Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ପୁଣି ହେବନି ନିଟ୍ ପରୀକ୍ଷା, କିଛି ଏମିତି ରୋକ ଠୋକ୍ ଶୁଣାଇ ଦେଲେ ସୁପ୍ରିମକୋର୍ଟ….

ନୂଆଦିଲ୍ଲୀ: ନିଟ୍ ପ୍ରଶ୍ନପତ୍ର ଲିକ୍ ମାମଲା ଓ ପୁନଃ- ପରୀକ୍ଷାକୁ ନେଇ ଶୁକ୍ରବାର ଶୁଣାଣି କରିଛନ୍ତି ସୁପ୍ରିମକୋର୍ଟ । ପୁଣି ପରୀକ୍ଷା ହେବ ନାହିଁ ବୋଲି ରୋକ୍ ଠୋକ୍ ଶୁଣାଇ ଦେଇଛନ୍ତି । ପୁନଃ- ପରୀକ୍ଷା ପାଇଁ ଦିଆଯାଇଥିବା ଆବେଦନକୁ ଖାରଜ କରିଛନ୍ତି ସୁପ୍ରିମକୋର୍ଟ । ତେବେ ଏନେଇ…

କୋଟିପତି ସରକାରୀ ବାବୁ, ସମ୍ପତ୍ତି ଦେଖି ଭିଜିଲାନ୍ସ ବି ଟେରା

ଭୁବନେଶ୍ବର: ଯେଉଁଠି ସରକାରୀ ଚାକିରିରୁ ମିଳୁଥିବା ଟଙ୍କାରେ କିଛି ସରକାରୀ କର୍ମଚାରୀଙ୍କ ଚଳିବା ମୁସକିଲ ହୋଇଛି ସେଠି କିନ୍ତୁ ଏଇ ବାବୁ ପ୍ଲଟ ଉପରେ ପ୍ଲଟ କିଣିଚାଲିଛନ୍ତି । ତାହା ପୁଣି ଗୋଟିଏ କି ଦୁଇଟି ନୁହେଁ ୧୦୬ଟି ପ୍ଲଟ ରହିଛି । ଏହା ସହିତ ଏକାଧିକ ଫ୍ଲାଟ ଓ ବିଭିନ୍ନ ସ୍ଥାନରେ ଘର…

ଉତ୍ତର ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ: ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଏହି ସବୁ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର: ରାଜ୍ୟରେ ଲାଗି ରହିଛି ଲଘୁଚାପ ଜନିତ ବର୍ଷା । ଉତ୍ତର ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଫଳରେ ଆସନ୍ତାକାଲି ଯାଏଁ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି। ଭାରତୀୟ ପାଣିପାଗ ବିଭାଗ ନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର ଏ ସମ୍ପର୍କରେ ସୂଚନା…

ବରିଷ୍ଠ ସାମ୍ବାଦିକ ପ୍ରଫେସର୍ ପ୍ରଦୀପ ମହାପାତ୍ରଙ୍କ ଦେହାନ୍ତ

ବ୍ରହ୍ମପୁର: ପ୍ରଫେସର୍ ପ୍ରଦୀପ ମହାପାତ୍ରଙ୍କ ଦେହାନ୍ତ। ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ସାମ୍ବାଦିକ ବିଭାଗର ପୂର୍ବତନ ଏଚଓଡି ଥିଲେ ପ୍ରଦୀପ ମହାପାତ୍ର। ୬୯ ବର୍ଷରେ ଭୁବନେଶ୍ୱରର ଏକ ଘରୋଇ ମେଡିକାଲରେ ତାଙ୍କର ଦେହାନ୍ତ ହୋଇଛି। ଗତକାଲି ରାତ୍ର ୨.୧୦ ମିନିଟରେ ରାଜଧାନୀର ଏକ ଘରୋଇ ହସ୍ପିଟାଲରେ…

ଜଳସେଚନ ବିଭାଗ ଅଧିକ୍ଷଣ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍‌

ବାଲେଶ୍ୱର: ଜଳସେଚନ ବିଭାଗ ଅଧିକ୍ଷଣ ଯନ୍ତ୍ରୀ(SE) ପ୍ରଭାସ ପ୍ରଧାନଙ୍କ ଅଫିସ ଓ ଘରେ ଭିଜିଲାନ୍ସ ରେଡ୍‌। ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଚାଲିଛି ଚଢାଉ। ବାଲେଶ୍ୱରର ୭ଟି ସ୍ଥାନରେ ଭିଜିଲାନ୍ସର ଏକକାଳୀନ ଚଢ଼ାଉ ଜାରି ରହିଛି। ତେବେ ଏହି ଚଢାଉରେ ଏକାଧିକ ଅଫିସର ସାମିଲ ଅଛନ୍ତି।…

