Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ବଢୁଛି କଂଗ୍ରେସ କଳି: ପୁଣି ଅସନ୍ତୋଷ ଝାଡିଲେ ତାରା

ଭୁବନେଶ୍ବର: ରାଜ୍ୟରେ ଏବେ କଂଗ୍ରେସର ସ୍ଥିତି ଦୟନୀୟ ଥିବା ବେଳେ ଦିନକୁ ଦିନ ବଢିବାରେ ଲାଗିଛି ଦଳୀୟ କନ୍ଦଳ । ସ୍ଥିତି ଏମିତି କି ଯେ ନିର୍ବାଚନକୁ ପାଖାପାଖି ଅଢେଇ ମାସ ବିତିଯାଇଥିଲେ ମଧ୍ୟ ଏ ପର୍ଯ୍ୟନ୍ତ ରାଜ୍ୟ କଂଗ୍ରେସକୁ ମୁଖିଆ ମିଳିପାରିଲେ ନାହିଁ । ଅତି କଷ୍ଟରେ ଚଳିତ ବିଧାନସଭାର…

ପାଣ୍ଡିଆନଙ୍କ ହେଲିକପ୍ଟର ଖର୍ଚ୍ଚ: ‘ତଦନ୍ତ ଚାଲିଛି, ସବୁ ସ୍ପଷ୍ଟ ହେବ’

ଭୁବନେଶ୍ବର: ବିଜେଡି ନେତା ତଥା ପୂର୍ବତନ ୫ଟି ସଚିବ ଭିକେ ପାଣ୍ଡିଆନଙ୍କ ହେଲିକପ୍ଟର ଖର୍ଚ୍ଚକୁ ନେଇ ଏବେ ତାତିଛି ରାଜନୀତି । ସେ ତାଙ୍କ ବ୍ୟକ୍ତିଗତ କାମରେ ସରକାରୀ ଖର୍ଚ୍ଚରେ ହେଲିକପ୍ଟର ବ୍ୟବହାର କରୁଥିଲେ ବୋଲି ଅଭିଯୋଗ ହୋଇଥିଲା । ଯାହାକୁ ନେଇ କେତେ ଖର୍ଚ୍ଚ ହୋଇଛି, ସରକାରୀ…

ପୁରୀରେ ନିର୍ମାଣ ହେବ ବ୍ୟାଖ୍ୟାନ କେନ୍ଦ୍ର, ଦୂର ହେବ ଜମିଜମା ସମସ୍ୟା: ଆଇନମନ୍ତ୍ରୀ

ପୁରୀ: ଚଳିତବର୍ଷର ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଅତ୍ୟନ୍ତ ଶୃଙ୍ଖଳିତ ଭାବେ ଶେଷ ହୋଇଛି। ବିପୁଳ ଭକ୍ତଙ୍କ ସମାଗମ ସତ୍ତ୍ୱେ ସମସ୍ତଙ୍କ ସହଯୋଗ ସର୍ବୋପରି ବିଶ୍ୱନିୟନ୍ତାଙ୍କ ଆଶୀର୍ବାଦରୁ ଏହା ସଫଳ ହୋଇଛି। ତେଣୁ ରଥ ନିର୍ମାଣଠାରୁ ଆରମ୍ଭ କରି ସମସ୍ତ କାର୍ଯ୍ୟରେ ସହଯୋଗ କରିଥିବା, ସେବାୟତ, ରଥ…

କୋଲକାତା ଲଜ୍ଜା: ବିଜେପି ନେତାଙ୍କ ସମେତ ଦୁଇ ଡାକ୍ତରଙ୍କୁ ସମନ ଜାରି କଲା ପୋଲିସ

କୋଲକାତା: କୋଲକାତା ଅମାନବୀୟ ଘଟଣାରେ ପୀଡିତାଙ୍କ ପୋଷ୍ଟମର୍ଟମ ରିପୋର୍ଟକୁ ନେଇ ଭ୍ରମିତ କଲା ଭଳି କଥା କହିଥିବାରୁ କୋଲକାତା ବିଜେପି ନେତା ଲକେଟ୍ ଚାଟ୍ଟାର୍ଜିଙ୍କ ସହିତ ଉକ୍ତ ସରକାରୀ ମେଡିକାଲ କଲେଜର ଦୁଇ ଡାକ୍ତରଙ୍କ ନାଁରେ ମାମଲା ରୁଜୁ କରିଛି ପୋଲିସ । କୋଲକାତା ଆରଜି କର…

ସେମାବାର ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଦ୍ବାର

ଭୁବନେଶ୍ବର: ଆସନ୍ତା ସୋମବାର ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଦ୍ବାର । ଅଗଷ୍ଟ ୧୯ ଅର୍ଥାତ ଆସନ୍ତାକାଲି ଏବଂ ଆଗାମୀ ଅଗଷ୍ଟ  ୨୬ ତାରିଖରେ ପଡୁଥିବା ସୋମବାରରେ ଭୁବନେଶ୍ୱର  ୟୁନିଟ ୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନଶୁଣାଣି ବନ୍ଦ ରହିବ । ଏହି ଦୁଇ ଦିନ…

