Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ସୁଭଦ୍ରା…ପ୍ରତିଶ୍ରୁତି ପରେ ପ୍ରତାରଣା !

ଭୁବନେଶ୍ବର: ନିର୍ବାଚନ ପ୍ରଚାର ବେଳେ ବିଜେପିର ଅନ୍ୟତମ ପ୍ରମୁଖ ପ୍ରତିଶ୍ରୁତି ଥିଲା ସୁଭଦ୍ରା ଯୋଜନା। ପ୍ରତ୍ୟେକ ମହିଳାଙ୍କୁ ୫୦ହଜାର ଟଙ୍କା ଦେବାକୁ ପ୍ରତିଶ୍ରୁତି ଦେଇଥିଲା ବିଜେପି। ହେଲେ ଶୁକ୍ରବାର ଯୋଜନାର ଏସଓପି ଜାରି କରିବା ପରେ ବିଜେପି ସରକାରକୁ ଜୋରଦାର ବିରୋଧ କରିଛନ୍ତି ବିରୋଧୀ।…

ଖୋଲିଲା ହୀରାକୁଦର ଆଉ ୮ଟି ଗେଟ୍

ସମ୍ବଲପୁର: ଉପର ମୁଣ୍ଡରେ ବର୍ଷା ଜାରି ରହିଥିବାରୁ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ବଢିବାରେ ଲାଗିଛି । ଯାହାକୁ ନେଇ ଆଜି ହୀରାକୁଦ ଜଳଭଣ୍ଡାରର ଆଉ ୮ଟି ଗେଟ୍ ଖୋଲାଯାଇଛି । ଏହାକୁ ମିଶାଇ ମୋଟ ୧୪ ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଛି । ଏନେଇ ସୂଚନା ଦେଇଛନ୍ତି ହୀରାକୁଦ ମୁଖ୍ୟଯନ୍ତ୍ରୀ l…

ଫ୍ୟାନ୍ ରେ ଝୁଲୁଛି କନିଷ୍ଠ ଯନ୍ତ୍ରୀଙ୍କ ମୃତଦେହ, କାରଣ ଖୋଜୁଛି ପୋଲିସ

ବାଲେଶ୍ୱର: ବନ୍ଦ କୋଠରୀ ଭିତରୁ ମିଳିଲା କନିଷ୍ଠ ଯନ୍ତ୍ରୀଙ୍କ ଝୁଲନ୍ତା ମୃତଦେହ । ଏପରି ଅଘଟଣ ଦେଖିବାକୁ ମିଳିଛି ବାଲେଶ୍ୱର ଜିଲ୍ଲା ଭୋଗରାଇ ବ୍ଲକରେ । ମୃତକ ମୋନାଲିସା ହେମ୍ବ୍ରମ ବୋଲି ଜଣାଯାଇଛି । ସେ ଭୋଗରାଇ ବ୍ଲକରେ ଗତ ୬ ମାସ ହେବ କନିଷ୍ଠ ଯନ୍ତ୍ରୀ ଭାବେ କାର୍ଯ୍ୟରତ ଥିଲେ ।…

ସାଲିଆ ସାହିରେ ମଦ ସମ୍ଭାର, ଚାଲିଲା ବୁଲଡୋଜର

ଭୁବନେଶ୍ୱର: ସାଲିଆ ସାହିରେ ବୁଲିଲା ବୁଲଡୋଜର । ଗୋଟିଏ ନୁହେଁ କି ଦୁଇଟି ନୁହେଁ ତିନି ତିନି ଟି ମଦ କାରଖାନାକୁ ମାଟିରେ ମିଶାଇଲା । ଶନିବାର ନୟାପଲ୍ଲୀ ସ୍ଥିତ ସାଲିହା ସାହିରେ ଚଢାଉ କରି ୩ଟି ଦେଶୀ ମଦ କାରଖାନା ଠାବ କରିଥିଲା କମିଶନରେଟ ପୋଲିସ । ଏହାପରେ ଏନେଇ ତୁରନ୍ତ ଆକ୍ସନ…

ବିଡିଏ ଓ ବିଏମସି ପାଇଁ ବଢିଲା ଅଡୁଆ

ଭୁବନେଶ୍ବର: ବିଡିଏ ଓ ବିଏମସି ପାଇଁ ବଢିଲା ଅଡୁଆ । ସରକାରୀ ଜମି ବିଲ୍ଡର୍ସଙ୍କୁ ଦେବା ପ୍ରସଙ୍ଗରେ ସାଧାରଣ ପ୍ରଶାସନ ବିଭାଗ ଉଭୟଙ୍କୁ ସ୍ପଷ୍ଟୀକରଣ ମାଗିଛି । କେଉଁ ପରିସ୍ଥିତିରେ ବିଭାଗର ବିନା ଅନୁମତିରେ ବିଲ୍ଡର୍ସଙ୍କୁ ରାସ୍ତା ପାଇଁ ସରକାରୀ ଜମି ଦିଆଯାଇଛି, ସେନେଇ ବିଡିଏ ଓ ବିଏମ୍‌ସି…