ପଶ୍ଚିମବଙ୍ଗ ନୁହେଁ ବରଂ ଉତ୍ତରପ୍ରଦେଶରୁ ଓଡିଶାକୁ ଆସିଲା ଆଳୁ, ଯୋଗାଣ ମନ୍ତ୍ରୀଙ୍କ ସୂଚନା

ଭୁବନେଶ୍ବର: ଓଡିଶାରେ ସମାଧାନ ହେବ ଆଳୁ ସଙ୍କଟ । ଆଳୁ ସଙ୍କଟର ସମାଧାନ ପାଇଁ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି ରାଜ୍ୟ ସରକାର । ଏଥର ପଶ୍ଚିମବଙ୍ଗ ନହେଁ ବରଂ ଉତ୍ତରପ୍ରଦେଶରୁ ଆଳୁ ଆଣିବାକୁ ବ୍ୟବସ୍ଥା କରାଯାଉଥିବା କହିଛନ୍ତି ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର…

‘ମୋ ବାପାଙ୍କ ମୃତ୍ୟୁ ସମୟରେ ଯେପରି ଲାଗୁଥିଲା ଆଜି ସେହିପରି ଅନୁଭବ ହେଉଛି’

ଓ୍ବାୟନାଡ: କେରଳର ଓ୍ବାୟନାଡ ଯାଇ ଭୂସ୍ଖଳନ ଘଟଣାସ୍ଥଳ ପରିଦର୍ଶନ କରିଛନ୍ତି ବିରୋଧୀଦଳ ନେତା ରାହୁଲ ଗାନ୍ଧୀ ଓ ଭଉଣୀ ପ୍ରିୟଙ୍କା ଗାନ୍ଧୀ ଭଦ୍ରା । ଏହି ସମୟରେ ପ୍ରଭାବିତ ଲୋକଙ୍କୁ ଭେଟିବା ସହ ସ୍ଥିତିର ଅନୁଧ୍ୟାନ କରିଛନ୍ତି ରାହୁଲ । ଏହି ସମୟରେ ସେ ପ୍ରଭାବିତ ଲୋକଙ୍କୁ ସାନ୍ତ୍ୱନା ଦେବା…

ପାରଳାଖେମୁଣ୍ଡି ହତ୍ୟା ମାମଲା; ୧୪ ଜଣଙ୍କୁ ଆଜୀବନ କାରାଦଣ୍ଡ

ଗଜପତି: ୨୦୦୯ରେ ପାରଳାଖେମୁଣ୍ଡିରେ ଘଟିଥିବା ଏକ ହତ୍ୟା ମାମଲାରେ ଆଜି ରାୟ ପ୍ରକାଶ ପାଇଛି । ଏହି ମାମଲାରେ ୧୪ ଜଣଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି ପାରଳାଖେମୁଣ୍ଡି ଅତିରିକ୍ତ ଜିଲ୍ଲା ଦୌରା ଜଜ ପ୍ରଦୀପ କୁମାର ସାମଲ । ଏହା ସହ ୧୦ ହଜାର ଟଙ୍କା ଲେଖାଏଁ ଜରିମାନା ମଧ୍ୟ କରିଛନ୍ତି…

ବିଜେପିରେ ସାମିଲ ହେଲେ ମମତା ମହାନ୍ତ

ଭୁବନେଶ୍ବର: ବିଜେପିରେ ସାମିଲ ହେଲେ ମମତା ମହାନ୍ତ । ଗତକାଲି ବିଜେଡିରୁ ଇସ୍ତଫା ଦେବା ସହିତ ରାଜ୍ୟସଭା ସଦସ୍ୟ ପଦରୁ ମଧ୍ୟ ସେ ଇସ୍ତଫା ଦେଇଥିଲେ । ଯାହା ପରେ ରାଜ୍ୟ ରାଜନୀତି ସରଗରମ ରହିଥିଲା ବେଳେ ଆଜି ବିଧିବଦ୍ଧ ଭାବେ ଦିଲ୍ଲୀରେ ବିଜେପିରେ ସାମିଲ ହୋଇଛନ୍ତି ମମତା । ତେବେ…