Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

୨୦୩୬ ସୁଦ୍ଧା ଗଠନ ହେବ ବିକଶିତ ଓଡିଶା

ଭୁବନେଶ୍ବର: ୨୦୩୬ ସୁଦ୍ଧା ଗଠନ ହେବ ବିକଶିତ ଓଡିଶା । ସମୃଦ୍ଧ ହେବ ଓଡିଶାର ପ୍ରତିଟି ରାଜ୍ୟ । ମୋ ସରକାର ନରପେକ୍ଷତାର ସହ କାମ କରିବ ବୋଲି କହିଛନ୍ତି ରାଜ୍ୟପାଳ ରଘୁବର ଦାସ । ସୋମବାର ଆରମ୍ଭ ହୋଇଯାଇଛି ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ । ରାଜ୍ୟପାଳ ରଘୁବର ଦାସଙ୍କ ଅଭିଭାଷଣ…

ଆରମ୍ଭରୁ ବିରୋଧୀଙ୍କ କଡା ଆଭିମୁଖ୍ୟ, ତ୍ୟାଗ କଲେ ଗୃହ

ଭୁବନେଶ୍ବର: ଆରମ୍ଭ ହୋଇଯାଇଛି ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ । ଗୃହ ଆରମ୍ଭ ହେଉ ହେଉ ରାଜ୍ୟପାଳଙ୍କ ଅଭିଭାଷଣ ପୂର୍ବରୁ ଗୃହରେ ହଟ୍ଟଗୋଳ ଆରମ୍ଭ ହୋଇଯାଇଛି । ‘ଓଡିଆ ଅସ୍ମିତା’ ପ୍ରସଙ୍ଗ ଉଠାଇ ଗୃହ ତ୍ୟାଗ କରିଛନ୍ତି ବିରୋଧୀ ବିଜେଡି ଓ କଂଗ୍ରେସ ଦଳ ବିଧାୟକ । ଯାହା ଏଥର ବିଧାନସଭା…

କଂଗ୍ରେସ ବୈଠକରେ ଯୋଗ ଦେଲେନି ତାରା, ପଚାରିବାରୁ କିଛି ଏମିତି କହିଲେ….

ଭୁବନେଶ୍ବର: ଆଜି ବିଧାନସଭା ଅଧିବେଶନ ପୂର୍ବରୁ ବସିଥିଲା କଂଗ୍ରେସ ବିଧାୟକ ଦଳ ବୈଠକ । ବିଧାନସଭାର ୫୪ ନଂ କକ୍ଷରେ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡ଼ାମଙ୍କ ଅଧ୍ୟକ୍ଷତାରେ ବୈଠକ ବସିଥିଲା । ହେଲେ ଏହି ବୈଠକରେ ବରିଷ୍ଠ କଂଗ୍ରେସ ନେତା ତଥା ଜୟପୁର ବିଧାୟକ ତାରା ବାହିନୀପତି ଓ ରମେଶ ଜେନା…

ବିରୋଧୀଙ୍କୁ ମୋଦିଙ୍କ ଅପିଲ୍: ଦଳରୁ ଉପରକୁ ଉଠି ଦେଶର ବିକାଶକୁ ଆଗକୁ ବଢେଇବାକୁ ଏକଜୁଟ୍ ହେବା

ନୂଆଦିଲ୍ଲୀ: ଆଜିଠୁ ଆରମ୍ଭ ହେଉଛି ସଂସଦରେ ବଜେଟ୍ ଅଧିବେଶନ । ଅଧିବେଶନ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କର ଅଭିଭାଷଣରେ ବିରୋଧୀଙ୍କୁ  ସ୍ବ-ଉର୍ଦ୍ଧ୍ବରେ ଯାଇ ସଂସଦର ଗରିମାକୁ ଅକ୍ଷୁର୍ଣ୍ଣ ରଖିବାକୁ କହିଛନ୍ତି । ଏନେଇ ମୋଦି କହିଛନ୍ତି, ଗତ ଜାନୁଆରୀରୁ ଯିଏ ଯାହା…

ରାଜୌରୀ ସେନା କ୍ୟାମ୍ପ୍ ଉପରେ ଆତଙ୍କବାଦୀ ଆକ୍ରମଣ: ଜଣେ ଯବାନ ଆହତ, ଗୁଳି ବିନିମୟ ଜାରି

ଶ୍ରୀନଗର: ଜମ୍ମୁ ଓ କାଶ୍ମୀର ରାଜୌରୀ ସେନା କ୍ୟାମ୍ପ୍ ଉପରେ ଆକ୍ରମଣ ଉଦ୍ୟମ ବିଫଳ। ସୁରକ୍ଷାକର୍ମୀ-ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଜାରି। ଜଣେ ଯବାନ ଆହତ ହୋଇଥିବା ସୂଚନା ମିଳିଛି। ଅଞ୍ଚଳରେ ସର୍ଚ୍ଚ ଅପରେସନ୍‌ ଜୋରଦାର ଚାଲିଛି। ଜମ୍ମୁ କାଶ୍ମୀରରେ ସୁରକ୍ଷା ବାହିନୀ ଆତଙ୍କବାଦୀଙ୍କ…

