Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ଗ୍ରୀଷ୍ମ ପ୍ରବାହକୁ ନଜରରେ ରଖି ରାଜ୍ୟରେ ସକାଳୁଆ ସ୍କୁଲ ନିର୍ଦ୍ଦେଶ…

ଭୁବନେଶ୍ବର: ରାଜ୍ୟରେ ଏବେ ତାତିର ପ୍ରକୋପ ଧିରେ ଧିରେ ବଢିବାରେ ଲାଗିଛି । ଏହାକୁ ନଜରରେ ରଖି ରାଜ୍ୟ ସରକାର ଏବେ ସମସ୍ତ ସ୍କୁଲ ଗୁଡିକୁ ସକାଳୁଆ କ୍ଲାସ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଶିକ୍ଷା ବିଭାଗର ନିର୍ଦ୍ଦେଶ ମୁତାବକ ସକାଳ ସାଢ଼େ ୬ଟାରୁ ଦିନ ୧୦ଟା ପର୍ଯ୍ୟନ୍ତ ସ୍କୁଲ ଚାଲିବ ।…

Unprecedented action: ରାଜନାଥ ସିଂହଙ୍କ ପାକିସ୍ତାନକୁ କଡା ଚେତାବନୀ; ‘ଅପରେସନ ସିନ୍ଦୂର ଏପର୍ଯ୍ୟନ୍ତ ଶେଷ…

ନୂଆଦିଲ୍ଲୀ: ଇରାନ ଓ ଆମେରିକା-ଇସ୍ରାଏଲର ଭୀଷଣ ଯୁଦ୍ଧ ମଧ୍ୟରେ ଭାରତ ନିଜର ପଡ଼ୋଶୀ ଦେଶ ପାକିସ୍ତାନକୁ ଏକ କଡ଼ା ବାର୍ତ୍ତା ଦେଇଛି। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଗୁରୁବାର ଚେତାବନୀ ଦେଇଛନ୍ତି ଯେ ଯଦି ଏହି ବିଶ୍ୱ ଅସ୍ଥିରତାର ଫାଇଦା ଉଠାଇବାକୁ କୌଣସି ପ୍ରୟାସ କରାଯାଏ, ତେବେ ଭାରତର…

Ganja Seized: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ ଫେରାର

ଗଜପତି: ଗଜପତି ଜିଲ୍ଲା ରା .ଉଦୟଗିରି ଥାନା ଅନ୍ତର୍ଗତ ନୂଆଗଡ ବ୍ଲକ କିରାମା ଗ୍ରାମ ପଞ୍ଚାୟତର ବୁରିପଦର ଗାଁରୁ ୧୮ କୁଇଣ୍ଟାଲ ୩୦ କିଲୋ ଗଞ୍ଜେଇ ଜବତ ହୋଇଛି । ଏକଜିକ୍ୟୁଟିଭ୍ ମାଜିଷ୍ଟ୍ରେଟ ଓ ଦୁଇ ନିରପେକ୍ଷ ସାକ୍ଷୀଙ୍କ ଉପସ୍ଥିତିରେ ପୁଲିସ ପକ୍ଷରୁ ଚଢାଉ କରାଯାଇଥିଲା। ଯାହାକୁ ନେଇ ଏହି…

୧୫ ବର୍ଷ ପରେ ଆରମ୍ଭ ହେଲା ଜନଗଣନା, ପ୍ରଥମ ଦିନରେ ୧୭ ହଜାର ଲୋକ କରିଛନ୍ତି ନଜିର ଜନ ଗଣନା

ଭୁବନେଶ୍ୱର: ଆଜି ରାଜ୍ୟରେ ପ୍ରଥମ କରି ଜନଗଣନା କରାଯାଇଛି । ପ୍ରଥମ ଦିନରେ ହିଁ ରାଜ୍ୟର ପ୍ରାୟ ୧୭ ହଜାର ଲୋକଙ୍କ ଗଣନା ହୋଇଛି । ଏନେଇ ସୂଚନା ଦେଇଛନ୍ତି ଜନଗଣନା ନିର୍ଦ୍ଦେଶକ ନିଖିଲ ପବନ କଲ୍ୟାଣ । ଏହା ସହ ଏହି ପ୍ରକ୍ରିୟା ସମ୍ପୂର୍ଣ୍ଣ ଭାବେ ଡିଜିଟାଲ ପଦ୍ଧତିରେ ଚାଲିଥିବା ସେ ସ୍ପଷ୍ଟ…