ଶ୍ୱାସରୁଦ୍ଧ ହୋଇ ୩ ଶ୍ରମିକ ମୃତ, ଜଣେ ଗୁରୁତ

ସମ୍ବଲପୁର: ସମ୍ବଲପୁର ଜିଲ୍ଲା ଯମନକିରା ଥାନା ପୁକୁଡ଼ା ଗାଁରେ ଅଘଟଣ । ନିର୍ମାଣାଧୀନ ପାଇଖାନା ଟାଙ୍କିର ସେଣ୍ଟ୍ରିଂ ଖୋଳୁଥିବା ବେଳେ ଶ୍ୱାସରୁଦ୍ଧ ହୋଇ ୩ ଶ୍ରମିକ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି । ମୃତକମାନେ ହେଲେ ଭରତ ରଣା, ବସନ୍ତ ଦେହୁରୀ ଓ ଶ୍ରୀକାନ୍ତ ମୁଣ୍ଡା ।…

ଏସସିବି ଲଜ୍ଜା: ବହିଷ୍କୃତ ହେଲେ ଅଭିଯୁକ୍ତ ଡାକ୍ତର

କଟକ: ଗୋଟେପଟେ ସାରା ଦେଶ ଏବେ କୋଲକାତା ମେଡିକାଲ କଲେଜ ଘଟଣାକୁ ନେଇ ମର୍ମାହତ ଥିବା ବେଳେ ଏହାରି ଭିତରେ କଟକ ଏସସିବିରୁ ସାମ୍ନାକୁ ଆସିଥିଲା ଏକ ଜଘନ୍ୟ କାଣ୍ଡ । ୨ ମହିଳା ରୋଗୀଙ୍କୁ ଚିକିତ୍ସା କରିବା ବାହାନାରେ ଜଣେ ଡାକ୍ତର ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଥିଲା । ଯାହାକୁ ନେଇ…

ଯୁକ୍ତ ୩ରେ ନାମଲେଖାରୁ ବଞ୍ଚିତ ଛାତ୍ରଛାତ୍ରୀଙ୍କ ପାଇଁ ମନ୍ତ୍ରୀ ଦେଲେ ଖୁସି ଖବର

ଭୁବନେଶ୍ବର: ଚଳିତ ଶିକ୍ଷାବର୍ଷରେ ଯୁକ୍ତ ୩ ନାମଲେଖାରୁ ବଞ୍ଚିତ ହୋଇଯାଇଛିନ୍ତି କି? ତାହାଲେ ଚିନ୍ତା କରନ୍ତୁ ନାହିଁ, ଆପଣଙ୍କ ପାଇଁ ଖୁସି ଖବର ଆଣିଛନ୍ତି ମନ୍ତ୍ରୀ । ଏନେଇ ଉଚ୍ଚ ଶିକ୍ଷାମନ୍ତ୍ରୀ ନୂଆ ଗାଇଡଲାଇନ୍‌ ଜାରି କରିଛନ୍ତି । ଏନେଇ ପ୍ରେସମିଟ କରି ଉଚ୍ଚଶିକ୍ଷା ମନ୍ତ୍ରୀ…

ଖୁବ୍ ଶୀଘ୍ର ଚାଲିବ ବନ୍ଦେ ଭାରତ ସ୍ଲିପର ଟ୍ରେନ୍, ରହିବ ଏହି ସବୁ ସୁବିଧା

ନୂଆଦିଲ୍ଲୀ: ଭାରତୀୟ ରେଳବାଇର ପ୍ରଥମ ବନ୍ଦେ ଭାରତ ସ୍ଲିପର ଟ୍ରେନ୍ ଚଳିତବର୍ଷ ଶେଷ ସୁଦ୍ଧା କାର୍ଯ୍ୟକ୍ଷମ ହେବ ବୋଲି ଆଶା କରାଯାଉଛି । ୨୦୧୯ ରେ ଆରମ୍ଭ ହୋଇଥିବା ଚେୟାର-କାର୍ ଟ୍ରେନ୍ ପରେ ଏହା ଭାଣ୍ଡେ ଭାରତ ସିରିଜର ତୃତୀୟ ସଂସ୍କରଣ ହେବ । ଗୁଜୁରାଟରେ ବନ୍ଦେ ଭାରତ ସ୍ଲିପର ଟ୍ରେନର ପ୍ରଥମ…

ବାଚସ୍ପତିଙ୍କୁ ଅସମ୍ମାନ; ନିନ୍ଦା ପ୍ରସ୍ତାବ ପାରିତ କଲା ଶାସକ ଦଳ

ଭୁବନେଶ୍ବର: ଗୃହରେ ଜାରି ରହିଛି ବିରୋଧୀଙ୍କ ହଟ୍ଟଗୋଳ । ପୋଡିୟମ ଉପରକୁ ଚଢିବା ବାଚସ୍ପତିଙ୍କ ମାଇକ ଟାଣିବା ଯେମିତି ନିତିଦିନିଆ କଥା ହୋଇଯାଇଛି । ଆଜିକୁ ୫ ଦିନ ହେଲାଣି ଆରମ୍ଭ ହେଲାଣି ଚଳିତ ବଜେଟ୍ ଅଧିବେଶନର ଦ୍ବିତୀୟ ପର୍ଯ୍ୟାୟ । ହେଲେ ପ୍ରଶ୍ନକାଳ ପରେ ଚାଲିପାରୁନି ଗୃହ ।…