Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ଓଡିଶା ଆସିବେ ଆଉ ୫ ମହାବଳ ବାଘ, ୨ ଜିରାଫ

ଭୁବନେଶ୍ୱର: ଓଡିଶା ଆସିବେ ଆଉ ୫ଟି ମହାବଳ ବାଘ । ମଧ୍ୟପ୍ରଦେଶ ଓ ମହାରାଷ୍ଟ୍ରରୁ ସେପ୍ଟେମ୍ବର ମାସ ଶେଷ ସୁଦ୍ଧା ଏହି ମହାବଳ ବାଘ ରାଜ୍ୟକୁ ଆସିବେ । ସେମାନଙ୍କ ମଧ୍ୟରୁ ୩ଟି ବାଘଙ୍କୁ ବରଗଡ଼ର ଡେବ୍ରିଗଡ଼ରେ ଛଡ଼ାଯିବାକୁ ଥିବାବେଳେ ଅନ୍ୟ ୨ଟିକୁ ଶିମିଳିପାଳରେ ଛଡ଼ାଯିବ । ଏନେଇ ଆଇନଗତ…

ରାଜ୍ୟର ଶ୍ରେଷ୍ଠ ମେଡିକାଲ୍ କଲେଜର ମାନ୍ୟତା ଲାଭ କଲା ଏମ୍ସ ଭୁବନେଶ୍ୱର

ଭୁବନେଶ୍ୱର: ଦେଶର ଶ୍ରେଷ୍ଠ ମେଡିକାଲ କଲେଜ ବର୍ଗରେ ୧୫ତମ ସ୍ଥାନରେ ରହିଛି ଏମ୍ସ ଭୁବନେଶ୍ୱର । ଏନେଇ କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ଜାତୀୟ ଶିକ୍ଷାନୁଷ୍ଠାନ ମାନ୍ୟତା ତାଲିକା (ଏନଆଇଆରଏଫ) ଜାରି ହୋଇଛି । ଗତ ବର୍ଷ ଏହି ଜାତୀୟ ଅନୁଷ୍ଠାନ ଏନଆଇଆରଏଫ୍ ତାଲିକାରେ ୧୭ତମ ସ୍ଥାନରେ ଥିଲା…

ଜଙ୍ଗଲରେ ମାଓ କ୍ୟାମ୍ପ ଠାବ, ଖସିଗଲେ ନକ୍ସଲ

ଭବାନୀପାଟଣା: କନ୍ଧମାଳ-କଳାହାଣ୍ଡି ସୀମା ଜଙ୍ଗଲରେ ନକ୍ସଲ କ୍ୟାମ୍ପ ଠାବ ହୋଇଛି। ସୁରକ୍ଷା କର୍ମୀଙ୍କ ସର୍ଚ୍ଚ ଅପରେସନ ବେଳେ ମାଣିକ ସାରୁ ପାହାଡ଼ରେ ଠାବ ହେଲା ମାଓବାଦୀଙ୍କ କ୍ୟାମ୍ପ। ଘଟଣାସ୍ଥଳରୁ ନକ୍ସଲ ଫେରାର ଥିବା ବେଳେ ଜବତ ହେଲା ମାଓ ସାମଗ୍ରୀ। ସୂଚନା ଅନୁସାରେ…

କ୍ଲବ ଘର ପଛପଟୁ ଯୁବକଙ୍କ ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର

ଜଟଣୀ: ଖୋର୍ଦ୍ଧା ଜିଲ୍ଲା ଜଟଣୀ ସ୍ଥିତ ରଙ୍ଗଣି ସାହି ୟୁଥ୍ କ୍ଲବ୍ ପଛ ପଟୁ ରକ୍ତାକ୍ତ ମୃତଦେହ ଉଦ୍ଧାର । ଜଣେ ଯୁବକଙ୍କ ମୃତଦେହ ତଣ୍ଟିକଟା ଅବସ୍ଥାରେ ଉଦ୍ଧାର କରାଯାଇଛି । ମୃତ ଯୁବକ ହେଲେ ପ୍ରଫୁଲ୍ଲ ବାରିକ (୪୮) । ତାଙ୍କ ଘର ହରିରାଜପୁରର ଗାଁରେ ବୋଲି ଜଣା ପଡିଛି । ମୃତଦେହ ଜବତ କରି…

କେଜ୍ରିୱାଲଙ୍କୁ ମିଳିଲାନି ଜାମିନ; ଅଗଷ୍ଟ ୨୩ରେ ପରବର୍ତ୍ତୀ ଶୁଣାଣି

ନୂଆଦିଲ୍ଲୀ: ପୁଣି ନିରାଶ ହେଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ୍ । ଆଜି ବି ତାଙ୍କୁ ମିଳିଲାନି ଜାମିନ୍ । ଦିଲ୍ଳୀ ମଦ ଦୁର୍ନୀତି ମାମଲାରେ ସୁପ୍ରିମକୋର୍ଟ ଆଜି କେଜ୍ରିୱାଲଙ୍କ ଅନ୍ତରୀଣ ଜାମିନ ଆବେଦନକୁ ପ୍ରତ୍ୟାଖ୍ୟାନ କରିଛନ୍ତି । ଜଷ୍ଟିସ ସୂର୍ଯ୍ୟକାନ୍ତ ଏବଂ ଉଜଲ ଭୁୟାଙ୍କ…

