Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ଓଡିଶା ଆସୁଛନ୍ତି ନଡ୍ଡା

ଭୁବନେଶ୍ବର: ପୁଣି ଓଡିଶା ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା । ଆସନ୍ତା ୧୯ରେ ରାଜ୍ୟ ବିଜେପି ପରିବର୍ଦ୍ଧିତ କାର୍ଯ୍ୟକାରିଣୀରେ ଦେବେ ଯୋଗ । ତେବେ ରାଜ୍ୟରେ ବିଜେପି ସରକାର ଶପଥ ନେବା ପରେ ଏହା ଜେପି ନଡ୍ଡାଙ୍କ ପ୍ରଥମ ଓଡିଶା ଗ୍ରସ୍ତ । ଆସନ୍ତା ୧୯ରେ ଭୁବନେଶ୍ବରରେ…

୧୮ରେ ଖୋଲିବ ଭିତର ରତ୍ନଭଣ୍ଡାର

ପୁରୀ: ଆସନ୍ତା ୧୮ ଅର୍ଥାତ୍ ଗୋଟେ ଦିନ ପରେ ଖୋଲିବ ଭିତର ରତ୍ନଭଣ୍ଡାର । ଏଥିପାଇଁ କମିଟି ବୈଠକରେ ନିଷ୍ପତ୍ତି ହୋଇସାରିଛି । ଏନେଇ ସୂଚନା ଦେଇଛନ୍ତି ଯାଞ୍ଚ କମିଟିର ଅଧ୍ୟକ୍ଷ ପୂର୍ବତନ ଜଷ୍ଟିସ୍ ବିଶ୍ବନାଥ ରଥ । ପୁଣି ଆସନ୍ତା ଗୁରୁବାର ଖୋଲାଯିବ ଶ୍ରୀମନ୍ଦିର ରତ୍ନଭଣ୍ଡାର। ଏନେଇ…

କେନ୍ଦ୍ରପଡାରେ ଆଜି ବାହୁଡା: ଭାଇଭଉଣୀ ସଙ୍ଗେ ବାହୁଡିବେ ପ୍ରଭୁ ବଳଦେବଜୀଉ

କେନ୍ଦ୍ରାପଡା: ତୁଳସୀକ୍ଷେତ୍ର କେନ୍ଦ୍ରାପଡାରେ ଶ୍ରୀବଳଦେବଜୀଉଙ୍କର ଆଜି ବାହୁଡାଯାତ୍ରା । ଆଜି ନବଦିନାତ୍ମକ ଲୀଳା ସାରି ଭାଇଭଉଣୀଙ୍କ ସଙ୍ଗେ ଜନ୍ମବେଦୀରୁ ରତ୍ନବେଦୀକୁ ଫେରିବେ ମହାପ୍ରଭୁ । ଏନେଇ ଆରମ୍ଭ ହୋଇଗଲାଣି ପ୍ରସ୍ତୁତି । ଚଳଚଞ୍ଚଳ ମାଉସୀମାଠୁ ଶ୍ରୀବଳଦେବଜୀଉଙ୍କ ପୀଠ । ଏନେଇ…

କରେଣ୍ଟ ଲାଗି ୧୯ ଶିଶୁ ଆହତ ଘଟଣାରେ ୫ ଗିରଫ

ଗଞ୍ଜାମ: କରେଣ୍ଟ ଲାଗି ୧୯ ଶିଶୁ ଆହତ ଘଟଣାରେ ୫ ଜଣଙ୍କୁ ଗିରଫ କଲା ପୋଲିସ। ଯାତ୍ରା କମିଟି ସଭାପତି ସମେତ ୫ ଜଣଙ୍କୁ ଗିରଫ କଲା ପୋଲିସ। ଜାମିନ୍ ନାମଞ୍ଜୁର ପରେ ଗିରଫ ୫ ଅଭିଯୁକ୍ତ ଜେଲ୍ ଗଲେ। ସୂଚନା ଥାଉକି, ରବିବାର ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଅନ୍ତର୍ଗତ ଫାଶୀଗୁଡ଼ା ଗ୍ରାମରେ କରେଣ୍ଟ…

ଆଇପିଏସ୍‌ ଡିଏସ୍‌ କୁଟ୍ଟେଙ୍କୁ ଓଏସ୍‌ଡି ଭାବେ ନିଯୁକ୍ତି ଦେଲେ ସରକାର

ଭୁବନେଶ୍ଵର: ଆଇପିଏସ୍‌ ଡିଏସ୍‌ କୁଟ୍ଟେଙ୍କୁ ଓଏସ୍‌ଡି ଭାବେ ନିଯୁକ୍ତି । ନିଲମ୍ବନ ଉଠିବା ପରେ ରାଜ୍ୟ ଗୃହ ବିଭାଗ ଓଏସ୍‌ଡି ଭାବେ ନିଯୁକ୍ତି ଦେଲେ ସରକାର । ନିର୍ବାଚନ ସମୟରେ କୁଟ୍ଟେଙ୍କୁ ନିଲମ୍ବିତ କରାଯାଇଥିଲା । ତତ୍କାଳୀନ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ଥିବା ବେଳେ ନିଲମ୍ବିତ…

