Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ଆସିଲା ତାରିଖ, ଜମ୍ମୁ-କଶ୍ମୀରରେ ହେବ ବିଧାନସଭା ନିର୍ବାଚନ

ନୂଆଦିଲ୍ଲୀ: ଜମ୍ମୁ କଶ୍ମୀର ଏବଂ ହରିୟାଣାରେ ବିଧାନସଭା ନିର୍ବାଚନ ପାଇଁ ଆଜି ତାରିଖ ଘୋଷଣା କରିଛନ୍ତି ନିର୍ବାଚନ କମିଶନ ମୁଖ୍ୟ ରାଜୀବ କୁମାର । ୨୦୧୪ ପରଠାରୁ ଜମ୍ମୁରେ ବନ୍ଦ ଥିଲା ନିର୍ବାଚନ । ୩୭୦ ଧାରା ଉଚ୍ଛେଦ ପରେ ପ୍ରଥମ ଥର ପାଇଁ ଜମ୍ମୁରେ ନିର୍ବାଚନ ହେବାକୁ ଥିବା ବେଳେ ଏହା…

‘ଅତି ଜରୁରୀ ନ ଥିଲେ ଏସସିବି କୁ ଆସନ୍ତୁ ନାହିଁ’

କଟକ: କୋଲକାତାର ଜଣେ ମହିଳା ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲାରେ ଦିନକୁ ଦିନ ତୀବ୍ର ହେଉଛି ଆନ୍ଦୋଳନ । ସମଗ୍ର ଦେଶ ସହ ଓଡିଶାର ବିଭିନ୍ନ ମେଡିକାଲ୍ କଲେଜ ଓ ହସ୍ପିଟାଲରେ ଆନ୍ଦୋଳନକୁ ଓହ୍ଲାଇଛନ୍ତି ଡାକ୍ତର ମାନେ । ଯାହାକୁ ନେଇ ଆଜି ପ୍ରତିକ୍ରିୟା ଦେଇଛନ୍ତି ଏସସିବି…

ବଜ୍ରକାପ୍ତା ଚାଲାଣ ବେଳେ ୩ ଗିରଫ, ଜୀବନ୍ତ ବଜ୍ରକାପ୍ତା ଉଦ୍ଧାର

କୋରାପୁଟ: ପୁଣି ଆଉ ଏକ ବଜ୍ରକାପ୍ତା ଜବତ । କୋରାପୁଟ ଜିଲ୍ଲା ନନ୍ଦପୁର ସେମିଳିଗୁଡା ରାସ୍ତା ବଡେଗାଁ ଗ୍ରାମ ନିକଟରୁ ଫରେଷ୍ଟ ଡିଭିଜନ ଓ ପୋଲିସ ସହାୟତାରେ ବଜ୍ରକାପ୍ତା ସହ ଏକ ଅଲ୍ଟୋ କାର ଜବତ ହୋଇଛି । ଏହି ଘଟଣାରେ ୩ ଜଣଙ୍କୁ ଗିରଫ କରାଯାଇଛି । ଗିରଫ ଅଭିଯୁକ୍ତମାନେ ହେଲେ…

ତୀବ୍ର ହେବ ଡାକ୍ତର ଆନ୍ଦୋଳନ, ଯୋଗ ଦେବେନି ସରକାରୀ ଡାକ୍ତର

ଭୁବନେଶ୍ବର: କୋଲକାତାରେ ମହିଲା ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲାକୁ ନେଇ ଧିରେ ଧିରେ ତୀବ୍ର ହେଉଛି ଡାକ୍ତର ଆନ୍ଦୋଳନ । ରାଜ୍ୟରେ ମଧ୍ୟ ଏହାର ପ୍ରଭାବ ଜୋର ସୋର ଦେଖିବାକୁ ମିଳିଛି । ଆଜି ଏହାକୁ ନେଇ କଟକ ଏସସିବି, ବୁର୍ଲା ଭୀମସାର, ବ୍ରହ୍ମପୁର ଏମକେସିଜି, ଭୁବନେଶ୍ବର…

କୋଲକାତା ଲଜ୍ଜା: ସରକାରଙ୍କ ଉପରେ ପ୍ରଶ୍ନ ଉଠାଇଲେ କୋର୍ଟ, କହିଲେ ହସ୍ପିଟାଲ ବନ୍ଦ କରିଦେବା ଭଲ

କୋଲକାତା: କୋଲକାତା ଆରଜି କର ଡାକ୍ତରଖାନା ଲଜ୍ଜା ଏବେ ସାରା ଦେଶରେ ବିରୋଧର ରୂପ ନେଇଛି । ଏହାରି ଭିତରେ ଗତ ୧୪ ତାରିଖରେ ଉକ୍ତ ଡାକ୍ତରଖାନାରେ ଯେଉଁ ଭଳି ଭାବେ ଭଙ୍ଗାରୁଜା ହୋଇଥିଲା ସେନେଇ କ୍ଷୋଭ ପ୍ରକାଶ କରିଛନ୍ତି କୋଲକାତା ହାଇକୋର୍ଟ । ଏହାକୁ ନେଇ କୋର୍ଟ ସିଧା ସରକାରଙ୍କ…

