Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ପୁଟ୍ରୀ ମହୁଲ ସଂରକ୍ଷିତ ଜଙ୍ଗଲରେ ନକ୍ସଲ କ୍ୟାମ୍ପ ଠାବ, ବିସ୍ଫୋରକ ସାମଗ୍ରୀ ଜବତ

କଳାହାଣ୍ଡି: ସର୍ଚ୍ଚ ଅପରେସନ୍‌ ବେଳେ କଳାହାଣ୍ଡି ଜିଲ୍ଲା ଏମ୍‌. ରାମପୁର ଥାନା ଅଧିନ ପୁଟ୍ରୀ ମହୁଲ ସଂରକ୍ଷିତ ଜଙ୍ଗଲରେ ନକ୍ସଲ କ୍ୟାମ୍ପ ଠାବ ହୋଇଛି । ସେଠାରୁ ବିପୁଳ ପରିମାଣରେ ବିସ୍ଫୋରକ ସାମଗ୍ରୀ ଜବତ କରାଯାଇଛି । ବର୍ତ୍ତମାନ ମଧ୍ୟ ସେହି ଜଙ୍ଗଲରେ କମ୍ୱିଂ ଅପରେସନ ଜାରି ରହିଛି ।…

ପୁଣି ମୋଦିଙ୍କ ପୁରୁଣା ଅନ୍ଦାଜ

ନୂଆଦିଲ୍ଲୀ: ସ୍ୱାଧୀନତା ଦିବସରେ ସମସ୍ତଙ୍କର ନଜର ଥିଲା ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଭାଷଣ ଉପରେ । ଦୁର୍ବଳ ବିଜେପି ଓ ମେଣ୍ଟ ସରକାରର ମୁଖିଆ ଭାବେ ପ୍ରଧାନମନ୍ତ୍ରୀଙ୍କ ସ୍ୱାଧୀନତା ଦିବସ ଭାଷଣ କିପରି ରହିବ, ତାକୁ ନେଇ ଥିଲା ଉତ୍କଣ୍ଠା । ପରିବର୍ତ୍ତିତ ରାଜନୈତିକ…

ଏହି ଦୁଇ ଦିନ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ

ଭୁବନେଶ୍ୱର: ଆସନ୍ତା ଦୁଇଟି ସୋମବାରରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନଶୁଣାଣି ବନ୍ଦ ରହିବ । ସେହି ଅନୁସାରେ ଅଗଷ୍ଟ ୧୯ ଏବଂ ୨୬ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ । ଏ ସଂପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ…

ପୋଲିସ ଡିଜି ଭାବେ ଦାୟିତ୍ୱ ଗ୍ରହଣ କଲେ ୱାଇ.ବି ଖୁରାନିଆ

ଭୁବନେଶ୍ୱର: ବିଧିବଦ୍ଧ ଭାବେ ନୂତନ ପୋଲିସ ଡିଜି ଦାୟିତ୍ବ ଗ୍ରହଣ କଲେ ଯୋଗେଶ ବାହାଦୁର ଖୁରାନିଆ । ଆଜି ଅପରାହ୍ନ ସମୟରେ ସେ ରାଜ୍ୟ ପୁଲିସ ମୁଖ୍ୟାଳୟରେ ସେ ଡିଜିପି ଭାବେ ଦାୟିତ୍ବ ଗ୍ରହଣ କରିଛନ୍ତି । ୧୯୯୦ ବ୍ୟାଚ୍‌ ଆଇପିଏସ୍‌ ଅଫିସର ହେଉଛନ୍ତି ୱାଇ.ବି ଖୁରାନିଆ । ପ୍ରଥମେ ନବନିଯୁକ୍ତ…

ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ଦମନ, ଦୁର୍ଗମ ଅଞ୍ଚଳରେ ମ୍ୟାଲେରିଆ ନିରାକରଣ

ଭୁବନେଶ୍ୱର: ଘୋଷଣା ହୋଇଛି ୭୦ ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର । ୨୦୨୨ରେ ରିଲିଜ ହୋଇଥିବା ଓଡ଼ିଆ ଚଳଚ୍ଚିତ୍ର 'ଦମନ’କୁ ଶ୍ରେଷ୍ଠ ଓଡ଼ିଆ ଫିଚର ଫିଲ୍ମ ଭାବେ ପୁରସ୍କାର ମିଳିଛି। ଜାତୀୟ ପୁରସ୍କାର ମିଳିବା ପରେ ଓଡ଼ିଆ ସିନେ ଜଗତ ସହ ଦମନର ସମସ୍ତ କାର୍ଯ୍ୟକର୍ତ୍ତାଙ୍କ ମନରେ ଖୁସିର ଲହରୀ…

କଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକ, କହିଲେ ଏପରି କିଛି..