ଅନୁସୂଚିତ ଜାତି ଓ ଜନଜାତି ପକ୍ଷରୁ ଆସନ୍ତା ୨୧ରେ ଭାରତ ବନ୍ଦ ଡାକରା

ଭୁବନେଶ୍ବର: ଆସନ୍ତା ୨୧ରେ ଭାରତ ବନ୍ଦ । ସଂରକ୍ଷଣକୁ ନେଇ ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତି ବିରୋଧରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗ ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି । ଏହାକୁ କିପରି ସଫଳ କରାଯିବ ସେନେଇ ଉତ୍ତରପ୍ରଦେଶର ଦାଉଦନଗର ଜଳସେଚନ ବିଭାଗ ଡାକବଙ୍ଗଳାର ଅନୁସୂଚିତ ଜାତି ସମାଜର…

ଓଡ଼ିଶାର ୧୩ ଜଣଙ୍କୁ ପୋଲିସ ପଦକ

ଭୁବନେଶ୍ୱର: କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ସାହସିକତା ଓ ସେବା ମେଡାଲ ଘୋଷଣା। ଓଡ଼ିଶାର ୧୩ ଜଣଙ୍କୁ ମିଳିବ ପୋଲିସ ମେଡାଲ। ଉଲ୍ଲେଖନୀୟ ସେବା ପାଇଁ ୨ ଜଣଙ୍କୁ ମିଳିବ ରାଷ୍ଟ୍ରପତି ପୋଲିସ ପଦକ। ଏଡିଜି ସୁରେଶ ଦେବ ଦତ୍ତ ସିଂହ, ଡିଏସପି ସଚିଦାନନ୍ଦ ରଥଙ୍କୁ ମିଳିବ ମେଡାଲ। ୧୫ ପୋଲିସ…

୧୭ ଯାଏ ହାଲୁକାରୁ ମଧ୍ୟମ ବର୍ଷା, ୯ଟି ଜିଲ୍ଲାକୁ ସତର୍କତା ଜାରି

ଭୁବନେଶ୍ୱର: ଆସନ୍ତା ୧୭ ତାରିଖ ଯାଏ ରାଜ୍ୟର ଅଧିକାଂଶ ସ୍ଥାନରେ କାଁ ଭାଁ ବର୍ଷା ହୋଇପାରେ। ଅନେକ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ। ନିଅଣ୍ଟିଆ ବର୍ଷା ସ୍ଥିତି ବଢିବ। ବରିଷ୍ଠ ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ ଏହି ପୂର୍ବାନୁମାନ କରିଛନ୍ତି। ଆସନ୍ତା ୪ ଦିନ…

ରାଜ୍ୟସଭା ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ, ୯ ରାଜ୍ୟର ୧୨ଟି ଆସନ ପାଇଁ ହେବ ଉପନିର୍ବାଚନ

ଭୁବନେଶ୍ୱର: ରାଜ୍ୟସଭା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି। ୯ ରାଜ୍ୟର ୧୨ଟି ଆସନ ପାଇଁ ହେବ ଉପନିର୍ବାଚନ। ଓଡ଼ିଶାର ଗୋଟିଏ ଆସନ ପାଇଁ ହେବ ଉପନିର୍ବାଚନ। ମମତା ମହାନ୍ତଙ୍କ ଇସ୍ତଫା ପରେ ଖାଲି ପଡ଼ିଛି ଆସନ। ଅଗଷ୍ଟ ୨୧ରେ ନାମାଙ୍କନ ଦାଖଲର ଶେଷ ଦିନ ହୋଇଥିବା ବେଳେ ଅଗଷ୍ଟ ୨୭ରେ…

ୱିଣ୍ଡୋଜ୍ ବ୍ୟବହାର କରୁଥିଲେ ସାବଧାନ, ସରକାର ଜାରି କଲେ ଚେତାବନୀ

ନୂଆଦିଲ୍ଲୀ: ବର୍ତ୍ତମାନର ଯୁଗରେ ଟେକ୍ନୋଲୋଜି ମାନବ ଜୀବନକୁ ଅତି ସହଜ କରିଦେଇଛି । କିନ୍ତୁ ଏହା ସହିତ ଏହା ଅନେକ ବିପଦ ମଧ୍ୟ ସୃଷ୍ଟି କରିଛି । ବର୍ତ୍ତମାନର ମୟରେ ସବୁଠାରୁ ବଡ ବିପଦ ହେଉଛି ସାଇବର ଆକ୍ରମଣ। ସାଇବର ଠକମାନେ ପ୍ରତିଦିନ ଲୋକଙ୍କୁ ଟାର୍ଗେଟ କରିବା ପାଇଁ ନୂଆ ଉପାୟ ଅବଲମ୍ବନ…