Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ରାଜ୍ୟରେ ତିଆରି ହେବ ୧୨ଶହରୁ ଅଧିକ ଚେକ୍ ଡ୍ୟାମ

ଭୁବନେଶ୍ୱର: ରାଜ୍ୟରେ ନିର୍ମାଣ ହେବ ୧୨ ଶହରୁ ଅଧିକ ଚେକ୍ ଡ୍ୟାମ୍। ଆଜି ଗୃହରେ ଏହି ଉତ୍ତର ରଖିଛନ୍ତି ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହଲିଙ୍ଗ। ଏନେଇ ମନ୍ତ୍ରୀ କହିଛନ୍ତି, ରାଜ୍ୟରେ ୨୦୨୨-୨୫ ଭିତରେ ୧୨୮୦ ଚେକ୍‌ ଡ୍ୟାମ୍ ନିର୍ମାଣ ପାଇଁ ପ୍ରସ୍ତାବ ହୋଇଛି। ୨୦୨୫ ସୁଦ୍ଧା ୫୮୫ ଚେକ୍‌…

ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଘୋଷଣା: ଏଣିକି ନବମ-ଏକାଦଶ ଛାତ୍ରଛାତ୍ରୀଙ୍କୁ ମିଳବ ୫ ହଜାର ଟଙ୍କା

ଭୁବନେଶ୍ୱର: ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର। ଏଣିକି ସରକାର ନବମ ଏବଂ ଏକାଦଶ ଶ୍ରେଣୀ ଛାତ୍ରଛାତ୍ରୀମାନଙ୍କୁ ବର୍ଷକୁ ୫ ହଜାର ଟଙ୍କାର ହାତଖର୍ଚ୍ଚ ପ୍ରଦାନ କରିବେ। ଅଧାରୁ ପାଠ ଛାଡୁଥିବା ଜନଜାତି ସମ୍ପ୍ରଦାୟର ଛାତ୍ରଛାତ୍ରୀଙ୍କୁ ପୁଣି ସ୍କୁଲକୁ ଫେରାଇ ଆଣିବା ପାଇଁ ରାଜ୍ୟ ସରକାର ନୂଆ…

ନିଯୁକ୍ତି ଦୌଡରେ ଆଶାୟୀଙ୍କ ମୃତ୍ୟୁ ପାଇଁ କୋଭିଡ ଟିକା ଦାୟୀ: ହେମନ୍ତ ସୋରେନ

ରାଞ୍ଚି: ରାଜ୍ୟରେ ଅବକାରୀ କନଷ୍ଟେବଳ ନିଯୁକ୍ତି ଦୌଡରେ ଶାରୀରିକ ପରୀକ୍ଷା ଦେବା ବେଳେ ୧୨ଜଣ ପ୍ରାର୍ଥୀଙ୍କ ମୃତ୍ୟୁ ହୋଇଥିଲା। ସେମାନଙ୍କର ମୃତ୍ୟୁ ପାଇଁ ବିଜେପି ନେତୃତ୍ୱାଧୀନ କେନ୍ଦ୍ର ସରକାରଙ୍କ ପରିଚାଳିତ 'ତ୍ରୁଟିପୂର୍ଣ୍ଣ କୋଭିଡ-୧୯' ଟିକା ଦାୟୀ ବୋଲି କହିଛନ୍ତି ଝାଡଖଣ୍ଡର…

ନାଳରୁ ଉଦ୍ଧାର ହେଲା ନିଖୋଜ ଛାତ୍ରଙ୍କ ମୃତଦେହ, ପ୍ରେମ ବ୍ୟାପାରକୁ ନେଇ ହତ୍ୟା ଅଭିଯୋଗ

ଯାଜପୁର: ୨ଦିନ ତଳେ ନିଖୋଜ ଥିଲେ ଯୁକ୍ତ ଦୁଇ ଛାତ୍ର। ଆଜି ସକାଳେ ନାଳରୁ ମିଳିଲା ମୃତଦେହ। ଯାଜପୁର ଜିଲ୍ଲା ଧର୍ମଶାଳା ଥାନା ଅନ୍ତର୍ଗତ ରଥିଆ ଗାଁ ନିକଟ ଶଗଡ଼ିଆ ନାଳରୁ ଛାତ୍ରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ଅଭୟପୁର ଗାଁର ନରହରି ବେହେରାଙ୍କ ପୁଅ ରୁଦ୍ର ପ୍ରସାଦ ବେହେରା। ତାଙ୍କ ବୟସ…

ତେଲେଙ୍ଗାନାରେ ନିହତ ହେଲେ ୬ ମାଓବାଦୀ

ହାଇଦ୍ରାବାଦ: ପୁଣି ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା। ତେଲେଙ୍ଗାନାରେ ୬ ମାଓବାଦୀଙ୍କୁ ମାରି ଗଡାଇଲେ। ତେଲେଙ୍ଗାନା କୋଥଗୁଡେମ୍‌ ଜିଲ୍ଲା ନୀଳାଦ୍ରିପେଟ୍‌ ଜଙ୍ଗଲରେ ସୁରକ୍ଷାକର୍ମୀ ଓ ମାଓଙ୍କ ମଧ୍ୟରେ ଗୁଳି ବିନିମୟ ବେଳେ ଏନ୍‌କାଉଣ୍ଟରରେ ୬ ମାଓ ନିହତ ହୋଇଥିବା ବେଳେ ସେମାନଙ୍କ ମଧ୍ୟରେ…

