିର୍ବାଚନ ପାଇଁ ଆଜି ନ୍ୟାଶନାଲ କନଫରେନ୍ସ ପ୍ରଥମ ପର୍ଯ୍ୟାୟରେ ୩୨ ଜଣ ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିଛି । ନ୍ୟାସନାଲ କନଫରେନ୍ସ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଗଣ୍ଡରବଲରୁ ନିର୍ବାଚନ ଲଢିବେ । ଏହି ନିର୍ବାଚନରେ ​​ଏନସି ଏବଂ…

କୋଲକତା ଦୁଷ୍କର୍ମ-ହତ୍ୟା ମାମଲା; ଆସିଲା ଡିଏନଏ-ଫରେନସିକ ରିପୋର୍ଟ

କୋଲକତା: କୋଲକତା ଆର.ଜି କର ମେଡିକାଲ କଲେଜ ଓ ହସ୍ପିଟାଲରେ ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲା । ଡିଏନଏ ଓ ଫରେନସିକ ରିପୋର୍ଟରୁ ସାମ୍ନାକୁ ଆସିଲା ସାଙ୍ଘାତିକ ତଥ୍ୟ । ଏହି ଘଟଣାରେ ଅନ୍ୟ କୌଣସି ବ୍ୟକ୍ତିଙ୍କ ସଂପୃକ୍ତି ନଥିବା ରିପୋର୍ଟରୁ ଜଣାପଡିଛି । ବର୍ତ୍ତମାନ ସିବିଆଇ ଶେଷ…

ବିଧାନସଭାରେ ସଂରକ୍ଷଣ ତାତି

ଭୁବନେଶ୍ବର: ବିଧାନସଭାରେ ସଂରକ୍ଷଣ ତାତି। ଓବିସି ସଂରକ୍ଷଣ ଓ ଜାତିଭିତ୍ତିକ ଜନଗଣନା ନେଇ ସରକାରଙ୍କୁ ଘେରିଲେ ବିରୋଧୀ। ଉଭୟ ବିଜେଡି ଓ କଂଗ୍ରେସ ସଂରକ୍ଷଣ ଦାବିରେ ଗୃହରେ ହୋହଲ୍ଲା କରିଛନ୍ତି । ଶିକ୍ଷା କ୍ଷେତ୍ରରେ ଓବିସଙ୍କ ପାଇଁ ସଂରକ୍ଷଣ ସହ ଏସସି ଏସଟିଙ୍କ ପାଇଁ ପର୍ଯ୍ୟାପ୍ତ ସଂରକ୍ଷଣ…

ଭକ୍ତ ଦେଇଥିଲେ…ଏବେ ନଷ୍ଟ ଅର୍ପଣ ଚାଉଳ !

ଭୁବନେଶ୍ବର: ସେବେ ନେଇଥିଲେ, ଏବେ ଫିଙ୍ଗିଦେଲେ । ବଦଳିଲା ସରକାର, ଦୋଛକିରେ ଅର୍ପଣ ଚାଉଳ ଭବିଷ୍ୟତ ! ଶ୍ରଦ୍ଧାରେ କାଳିଆ ସାଆନ୍ତଙ୍କ ପାଇଁ ଭକ୍ତ ଦେଇଥିବା ଅର୍ପଣ ଚାଉଳ ନଷ୍ଟ ହେବା ପରେ କେନାଲରେ ଫିଙ୍ଗାଯିବା ଘଟଣା ଅନେକଙ୍କୁ କଷ୍ଟ ଦେଇଛି । ଏବେବି ଅନିଶ୍ଚିତତା ଭିତରେ ଗଚ୍ଛିତ ରହିଥିବା…

ନିଦ୍ୱର୍ନ୍ଦ୍ୱରେ ରାଜ୍ୟସଭାକୁ ନିର୍ବାଚିତ ହେଲେ ମମତା ମହାନ୍ତ

ଭୁବନେଶ୍ୱର: ପୁଣି ରାଜ୍ୟସଭାକୁ ଗଲେ ମମତା ମହାନ୍ତ l ରାଜ୍ୟସଭାକୁ ନିଦ୍ୱର୍ନ୍ଦ୍ୱରେ ନିର୍ବାଚିତ ହେଲେ ବିଜେପି ପ୍ରାର୍ଥୀ ମମତା ମହାନ୍ତ l ଗତ ୨୧ ତାରିଖ ଦିନ ମମତା ମହାନ୍ତ ବିଜେପିରୁ ପ୍ରାର୍ଥୀ ହୋଇଥିଲେ। ସାର୍ଟିଫିକେଟ ନେବାକୁ ବିଧାନସଭାରେ ପହିଞ୍ଚିଥିଲେ ମମତା। ରିଟର୍ନିଙ୍ଗ ଅଫିସରଙ୍କ…

