Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ସତ କହିଲା କି ସଞ୍ଜୟ? ସନ୍ଦୀପଙ୍କ ସ୍ଥିତି ସଂଗୀନ

କୋଲକାତା: କୋଲକାତା ଟ୍ରେନି ଡାକ୍ତର ଦୁଷ୍କର୍ମ ଓ ହତ୍ୟା ଘଟଣା ପ୍ରତିବାଦରେ ଜାରି ରହିଛି ବିକ୍ଷୋଭ ପ୍ରଦର୍ଶନ । ରାସ୍ତାକୁ ଓହ୍ଲାଇଛନ୍ତି ବିଭିନ୍ନ ସଂଗଠନ । ଘଟଣାକୁ ନେଇ ଦେଶବ୍ୟାପୀ ତୀବ୍ର ପ୍ରତିକ୍ରିୟା ସୃଷ୍ଟି ହୋଇଥିବା ବେଳେ ମହିଳାଙ୍କ ବିରୋଧରେ ଅପରାଧ ଅକ୍ଷମଣୀୟ ଅପରାଧ ବୋଲି…

ୟୁପିଏସ :  ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍ ?

ନୂଆଦିଲ୍ଲୀ: ୟୁନିଫାଏଡ ପେନସନ ସ୍କିମ-ୟୁପିଏସ ଲାଗୁ ପାଇଁ ଘୋଷଣା କରିଛନ୍ତି ମୋଦି ସରକାର । ୟୁପିଏସ ଲାଗୁ ପାଇଁ ମୋଦି ସରକାରଙ୍କ ନିଷ୍ପତ୍ତି ଏକ ପଲିଟିକାଲ ମାଷ୍ଟରଷ୍ଟ୍ରୋକ୍ ବୋଲି କୁହାଯାଉଛି । ନିଷ୍ପତ୍ତିର ଟାଇମିଂକୁ ନେଇ ଚର୍ଚ୍ଚା । କିଛି ରାଜ୍ୟର ବିଧାନସଭା ନିର୍ବାଚନ ପୂର୍ବରୁ…

ରତ୍ନଭଣ୍ଡାର ଗଣତି ମଣତି କରିବ ଉଚ୍ଚସ୍ତରୀୟ ଟିମ୍

ପୁରୀ: ଆଜି ପୁରୀରେ ଆୟୋଜିତ ବିଜେପି ବୈଠକରେ ଯୋଗ ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏହା ପରେ ରତ୍ନଭଣ୍ଡାର ନେଇ ବଡ ବୟାନ ଦେଇଛନ୍ତି ଧର୍ମେନ୍ଦ୍ର । ଏନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ କହିଛନ୍ତି, ରତ୍ନଭଣ୍ଡାର ଯାଞ୍ଚ ଓ ଗଣତି ମଣତି ଖୁବ୍ ଶୀଘ୍ର ହେବ । ଏଥିପାଇଁ…

୧୭ରେ ଓଡିଶା ଆସିବେ ମୋଦି, ମହିଳାଙ୍କୁ ଦେବେ ସୁଭଦ୍ରାର ପ୍ରଥମ କିସ୍ତି

ଭୁବନେଶ୍ବର: ସେପ୍ଟେମ୍ବର ୧୭ରେ ଓଡିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସୁଭଦ୍ରା ଯୋଜନାର ଶୁଭାରମ୍ଭ କରି ମହିଳାଙ୍କୁ ସୁଭଦ୍ରା ସହାୟତାର ପ୍ରଥମ କିସ୍ତି ଦେବାପାଇଁ ମୋଦି ଓଡିଶା ଆସିବେ । ଏନେଇ ସୂଚନା ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ତେବେ ଆଜି…

ବିଧାୟକଙ୍କୁ ପାଠ ପଢାଇଲେ ନବୀନ; କହିଲେ ପ୍ରଭାବଶାଳୀ ବିରୋଧୀ ଗଣତନ୍ତ୍ରର ରକ୍ଷକ

ଭୁବନେଶ୍ବର: ଶଙ୍ଖଭବନରେ ନିଜ ବିଧାୟକଙ୍କୁ ପାଠ ପଢାଇଲେ ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ । ନବନିର୍ବାଚିତ ୧୮ ବିଧାୟକଙ୍କ ସମେତ ମୋଟ ୫୧ ଜଣ ବିଧାୟକଙ୍କୁ ତାଲିମ୍ ଦେଲେ ବିଜେଡି ମୁଖିଆ । କହିଲେ, ବିଧାନସଭାରେ ଯେତିକି ସରକାରଙ୍କର ଗୁରୁତ୍ବ ରହିଛି ସେତିକି ଗୁରତ୍ବ ରହିଛି ବିରୋଧୀଙ୍କର ।…

କୋଲକାତା ଲଜ୍ଜା: ସିବିଆଇ ଜାଲରେ କିପରି ଫସିଲେ ସନ୍ଦୀପ ଘୋଷ ?

