Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ବଜେଟ ପୂର୍ବରୁ ଉପସ୍ଥାପନ ହେଲା ଅର୍ଥନୈତିକ ସର୍ଭେ ରିପୋର୍ଟ

ଭୁବନେଶ୍ଵର: ବଜେଟ ପୂର୍ବରୁ ଉପସ୍ଥାପନ ହେଲା ଅର୍ଥନୈତିକ ସର୍ଭେ ରିପୋର୍ଟ । ରିପୋର୍ଟ ଅନୁସାରେ ଓଡ଼ିଶାରେ ମୁଣ୍ଡପିଛା ଆୟ ରହିଛି ୧, ୬୧, ୪୩୭ ଟଙ୍କା । ୨୦୨୩-୨୪ରେ ଓଡ଼ିଶାର ଅଭିବୃଦ୍ଧି ହାର ୮.୫% ରହିବା ନେଇ ଆକଳନ କରାଯାଇଛି । ୨୦୧୫-୧୬ ପରଠାରୁ ଓଡ଼ିଶାର ମୁଣ୍ଡପିଚ୍ଛା ଆୟ ୧୨.୧ ପ୍ରତିଶତ…

ଉପବାଚସ୍ପତି ଭାବେ ନିର୍ବାଚିତ ହେଲେ ବିଧାୟକ ଭବାନୀ ଶଙ୍କର ଭୋଇ

ଭୁବନେଶ୍ୱର: ଉପବାଚସ୍ପତି ଭାବେ ନିର୍ଦ୍ୱଦ୍ୱରେ ନିର୍ବାଚିତ ହେଲେ ସୁନ୍ଦରଗଡ ଜିଲା ତଳସରା ବିଧାୟକ ଭବାନୀ ଶଙ୍କର ଭୋଇ । ବିଧିବଦ୍ଧ ଭାବରେ ବାଚସ୍ପତି ସୁରମା ପାଢୀ ଉପବାଚସ୍ପତିଙ୍କ ନାମ ଘୋଷଣା କରିଛନ୍ତି। ଭବାନୀ ଦୁଇ ଦୁଇ ଥରର ତଳସରା ବିଧାନସଭା ଆସନରୁ ନିର୍ବାଚିତ ହୋଇଛନ୍ତି । ୨୦୧୯ ଓ…

ବିଧାନସଭା ଅଚଳ…ଏଥର କଟିବ ଦରମା !

ଭୁବନେଶ୍ବର: ବିଧାନସଭା ଆରମ୍ଭରୁ ହୋହଲ୍ଲା, ନାରାବାଜି । ଗୃହ ବାରମ୍ବାର ମୁଲତବି । ଗତ ଦୁଇ ଦିନ ହେଲା ରାଜ୍ୟପାଳଙ୍କ ପୁଅ ଏଏସଓଙ୍କୁ ମାଡ ମାରିବା ଘଟଣାରେ ବିଧାନସଭାରେ ତୁମ୍ବିତୋଫାନ କରୁଛି ବିଜେଡି। ପ୍ରଥମ ଦିନ ରାଜ୍ୟପାଳଙ୍କ ଅଭିଭାଷଣ ବର୍ଜନ କଲେ, ଦ୍ବିତୀୟ ଦିନ ବାଚସ୍ପତିଙ୍କ ମାଇକ…

ରେଳ ପାଇଁ ଓଡ଼ିଶାକୁ ୧୦ ହଜାର ୫୮୬ କୋଟି ଟଙ୍କାର ଅନୁଦାନ: ଅଶ୍ଵିନୀ ବୈଷ୍ଣବ

ଭୁବନେଶ୍ୱର: ରେଳ ପାଇଁ ଓଡ଼ିଶାକୁ ୧୦ ହଜାର ୫୮୬ କୋଟି ଟଙ୍କାର ଅନୁଦାନ। ଏନେଇ ପ୍ରେସମିଟରେ ସୂଚନା ଦେଇଛନ୍ତି ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ। ୟୁପିଏ ସରକାର ବେଳେ ଓଡ଼ିଶାକୁ ବାର୍ଷିକ ୮୩୮ କୋଟି ମିଳୁଥିଲା । ଏବେ ଓଡ଼ିଶାକୁ ୟୁପିଏ ତୁଳନାରେ ୧୨ ଗୁଣ ଅଧିକ ଅନୁଦାନ ମିଳୁଛି ବୋଲି କହିଛନ୍ତି…

କାଠମାଣ୍ଡୁରେ ବିମାନ ଦୁର୍ଘଟଣାଗ୍ରସ୍ତ: ୧୩ ମୃତ, ହସ୍ପିଟାଲରେ ଭର୍ତ୍ତି ପାଇଲଟ

କାଠମାଣ୍ଡୁ: ନେପାଳର କାଠମାଣ୍ଡୁର ତ୍ରିଭୁବନ ଅନ୍ତର୍ଜାତୀୟ ବିମାନବନ୍ଦର (ଟିଆଇଏ)ରେ ଉଡ଼ାଣ ଭରିବା ସମୟରେ ସୌରିଆ ଏୟାରଲାଇନ୍ସର ଏକ ବିମାନ ୯ଏନ୍-ଏଏମଇ (ସିଆରଜେ ୨୦୦) ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହାପରେ ୧୩ ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି। ପୋଖରା ଅଭିମୁଖେ ଯାଉଥିବା ବିମାନରେ ୧୯ ଜଣ…

