Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ଚା’ରେ ଚିନି ନୁହେଁ ଗୁଡ଼ ବ୍ୟବହାର କରନ୍ତୁ, ଦୂର ହେବ ଋତୁସ୍ରାବ ଜନିତ ପେଟ ବ୍ୟଥା

ଦୀର୍ଘ ଶତାବ୍ଦୀ ଧରି ପ୍ରତ୍ୟେକ ଭାରତୀୟଙ୍କ ଘରେ ଗୁଡ଼ ବ୍ୟବହାର କରାଯାଇ ଆସୁଛି। ବିଶେଷକରି ଶୀତଦିନେ, ପିଲାଠାରୁ ଆରମ୍ଭ କରି ବୃଦ୍ଧ ପର୍ଯ୍ୟନ୍ତ ସମସ୍ତେ ବହୁତ ଗୁଡ଼ ଖାଆନ୍ତି। କାରଣ ପୂର୍ବକାଳର ଲୋକେ କୁହନ୍ତି ଯେ ଗୁଡ ଖାଇଲେ ସ୍ୱାସ୍ଥ୍ୟ ପାଇ ଅନେକ ଲାଭ ହୋଇଥାଏ। କେବଳ ଏତିକି ନୁହେଁ,…

ବିହାରରେ ଚାଞ୍ଚଲ୍ୟ; ଦୁଷ୍କର୍ମ ଉଦ୍ୟମ କରୁଥିବା ଡାକ୍ତରଙ୍କ ପ୍ରାଇଭେଟ୍ ପାର୍ଟ କାଟିଲେ ନର୍ସ

ସମସ୍ତିପୁର: ବିହାରର ସମସ୍ତିପୁର ଜିଲ୍ଲାରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଏଠାରେ ଜଣେ ଡାକ୍ତର ଦୁଇ ସହକର୍ମୀଙ୍କ ସହ ମିଶି ଜଣେ ନର୍ସଙ୍କୁ ଦୁଷ୍କର୍ମ କରିବାକୁ ଚେଷ୍ଟା କରିଥିଲେ। ଯାହା ପରେ ନିଜକୁ ବଞ୍ଚାଇବାକୁ ଯାଇ ଡାକ୍ତରଙ୍କ ପ୍ରାଇଭେଟ୍ ପାର୍ଟ କାଟିଦେଇଥିଲେ।…

ଫିଲ୍ମ ଛଡାଇ ନେଇଛନ୍ତି ଷ୍ଟାର୍‌କିଡ୍

ମୁମ୍ବାଇ: ରକୁଲ ପ୍ରୀତ ସିଂହ ବଲିଉଡ ପର୍ଯ୍ୟନ୍ତ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ଏହି ଅଭିନେତ୍ରୀ କେବଳ ତାମିଲ ଏବଂ ତେଲୁଗୁ ଭାଷାରେ ଅନେକ ସୁପରହିଟ୍ ଚଳଚ୍ଚିତ୍ର କରିନାହାଁନ୍ତି, ବରଂ 'ଦେ ଦେ ପ୍ୟାର୍ ଦେ', 'ରନୱେ 34', 'ଡକ୍ଟର ଜୀ' ଏବଂ 'ଛତ୍ରୀୱାଲୀ' ଭଳି ହିନ୍ଦୀ ସିନେମାରେ…

ଗିରଫ ହେଲେ ବିଜେଡିର ପୂର୍ବତନ ବ୍ଲକ ସଭାପତି

ମୟୂରଭଞ୍ଜ: ବନ୍ଧା ହେଲେ ବିଜେଡିର ପୂର୍ବତନ ବ୍ଲକ ସଭାପତି । ମୟୂରଭଞ୍ଜ ଜିଲ୍ଲାଶୁଳିଆପଦା ବ୍ଲକ ବିଜେଡିର ପୂର୍ବତନ ସଭାପତି ଦିବ୍ୟଲୋଚନ ଦାଶଙ୍କୁ ଗିରଫ କରିଛି ଭିଜିଲାନ୍ସ । ଏଥିସହିତ ତାଙ୍କ ସହ ଜଣେ ଠିକା କର୍ମଚାରୀ ମନୋଜ ଦେଓଙ୍କୁ ବି ଗିରଫ କରିଛି ଭିଜିଲାନ୍ସ । ଓମ୍ବାଡ୍‌ସି ପାଣ୍ଠିରୁ…

ରେଭେନ୍ସା କଲେଜ ନାମ ପରିବର୍ତ୍ତନରେ ଭର୍ତ୍ତୃହରିଙ୍କ ଛୁଙ୍କ: କହିଲେ କିଛି ଅସୁବିଧା ନାହିଁ…

କଟକ: ଏବେ ଜୋରଦାର ତେଜିବାରେ ଲାଗିଛି ରେଭେନ୍ସା ରାଜନୀତି । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଗୋଟିଏ ଉକ୍ତି ଏବେ ପୂରା ରାଜ୍ୟ ରାଜନୀତିରେ ହଇଚଇ ସୃଷ୍ଟି କରିଛି । ରେଭେନ୍ସା କଲେଜର ନାଁ ପରିବର୍ତ୍ତନ ପ୍ରସଙ୍ଗ ଉଠିବା ପରେ ଏହାକୁ ନେଇ ଯୁକ୍ତି ବାଢୁଛନ୍ତି ବିଭିନ୍ନ ବ୍ୟକ୍ତି…

