Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ଚାଷୀଙ୍କ ପାଇଁ ଖୁସି ଖବର; ଏହି ଦିନ ମିଳିବ ସିଏମ କିଷାନ ଟଙ୍କା

ଭୁବନେଶ୍ବର: କାଳିଆ ଯୋଜନା ଓ ସିଏମ କିଷାନ ଯୋଜନା ହିତାଧିକାରୀ ତାଲିକା ନେଇ ଦ୍ବନ୍ଦ୍ବ ମଧ୍ୟରେ ଆସିଲା ଖୁସି ଖବର । ଚାଷୀଙ୍କୁ ଟଙ୍କା ଦେବେ ମୋହନ ସରକାର । ନୂଆଁଖାଇ ଅବସରରେ ଚାଷୀଙ୍କୁ ମିଳିବ ସିଏମ କିଷାନ ଯୋଜନା ଟଙ୍କା । ଏନେଇ ସମସ୍ତ ପ୍ରସ୍ତୁତି ଚୂଡାନ୍ତ ଶେଷ ପର୍ଯ୍ୟାୟରେ ପହଞ୍ଚିଛି ।…

ଓଡ଼ିଶା ଗସ୍ତରେ ଦୁଇ କେନ୍ଦ୍ର ମନ୍ତ୍ରୀ; ନବାଗତ ବିଧାୟକଙ୍କୁ ଦେବେ ଗୁରୁମନ୍ତ୍ର

ଭୁବନେଶ୍ବର: ଆସନ୍ତା ୧୭ ଓ ୧୮ ଦୁଇ ଦିନ ଧରି ବିଧାନସଭାରେ ଚାଲିବ ବିଧାୟକଙ୍କ ତାଲିମ୍‌ କର୍ମଶାଳା । ଏନେଇ ଓଡ଼ିଶା ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା । ଆସନ୍ତା ୧୮ ତାରିଖରେ ଦିନିକିଆ ଗସ୍ତରେ ଆସିବେ ନଡ୍ଡା । ବିଧାନସଭାରେ ବିଧାୟକମାନଙ୍କ ତାଲିମ୍ କାର୍ଯ୍ୟକ୍ରମରେ…

ପୂର୍ବତନ ଆଇଏସଆଇ ମୁଖ୍ୟ ଫୈଜ୍ ହମିଦଙ୍କୁ ଗିରଫ କଲା ପାକିସ୍ତାନ ସେନା

ଇସଲାମବାଦ: ପାକିସ୍ତାନର ଗୁଇନ୍ଦା ସଂସ୍ଥା ଆଇଏସଆଇର ପୂର୍ବତନ ମୁଖ୍ୟ ଫୈଜ ହମିଦ ଙ୍କୁ ଆଜି ଗିରଫ କରିଛି ପାକିସ୍ତାନ ସେନା । ସାମରିକ ହେପାଜତକୁ ନେଇ ତାଙ୍କ ବିରୋଧରେ ପ୍ରକ୍ରିୟା ଆରମ୍ଭ କରିଛି କୋର୍ଟ ମାର୍ଶାଲ । ପାକିସ୍ତାନ ସେନାର ଗଣମାଧ୍ୟମର ଖବର ଅନୁଯାୟୀ, ସୁପ୍ରିମକୋର୍ଟଙ୍କ…

ବାଂଲାଦେଶରେ ହିନ୍ଦୁମାନଙ୍କ ଉପରେ ଆକ୍ରମଣ ଘଟଣା; ଟ୍ବିଟ୍ କରି ଏପରି କହିଲେ ପ୍ରିୟଙ୍କା ଗାନ୍ଧୀ

ନୂଆଦିଲ୍ଲୀ: ବାଂଲାଦେଶରେ ହିଂସା କମିବାର ନାଁ ନେଉନି । ହିନ୍ଦୁ ଓ ଅନ୍ୟ ସଂଖ୍ୟାଲଘୁ ସଂପ୍ରଦାୟ ଉପରେ ଆକ୍ରମଣ ଜାରି ରହିଛି । ଏହି ଘଟଣା ଉପରେ ଆଜି ପ୍ରତିକ୍ରିୟା ଦେଇଛନ୍ତି କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧି ଭଦ୍ରା । ସେ ସୋସିଆଲ ମିଡିଆ 'ଏକ୍ସ'ରେ ପୋଷ୍ଟ କରି ଲେଖିଛନ୍ତି ଯେ,…

ସ୍ବାଧୀନତା ଦିବସ ଅବସରରେ କେଜ୍ରିଓ୍ବାଲଙ୍କ ଅନୁପସ୍ଥିତିରେ ଏହି ମନ୍ତ୍ରୀ କରିବ ପତାକା ଉତ୍ତୋଳନ

ନୂଆଦିଲ୍ଲୀ: ସ୍ବାଧୀନତା ଦିବସ ଅବସରରେ ଦିଲ୍ଲୀର ଛତ୍ରସାଲ ଷ୍ଟାଡିୟମରେ ମୁଖ୍ୟମନ୍ତ୍ରୀ କେଜ୍ରିଓ୍ବାଲଙ୍କ ବଦଳରେ ମନ୍ତ୍ରୀ ଆତିଶୀ ପତାକା ଉତ୍ତୋଳନ କରିବେ । ଏନେଇ ସୂଚନା ଦେଇଛନ୍ତି ଦିଲ୍ଲୀ ସରକାରଙ୍କ ପରିବେଶ ମନ୍ତ୍ରୀ ଗୋପାଳ ରାୟ । ଆଜି ତିହାର ଜେଲ୍ ଯାଇ ମୁଖ୍ୟମନ୍ତ୍ରୀ କେଜ୍ରିଓ୍ବାଲଙ୍କ…

