Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ଆଖି ବୁଜିଲା ସବୁଠୁ ବଡ଼ ଦନ୍ତା ‘ରାମୁ’, ଚନ୍ଦକା ଡମପଡ଼ା ଅଭୟାରଣ୍ୟରୁ ମିଳିଲା ମୃତଦେହ

ଭୁବନେଶ୍ଵର: ଆଜି ଚନ୍ଦକା ଡମପଡ଼ା ଅଭୟାରଣ୍ୟରେ ସବୁଠୁ ବଡ଼ ଦନ୍ତା ହାତୀ ରାମୁର ମୃତଦେହ ଉଦ୍ଧାର ହୋଇଛି । ବିଦ୍ୟୁତ୍ ଆଘାତରେ ରାମୁର ମୃତ୍ୟୁ ହୋଇଥିବା ସନ୍ଦେହ କରାଯାଉଛି । ଘଟଣାସ୍ଥଳରେ ବନ ବିଭାଗ ପହଞ୍ଚି ରାମୁର ମୃତ୍ୟୁ ଦେହ ଉଦ୍ଧାର କରିଛି । ସୂଚନା ମୁତାବକ, କିଛି ଦିନ ପୂର୍ବେ ଚନ୍ଦକା…

ଛାତ୍ରଙ୍କ ପେଟରେ ଛୁରି ଭୁସିଲା ଛାତ୍ର

କୋରାପୁଟ: ଛାତ୍ରଙ୍କ ପେଟରେ ଛୁରି ଭୁସିଲା ଛାତ୍ର । ସାମାନ୍ୟ ବଚସାରୁ ତୁମୁଳ କାଣ୍ଡ । ଏଭଳି ଘଟଣା ଦେଖିବାକୁ ମିଳିଛି କୋରାପୁଟ ଜିଲ୍ଲା ଲକ୍ଷ୍ମୀପୁର ବ୍ଲକ ପଞ୍ଚଡ଼ା ହାଇସ୍କୁଲ ହଷ୍ଟେଲରେ । ଗୁରୁତର ଅବସ୍ଥାରେ ଛାତ୍ର ଜଣଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଖବର…

ବାଂଲାଦେଶରେ ଫସି ରହିଥିବା ଓଡ଼ିଆ ଶ୍ରମିକଙ୍କୁ ନେଇ କ’ଣ କହିଲେ ଶ୍ରମ ମନ୍ତ୍ରୀ ପଢନ୍ତୁ…

ଭୁବନେଶ୍ବର: ବାଂଲାଦେଶରେ ଜାରି ରହିଥିବା ହିଂସା ଭିତରେ ଓଡ଼ିଆ ଶ୍ରମିକଙ୍କୁ ଫେରାଇ ଆଣିବାକୁ ତତ୍ପରତା ଦେଖାଇଛନ୍ତି ସରକାର । ସେଠାରେ ଫସିଥିବା ସମସ୍ତ ଶ୍ରମିକଙ୍କୁ ୧୫ ରୁ ୨୦ ଦିନରେ ଫେରାଇ ଆଣିବାକୁ ଯୋଜନା କରୁଛନ୍ତି । ଏନେଇ ସୂଚନା ଦେଇଛନ୍ତି ଶ୍ରମ ମନ୍ତ୍ରୀ ଗଣେଶ ରାମସିଂ ଖୁଣ୍ଟିଆ ।…

କିନ୍ନର ପ୍ରେମିକା ସହ ମିଶି ବାପା ଜୀବନ ନେଲା ପୁଅ

ଗଞ୍ଜାମ: ଯେଉଁ ବାପାର ଦିନେ ହାତ ଧରି ଚାଲିବା ଶିଖିଥିଲା, ସେହି ଜନ୍ମଦାତାର ଜୀବନ ନେବାକୁ ତିଳେ ହେଲେ କୁଣ୍ଠାବତ କଲାନି ଜନ୍ମକଲା ପୁଅ । ବାପା ମୁଣ୍ଡକୁ ପିଟି ପିଟି ହତ୍ୟା କଲା ରାକ୍ଷସ ପୁଅ । ଏଭଳି ଘଟଣା ଘଟିଛି ଗଞ୍ଜାମ ଜିଲ୍ଲା ବୈଦ୍ୟନାଥପୁର ଥାନା ଅଧୀନ ଅଯୋଧ୍ୟା ନଗରରେ । ମୃତକ…

କୋଲକାତା ଲଜ୍ଜା: ପୋଷ୍ଟମର୍ଟମ ରିପୋର୍ଟରୁ ମିଳିଲା ଛାତିଥରା ତଥ୍ୟ, ଡାକ୍ତରଙ୍କ ଦେହରେ ୧୪ଟି ଗଭୀର କ୍ଷତ

କୋଲକାତା: କୋଲକାତା ଆର୍‌.ଜି କର୍‌ ମେଡିକାଲ କଲେଜ ଲଜ୍ଜା ଘଟଣା। ଆସିଲା ବ୍ୟବଚ୍ଛେଦ ରିପୋର୍ଟ। ପୋଷ୍ଟମର୍ଟମ ରିପୋର୍ଟରୁ ମିଳିଲା ଛାତିଥରା ତଥ୍ୟ। ଡାକ୍ତରଙ୍କ ଦେହରେ ୧୪ଟି ଗଭୀର କ୍ଷତ। ଜୀବନ ବଞ୍ଚାଇବାକୁ ଶେଷ ମୁହୂର୍ତ୍ତ ପର୍ଯ୍ୟନ୍ତ ସଂଘର୍ଷ କରିଥିଲେ ପୀଡ଼ିତା। ମହିଳା ଡାକ୍ତରଙ୍କୁ ଅତି…

ଝାଡ଼ଖଣ୍ଡ ରାଜନୀତିରେ ବଡ଼ ହଲଚଲ, ଜେଏମଏମ୍ ଛାଡ଼ି ବିଜେପିରେ ଯୋଗ ଦେବେ କି ଚମ୍ପାଇ ସୋରେନ୍ ?

