Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

‘ଆଗକୁ ଆସୁଛି ବିପଦ ପ୍ରସ୍ତୁତ ରହୁ ଭାରତ, ଆମେ ଏବେ ଏକୁଟିଆ ହେଇଗଲୁ’

ନୂଆଦିଲ୍ଲୀ: ବାଂଲାଦେଶ ପ୍ରସଙ୍ଗରେ ଜାତୀୟ ସମ୍ମିଳନୀ ମୁଖ୍ୟ ତଥା ଜମ୍ମୁ କଶ୍ମୀରର ମୁଖ୍ୟମନ୍ତ୍ରୀ ଫାରୁକ୍ ଅବଦ୍ଦୁଲ୍ଲା ହଜ ନୀତି ଓ କେନ୍ଦ୍ର ଶାସିତ ଅଞ୍ଚଳରେ ନିର୍ବାଚନକୁ ନେଇ ସରକାରଙ୍କୁ ଆଟାକ କରିଛନ୍ତି । ଏହା ସହିତ ବାଂଲାଦେଶ ହିଂସା ଘଟଣାରେ ପ୍ରତିକ୍ରିୟା ଦେଇଛନ୍ତି । ଏହି ଘଟଣା ଉପରେ…

ରାଜଧାନୀରେ ଟ୍ରାଫିକ ପୋଲିସ ପିନ୍ଧିବେ ଗେରୁଆ ରଙ୍ଗର ରେନକୋଟ୍‌

ଭୁବନେଶ୍ବର: ଏବେ ଗେରୁଆ ରଙ୍ଗର ରେନକୋଟ୍‌ ପିନ୍ଧିବେ ଭୁବନେଶ୍ୱର ଟ୍ରାଫିକ ପୋଲିସ । ଏନେଇ ଆଜି ରାଜଧାନୀର ସମସ୍ତ ଟ୍ରାଫିକ ପୋଲିସଙ୍କୁ ଟ୍ରାଫିକ ଥାନାରେ ନୂଆ ରେନକୋଟ୍‌ ଦିଆଯାଇଛି । ଭାରତୀୟ ଷ୍ଟେଟ ବ୍ୟାଙ୍କ ତରଫରୁ ଏହି ନୂଆ ରେନକୋଟ୍‌ ପ୍ରଦାନ କରାଯାଇଛି । ତେବେ ଏହି ରେନକୋଟ୍ ର…

ହିଂସା ନିଆଁରେ ଜଳୁଛି ବାଂଲାଦେଶ; ଏୟାର ଇଣ୍ଡିଆର ସ୍ୱତନ୍ତ୍ର ବିମାନରେ ଢାକାରୁ ଫେରିଲେ ୨୦୫ ଭାରତୀୟ

ନୂଆଦିଲ୍ଲୀ: ବାଂଲାଦେଶରେ ସଂରକ୍ଷଣକୁ ନେଇ ଲାଗିରହିଛି ଅଶାନ୍ତ ପରିସ୍ଥିତି । ଚାରିଆଡେ ହିଂସାକାଣ୍ଡ ଓ ବିଦ୍ରୋହ ଅତି ଉଗ୍ର ରୂପ ନେଲାଣି । ଏହାରି ଭିତରେ ସେଠାରେ ଫଶି ରହିଥିବା ଭାରତୀୟମାନଙ୍କୁ ନିଜ ଦେଶକୁ ଫେରାଇ ଆଣିବାକୁ ଭାରତ ସରକାର ପ୍ରକ୍ରିାୟ ଆରମ୍ଭ କରିଦେଇଛନ୍ତି । ଆଜି ଏୟାର…

ଭିନେଶ ଅଯୋଗ୍ୟ ଘୋଷିତ; ‘ଏହା ମହିଳା ମାନଙ୍କ ପାଇଁ ଏକ ପ୍ରକାର ଶିକ୍ଷା’

ନୂଆଦିଲ୍ଲୀ: ଭିନେଶ ଫୋଗାଟ ପ୍ୟାରିସ ଅଲିମ୍ପିକ୍ସରୁ ଅଯୋଗ୍ୟ ଘୋଷିତ ହେବା ଉପରେ ବିଜେପି ସାଂସଦ ହେମା ମାଲିନି କହିଛନ୍ତି ଯେ, '୧୦୦ ଗ୍ରାମ ହେତୁ ବିନେଶ ଫୋଗାଟ ଅଯୋଗ୍ୟ ଘୋଷିତ ହେବା ଅତ୍ୟନ୍ତ ଆଶ୍ଚର୍ଯ୍ୟଜନକ ଅଟେ । ଏହା ଦ୍ବାରା ଜଣାଯାଏ ଯେ, ନିଜର ଓଜନକୁ ସଠିକ୍ ଭାବରେ ବଜାୟ ରଖିବା କେତେ…

ରିମାଣ୍ଡରେ ଖୁଲାସା; ୯୯ ରାଣୀର ରାଜା ଥିଲା ସତ୍ୟଜିତ ସାମଲ

ଭୁବନେଶ୍ବର: ଖୋଲୁଛି ଧୋକାବାଦ ସତ୍ୟଜିତ ସାମଲଙ୍କ ଗୁମର । ଗତକାଲି ଠୁ ଦୁଇ ଦିନିଆ ରିମାଣ୍ଡରେ ଗଲା ପରେ ଧିରେ ଧିରେ ଖୋଲୁଛି ସବୁ ରହସ୍ୟ । ୪୯ ନୁହେଁ ବରଂ ୯୯ ମହିଳାଙ୍କ ସହ ଥିଲା ତାର ସମ୍ପର୍କ । ରିମାଣ୍ଡର ପଚରା ଉଚରା ସମୟରେ ଫେକ୍ ପୋଲିସ ଆଇଡି ସହ ପାସପୋର୍ଟ ଜବତ ହୋଇଛି । ଅଭିଯୁକ୍ତ…