ପୁଣି ଆସୁଛି ବଡ଼ ବର୍ଷା, ୯ ଜିଲ୍ଲାକୁ ୟେଲୋ ୱାର୍ଣିଂ

ଭୁବନେଶ୍ୱର: ପୁଣି ଆସୁଛି ବଡ଼ ବର୍ଷା। ଏଥର ଭିଜିପାରେ ଗଣେଶ ପୂଜା। ଆଜି ବଙ୍ଗୋପସାଗରରେ ପୁଣି ସୃଷ୍ଟି ହେବ ଆଉ ଏକ ନୂଆ ଲଘୁଚାପ କ୍ଷେତ୍ର। ଉତ୍ତର ଆନ୍ଧ୍ରପ୍ରଦେଶ ଓ ସଂ ଲଗ୍ନ ଉପକୂଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ପଶ୍ଚିମ କେନ୍ଦ୍ରୀୟ ଓ ବଙ୍ଗୋପସାଗରରେ ଲଘୁଚାପ…

ଶିବାଜୀଙ୍କ ପ୍ରତିମୂର୍ତ୍ତି ଭୁଶୁଡିବା ପ୍ରସଙ୍ଗ: ବନ୍ଧାହେଲେ କାରିଗର

ମୁମ୍ବାଇ: ଶିବାଜୀ ମହାରାଜଙ୍କ ମୂର୍ତ୍ତି ଭୁଶୁଡିବା ପ୍ରସଙ୍ଗରେ ବନ୍ଧାହେଲେ କାରିଗର। ପୂର୍ବରୁ କଣ୍ଟ୍ରାକ୍ଟର ଚେତନ ପାଟିଲ ଗିରଫ ହୋଇଥିଲା ବେଳେ ଶିବାଜୀଙ୍କ ମୂର୍ତ୍ତି କାରିଗର ଜୟଦୀପ ଆପଟାଙ୍କୁ ଖୋଜୁଥିଲା ପୋଲିସ। ଘଟଣାର ପାଖାପାଖି ୧୦ ଦିନ ପରେ ବୁଧବାର ରାତିରେ ତାଙ୍କୁ ଗିରଫ କରିଛି…

ବିଜେପି ନେତାଙ୍କ ଉପରେ ମରଣାନ୍ତକ ଆକ୍ରମଣ, ରକ୍ତ ଜୁଡୁବୁଡୁ ଅବସ୍ଥାରେ ମେଡିକାଲରେ ଭର୍ତ୍ତି

ଗଞ୍ଜାମ: ବିଜେପି ନେତାଙ୍କ ଉପରେ ମରଣାନ୍ତକ ଆକ୍ରମଣ। ଗଞ୍ଜାମ ଆସିକାର କୋଟିନଡ଼ା ଥାନା କଲେଜ ଛକ ସୂତାକଳ ରାସ୍ତାରେ ବିଜେପି ନେତା ଶ୍ରୀନିବାସ ଭଞ୍ଜଙ୍କୁ ମରଣାତ୍ମକ ଆକ୍ରମଣ ହୋଇଥିବା ଅଭିଯୋଗ ଆସିଛି। ରକ୍ତ ଜୁଡୁବୁଡୁ ଅବସ୍ଥାରେ ମେଡିକାଲରେ ଭର୍ତ୍ତି ହୋଇଥିବା ବେଳେ ତାଙ୍କ ଅବସ୍ଥା…

ପୀଡ଼ିତାଙ୍କୁ ନ୍ୟାୟ ଦାବିରେ ଅନ୍ଧାର ହେଲା କୋଲକତା ସହର, ସାରା ରାତି ବିକ୍ଷୋଭ

କୋଲକତା: ଆରଜି କର ମେଡିକାଲ କଲେଜ ଦୁଷ୍କର୍ମ ଓ ହତ୍ୟା ଘଟଣାକୁ ବିରୋଧ କରି ବୁଧବାର ରାତି ସମ୍ପୂର୍ଣ୍ଣ କୋଲକାତା ସହର ଅନ୍ଧାର କରାଯାଇଥିଲା। ଗତକାଲି ରାତି ୯ଟାରୁ ୧୦ ପର୍ଯ୍ୟନ୍ତ ପୀଡ଼ିତାଙ୍କୁ ନ୍ୟାୟ ଦାବିରେ ହଜାର ହଜାର ସଂଖ୍ୟାରେ ମହିଳା ରାଜରାସ୍ତାକୁ ଓହ୍ଲାଇ କ୍ୟାଣ୍ଡେଲ ରାଲି କରିଥିଲେ।…

ସ୍କୁଲ ପରିସରରେ ଆଖିବୁଜା ଗୁଳିମାଡ଼: ୪ ମୃତ, ୯ ଆହତ

ୱାସିଂଟନ: ଆମେରିକାର ଜର୍ଜିଆ ହାଇସ୍କୁଲରେ ଗୁଳିମାଡ଼ । ଗୁଳିମାଡ଼ରେ ୪ ଜଣ ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ୪ ମୃତକଙ୍କ ମଧ୍ୟରେ ୨ ଜଣ ଛାତ୍ର ଓ ୨ ଜଣ ଶିକ୍ଷକ ଅଛନ୍ତି। ଏହାସହ ପାଖାପାଖି ୯ ଜଣ ଗୁରୁତର ଥିବା କୁହାଯାଉଛି । ୯ ଗୁରୁତରଙ୍କୁ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଛି।…