କୋଲକାତା: ସନ୍ଦୀପ ଘୋଷଙ୍କ ଘରେ ସିବିଆଇ ରେଡ୍‌ କରିଛି। ଆର୍‌.ଜି କର ମେଡିକାଲ କଲେଜର ପୂର୍ବତନ ଅଧ୍ୟକ୍ଷ ସନ୍ଦୀପ ଘୋଷ ଓ ତାଙ୍କ ସମ୍ପର୍କୀୟଙ୍କ ଘରେ ସିବିଆଇ ଚଢାଉ କରିଛି। ଦୁର୍ନୀତି ଅଭିଯୋଗରେ କୋଲକାତାର ୧୫ଟି ସ୍ଥାନରେ ଚଢ଼ାଉ ଜାରି ରହିଛି। ଅନ୍ୟପଟେ ଅଭିଯୁକ୍ତ ସଞ୍ଜୟ ରୟର ପଲିଗ୍ରାଫ…

ଗ୍ୟାଙ୍ଗଷ୍ଟାର ସେଲରୁ ମିଳିଲା ଫୋନ୍: ଜେଲ୍ ଭିତରେ ଗ୍ୟାଙ୍ଗଷ୍ଟାରକୁ ଫୋନ୍ ଦେଲା କିଏ?

ବଲାଙ୍ଗିର: ଓଡିଶା ଜେଲରେ ସୁରକ୍ଷା ବ୍ୟବସ୍ଥାରେ ବଡ ବ୍ୟତିକ୍ରମ । ଗ୍ୟାଙ୍ଗଷ୍ଟର ସୁଶାନ୍ତ ଧଳସାମନ୍ତ ସେଲ୍‌ରୁ ମିଳିଲା ସ୍ମାର୍ଟଫୋନ୍ । ବଲାଙ୍ଗିର ଜେଲ୍‌ରେ ଚଢାଉ କରି ତନଘନା କରିବା ବେଳେ ଗ୍ୟାଙ୍ଗଷ୍ଟାର ପାଖରୁ ସ୍ମାର୍ଟଫୋନ୍ ଜବତ କରିଛି ପୋଲିସ । ଏଥିସହିତ ନିଶା ଦ୍ରବ୍ୟ ମଧ୍ୟ ଠାବ କରିଛି…

ସୁଭଦ୍ରାକୁ ନେଇ ତେଜିଲା ରାଜନୀତି: ବିରୋଧୀ ନେତାଙ୍କୁ କଡା ଜବାବ ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ସୁଭଦ୍ରା ଯୋଜାନକୁ ନେଇ ତେଜିଲା ରାଜନୀତି । ମୁହାଁମୁହିଁ ହେଲେ ଶାସକ ଓ ବିରୋଧୀ ଦଳ । ନିଜ ଏକ୍ସ ହ୍ୟାଣ୍ଡେଲରେ ସୁଭଦ୍ରା ଏସଓପିକୁ ନେଇ ସମାଲୋଚନା କରିଥିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଯାହାକୁ ନେଇ କଡା ଜବାବ ରଖିଛନ୍ତି ଉପମୁଖ୍ୟମନ୍ତ୍ରୀ । ପୁରୀରେ ଆୟୋଜିତ…

ପୃଥିବୀ ପୃଷ୍ଠକୁ କେବେ ଫେରିବେ ସୁନୀତା ୱିଲିୟମ୍ସ ?

ନୂଆଦିଲ୍ଲୀ: ପୃଥିବୀ ପୃଷ୍ଠକୁ ଫେରିବାକୁ ଆହୁରି କିଛି ମାସ ଅପେକ୍ଷା କରିବେ ସୁନୀତା ୱିଲିୟମ୍ସ। ଆନ୍ତର୍ଜାତିକ ମହାକାଶ କେନ୍ଦ୍ର (ଆଇଏସଏସ୍‌)ରେ ଦୀର୍ଘ ୮୦ ଦିନ ଧରି ଫସି ରହିଥିବା ଭାରତୀୟ ବଂଶୋଦ୍ଭବ ଆମେରିକୀୟ ମହାକାଶଚାରୀ ସୁନିତା ୱିଲିୟମ୍ସ ଏବଂ ତାଙ୍କ ସହଯୋଗୀ ବୁଚ୍ ୱିଲମୋରଙ୍କ…

ନିଶା କାରବାର ନେଇ ନୟାଗଡ଼ ଜେଲରେ ପୋଲିସର ଚଢ଼ାଉ

ନୟାଗଡ଼: ନିଶା କାରବାର ନେଇ ଜେଲରେ ପୋଲିସର ଚଢ଼ାଉ। ଜିଲ୍ଲା ମୁଖ୍ୟ କାରାଗାର ସହ ୩ ଉପ କାରାଗାରରେ ଚାଲିଛି ରେଡ୍‌। ଏସପିଙ୍କ ସହ ବହୁ ବରିଷ୍ଠ ଅଧିକାରୀ ଚଢ଼ାଉରେ ସାମିଲ ହୋଇଥିବା ସୂଚନା ରହିଛି। ଦଶପଲ୍ଲା ଉପ କାରାଗାରରୁ ମିଳିଲା ବିପୁଳ ନିଶାଦ୍ରବ୍ୟ। ବିପୁଳ ପରିମାଣରେ ଗୁଟଖା, ଖଇନି,…