Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ବଦଳିବ କି ’ରେଭେନ୍ସା’ ବିଶ୍ଵବିଦ୍ୟାଳୟର ନାଁ! ଜାଣନ୍ତୁ କଣ କହିଲେ କେନ୍ଦ୍ରମନ୍ତ୍ରୀ

କଟକ: ଓଡ଼ିଶାର ବହୁ ପୂରାତନ ଉଚ୍ଚ ଶିକ୍ଷାନୁଷ୍ଠାନ ’ରେଭେନ୍ସା’ର ନାମ ପରିବର୍ତ୍ତନ ହେବା ଦରକାର ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଗ୍ରହ ପ୍ରକାଶ କରିଛନ୍ତି। ଆଜି କଟକରେ ଆୟୋଜିତ ସ୍ବାୟତ୍ତ ଶାସନ ଦିବସ କାର୍ଯ୍ୟକ୍ରମରେ ଯୋଗଦେଇ ଶ୍ରୀ ପ୍ରଧାନ ଏହି ପରି ମତ ଦେଇଛନ୍ତି…

ଭୁବନେଶ୍ବର ମେୟରଙ୍କୁ ଅସମ୍ମାନ !

ଭୁବନେଶ୍ବର: ନିମନ୍ତ୍ରଣ କଲେ, ବସିବାକୁ ଚେୟାର ଦେଲେନି । ରାଜ୍ୟସ୍ତରୀୟ ସ୍ବାୟତ୍ତ ଶାସନ ଦିବସରେ ଭୁବନେଶ୍ବର ମେୟର ସୁଲୋଚନା ଦାସଙ୍କୁ ବିଜେପି ସରକାର ଅସମ୍ମାନ କରିଥିବା ଅଭିଯୋଗ ହୋଇଛି । କାର୍ଯ୍ୟକ୍ରମକୁ ମେୟରଙ୍କୁ ନିମନ୍ତ୍ରଣ କରି ଚେୟାର ଦିଆଯାଇନଥିବା ସୁଲୋଚନା ଦାସ କହିଛନ୍ତି ।…

ପୁଣି ବିଚ୍ ସାକ୍ସ ପୁଣି ବିବାଦ !

ଭୁବନେଶ୍ବର: ସେପ୍ଟେମ୍ବର ପହିଲାରୁ ରାଜ୍ୟରେ ଲାଗୁ ହେବ ନୂଆ ଅବକାରୀ ନୀତି। ଗଞ୍ଜାମ ମଦମୃତ୍ୟୁ ମାମଲାରେ ବ୍ୟାକଫୁଟକୁ ଯାଇଥିବା ବିଜେପି ସରକାର ନୂଆ ଅବକାରୀ ନୀତି ଲାଗୁ କରି ନିଜ ଇମେଜ୍ ସଫା କରିବାକୁ ଉଦ୍ୟମ କରିଛନ୍ତି । ନୂଆ ନୀତି ଅନୁସାରେ ଗ୍ରାମାଞ୍ଚଳରେ ନୂଆ ମଦ ଦୋକାନ ଖୋଲିବନି ।…

କୋଲକତା ଦୁଷ୍କର୍ମ-ହତ୍ୟା ମାମଲା; ଅଭିଯୁକ୍ତ ସଞ୍ଜୟକୁ ରୁଚୁନି ଜେଲର ଖାଦ୍ୟ, ଅର୍ଡର କଲା ଏହି ଖାଇବା

କୋଲକତା: କୋଲକତା ଆର.ଜି କର ନମେଡିକାଲ କଲେଜରେ ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲାରେ ମୁଖ୍ୟ ଅଭିଯୁକ୍ତ ସଞ୍ଜୟ ରୟ ବର୍ତ୍ତମାନ କୋଲକାତାର ପ୍ରେସିଡେନ୍ସି ସୁଧାର ଗୃହରେ ଅଛି । ସେ ଜେଲରେ ରୁଟି ଏବଂ ତରକାରୀ ଖାଇବାକୁ ମନା କରି ଦେଇଛି ଏହା ବଦଳରେ ଅଭିଯୁକ୍ତ ସଞ୍ଜୟ ଅଣ୍ଡା…

ବଙ୍ଗୋପସାଗରରେ ଅବପାତ ରୂପ ନେଲା ସୁଦୃଶ୍ୟ ଲଘୁଚାପ; ଏହି ଜିଲ୍ଲା ଗୁଡିକରେ ପ୍ରବଳ ବର୍ଷିବ

ଭୁବନେଶ୍ବର: ଅବପାତରେ ପରିଣତ ହୋଇଛି କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସୁଦୃଶ୍ୟ ଲଘୁଚାପ । ଫଳରେ ଏହାର ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା । ତେବେ ପଶ୍ଚିମ-ଉତ୍ତରପଶ୍ଚିମକୁ ମୁହାଁଇ ମଧ୍ୟରାତିରେ ଉତ୍ତର ଆନ୍ଧ୍ର ଓ ସଂଲଗ୍ନ ଦକ୍ଷିଣ ଓଡ଼ିଶା ଉପକୂଳ ଅତିକ୍ରମ…

