Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

Budget 2026: କାହିଁକି ଚର୍ଚ୍ଚାରେ ନିର୍ମଳାଙ୍କ Part-B ପେଡ଼ି? ବଦଳେଇ ଦେବ ଭାରତର ଭବିଷ୍ୟତ! ଭାଙ୍ଗିଯିବ ୭୫ ବର୍ଷର…

ନୂଆଦିଲ୍ଲୀ: ଆଜି ଭାରତୀୟ ଅର୍ଥନୀତି ପାଇଁ ଏକ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଦିନ। ଯେତେବେଳେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ବଜେଟ ଉପସ୍ଥାପନ କରିବାକୁ ସଂସଦରେ ଠିଆ ହେବେ, ସମସ୍ତଙ୍କ ନଜର କେବଳ ନୂତନ ଯୋଜନା କିମ୍ବା ଟିକସ ସ୍ଲାବ ଉପରେ ନୁହେଁ, ବରଂ ତାଙ୍କ ଭାଷଣ ଶୈଳୀ ଉପରେ ମଧ୍ୟ…

Union Budget 2026: ବଜେଟ୍ ଉପସ୍ଥାପନ ପୂର୍ବରୁ ଅର୍ଥମନ୍ତ୍ରୀଙ୍କୁ ‘ଦହି-ଚିନି’ ଖୁଆଇଲେ ରାଷ୍ଟ୍ରପତି 

ନୂଆଦିଲ୍ଲୀ: ଆଜି ସଂସଦରେ କେନ୍ଦ୍ରୀୟ ବଜେଟ୍ ଉପସ୍ଥାପନ କରିବା ପୂର୍ବରୁ, କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ତାଙ୍କ ଦଳ ସହିତ ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଥିଲେ। ପାରମ୍ପରିକ ରୀତିନୀତି ଅନୁଯାୟୀ, ରାଷ୍ଟ୍ରପତି ଅର୍ଥମନ୍ତ୍ରୀଙ୍କୁ ଦହି ଏବଂ ଚିନି…

୧୧୨କୁ ଫୋନ କରନ୍ତୁ ଓଡ଼ିଶା ଅଗ୍ନିଶମ ବିଭାଗର ସେବା ନିଅନ୍ତୁ: ଅଗ୍ନିଶମ ଡିଜି

ଭୁବନେଶ୍ୱର: ସଡ଼କ ସୁରକ୍ଷା ମାସର ଶେଷ ଦିନରେ ଓଡ଼ିଶା ଅଗ୍ନିଶମ ଏବଂ ଜରୁରୀକାଳୀନ ସେବା ଉପରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ସଡ଼କ ଦୁର୍ଘଟଣା ପ୍ରତିକ୍ରିୟା ଏବଂ ବିପର୍ଯ୍ୟୟ ପରିଚାଳନାରେ ବିଭାଗର ଗୁରୁତ୍ୱପୂର୍ଣ୍ଣ ଭୂମିକା ଉପରେ ଆଲୋଚନା କରିଛନ୍ତି ଅଗ୍ନିଶମ…

ବଜେଟ୍ ୨୦୨୬ ଉପସ୍ଥପାନ ପୂର୍ବରୁ କାର୍ତ୍ତବ୍ୟ ଭବନରେ ପହଞ୍ଚିଲେ ନିର୍ମଳା ସୀତାରମଣ

ନୂଆଦିଲ୍ଲୀ: ଆଜି ଦେଶର ସାଧାରଣ ବଜେଟ୍ ଉପସ୍ଥାପନ ହେବାକୁ ଯାଉଛି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ତାଙ୍କର କ୍ରମାଗତ ନବମ ବଜେଟ୍ ଉପସ୍ଥାପନ କରି ଏକ ନୂତନ ରେକର୍ଡ ସ୍ଥାପନ କରିବାକୁ ଯାଉଛନ୍ତି। ସାରା ଦେଶ ଅପକ୍ଷୋ କରିଛି ବଜେଟ୍‌କୁ। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଆଜି ସକାଳେ…

ଶ୍ରୀମନ୍ଦିରକୁ ୧୦ ଲକ୍ଷ ଟଙ୍କା ଦାନ କଲେ ସ୍ୱର୍ଗତ IAS ସୁବାଷ ପାଣିଙ୍କ ଧର୍ମପତ୍ନୀ

ଭୁବନେଶ୍ୱର: ଶ୍ରୀମନ୍ଦିରକୁ ୧୦ ଲକ୍ଷ ୧୧ ହଜାର ୧୧୧ ଟଙ୍କା ଦାନ କଲେ ସ୍ୱର୍ଗତ ଆଇଏଏସ ସୁବାଷ ପାଣିଙ୍କ ଧର୍ମପତ୍ନୀ। ମାଘ ଏକାଦଶୀ ପୁନ୍ୟ ତିଥୀରେ ଦିବଙ୍ଗତ ସୁବାଷ ପାଣି ପୁରୀ ଜଗନ୍ନାଥ ଶୀମନ୍ଦିରକୁ ୧୦, ୧୧୧୧୧ ଟଙ୍କା ଦାନ କରିଛନ୍ତି। ସ୍ୱର୍ଗତ ସୁବାଷ ପାଣି ଆଇଏଏସ ପ୍ରଶିକ୍ଷଣ ସମୟରେ…