ସରକାରୀ କର୍ମଚାରୀଙ୍କ ଗୁପ୍ତ ଚରିତ୍ର ପଞ୍ଜିକାରୁ ହଟିଲା ୫-ଟି ଚାର୍ଟର

ଭୁବନେଶ୍ୱର: ସରକାରୀ କର୍ମଚାରୀଙ୍କ ଗୁପ୍ତ ଚରିତ୍ର ପଞ୍ଜିକାରୁ ହଟିଲା ଫାଇଭ୍ -ଟି ଚାର୍ଟ । 5T ଚାର୍ଟର ଓ ‘ମୋ ସରକାର’ ହଟାଇବାକୁ ଜିଏ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। କ, ଖ ଏବଂ ଗ ବର୍ଗର ସରକାରୀ କର୍ମଚାରୀଙ୍କ ସିସିଆର୍ ରୁ ଏହା ହଟାଯିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏବେ ଏହାର କୌଣସି…

ସେପ୍ଟେମ୍ବର ୩ରେ ହେବ ରାଜ୍ୟସଭା ଉପନିର୍ବାଚନ

ଭୁବନେଶ୍ୱର: ସେପ୍ଟେମ୍ବର ୩ରେ ରାଜ୍ୟସଭା ଉପନିର୍ବାଚନ l ରାଜ୍ୟସଭା ଉପ ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି l ଏନେଇ ସୂଚନା ଦେଇଛନ୍ତି ଇଲେକ୍ସନ କମିଶନର l ଖାଲିଥିବା ୧୨ଟି ଆସନ ପାଇଁ ହେବ ଉପନିର୍ବାଚନ l ଉପନିର୍ବାଚନ ପାଇଁ ଅଗଷ୍ଟ ୧୪ରେ ପ୍ରକାଶ ପାଇବ ବିଜ୍ଞପ୍ତି l ଅଗଷ୍ଟ ୨୧…

‘ଯାହା ବାଂଲାଦେଶରେ ହେଉଛି, ସେହିଭଳି ଭାରତରେ ମଧ୍ୟ ହୋଇପାରେ’

ନୂଆଦିଲ୍ଲୀ: ବାଂଲାଦେଶରେ ଥମିବାର ନାଁ ନଉନାହିଁ ହିଂସା । ଦିନକୁ ଦିନ ସେଠାରେ ସ୍ଥିତି ଅତି ଦୟନୀୟ ଅବସ୍ଥାକୁ ଗତି କରୁଥିବା ଦେଖିବାକୁ ମିଳୁଛି । ଶେଖ୍ ହସିନାଙ୍କୁ ବାଂଲାଦେଶ ଛାଡିବାର ତିନି ଦିନ ହୋଇସାରିଥିଲେ ମଧ୍ୟ ସେଠାକାର ପରିସ୍ଥିତିରେ କୌଣସି ପ୍ରକାର ସୁଧାର ଆସୁନି । ଏହାରି ଭିତରେ…

ଜାମ୍ମୁକାଶ୍ମୀର ପୋଲିସ୍ ପ୍ରଶାସନର ମୁଖିଆ ହେଲେ ଓଡିଆ ପୁଅ

ଭୁବନେଶ୍ବର: ଜାମ୍ମୁକାଶ୍ମୀର ପୋଲିସ୍ ପ୍ରଶାସନର ମୁଖିଆ ଭାର ଗ୍ରହଣ କଲେ ଓଡିଆ ପୁଅ । ଓଡ଼ିଶାର ରଶ୍ମୀରଂଜନ ସ୍ବାଇଁ ଜାମ୍ମୁକାଶ୍ମୀର ଡିଜିପି ଭାବେ ନିଯୁକ୍ତି ହୋଇଛନ୍ତି । ଏଜିଏମୟୁଟି କ୍ୟାଡରର ଓଡ଼ିଆ ଆଇପିଏସ୍‌ ରଶ୍ମୀରଂଜନ ସ୍ବାଇଁଙ୍କ ନିଯୁକ୍ତି ନେଇ ଗୃହ ମନ୍ତ୍ରାଳୟ ପକ୍ଷରୁ…

ଲଗାଣ ବର୍ଷାରେ ବେହାଲ ଓଡିଶା, ବାଙ୍କୀରେ ସର୍ବାଧିକ ବର୍ଷା ରେକର୍ଡ

କଟକ: ରାଜ୍ୟର ଅନେକ ସ୍ଥାନରେ ଜାରି ରହିଛି ଲଗାଣ ବର୍ଷା । ବର୍ଷାରେ ଅସ୍ତବ୍ୟସ୍ତ ଜନଜୀବନ । ଏହାରି ଭିତରେ ଗତ ୨୪ ଘଣ୍ଟାରେ କଟକ ବାଙ୍କୀରେ ସର୍ବାଧିକ ବର୍ଷା ରେକର୍ଡ କରାଯାଇଛି । ବାଙ୍କୀରେ ସର୍ବାଧିକ ୩୧୭ ମିମି ବର୍ଷା ରେକର୍ଡ ହୋଇଥିବା ବେଳେ ନୟାଗଡ଼ ଭାପୁରରେ ଦ୍ବିତୀୟ ସର୍ବାଧିକ ୨୧୦…