ଭୁବନେଶ୍ବର: ହାତ ଛାଡିଲେ ବିଜୟ ପଟ୍ଟନାୟକ । ଆଜି ସେ କଂଗ୍ରେସ ର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି । ମେଲ୍‌ ମାଧ୍ୟମରେ ସେ ନିଜର ଇସ୍ତଫାପତ୍ର ଏଆଇସିସିକୁ ପଠାଇ ଦେଇଛନ୍ତି । କଂଗ୍ରେସରୁ ଇସ୍ତଫା ଦେବା ପରେ ବିଜୟ ପ୍ରତିକ୍ରିୟା ଦେଇ କହିଛନ୍ତି, ଦଳରେ ମୋର କୌଣସି ସମ୍ମାନ ଓ…

ଥାନା ଆଗରେ ନିଜ ଦେହରେ ନିଆଁ ଲଗାଇଦେଲେ ମହିଳା

ସାଲେପୁର: ଥାନା ଆଗରେ ଦେହରେ ନିଆଁ ଲଗାଇଲେ ମହିଳା । ମାହାଙ୍ଗା ଥାନା ଆଗରେ ନିଜ ଦେହରେ ପେଟ୍ରୋଲ ଢାଳି ଆତ୍ମହତ୍ୟା ଉଦ୍ୟମ କରିଛନ୍ତି ମହିଳା ଜଣଙ୍କ । ଗୁରୁତର ଅବସ୍ଥାରେ ମହିଳାଙ୍କୁ କଟକ ଏସସିବି କୁ ସ୍ଥାନାନ୍ତର କରାଯାଇଛି । ମହିଳାଙ୍କ ଶରୀରରେ ୫୪ ପ୍ରତିଶତ ପୋଡି ଯାଇଛି । ତେବେ…

ଆସିଲା ତାରିଖ, ଜମ୍ମୁ-କଶ୍ମୀରରେ ହେବ ବିଧାନସଭା ନିର୍ବାଚନ

ନୂଆଦିଲ୍ଲୀ: ଜମ୍ମୁ କଶ୍ମୀର ଏବଂ ହରିୟାଣାରେ ବିଧାନସଭା ନିର୍ବାଚନ ପାଇଁ ଆଜି ତାରିଖ ଘୋଷଣା କରିଛନ୍ତି ନିର୍ବାଚନ କମିଶନ ମୁଖ୍ୟ ରାଜୀବ କୁମାର । ୨୦୧୪ ପରଠାରୁ ଜମ୍ମୁରେ ବନ୍ଦ ଥିଲା ନିର୍ବାଚନ । ୩୭୦ ଧାରା ଉଚ୍ଛେଦ ପରେ ପ୍ରଥମ ଥର ପାଇଁ ଜମ୍ମୁରେ ନିର୍ବାଚନ ହେବାକୁ ଥିବା ବେଳେ ଏହା…

‘ଅତି ଜରୁରୀ ନ ଥିଲେ ଏସସିବି କୁ ଆସନ୍ତୁ ନାହିଁ’

କଟକ: କୋଲକାତାର ଜଣେ ମହିଳା ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲାରେ ଦିନକୁ ଦିନ ତୀବ୍ର ହେଉଛି ଆନ୍ଦୋଳନ । ସମଗ୍ର ଦେଶ ସହ ଓଡିଶାର ବିଭିନ୍ନ ମେଡିକାଲ୍ କଲେଜ ଓ ହସ୍ପିଟାଲରେ ଆନ୍ଦୋଳନକୁ ଓହ୍ଲାଇଛନ୍ତି ଡାକ୍ତର ମାନେ । ଯାହାକୁ ନେଇ ଆଜି ପ୍ରତିକ୍ରିୟା ଦେଇଛନ୍ତି ଏସସିବି…

ବଜ୍ରକାପ୍ତା ଚାଲାଣ ବେଳେ ୩ ଗିରଫ, ଜୀବନ୍ତ ବଜ୍ରକାପ୍ତା ଉଦ୍ଧାର

କୋରାପୁଟ: ପୁଣି ଆଉ ଏକ ବଜ୍ରକାପ୍ତା ଜବତ । କୋରାପୁଟ ଜିଲ୍ଲା ନନ୍ଦପୁର ସେମିଳିଗୁଡା ରାସ୍ତା ବଡେଗାଁ ଗ୍ରାମ ନିକଟରୁ ଫରେଷ୍ଟ ଡିଭିଜନ ଓ ପୋଲିସ ସହାୟତାରେ ବଜ୍ରକାପ୍ତା ସହ ଏକ ଅଲ୍ଟୋ କାର ଜବତ ହୋଇଛି । ଏହି ଘଟଣାରେ ୩ ଜଣଙ୍କୁ ଗିରଫ କରାଯାଇଛି । ଗିରଫ ଅଭିଯୁକ୍ତମାନେ ହେଲେ…