Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ଓ୍ବାୟନାଡ ଭୂସ୍ଖଳନ: ୬୩ ମୃତ, ଫସିରହିଛନ୍ତି ୧୦୦ରୁ ଉର୍ଦ୍ଧ୍ବ ଲୋକ, ଉଦ୍ଧାର ଟିମରେ ନୌସେନା ସାମିଲ୍

ଓ୍ବାୟନାଡ: ପ୍ରବଳ ବର୍ଷା କାରଣରୁ କେରଳ ଓ୍ବାୟନାଡରେ ଭୂସ୍ଖଳନ ହୋଇଛି । ଏଥିରେ ପ୍ରାୟ ୧୦୦ ରୁ ଅଧିକ ଲୋକ ଚାପି ହୋଇ ରହିଥିବା ବେଳେ ଏଯାବତ ୬୩ ଜଣଙ୍କର ମୃତ୍ୟୁ ହୋଇସାରିଲାଣି । ଏହାସହିତ ୭୦ ଜଣ ଆହତ ହୋଇ ନିକଟସ୍ଥ ମେଡିକାଲରେ ଚିକିତ୍ସିତ ହେଉଛନ୍ତି ବୋଲି ସୂଚନା ଦେଇଛନ୍ତି…

ଗିରଫ ହେଲେ ମାଳ ମାଳ ସମ୍ପତ୍ତିର ଅଧିକାରୀ ଅବକାରୀ ବାବୁ

ଭୁବନେଶ୍ବର: ଗିରଫ ହେଲେ କୁବେର ଅବକାରୀ ବାବୁ । ଆୟ ବର୍ହିଭୂତ ସମ୍ପତ୍ତି ଠୂଳ ଅଭିଯୋଗରେ ଆଜି ଅବକାରୀ ବିଭାଗର କମିଶନର ରାମଚନ୍ଦ୍ର ମିଶ୍ରଙ୍କୁ ଗିରଫ କରିଛି ଭିଜିଲାନ୍ସ । ଗତକାଲି ଅବକାରୀ ଯୁଗ୍ମ କମିଶନର ରାମଚନ୍ଦ୍ର ମିଶ୍ରଙ୍କ ବିଭିନ୍ନ ସ୍ଥାନରେ ଥିବା ଘରେ ଆୟବର୍ହିଭୂତ ସମ୍ପତ୍ତି…

ହାଓ୍ବଡା- ମୁମ୍ବାଇ ଟ୍ରେନ ଟ୍ରାଜେଡି: ଦୁଇ ମୃତକ ଓଡିଶାର

ରାଉଲକେଲା: ଆଜି ସକାଳୁ ସକାଳୁ ପୂଣି ଏକ ମର୍ମନ୍ତୁଦ ଟ୍ରେନ ଦୁର୍ଘଟଣା ଘଟିଛି । ଝାଡଖଣ୍ଡର ରାଜଖରସୁଆଁରେ ହାଓ୍ବଡା- ମୁମ୍ବାଇ ଏକ୍ସପ୍ରେସ ଲାଇନଚ୍ୟୁତ ହୋଇଥିବା ବେଳେ ଏଥିରେ ୨ ଜଣ ଯାତ୍ରୀଙ୍କର ମୃତ୍ୟୁ ଘଟିଥିବା ବେଳେ ପ୍ରାୟ ୨୦ ଜଣ ଆହତ ହୋଇଥିବା ସୁଚନା ମିଳିଛି । ତେବେ ପ୍ରାଥମିକ ତଦନ୍ତ…

ନିଲମ୍ବନ ହେଲେ ଆଇପିଏସ ପଣ୍ଡିତ ରାଜେଶ

ଭୁବନେଶ୍ବର: ନିଲମ୍ବନ ହେଲେ ରାଜ୍ୟ ଅଗ୍ନିଶମ ଓ ହୋମଗାର୍ଡ ଡିଆଇଜି ପଣ୍ଡିତ ରାଜେଶ ଉତ୍ତମରାଓ । ଏନେଇ ଗୃହ ବିଭାଗ ପକ୍ଷରୁ  ନିର୍ଦ୍ଦେଶନାମା ଜାରି ହୋଇଛି । ଭାରତୀୟ ପୋଲିସ ସେବା ଆଇନ୍‌ ଉଲ୍ଲଂଘନ କରିଥିବା ଅଭିଯୋଗରେ ରାଜେଶଙ୍କୁ ନିଲମ୍ବନ କରିଛନ୍ତି ରାଜ୍ୟ ସରକାର । କ୍ୟାପିଟାଲ ଥାନା…

ଫୁଲୁଛି ମହାନଦୀ, କୂଳ ଛୁଇଁଲାଣି ବନ୍ୟା ପାଣି

ଭୁବନେଶ୍ବର: ଉପରମୁଣ୍ଡରେ ପ୍ରବଳ ବର୍ଷା କାରଣରୁ ହୀରାକୁଦ ବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସନ କରିଛି । ମୋଟ ୨୦ ଗେଟ୍ ଦେଇ ପାଖାପାଖି ୩ ଲକ୍ଷ କ୍ୟୁସେକ ଜଳ ପ୍ରବାହିତ ହେଉଛି । ଏହାର ପ୍ରଭାବରେ ଫୁଲିଛି ମହାନଦୀ । ତଳିଆ ଅଞ୍ଚଳରେ ମହାନଦୀ ପାଣି ସ୍ତର ବଢିବାରୁ ବିଲ ବାଡି ଚାରିଆଡେ ପାଣିଜମି…