ହାଇକୋର୍ଟରେ ଗଡୁଛି ଲକ୍ଷେ ଉପରେ ମାମଲା, ଖାଲି ପଡିଛି ୧୯୫ ବିଚାରପତି ପଦବୀ

ଭୁବନେଶ୍ବର: ଓଡିଶା ହାଇକୋର୍ଟରେ ଗତ ୫ ବର୍ଷରେ ୫୫ ହଜାର ୨୦୩ଟି ମାମଲାର ଫଇସଲା ହୋଇଥିବା ବେଳେ ଏବେବି ଗଡୁଛି ଲକ୍ଷେ ଉପରେ ମାମଲା । ହାଇକୋର୍ଟରେ ମୋଟ ୧ଲକ୍ଷ ୪୨ହଜାର ୮୫୮ ମାମଲା ବିଚାରଧୀନ ଅବସ୍ଥାରେ ପଡିଛି । ଆଜି ଗୃହରେ ବିଜେଡି ବିଧାୟକ ସୌଭିକ ବିଶ୍ବାଳଙ୍କ ପ୍ରଶ୍ନରେ ଏହି ଲିଖିତ…

ବିଷାକ୍ତ ମଦ ନେଲାଣି ୨୩୧ ଜୀବନ

ଭୁବନେଶ୍ବର: ଏଯାବତ ବିଷାକ୍ତ ମଦ ନେଲାଣି ୨୩୧ ଜୀବନ । ଆଜି ଗୃହରେ ମଦ ମୃତ୍ୟୁ ଉପରେ ଉତ୍ତର ରଖି ଏହା କହିଛନ୍ତି ଅବକାରୀ ମନ୍ତ୍ରୀ ପୃଥିରାଜ ହରିଚନ୍ଦନ । ଏନେଇ ମନ୍ତ୍ରୀ କହିଛନ୍ତି, ୧୯୯୨ ମସିହାଠାରୁ ଏଯାବତ୍ ବିଷାକ୍ତ ମଦ ପିଇ ୨୩୧ ଜଣଙ୍କ ମୃତ୍ୟୁ ହୋଇଛି । ୧୯୯୨ରେ କଟକରେ ବିଷାକ୍ତ ମଦ…

ସିନେମା ହଲରେ ଦିବ୍ୟାଙ୍ଗଙ୍କ ପାଇଁ ରହିବ ସ୍ବତନ୍ତ୍ର ବ୍ୟବସ୍ଥା

କଟକ: ଏଣିକି ସବୁ ସିନେମା ହଲରେ ଦିବ୍ୟାଙ୍ଗଙ୍କ ପାଇଁ ସ୍ପତନ୍ତ୍ର ବ୍ୟବସ୍ଥା ରହିବ । ଏନେଇ ଭାରତ ସରକାରଙ୍କ ସୁଗମ୍ୟ ଭାରତ ଅଭିଯାନରେ ଦିବ୍ୟାଙ୍ଗଙ୍କ ପାଇଁ ସିନେମା ହଲରେ ସିନେମା ପ୍ରଦର୍ଶନର ମାର୍ଗଦର୍ଶିକା ଜାରି କରାଯାଇଛି । ଏହାକୁ ନେଇ କେନ୍ଦ୍ରୀୟ ଚଳଚ୍ଚିତ୍ର ପ୍ରମାଣ ବୋର୍ଡ ପକ୍ଷରୁ…

କୋଲକାତା ଲଜ୍ଜା: ଦିଲ୍ଲୀ ଜନ୍ତରମନ୍ତରରେ ଏମ୍ସ ଡାକ୍ତରଙ୍କ ବିକ୍ଷୋଭ ପ୍ରଦର୍ଶନ

ନୂଆଦିଲ୍ଲୀ: କୋଲକାତା ଆରଜି କର ମେଡିକାଲ କଲେଜ ଦୁଷ୍କର୍ମ ଓ ହତ୍ୟା ଘଟଣାକୁ ନେଇ ଆଜି ପୁଣି ଥରେ ରାସ୍ତାକୁ ଓହ୍ଲାଇବେ ଡାକ୍ତର । ଦିଲ୍ଳୀ ଏମ୍ସର ଡାକ୍ତରମାନେ ଆଜି ଅପରାହ୍ଣରେ ଜାତୀୟ ରାଜଧାନୀ ସ୍ଥିତ ଜନ୍ତରମନ୍ତର ଠାରେ ବିକ୍ଷୋଭ ପ୍ରଦର୍ଶନ କରିବେ । ଫେଡେରେସନ୍ ଅଫ୍ ଅଲ୍ ଇଣ୍ଡିଆ…

ନଦୀରେ ବୁଡ଼ି ଛାତ୍ର ନିଖୋଜ

ଯାଜପୁର: ଯାଜପୁର ଜିଲ୍ଲା ସଦର ଥାନା ଅନ୍ତର୍ଗତ କଳିନ୍ଦ୍ରାବାଦ ନିକଟରେ ବୁଢାନଦୀରେ ବୁଡ଼ି ଛାତ୍ର ନିଖୋଜ । ନିଖୋଜ ଛାତ୍ର ଜଣକ ହେଲେ ଦଶରଥପୁର ବ୍ଲକ କାଟିଆ ଗ୍ରାମର ଓମ୍ ପ୍ରକାଶ ଷଡ଼ଙ୍ଗୀ । ସେ ନବମ ଶ୍ରେଣୀର ଛାତ୍ର । ତେବେ ଓମ୍ ପ୍ରକାଶ ଆଜି ସ୍କୁଲ ନଯାଇ ସାଙ୍ଗ ମାନଙ୍କ ସହ ବୁଲିବାକୁ…