ଏଏସଆଇ ମରାମତି କରି ସାର୍ଟିଫିକେଟ୍‌ ଦେଲେ ରତ୍ନଭଣ୍ଡାର ଗଣତି, ମଣତି ହେବ: ଜଷ୍ଟିସ ବିଶ୍ବନାଥ ରଥ

ପୁରୀ: ଏଏସଆଇ ମରାମତି କରି ସାର୍ଟିଫିକେଟ୍‌ ଦେଲେ ରତ୍ନଭଣ୍ଡାର ଗଣତି, ମଣତି ହେବ। ରତ୍ନଭଣ୍ଡାର ଗଣତି, ମଣତି ନେଇ ଜଷ୍ଟିସ ବିଶ୍ବନାଥ ରଥ ଦେଲେ ସୂଚନା। ମରାମତି ଏମିତି ହେବା ଦରକାର ଯାହା ୧୦୦ ବର୍ଷ ପାଇଁ ଆବଶ୍ୟକ ପଡ଼ିବନି ବୋଲି କହିଲେ ଜଷ୍ଟିସ ରଥ। ଜଷ୍ଟିସ ରଥଙ୍କ କହିବା ଅନୁସାରେ,…

ବଜେଟ୍ ୨୦୨୪କୁ ନେଇ ବିରୋଧୀଙ୍କ ବିକ୍ଷୋଭକୁ ନିନ୍ଦନୀୟ କହି କଡ଼ା ଜବାବ ଦେଲେ ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ: କେନ୍ଦ୍ର ବଜେଟ୍ ୨୦୨୪ରେ ବିହାର ଓ ଆନ୍ଧ୍ରପ୍ରଦେଶକୁ ଅନ୍ୟ ରାଜ୍ୟ ତୁଳନାରେ ଅଧିକ ଅନୁଦାନ ଦିଆଯାଇଥିବା ବିରୋଧୀଙ୍କ ଅଭିଯୋଗ ଉପରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ବିରୋଧୀ ଏହାକୁ ଭେଦଭାବପୂର୍ଣ୍ଣ ବୋଲି କହିଛନ୍ତି। କେନ୍ଦ୍ର…

କାଠମାଣ୍ଡୁର ତ୍ରିଭୁବନ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ବିମାନ ଦୁର୍ଘଟଣାଗ୍ରସ୍ତ

ନୂଆଦିଲ୍ଲୀ: କାଠମାଣ୍ଡୁର ତ୍ରିଭୁବନ ଅନ୍ତର୍ଜାତୀୟ ବିମାନବନ୍ଦର (ଟିଆଇଏ)ରେ ଉଡ଼ାଣ ଭରିବାର କିଛି ସମୟ ପରେ ଏକ ଯାତ୍ରୀବାହୀ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ବିମାନଟି କାଠମାଣ୍ଡୁରୁ ପୋଖରା ଅଭିମୁଖେ ଉଡ଼ାଣ ଭରିବା ସମୟରେ ଏହି ଦୁର୍ଘଟଣା ଘଟିଛି। ବିମାନରେ କେବଳ ବିମାନର ବୈଷୟିକ କର୍ମଚାରୀ…

ଲଗାତର ତୃତୀୟ ଦିନ ପାଇଁ ବିଧାନସଭାରେ ଅଚଳାବସ୍ଥା, ବାଚସ୍ପତି ଡାକିଲେ ସର୍ବଦଳୀୟ ବୈଠକ

ଭୁବନେଶ୍ୱର: ଲଗାତର ତୃତୀୟ ଦିନ ପାଇଁ ବିଧାନସଭାରେ ଅଚଳାବସ୍ଥା ଲାଗି ରହିଥିବାରୁ ପୂର୍ବାହ୍ନ ସାଢ଼େ ୧୨ଟା ପର୍ଯ୍ୟନ୍ତ ମୁଲତବୀ ରଖାଯାଇଛି। ମୁଖ୍ୟତଃ ବିଭିନ୍ନ ରାଜନୈତିକ ଦଳ ଉଠାଇଥିବା ଦୁଇଟି ପୃଥକ ପ୍ରସଙ୍ଗକୁ ନେଇ ଏହି ଅଚଳାବସ୍ଥା ସୃଷ୍ଟି ହୋଇଛି। ଏହାପରେ ବାଚସ୍ପତି ସର୍ବଦଳୀୟ ବୈଠକ…

ସାଂସଦ ଅପରାଜିତା ହେଲେ ଏସିଆ ପାସିଫିକ୍‌ ଗ୍ରୁପ ଆଇପିୟୁ ଉପସଭାପତି

ଭୁବନେଶ୍ୱର: ସାଂସଦ ଅପରାଜିତା ଷଡ଼ଙ୍ଗୀ ହେଲେ ଏସିଆ ପାସିଫିକ୍‌ ଗ୍ରୁପ ଆଇପିୟୁ ଉପସଭାପତି। ଆଇପିୟୁ (IPU) କାର୍ଯ୍ୟକାରୀ କମିଟି ଦ୍ବାରା ମନୋନୀତ ହୋଇଥିବା ସୂଚନା ଦେଇଛନ୍ତି ସାଂସଦ ଅପରାଜିତା। ସେ ସୋସିଆଲ ମିଡିଆ ଏକ୍ସରେ ଟ୍ବିଟ କରି ଏହି ଖବର ଦେଛନ୍ତି। ତେବେ ସେ ବାଚସ୍ପତି ଓମ୍‌…