ହାୱଡ଼ା-ମୁମ୍ବାଇ ଏକ୍ସପ୍ରେସ୍‌ ଲାଇନଚ୍ୟୁତ: ୨ ମୃତ ଓ ୧୫୦ରୁ ଅଧିକ ଆହତ, ଜାଣନ୍ତୁ କେଉଁ ଟ୍ରେନ ହେଲା ବାତିଲ୍

ରାଞ୍ଚି: ହାୱଡ଼ା-ମୁମ୍ବାଇ ଏକ୍ସପ୍ରେସ୍‌ ଲାଇନଚ୍ୟୁତ ପରେ ୩ ଟ୍ରେନ୍ ବାତିଲ୍ ହୋଇଛି। ଏହି ଘଟଣାରେ ୨ ଯାତ୍ରୀଙ୍କର ମୃତ୍ୟୁ ହୋଇଥିବା ବେଳେ ଦେଢଶହରୁ ଅଧିକ ଯାତ୍ରୀ ଆହତ ହୋଇଥିବା ସୂଚନା ମିଳିଛି। ଅନ୍ୟପଟେ ହାୱଡ଼ା-ଟିଟିଲାଗଡ଼-କଣ୍ଟାବାଞ୍ଜି ଇସ୍ପାତ ଏକ୍ସପ୍ରେସ ବାତିଲ୍ କରିଦିଆଯାଇଛି।…

ୱାଏନାଡରେ ଭୟଙ୍କର ଭୂସ୍ଖଳନ: ୧୯ ମୃତ, ମାଟି ତଳେ ଫସି ରହିଛନ୍ତି ଶତାଧିକ, ଉଦ୍ଧାର କାର୍ଯ୍ୟରେ ବାୟୁସେନା ନିୟୋଜିତ

ଥିରୁବନନ୍ତମପୁରମ: କେରଳ ୱାଏନାଡରେ ଭୟଙ୍କର ଭୂସ୍ଖଳନ। ଏହି ଘଟଣାରେ ୧୯ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଶତାଧିକ ଫସି ରହିଛନ୍ତି। ୱଏନାଡର ମେପାଡ଼ି ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ ହୋଇଥିବା ଖବର ଆସିଛି। ଉଦ୍ଧାର କାର୍ଯ୍ୟରେ KSDMA ଓ NDRF ନିୟୋଜିତ ଅଛନ୍ତି। ସେହିପରି ଉଦ୍ଧାର କାର୍ଯ୍ୟ ପାଇଁ…

୫ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଲଘୁଚାପ ପ୍ରଭାବରେ ରାଜ୍ୟରେ ଲାଗିରହିଛି ବର୍ଷା। ଆଜି ୫ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏସବୁ ଜିଲ୍ଲା ହେଉଛି- କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ ଓ ଯାଜପୁର। ତେବେ ପାଣିପାଗ ବିଭାଗର ଆକଳନ ଅନୁଯାୟୀ, ୩୧ ତାରିଖରେ ବଙ୍ଗୋପସାଗରରେ ସୃଷ୍ଟି…

ଚକ୍ରଧରପୁର ନିକଟରେ ହାୱଡ଼ା-ମୁମ୍ବାଇ ଏକ୍ସପ୍ରେସ ଲାଇନଚ୍ୟୁତ, ୬ରୁ ଊର୍ଦ୍ଧ୍ୱ ଆହତ

ରାଞ୍ଚି: ଆଜି ବୋର ୩.୪୫ ରେ ଝାଡଖଣ୍ଡର ଚକ୍ରଧରପୁର ନିକଟରେ ଏକ ଟ୍ରେନ୍ ଦୁର୍ଘଟଣା ଘଟିଛି। ଟ୍ରେନ୍ ନମ୍ବର ୧୨୮୧୦ ହାୱଡା-CSMT ଏକ୍ସପ୍ରେସ ଚକ୍ରଧରପୁର ନିକଟରେ ଲାଇନଚ୍ୟୁତ ହୋଇଛି। ଏହି ଦୁର୍ଘଟଣାରେ ୬ ରୁ ଉର୍ଦ୍ଧ୍ୱ ଯାତ୍ରୀ  ଆହତ ହୋଇଥିବା ଖବର ରହିଛି। ସମସ୍ତଙ୍କୁ ପ୍ରାଥମିକ ଚିକିତ୍ସା…

ଜୋରଦାର ହେଲା ସ୍ବାଧିକାର ଭଙ୍ଗ ରାଜନୀତି

ଭୁବନେଶ୍ବର: ତେଜିଲା ସ୍ବାଧିକାର ଭଙ୍ଗ ରାଜନୀତି । ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବିରୋଧରେ କଂଗ୍ରେସ ସ୍ବାଧିକାର ଭଙ୍ଗ ନୋଟିସ୍ ଆଣିଛି । ସେପଟେ କଂଗ୍ରେସ ବିଧାୟକ ତାରାପ୍ରସାଦ ବାହିନୀପତିଙ୍କ ବିରୋଧରେ ସ୍ବାଧିକାର ଭଙ୍ଗ ନୋଟିସ୍ ଆଣିଛନ୍ତି ବିଜେପି ବିଧାୟକ ଇରାଶିଷ ଆଚାର୍ଯ୍ୟ…