LPG Cylinder Price Hike: ବଜେଟ୍ ଦିନ ଝଟକା: ମହଙ୍ଗା ହେଲା LPG ସିଲିଣ୍ଡର

ନୂଆଦିଲ୍ଲୀ: ଆଜି ଦେଶର ବଜେଟ୍ ଉପସ୍ଥାପନ ହେବାକୁ ଯାଉଛି। ଏହା ପୂର୍ବରୁ ମଧ୍ୟ ମୁଦ୍ରାସ୍ଫୀତିର ଏକ ବଡ଼ ଝଟକା ଆସିଛି। ତୈଳ ବିପଣନ କମ୍ପାନିଗୁଡ଼ିକ ଏଲ୍‌ପିଜି ସିଲିଣ୍ଡରର ମୂଲ୍ୟ ବୃଦ୍ଧି କରିଛନ୍ତି। ୧ ଫେବୃଆରିରୁ ଦିଲ୍ଲୀ, ମୁମ୍ବାଇ, କୋଲକାତା ଏବଂ ଚେନ୍ନାଇ ଭଳି ପ୍ରମୁଖ ସହର ସମେତ ସାରା…

ସାତକୋଶିଆ ଗଣ୍ଡରେ ବଢ଼ିଲା କୁମ୍ଭୀର ସଂଖ୍ୟା

ଅନୁଗୁଳ: ସାତକୋଶିଆର ମହାନଦୀ ଗଣ୍ଡରେ ବଢ଼ିଛି କୁମ୍ଭୀର ସଂଖ୍ୟା। ଗତବର୍ଷ ତୁଳନାରେ ଉଭୟ ଘଡ଼ିଆଳ ଓ ମଗର ସଂଖ୍ୟା ବୃଦ୍ଧି ପାଇଥିବା ବନ ବିଭାଗ ପକ୍ଷରୁ କୁହାଯାଇଛି। ମହାନଦୀ ଗଣ୍ଡର ଉତ୍ତମ ବାତାବରଣ କୁମ୍ଭୀର ସଂଖ୍ୟା ବଢ଼ିବାର କାରଣ ବୋଲି କୁହାଯାଇଛି। ଚଳିତ ମାସ ୬ ତାରିଖରୁ କୁମ୍ଭୀର ଗଣନା…

Police Encounter: ବଡ଼ବିଲରେ ବ୍ୟାଙ୍କ ଡକାୟତକୁ ପୋଲିସ ଏନକାଉଣ୍ଟର

କେନ୍ଦୁଝର: ବ୍ୟାଙ୍କ ଡକାୟତକୁ ଏନକାଉଣ୍ଟର। କେନ୍ଦୁଝର ଜିଲ୍ଲା ବଡ଼ବିଲରେ କୁଖ୍ୟାତ ଅପରାଧୀ ସିପୁ କୁମାରକୁ ଗୁଳି । ବ୍ୟାଙ୍କ ଅଫ୍ ମହାରାଷ୍ଟ୍ର ଡକାୟତିରେ ସମ୍ପୃକ୍ତ ଥିବା ସିପୁ କୁମାରକୁ ଏନକାଉଣ୍ଟର ହୋଇଛି । ଟାଙ୍କୁରା ନିକଟ ଏକ ଜଙ୍ଗଲରେ ପ୍ରଥମେ ପୋଲିସ ଉପରକୁ ଗୁଳି ଚଲାଇଥିଲା। ପୋଲିସର…

CM Kisan Scheme: ସିଏମ୍ କିଷାନ ହିତାଧିକାରୀଙ୍କ ପାଇଁ ବଡ଼ ସୂଚନା, ଜାରି ହେଲା ପଞ୍ଜୀକରଣ ଡେଡଲାଇନ୍

ଭୁବନେଶ୍ବର: ସିଏମ୍ କିଷାନ ହିତାଧିକାରୀଙ୍କ ପାଇଁ ବଡ଼ ସୂଚନା । ସିଏମ୍ କିଷାନ ଯୋଜନାର ବାଧ୍ୟତାମୂଳକ ଆବଶ୍ୟକତା ଗୁଡ଼ିକ ପୂରଣ କରିନଥିବା ହିତାଧିକାରୀମାନଙ୍କ ନିମନ୍ତେ ଗୁରୁତ୍ୱପୂର୍ଣ୍ଣ ସୂଚନା ଜାରି କଲେ ରାଜ୍ୟ ସରକାର । ୨୮ ଫେବୃଆରୀ ମଧ୍ୟରେ ପଞ୍ଜୀକରଣ କରିନଥିବା ହିତାଧିକାରୀମାନେ…