କେଜ୍ରିଓ୍ବାଲଙ୍କୁ ମିଳିଲାନି ଜାମିନ, ଏହି ତାରିଖ ଯାଏଁ ନ୍ୟାୟିକ ହେପାଜତ ବୃଦ୍ଧି

ନୂଆଦିଲ୍ଲୀ: ସରୁନି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲଙ୍କ ଅଡୁଆ । ଆଜି ପୁଣି କେଜ୍ରିଓ୍ବାଲଙ୍କ ନ୍ୟାୟିକ ହେପାଜତକୁ ବୃଦ୍ଧି କରାଯାଇଛି । ସେପ୍ଟେମ୍ବର ୩ ତାରିଖ ମଙ୍ଗଳବାର ପର୍ଯ୍ୟନ୍ତ ଜେଲରେ ରହିବେ କେଜ୍ରିଓ୍ବାଲ । ସିବିଆଇ ମାମଲାରେ ଦିଲ୍ଲୀର ରାଉସ ଆଭେନ୍ୟୁ କୋର୍ଟ ଏହି…

ଦଳରୁ ବହିଷ୍କାର ହେଲେ ବିଜେଡି ନେତ୍ରୀ, ଚାକିରୀ କରାଇବା ନାଁରେ ଲୁଟୁଥିଲେ ଲକ୍ଷ ଲକ୍ଷ ଟଙ୍କା

ଭୁବନେଶ୍ବର: ଦଳରୁ ବହିଷ୍କାର ହେଲେ ବିଜେଡି ନେତ୍ରୀ ତଥା ମାଲକାନଗିରି ମାଥିଲି ବ୍ଲକ ଜୋନ-୩ର ଜିଲ୍ଲା ପରିଷଦ ସଦସ୍ୟ ସସ୍ମିତା ମାଝି । ମଙ୍ଗଳବାର ବିଜେଡି ସଭାପତି ନବୀନ ପଟ୍ଟନାୟକ ତାଙ୍କୁ ଦଳରୁ ବହିଷ୍କାର କରିଛନ୍ତି । ଲୋକ ବିରୋଧୀ କାର୍ଯ୍ୟକଳାପ ପାଇଁ ତାଙ୍କୁ ଦଳରୁ ବହିଷ୍କୃତ କରାଯାଇଛି…

ପୁଣି ବିଏସପିର କମାଣ୍ଡ ସମ୍ଭାଳିବେ ମାୟାବତୀ

ଲକ୍ଷ୍ନୌ: ବହୁଜନ ସମାଜ ପାର୍ଟିର ଜାତୀୟ କାର୍ଯ୍ୟନିର୍ବାହୀ ବୈଠକ ପରେ ମାୟାବତୀ ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ଭାବରେ ପୁଣି ନିର୍ବାଚିତ ହୋଇଛନ୍ତି । ବୈଠକ ପୂର୍ବରୁ ତାଙ୍କ ଉତ୍ତରାଧିକାରୀ ଆକାଶ ଆନନ୍ଦଙ୍କୁ ଏହି ଦାୟିତ୍ବ ମିଳିବ ବୋଲି କଳ୍ପନାଜଳ୍ପନା ଲାଗି ରହିଥିଲା । ଆଜି ବହୁଜନ ସମାଜ…

ଭାଙ୍ଗିବ ୧୯୧ ବେଆଇନ ଆପାର୍ଟମେଣ୍ଟ

ଭୁବନେଶ୍ବର: ପାଖାପାଖି ୧୯୧ ବେଆଇନ ଆପାର୍ଟମେଣ୍ଟ ଭଙ୍ଗାହେବ । ଭୁବନେଶ୍ବରରେ ତିଆରି ହୋଇଥିବା ବେଆଇନ ଆପାର୍ଟମେଣ୍ଟ ଭଙ୍ଗାହେବ ବୋଲି କହିଛନ୍ତି ମନ୍ତ୍ରୀ । ଆଜି ବିଧାନସଭାରେ ବିଜେଡି ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଙ୍କ ପ୍ରଶ୍ନରେ କିଛି ଏମିତି ଉତ୍ତର ରଖିଛନ୍ତି ଗୃହ ଓ ନଗର ଉନ୍ନୟନ…

ସରକାରଙ୍କ ସ୍କାନରରେ ରାଜ୍ୟର ୯୧ ବିଡିଓ

ଭୁବନେଶ୍ବର: ସରକାରଙ୍କ ହରଡଘଣାରେ ରାଜ୍ୟର ୯୧ ଦୁର୍ନିତିଖୋର ବିଡିଓ । ରାଜ୍ୟରେ ୯୧ ଜଣ ବ୍ଲକ ଉନ୍ନୟନ ଅଧିକାରୀଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ବିଚାରଧିନ ଅବସ୍ଥାରେ ଅଛି । ଆଜି ଏମିତି କିଛି ଉତ୍ତର ରଖିଛନ୍ତି ବିଭାଗୀୟ ମନ୍ତ୍ରୀ । ବିଜେଡି ବିଧାୟକ ପ୍ରଶାନ୍ତ ବେହେରାଙ୍କ…