ଆଜିଠୁ ବିଧାନସଭା ଅଧିବେଶନ: ୨୩ରେ ଉପବାଚସ୍ପତି ନିର୍ବାଚନ, ୨୫ରେ ବଜେଟ ଉପସ୍ଥାପନ

ଭୁବନେଶ୍ବର: ଆଜିଠୁ ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ଆରମ୍ଭ ହେବ। ଦୁଇଟି ପର୍ଯ୍ୟାୟରେ ସେ‌ପ୍ଟେମ୍ବର ୧୩ତାରିଖ ପର୍ଯ୍ୟନ୍ତ ବିଧାନସଭା ଚାଲିବ। ରାଜ୍ୟରେ ବିଜେପି କ୍ଷମତାକୁ ଆସିବା ପରେ ଏହା ହେବ ପ୍ରଥମ ଅଧିବେଶନ। ଏହି ଅଧିବେଶନରେ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବେଜେଟ…

ପିସିସି ପୁନର୍ଗଠନ: କିଏ ହେବେ ନୂଆ ମଙ୍ଗୁଆଳ, ରେସରେ ଏହି ସବୁ ନାମ…

ଭୁବନେଶ୍ୱର: ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସାଧାରଣ ନିର୍ବାଚନରେ ଆଶାନୁରୂପ ଫଳାଫଳ ହାସଲ କରିବାରେ ବିଫଳ ହେବା ପରେ ଅଖିଳ ଭାରତୀୟ କଂଗ୍ରେସ କମିଟି (ଏଆଇସିସି) ରାଜ୍ୟ ୟୁନିଟର ବ୍ୟାପକ ପୁନର୍ଗଠନ ଆରମ୍ଭ କରିଛି। ରବିବାର ଏଆଇସିସି ପିସିସି ସଭାପତି ଓ ସମସ୍ତ କର୍ମକର୍ତ୍ତାଙ୍କୁ ହଟାଇ…

ସର୍ବଦଳୀୟ ବୈଠକରେ ସ୍ୱତନ୍ତ୍ର ରାଜ୍ୟ ପାହ୍ୟା ପ୍ରସଙ୍ଗ ଉଠାଇଲା ବିଜେଡି, ଜାଣନ୍ତୁ ପ୍ରଥମେ କେବେ ଉଠିଥିଲା ଏ ପ୍ରସଙ୍ଗ?

ନୂଆଦିଲ୍ଲୀ: ସଂସଦ ଅଧିବେଶନ ପୂର୍ବରୁ ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ବିଜେଡି ନୂଆଦିଲ୍ଲୀରେ ସାଂସଦମାନଙ୍କ ସର୍ବଦଳୀୟ ବୈଠକରେ ଓଡ଼ିଶାକୁ ସ୍ୱତନ୍ତ୍ର ରାଜ୍ୟ ପାହ୍ୟା ମାନ୍ୟତା ଦାବି ଉଠାଇଛି। ନୀତୀଶ କୁମାରଙ୍କ ଜେଡିୟୁ ଏବଂ ଲାଲୁ ପ୍ରସାଦଙ୍କ ଆରଜେଡି ବିହାର ପାଇଁ ସମାନ ଦାବି କରିଥିବା…

ଆମେରିକା ରାଷ୍ଟ୍ରପତି ନିର୍ବାଚନରୁ ଓହରିଲେ ଜୋ ବାଇଡେନ

ନ୍ୟୁୟର୍କ: ଜୋ ବାଇଡେନ୍ ଶନିବାର ଦିନ ଆମେରିକା ରାଷ୍ଟ୍ରପତି ନିର୍ବାଚନ ଦୌଡ଼ରୁ ଓହରିଯିବାର ନିଷ୍ପତ୍ତି ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ "ମୁଁ ଦେଶର ସର୍ବୋତ୍ତମ ହିତରେ ଅଛି"। ପୂର୍ବତନ ରାଷ୍ଟ୍ରପତି ବାରାକ୍ ଓବାମାଙ୍କ ସମେତ ତାଙ୍କ ଡେମୋକ୍ରାଟ୍ ସହଯୋଗୀଙ୍କ ଚାପ ବଢ଼ୁଥିବାରୁ ୮୧…

ହାଉସ୍‌ କମିଟିରେ ସ୍ଥାନ ପାଇଲେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ

ଭୁବନେଶ୍ବର: ହାଉସ୍‌ କମିଟିରେ ସ୍ଥାନ ପାଇଲେ ସାଂସଦ ଅପରାଜିତା ଷଡ଼ଙ୍ଗୀ। ୧୨ ଜଣିଆ ହାଉସ୍‌ କମିଟିରେ ସ୍ଥାନ ଦେଲେ ବାଚସ୍ପତି ଓମ୍‌ ବିର୍ଲା। ଡ. ମହେଶ ଶର୍ମାଙ୍କ ଅଧ୍ୟକ୍ଷତାରେ ଗଠିତ କମିଟିରେ ସ୍ଥାନ ପାଇଲେ ଅପରାଜିତା। ଏହି ୧୨ ଜଣିଆ ହାଉସ୍ କମିଟିରେ ଅଛନ୍ତି, କଲ୍ୟାଣ ବାନାର୍ଜୀ,…