ବିଶିଷ୍ଠ କଣ୍ଠଶିଳ୍ପୀ ସଂଯୁକ୍ତା ରଏଙ୍କ ପରଲୋକ

ଭୁବନେଶ୍ଵର: ବିଶିଷ୍ଠ କଣ୍ଠଶିଳ୍ପୀ ସଂଯୁକ୍ତା ରଏଙ୍କର ପରଲୋକ ଘଟିଛି। ଭୁବନେଶ୍ଵର ବିଜେବି ନଗରସ୍ଥିତ ବାସଭବନରେ ୯୧ ବର୍ଷ ବୟସରେ ତାଙ୍କର ପରଲୋକ ଘଟିଛି। କଣ୍ଠଶିଳ୍ପୀ ସଂଯୁକ୍ତା ରଏ ଓଡିଶା ସଙ୍ଗୀତ କ୍ଷେତ୍ରରେ ବେଶ୍ ସୁନାମ ଅର୍ଜନ କରିଥିଲେ। ୧୯୪୮ରେ ଆକାଶବାଣୀ କଟକ କେନ୍ଦ୍ର ଉଦଘାଟନ ସମୟରେ…

ବନ୍ଧାହେଲେ ଆସିଷ୍ଟାଣ୍ଟ କମିଶନର ବାବୁ: ସରକାରୀ ଟିକସରେ କରିଥିଲେ ଘୋଟାଲା

ଯାଜପୁର: ବନ୍ଧାହେଲେ ଆସିଷ୍ଟାଣ୍ଟ କମିଶନର ବିନୟ ଭୂଷଣ ତ୍ରିପାଠୀ । ଯାଜପୁର ସିଟି ଏବଂ ଜିଏସଟି ଏନ୍‌ଫୋର୍ସମେଣ୍ଟ ଆସିଷ୍ଟାଣ୍ଟ କମିଶନରଙ୍କୁ ଆଜି ଗିରଫ କରିଛି ଭିଜିଲାନ୍ସ । ଏହାସହିତ ବିନୟଙ୍କ ୨ ବ୍ୟକ୍ତିଗତ ସହଯୋଗୀଙ୍କୁ ମଧ୍ୟ ଗିରଫ କରିଛି ଭିଜିଲାନ୍ସ । ତେବେ ସରକାରୀ ଟିକସ ହେରଫେର…

ପୁଣି ମଝି ଚିଲିକାରେ ଫସିଲା ଯାତ୍ରୀବାହୀ ଡଙ୍ଗା, ହନ୍ତସନ୍ତ ଯାତ୍ରୀ

ପୁରୀ: ପୁଣି ଚିଲିକା ହ୍ରଦ ମଝିରେ ଫସିଲା ଯାତ୍ରୀବାହି ଡଙ୍ଗା। ଜହ୍ନିକୁଦାରୁ ସାତପଡ଼ା ଯାଉଥିଲା ଯାତ୍ରୀ ବାହି ଡଙ୍ଗା। ଏହି ସମୟରେ ଡ଼ଙ୍ଗାର ମେସିନରେ ଯାନ୍ତ୍ରିକ ତ୍ରୁଟି ଦେଖାଦେଇଛି। ଫଳରେ ଡଙ୍ଗା ଚାଳକ ଚିଲିକା ଜଳ ରାଶିରେ ଡଙ୍ଗାକୁ ଅଟକାଇ ରଖିଛନ୍ତି। ଦୀର୍ଘ ଏକ ଘଣ୍ଟାକାଳ ଡଙ୍ଗାଟି…

ବଜ୍ରାଘାତରେ ଗୋଟିଏ ପରିବାରର ଜଣେ ମୃତ, ୪ ଗୁରୁତର

ବାଲେଶ୍ୱର: ବଜ୍ରାଘାତରେ ଗୋଟିଏ ପରିବାରର ଜଣେ ମୃତ ଓ ୪ ଗୁରୁତର। ବାଲେଶ୍ୱର ଜିଲ୍ଲା ଉଆଦ ଗାଁର ଗୋଟିଏ ପରିବାର ବିଲରେ କାମ କରିବା ବେଳେ ବଜ୍ରାଘାତ ହୋଇଛି। ଏହି ଅଘଟଣରେ ଜଣଙ୍କର ମୃତ୍ୟୁ ଘଟିଥିଲା ବେଳେ ଗୁରୁତର ୪ ଜଣ ସୋର ମେଡିକାଲ୍‌ରେ ଭର୍ତ୍ତି ଅଛନ୍ତି। ସୂଚନା ଅନୁସାରେ ସମସ୍ତେ…

ଉପରମୁହାଁ ମଙ୍କି ପକ୍ସ: ସତର୍କ ଜାରି କଲା ସ୍ବାସ୍ଥ୍ୟ ମନ୍ତ୍ରାଳୟ

ନୂଆଦିଲ୍ଲୀ: ମାଡୁଛି ମଙ୍କିପକ୍ସ ବା ଏମ-ପକ୍ସ । ପ୍ରଥମେ ପାକିସ୍ତାନ ଆଉ ଏବେ ଆଫ୍ରିକାରେ ଏମ- ପକ୍ସ ସ୍ଥିତି ଜାହିର କରିବା ପରେ ଏବେ ଭାରତର ଚିନ୍ତା ବଢିଛି । ତେବେ ଭାରତରେ ଏହାର ସ୍ଥିତି ନଥିଲେ ମଧ୍ୟ ଏନେଇ ଆଗୁଆ ଅଣ୍ଟା ଭିଡିଛନ୍ତି କେନ୍ଦ୍ର ସରକାର । କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟର…