Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ସରକାରୀ ଜମି ଜବରଦଖଲ କରି କୋଠା କରିଥିଲେ ବୁଲିବ ବୁଲଡୋଜର

ଭୁବନେଶ୍ୱର: ସରକାରୀ ଜମି ଜବରଦଖଲ କରି କୋଠା କରିଥିଲେ ବୁଲିବ ବୁଲଡୋଜର। ଜବରଦଖଲ ନେଇ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ଦେଇଛନ୍ତି ଏଭଳି ପ୍ରତିକ୍ରିୟା। ସେ କହିଛନ୍ତି, ସରକାରୀ ଜମି ଜବରଦଖଲ କରି ନିର୍ମାଣ ହୋଇଥିବା କୋଠା ଭଙ୍ଗାଯିବ। ବଡ଼ବଡ଼ିଆଙ୍କ ଜବରଦଖଲ କୋଠାରେ ବୁଲଡୋଜର ବୁଲିବ।…

ସୁନାରେ ଛାଉଣୀ ହୋଇ ଭକ୍ତଙ୍କୁ ଦର୍ଶନ ଦେବେ ମହାବାହୁ, କଡାକଡି ସୁରକ୍ଷା ବ୍ୟବସ୍ଥା

ପୁରୀ: ଆଜି ଶ୍ରୀହରିଶୟନ ଏକାଦଶୀ ବା ପବିତ୍ର ସୁନାବେଶ । ଜନ୍ମବେଦୀରେ ଲୀଳାଖେଳା ସାରି ରତ୍ନବେଦୀକୁ ବାହୁଡିଛନ୍ତି ମହାବାହୁ । ଆଜି ମହଣ ମହଣ ସୁନାରେ ଛାଉଣି ହୋଇ ଭକ୍ତଙ୍କୁ ନିଜର ଦୁର୍ଲଭ ବେଶରେ ଦର୍ଶନ ଦେବେ ରଥାରୂଢ ବଡ ଠାକୁର ବଳଭଦ୍ର, କଳାସାଆନ୍ତ ଜଗନ୍ନାଥ, ହଳଦୀମୁହିଁ ମା ସୁଭଦ୍ରା ।…

ସଂସଦର ବଜେଟ୍ ଅଧିବେଶନ ପୂର୍ବରୁ ସର୍ବଦଳୀୟ ବୈଠକ ଡାକିଲେ ସରକାର

ନୂଆଦିଲ୍ଲୀ: ସଂସଦର ବଜେଟ୍ ଅଧିବେଶନ ପୂର୍ବରୁ ସରକାର ବିଭିନ୍ନ ରାଜନୈତିକ ଦଳର ନେତାମାନଙ୍କ ସହ ସର୍ବଦଳୀୟ ବୈଠକ ଡାକିଛନ୍ତି। ଯଦି ରାହୁଲ ଗାନ୍ଧୀ ଯୋଗ ଦିଅନ୍ତି, ତେବେ ଏହା ପ୍ରଥମ ଥର ପାଇଁ ବିରୋଧୀ ଦଳ ନେତା ତଥା କଂଗ୍ରେସ ସାଂସଦ ରାହୁଲ ଗାନ୍ଧିଙ୍କର ସର୍ବଦଳୀୟ ବୈଠକ ହେବ। କେନ୍ଦ୍ର…

ସମୁଦ୍ର ମଝିରେ ବୁଡ଼ିଗଲା ତେଲ ଟ୍ୟାଙ୍କର, ୧୩ ଭାରତୀୟଙ୍କ ସମେତ ୧୬ ଜଣ କ୍ରୁ ସଦସ୍ୟ ନିଖୋଜ

ନୂଆଦିଲ୍ଲୀ:୧୩ ଜଣ ଭାରତୀୟଙ୍କ ସମେତ ୧୬ ଜଣ କର୍ମଚାରୀଙ୍କୁ ନେଇ ଯାଉଥିବା ଏକ ତେଲ ଟ୍ୟାଙ୍କର ଓମାନ ଉପକୂଳରେ ବୁଡ଼ି ଯାଇଛି ବୋଲି ଦେଶର ସାମୁଦ୍ରିକ ସୁରକ୍ଷା କେନ୍ଦ୍ର ମଙ୍ଗଳବାର କହିଛି। କ୍ରୁ ମେମ୍ବର ନିଖୋଜ ଅଛନ୍ତି ଏବଂ ସେମାନଙ୍କୁ ଖୋଜିବା ପାଇଁ ଉଦ୍ଧାର କାର୍ଯ୍ୟ ଜାରି ରହିଛି । ତେଲ…

ମନ୍ତ୍ରୀଙ୍କ ଆଗରେ ରାସ୍ତା ଓ ପରିମଳ ବ୍ୟବସ୍ଥା କଥା ଉଠାଇ ମେୟରଙ୍କୁ ଘେରିଲେ ଲୋକେ

ଭୁବନେଶ୍ୱର: ନିଜ ଅଞ୍ଚଳର ସମସ୍ୟା ଏବଂ ବିକାଶ କିଭଳି ହୋଇଛି ଜଣାଇବାକୁ ରାଜଧାନୀସ୍ଥିତ ଲକ୍ଷ୍ମୀସାଗର-ଚିନ୍ତାମଣିଶ୍ୱର ଅଞ୍ଚଳର ଲୋକେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ରଙ୍କ ଆମନ୍ତ୍ରଣ କରିଥିଲେ। ଆଉ ଲୋକେ ନୂଆ ମନ୍ତ୍ରୀଙ୍କୁ ଦେଖି ଯେପରି ଦୀର୍ଘ ଦିନର…

ନୂଆ ଏଜି ନିଯୁକ୍ତିରେ ବିଳମ୍ବ: ଲେଖାଶ୍ରୀଙ୍କ ସମାଲୋଚନାକୁ ମନୋଜ ଦେଲେ ମୁହଁତୋଡ ଜବାବ

ଭୁବନେଶ୍ୱର: ମୋହନ ମାଝୀଙ୍କ ନେତୃତ୍ୱାଧୀନ ବିଜେପି ସରକାରର ମାସେ ପୂରିବା ସତ୍ତ୍ୱେ ଆଡଭୋକେଟ ଜେନେରାଲ (ଏଜି) ଭଳି ଗୁରୁତ୍ୱପୂର୍ଣ୍ଣ ପଦବୀ ଖାଲି ପଡ଼ିଥିବାରୁ ବିରୋଧୀ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ସମାଲୋଚନା ଆରମ୍ଭ ହୋଇଛି। ବିଳମ୍ବ ଯୋଗୁଁ ଅସନ୍ତୋଷ ବଢିବା ସହ ଏହି ପଦ ପାଇଁ ଆଶାୟୀଙ୍କ…

ଓଡିଶା ଆସୁଛନ୍ତି ନଡ୍ଡା

ଭୁବନେଶ୍ବର: ପୁଣି ଓଡିଶା ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା । ଆସନ୍ତା ୧୯ରେ ରାଜ୍ୟ ବିଜେପି ପରିବର୍ଦ୍ଧିତ କାର୍ଯ୍ୟକାରିଣୀରେ ଦେବେ ଯୋଗ । ତେବେ ରାଜ୍ୟରେ ବିଜେପି ସରକାର ଶପଥ ନେବା ପରେ ଏହା ଜେପି ନଡ୍ଡାଙ୍କ ପ୍ରଥମ ଓଡିଶା ଗ୍ରସ୍ତ । ଆସନ୍ତା ୧୯ରେ ଭୁବନେଶ୍ବରରେ…

୧୮ରେ ଖୋଲିବ ଭିତର ରତ୍ନଭଣ୍ଡାର

ପୁରୀ: ଆସନ୍ତା ୧୮ ଅର୍ଥାତ୍ ଗୋଟେ ଦିନ ପରେ ଖୋଲିବ ଭିତର ରତ୍ନଭଣ୍ଡାର । ଏଥିପାଇଁ କମିଟି ବୈଠକରେ ନିଷ୍ପତ୍ତି ହୋଇସାରିଛି । ଏନେଇ ସୂଚନା ଦେଇଛନ୍ତି ଯାଞ୍ଚ କମିଟିର ଅଧ୍ୟକ୍ଷ ପୂର୍ବତନ ଜଷ୍ଟିସ୍ ବିଶ୍ବନାଥ ରଥ । ପୁଣି ଆସନ୍ତା ଗୁରୁବାର ଖୋଲାଯିବ ଶ୍ରୀମନ୍ଦିର ରତ୍ନଭଣ୍ଡାର। ଏନେଇ…