ବିବାଦ ଭିତରେ ପୂଜ ଖେଡକରଙ୍କୁ ବଡ ଆଶ୍ୱସ୍ତି

ନୂଆଦିଲ୍ଲୀ: ପୂର୍ବତନ ଟ୍ରେନି ଆଇଏଏସ ପୂଜା ଖେଡକରଙ୍କୁ ଆଶ୍ବସ୍ତି । ପୂଜାଙ୍କ ଗିରଫଦାରି ଉପରେ ରହିତାଦେଶ ଲଗାଇଲେ ଦିଲ୍ଲୀ ହାଇକୋର୍ଟ । ଅଗଷ୍ଟ ୨୧ ପର୍ଯ୍ୟନ୍ତ ତାଙ୍କୁ ଗିରଫ କରିପାରିବ ନାହିଁ ବୋଲି ଦିଲ୍ଲୀ ପୋଲିସଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । ଜଷ୍ଟିସ ସୁବ୍ରମଣ୍ୟମ…

ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଫୋନ କରି କଥା ହେଲେ ମମତା ବାନାର୍ଜୀ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଫୋନ କରି କଥା ହେଲେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ l ପଶ୍ଚିମବଙ୍ଗର ଶ୍ରମିକଙ୍କ ଉପରେ ଓଡ଼ିଶାରେ ଅତ୍ୟାଚାର ଅଭିଯୋଗ ହେଉଛି । ଏହାକୁ ଗୁରୁତ୍ୱର ସହ ନେବା ସହ ମୁଖ୍ୟମନ୍ତ୍ରୀ ହସ୍ତକ୍ଷେପ କରିବାକୁ ଅନୁରୋଧ କରିଛନ୍ତି ମମତା ।…

ସେଂଟ୍ ମାର୍ଟିନ ପାଇଁ ହସିନାଙ୍କୁ ତଡିଲା ଆମେରିକା ?

ନୂଆଦିଲ୍ଲୀ: ବାଂଲାଦେଶର ଏକ ଛୋଟ ଆଇଲାଣ୍ଡ୍ ହେଲା କି ଶେଖ୍ ହସିନାଙ୍କ କ୍ଷମତାଚ୍ୟୁତର କାରଣ ? ଆଇଲାଣ୍ଡର ସାର୍ବଭୌମତ୍ୱ ନ ମିଳିବାରୁ ହସିନା ସରକାର ବିରୋଧରେ ଷଡଯନ୍ତ୍ର କରିଥିଲା କି ଆମେରିକା ? ବାଂଲାଦେଶର ବିକ୍ଷୋଭ ଓ ପ୍ରତିବାଦ ପଛରେ ଆମେରିକାର ହାତ ନେଇ ପ୍ରଥମ ଥର ପାଇଁ ଇସାରା କରିଛନ୍ତି…

ବିବାଦ…ବିତ୍ତିହୋତ୍ର…ବିଦାୟ

ଭୁବନେଶ୍ବର: ବିତ୍ତିହୋତ୍ର ମହାନ୍ତିଙ୍କ ମୃତ୍ୟୁ । ପୂର୍ବତନ ଜେଲ୍ ଡିଜି ବିଦ୍ୟାଭୂଷଣ ମହାନ୍ତିଙ୍କ ପୁଅ ବିତ୍ତିହୋତ୍ରଙ୍କର ଭୁବନେଶ୍ବର ଏମସରେ ମୃତ୍ୟୁ ହୋଇଛି । ସେ ଷ୍ଟୋମାକ କ୍ୟାନସରରେ ଆକ୍ରାନ୍ତ ଥିଲେ । ପ୍ରଥମେ ତାଙ୍କୁ କଟକ ଆଚାର୍ଯ୍ୟ ହରିହର ମେଡିକାଲ ଓ ପରେ ଭୁବନେଶ୍ବର ଏମସରେ…

ବିଜେଡି ବିଧାୟକ ସାରଦା ନାୟକଙ୍କୁ ହାଇକୋର୍ଟ ନୋଟିସ

କଟକ: ନିର୍ବାଚନରେ ଅନିୟମିତତା ମାମଲାରେ ଆଉ ଜଣେ ବିଧାୟକଙ୍କୁ ହାଇକୋର୍ଟ ନୋଟିସ ଜାରି କରିଛନ୍ତି । ରାଉରକେଲା ବିଧାୟକ ସାରଦା ପ୍ରସାଦ ନାୟକଙ୍କୁ ନୋଟିସ ଜାରି ହୋଇଛି । ରସିଦ୍ ଅସଲମ ନାମକ ଜଣେ ଭୋଟର ସାରଦାଙ୍କ ନାଁରେ ମାମଲା ଦାଏର କରିଥିଲେ । ତେବେ ନାମାଙ୍କନ ବେଳେ ମିଥ୍ୟା ସତ୍ୟପାଠ…