ଓଡ଼ିଶାର ଡିଜିପି ହେଲେ ବରିଷ୍ଠ ଆଇପିଏସ ଓ୍ୱାଇ ବି ଖୁରାନିଆ

ଭୁବନେଶ୍ୱର: ବରିଷ୍ଠ ଆଇପିଏସ୍ ଅଫିସର ୱାଇବି ଖୁରାନିଆଙ୍କୁ ଓଡ଼ିଶାର ପରବର୍ତ୍ତୀ ପୁଲିସ ମହାନିର୍ଦ୍ଦେଶକ ଭାବେ ନିଯୁକ୍ତ କରାଯାଇଛି। ୧୯୯୦ ବ୍ୟାଚର ଏହି ଆଇପିଏସ୍ ଅଫିସରଙ୍କୁ ନିକଟରେ କେନ୍ଦ୍ର ସରକାର ତାଙ୍କ ମୂଳ କ୍ୟାଡର ଓଡ଼ିଶାକୁ ଫେରାଇ ଦେଇଥିଲେ। ଏହାପରେ ସେ ଡିଜିପି ହେବା ନେଇ ଚର୍ଚ୍ଚା…

ମନେପଡନ୍ତି ଭାରତରତ୍ନ ବାଜପେୟୀ

ନୂଆଦିଲ୍ଲୀ: ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଆଜି ୬ଷ୍ଠ ତମ ଶ୍ରାଦ୍ଧ ବାର୍ଷିକୀ । ଦିଲ୍ଲୀ ରାଜଘାଟ ସ୍ଥିତ ତାଙ୍କ ସମାଧି ସ୍ଥଳ ‘ସଦୈବ ଅଟଳ’ରେ ଉପସ୍ଥିତ ରହି ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ, ଗୃହମନ୍ତ୍ରୀ ଙ୍କ ସମେତ ଅନ୍ୟ ବିଜେପି ମନ୍ତ୍ରୀ ଓ ସାଂସଦମାନେ ପୂର୍ବ ପ୍ରଧାନମନ୍ତ୍ରୀଙ୍କୁ…

ଭିଜିଲାନ୍ସ ଜାଲରେ ଆଉ ଜଣେ ବଡ଼ବାବୁ, ଚାଲିଛି ରେଡ଼୍

କେନ୍ଦ୍ରାପଡ଼ା: ଆକ୍ସନ ମୁଡରେ ଭିଜିଲାନ୍ସ। ଆଜି ସକାଳେ ପୁଣି ଜଣେ ଅଧିକାରୀଙ୍କ ଘରେ ପଶିଛି ଭିଜିଲାନ୍ସ। ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ କେନ୍ଦ୍ରାପଡ଼ାର ଅତିରିକ୍ତ ଯୋଗାଣ ଅଧିକାରୀଙ୍କ ଘରେ ରେଡ୍ । ଏକକାଳୀନ ୫ଟି ସ୍ଥାନରେ ଚଢ଼ାଉ କରିଛି ଭିଜିଲାନ୍ସ ଟିମ । ଅତିରିକ୍ତ ଯୋଗାଣ…

ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲା: କାଲିଠୁ ଡାକ୍ତରଙ୍କ ୨୪ ଘଣ୍ଟିଆ ଦେଶବ୍ୟାପୀ ଆନ୍ଦୋଳନ

କୋଲକାତା: କୋଲକାତାରେ ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲାରେ ଆଜି ୧୨ ଘଣ୍ଟିଆ ବନ୍ଦ ଡାକରା ଦେଇଛି ଏସୟୁସିଆଇ । ସକାଳ ୬ରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ବନ୍ଦ ପାଳନ କରାଯାଉଛି । ସେହିପରି ଆସନ୍ତାକାଲିଠୁ ଡାକ୍ତରଙ୍କ ୨୪ ଘଣ୍ଟିଆ ଦେଶବ୍ୟାପୀ ଆନ୍ଦୋଳନ ଡାକରା ଦିଆଯାଇଛି। ଶନିବାର…

ଇସ୍ରୋର କାଉଣ୍ଟ ଡାଉନ ଆରମ୍ଭ, ଉତକ୍ଷେପଣ ହେବ ଆର୍ଥ ଅବଜର୍ଭେସନ୍ ସାଟେଲାଇଟ୍ ଇଓଏସ-୦୮

ଅମରାବତୀ: ଆକାଶ ଗବେଷଣା କ୍ଷେତ୍ରରେ ଇସ୍ରୋ ରଚିବ ଇତିହାସ। ଆଜି ଉତକ୍ଷେପଣ ହେବ ଆର୍ଥ ଅବଜର୍ଭେସନ୍ ସାଟେଲାଇଟ୍ ଇଓଏସ-୦୮ (EOS-08)। ଶ୍ରୀହରିକଟୋରୁ ସକାଳ ୮ଟା ୫୦ରେ ହେବ ଲଞ୍ଚିଂ। ପରିବେଶ ପାଣିପାଗ ବିପର୍ଯ୍ୟୟ ପରିଚାଳନା କ୍ଷେତ୍ରରେ ହେବ ସହାୟକ। ISRO ଆଜି (ଶୁକ୍ରବାର)ସକାଳେ…