ଗଣେଶ ଭସାଣିରେ ଅଘଟଣ: ବୁଡିଗଲେ ୪ ଛାତ୍ର, ୨ ନିଖୋଜ

ବାରିପଦା: ବାରିପଦାରେ ବଡ ଅଘଟଣ । ଗଣେଶ ମୂର୍ତ୍ତି ଭସାଣି ବେଳେ ବୁଡ଼ିଗଲେ ୪ ଛାତ୍ର । ସେମାନଙ୍କ ମଧ୍ୟରୁ ତୁରନ୍ତ ସ୍ଥାନୀୟ ଲୋକେ ଦୁଇ ଜଣଙ୍କୁ ଉଦ୍ଧାର କରିଥିବା ବେଳେ ଆଉ ୨ ଜଣ ନିଖୋଜ ଅଛନ୍ତି । ବାରିପଦା ଲକ୍ଷ୍ମୀପୋଷି ଦେଇ ଯାଇଥିବା ସୁବର୍ଣ୍ଣରେଖା ନଦୀରେ ଗଣେଶ ଭସାଣି ଦେଖିବାକୁ…

ମହୋଦଧିରେ ଖୋଲିବନି ମଦ କୁଡିଆ: ପଛ ଘୁଞ୍ଚା ଦେଲେ ସରକାର

ପୁରୀ: ଆଉ ମହୋଦଧିରେ ଖୋଲିବନି ମଦ କୁଡିଆ । ବିରୋଧ ଓ ବିକ୍ଷୋଭ ପରେ ଏବେ ପଛ ଘୁଞ୍ଚା ଦେଇଛନ୍ତି ରାଜ୍ୟ ସରକାର । ଅବକାରୀ ନୀତିରେ ପରିବର୍ତ୍ତନ ଆଣି ପୁରୀ ବେଳା ଭୂମିରେ ମଦ କୁଡିଆ ଖୋଲିବ ନାହିଁ ବୋଲି ନିର୍ଦ୍ଦେଶ ଦେଇଛନ୍ତି । ଏଥିସହିତ ପୁରୀ ପୌରାଞ୍ଚଳରେ ମଧ୍ୟ ମଦ କ୍ୟାବିନ୍‌…

୧୮ରେ ଏଏସଆଇ ଦ୍ବାରା ଯାଞ୍ଚ ହେବ ରତ୍ନଭଣ୍ଡାର

ପୁରୀ: ଆସନ୍ତା ୧୮ ତାରିଖ ପୁଣି ରତ୍ନ ଭଣ୍ଡାର ଯାଞ୍ଚ ହେବ । ଏଥିପାଇଁ ନୀତି ନିର୍ଘଣ୍ଟ ହୋଇସାରିଛି । ଆସନ୍ତା ୧୮ ତାରିଖରେ ଏଏସଆଇ ଅତିରିକ୍ତ ମହାନିର୍ଦ୍ଦେଶକଙ୍କ ନେତୃତ୍ବରେ ରତ୍ନଭଣ୍ଡାର ଯାଞ୍ଚ ପ୍ରକ୍ରିୟା ଆରମ୍ଭ ହେବ । ଏନେଇ ସୂଚନା ଦେଇଛନ୍ତି ଶ୍ରୀ ମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ…

ସୃଷ୍ଟି ହେଲା ଲଘୁଚାପ: ଆହୁରି ୩ ଦିନ ବର୍ଷିବ, ୧୫ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ

ଭୁବନେଶ୍ବର: ପୁଣି ସୃଷ୍ଟି ହୋଇଛି ଆଉ ଏକ ଲଘୁଚାପ କ୍ଷେତ୍ର । ଏହାର ପ୍ରଭାବରେ ରାଜ୍ୟରେ ଆସନ୍ତା ୩ ଦିନ ଯାଏଁ ତୁହାକୁ ତୁହା ବର୍ଷା ଜାରି ରହିବ । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଦକ୍ଷିଣପୂର୍ବ ବାଂଲାଦେଶ ଓ ସଂଲଗ୍ନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର…

ଜେଲ୍‌ରୁ ବାହାରିବେ ଅରବିନ୍ଦ କେଜ୍ରିୱାଲ, ମିଳିଲା ଜାମିନ୍‌

ନୂଆଦିଲ୍ଲୀ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଆଶ୍ୱସ୍ତି। ଖୁବଶୀଘ୍ର ଜେଲରୁ ବାହାରିବେ କେଜ୍ରିୱାଲ। ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ଅରବିନ୍ଦ କେଜ୍ରିୱାଲଙ୍କୁ ମିଳିଲା ଜାମିନ୍‌। ସିବିଆଇ ପଞ୍ଜୀକୃତ ମାମଲାରେ ସୁପ୍ରିମକୋର୍ଟରୁ ସର୍ତ୍ତମୂଳକ ଜାମିନ୍‌ ପ୍ରଦାନ…