ଝାଡଖଣ୍ଡ: ବିଧାନସଭା ନିର୍ବାଚନ ଆଗରୁ ଝାଡ଼ଖଣ୍ଡ ରାଜନୀତିରେ ବଡ଼ ହଲଚଲ। ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ଲାଗିପାରେ ବଡ଼ ଝଟକା। ଝାଡଖଣ୍ଡ (ମୁକ୍ତିମୋର୍ଚ୍ଚା )ଜେଏମଏମ୍‌ର ବରିଷ୍ଠ ନେତା ଚମ୍ପାଇ ସୋରେନ୍‌ ବିଜେପିରେ ମିଶିପାରନ୍ତି ବୋଲି କୁହାଯାଉଛି। ବିଦ୍ରୋହ ମୁଡରେ ଥିବା ଚମ୍ପାଇ…

ନକଲି ଚାବିରେ ଥାନାରୁ ବାଇକ୍ ଚୋରି, ବ୍ଲକିଂ ଚେକିଂ ବେଳେ ଧରିଲା ପୋଲିସ

ଭୁବନେଶ୍ୱର: ବ୍ଲକିଂ ଚେକିଂ ବେଳେ ନିଶାସକ୍ତ ଅବସ୍ଥାରେ ରଙ୍ଗ୍ ରୁଟରେ ବାଇକ ଚଳାଇ ଯାଉଥିବା ବେଳେ ଟ୍ରାଫିକ୍ ଥାନା ପୋଲିସ ହାବୁଡରେ ପଡିଥିଲେ ଯୁବକ। ବାଇକକୁ ଜବତ କରି ପୋଲିସ ପିଆର ଧରାଇଥିଲା। ତେବେ ପିଆର ନମ୍ବର ନେବାକୁ ଆସି ଟ୍ରାଫିକ ଥାନା-୨ ପରିସରରୁ ନକଲି ଚାବି ସାହାଯ୍ୟରେ ବାଇକ ଚୋରାଇ…

ରାକ୍ଷୀ ପୂର୍ଣ୍ଣିମା ଓ ବଡ଼ ଠାକୁର ବଳଭଦ୍ରଙ୍କ ଜନ୍ମୋତ୍ସବ, ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି

ପୁରୀ: ପବିତ୍ର ରାକ୍ଷୀ ପୂର୍ଣ୍ଣିମା ବା ଗହ୍ମା ପୂର୍ଣ୍ଣିମାରେ ଶ୍ରୀମନ୍ଦିରରେ ଦୁଇଟି ପର୍ବ ପାଳନ ହୋଇଥାଏ। ଆଜି ପ୍ରଭୁ ବଳରାମ ଜନ୍ମ ଗ୍ରହଣ କରିଛନ୍ତି। ତେଣୁ ଶ୍ରୀମନ୍ଦିରରେ ବଳଭଦ୍ରଙ୍କ ଜନ୍ମ ଉତ୍ସବରେ ସ୍ବତନ୍ତ୍ର ନୀତି କରାଯାଇଛି। ରାକ୍ଷୀ ପୂର୍ଣ୍ଣିମା ଅବସରରେ ମା ସୁଭଦ୍ରା ଦୁଇ ଭାଇ…

୨୨ରେ ଇଡି ଅଫିସ ଘେରିବ କଂଗ୍ରେସ, ଶକ୍ତି ପ୍ରଦର୍ଶନ କରିବାକୁ ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ

ଭୁବନେଶ୍ୱର: ଆସନ୍ତା ୨୨ ତାରିଖରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଅଫିସ ଘେରିବ କଂଗ୍ରେସ। ଅଖିଳ ଭାରତ କଂଗ୍ରେସ କମିଟି ଆହ୍ୱାନକ୍ରମେ ଦେଶବ୍ୟାପି ଇଡି ଅଫିସ (ପ୍ରବର୍ତନ ନିର୍ଦ୍ଦେଶାଳୟ) ସମ୍ମୁଖରେ ଆସନ୍ତା ୨୨ ତାରିଖ ଗୁରୁବାର ବିକ୍ଷୋଭ କାର୍ଯ୍ୟକ୍ରମ କରାଯିବ। ସେଥିପାଇଁ ଓଡ଼ିଶା ପ୍ରଦେଶ…

ଆଜି ୫ ଜିଲ୍ଲାରେ ପ୍ରବଳ ବର୍ଷିବ, ଆସନ୍ତା ଦୁଇ ଦିନ ସାରା ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣ ବର୍ଷା

ଭୁବନେଶ୍ବର: ଦକ୍ଷିଣ ବାଂଲାଦେଶ ଓ ସଂଲଗ୍ନ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ଏବଂ ସକ୍ରିୟ ମୌସୁମୀ ପ୍ରଭାବରେ ସାରା ରାଜ୍ୟରେ ହାଲୁକାରୁ ମଧ୍ୟମଧରଣ ବର୍ଷା ହୋଇଛି। ଆଜି ରାଜ୍ୟରେ ୫ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆସନ୍ତା ଦୁଇ ଦିନ…