Gold rate: ହଳଦିଆ ଓ ଧଳା ଧାତୁର କମିଲା ଦର

ଭୁବନେଶ୍ବର:ମଧ୍ୟପ୍ରାଚ୍ୟ ଯୁଦ୍ଧ ପରଠାରୁ ସୁନା ଓ ରୁପା ଦର ଅସ୍ଥିରତା ଲାଗି ରହିଛି। କେତେବେଳେ ହଠାତ୍‌ ବଢ଼ିଯାଉଛି ତ ଆଉ କେତେ ବେଳେ ଖସୁଛି। ସେହିପରି ପୁଣି କମିଛି ସୁନା ଓ ରୂପା ମୂଲ୍ୟ । ଆଜି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍‌ ସୁନାର ୧୦ ଗ୍ରାମ ଦାମ୍‌ ୩୯୮୦ ଟଙ୍କା ହ୍ରାସ ପାଇ…

Kanya Sumangala Yojana:‘ଝିଅ ଜନ୍ମ ହେବାର ବର୍ଷକ ଭିତରେ ସରକାର ଟଙ୍କା ପଠାଇବେ’

ଭୁବନେଶ୍ୱର: ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ସୂଚନାନୁସାରେ, ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ଝିଅ ଜନ୍ମ ହେବାର ବର୍ଷକ ଭିତରେ ତାର ଖାତାକୁ ସରକାର ଟଙ୍କା ପଠାଇବେ ସେ କହିଛନ୍ତି । ୨୧ ବର୍ଷ ବେଳକୁ ଆକାଉଣ୍ଟକୁ ସରକାର ଲକ୍ଷାଧିକ ଟଙ୍କା ଦେଇ ସାରିଥିବେ ।…

ପରଲୋକରେ ପ୍ରଖ୍ୟାତ ଗାଳ୍ପିକ ସଦାନନ୍ଦ ତ୍ରିପାଠୀ

ଭୁବନେଶ୍ବର: ପରଲୋକରେ ପ୍ରଖ୍ୟାତ ଗାଳ୍ପିକ ସଦାନନ୍ଦ ତ୍ରିପାଠୀ । ଭୁବନେଶ୍ବର ସ୍ଥିତ ନିଜର ବାସଭବନରେ ସେ ଗୁରୁବାର ତଥା ଆଜି ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି । ଗତ କିଛି ଦିନ ଧରି ସେ ହୃଦ୍‌ ରୋଗରେ ପୀଡ଼ିତ ଥିଲେ । ମୃତ୍ୟୁ ବେଳକୁ ତାଙ୍କୁ ୭୦ ବର୍ଷ ବୟସ ହୋଇଥିଲା । ଓଡ଼ିଶା ସାହିତ୍ୟ…

ଓଡ଼ିଶାର ୩୦ଟି ଜିଲ୍ଲାରେ ୧,୮୮୯ଟି ନୂତନ ଅଙ୍ଗନବାଡ଼ି କେନ୍ଦ୍ର ଲୋକାର୍ପିତ

ଭୁବନେଶ୍ୱର: ଓଡ଼ିଶାର ୩୦ଟି ଜିଲ୍ଲାରେ ନିର୍ମିତ ୧,୮୮୯ଟି ନୂତନ ଅଙ୍ଗନବାଡ଼ି କେନ୍ଦ୍ର (AWC) ଆଜି ଉଦଘାଟିତ ହୋଇଯାଇଛି । ଉପ-ମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି ଏବଂ ପର୍ଯ୍ୟଟନ ମନ୍ତ୍ରୀ ପ୍ରଭାତୀ ପରିଡ଼ା ଏହି କେନ୍ଦ୍ରଗୁଡ଼ିକୁ ଭୁବନେଶ୍ୱର ସ୍ଥିତ ମହିଳା ଓ ଶିଶୁ…

PNG Connection: ସବୁ ସହରାଞ୍ଚଳକୁ PNG ସଂଯୋଗ ଯୋଗାଇ ଦିଆଯିବ;ଭଡ଼ାରେ ରହୁଥିବା ବ୍ୟକ୍ତି ବି ସୁବିଧା…

ଭୁବନେଶ୍ବର: ସମସ୍ତ ସହରାଞ୍ଚଳକୁ PNG ସଂଯୋଗ ଯୋଗାଇ ଦିଆଯିବ । ତୈଳ କମ୍ପାନୀ ସହ ବୈଠକ ପରେ ଯୋଗାଣ ମନ୍ତ୍ରୀ ଏହି ବଡ଼ ସୂଚନା ଦେଇଛନ୍ତି । ସହରାଞ୍ଚଳରେ ୩ ମାସ ମଧ୍ୟରେ PNG ସଂଯୋଗ ପାଇଁ କୁହାଯାଇଛି । ଏହି ବୈଠକରେ ନଗର ଉନ୍ନୟନ ମନ୍ତ୍ରୀଙ୍କ ସମେତ ଯୋଗାଣ ସଚିବ ଏବଂ ତେଲ କମ୍ପାନିର…