ସିଂହଦ୍ୱାର ଆଗରେ ଲାଗିଲା ତାଳଧ୍ଵଜ ଓ ଦେବଦଳନ

ପୁରୀ: ଜନ୍ମବେଦୀରେ ନବ ଦିନାତ୍ମକ ଲୀଳାଖେଳା ସାରି ଆଜି ନୀଳାଚଳକୁ ଫେରିଛନ୍ତି ମହାବାହୁ । ନିର୍ଦ୍ଧାରିତ ସମୟ ପୂର୍ବରୁ ବଡଦାଣ୍ଡରେ ଲାଗିଛି ତିନି ରଥ। ସେବାୟତଙ୍କ ଘଣ୍ଟଘଣ୍ଟା, ହରିବୋଲ ଶବ୍ଦ ମଧ୍ୟରେ ପ୍ରଥମେ ବଳଭଦ୍ରଙ୍କ ରଥ, ପରେ ସୁଭଦ୍ରାଙ୍କ ରଥ ବଡ଼ ଦାଣ୍ଡରେ ଲାଗିଛି। ସେପଟେ ରାଜାଙ୍କ…

ଆବାସିକ କମିଶନର ପଦବୀରୁ ବିଦା ହେଲେ ବରିଷ୍ଠ ଆଇପିଏସ୍‌ ଅଧିକାରୀ ରବି କାନ୍ତ

ଭୁବନେଶ୍ଵର: ନୂଆଦିଲ୍ଲୀସ୍ଥିତ ଆବାସିକ କମିଶନର ପଦବୀରୁ ବିଦା ହେଲେ ବରିଷ୍ଠ ଆଇପିଏସ୍‌ ଅଧିକାରୀ ରବି କାନ୍ତ । ବରିଷ୍ଠ ଆଇପିଏସ ରବି କାନ୍ତଙ୍କୁ ରାଜ୍ୟ ଗୃହ ବିଭାଗ ଓଏସ୍‌ଡି ଭାବେ ବଦଳି କରାଯାଇଛି। ଏନେଇ ଗୃହ ବିଭାଗ ତରଫରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୯୯୮ ବ୍ୟାଚ ଆଇପିଏସ ରବି କାନ୍ତ…

ପୁଣି ଏକ ଘରୋଇ ନର୍ସିଂହୋମରେ ଅଗ୍ନିକାଣ୍ଡ, ଜଳିଲା ଆଇସିୟୁ ଡ୍ୟୁଟି ରୁମ

ବାରିପଦା: ପୁଣି ଏକ ଘରୋଇ ନର୍ସିଂହୋମରେ ଅଗ୍ନିକାଣ୍ଡ। ବାରିପଦାରେ ଘରୋଇ ହସ୍ପିଟାଲରେ ଅଗ୍ନିକାଣ୍ଡ। ଟାଉନ୍ ଥାନା ଅନ୍ତର୍ଗତ ସାଇ ହସ୍ପିଟାଲରେ ନିଆଁ ଲାଗିଛି। ଆଜି ଭୋର୍ ସମୟରେ ଦ୍ବିତୀୟ ମହଲାର ଆଇସିୟୁ (ICU) ଡ୍ୟୁଟି ରୁମରେ ନିଆଁ ଲାଗିଥିବା ସୂଚନା ରହିଛି। ଏସିରୁ ନିଆଁ ଲାଗିଥିବା…

ଆଜି ବାହୁଡିବେ ମହାପ୍ରଭୁ: ୧୨ଟାରେ ପହଣ୍ଡି, ୪ଟାରେ ରଥ ଟଣା

ପୁରୀ: ଲକ୍ଷ୍ମୀସାଆନ୍ତାଣି ଗୁଣ୍ଡିଚାଘରେ ପ୍ରଭୁଙ୍କୁ ଦର୍ଶନ କରିବା ପରେ ବଡ଼ଦେଉଳକୁ ଫେରିବାକୁ ମନ କରିଛନ୍ତି କାଳିଆସାଆନ୍ତେ। ଦଶମୀ ତିଥିରେ ମହାପ୍ରଭୁ ଶ୍ରୀମନ୍ଦିର ଅଭିମୁଖେ ବାହୁଡି ଯିବେ। ସରିଲା ଜନ୍ମବେଦୀରେ ଲୀଳାଖେଳା । ଆଜି ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା । ଭାଇ ଭଉଣୀଙ୍କୁ ଧରି…

ହସ୍ପିଟାଲରେ ଅଗ୍ନି ସୁରକ୍ଷା ଅଡିଟ୍ ପାଇଁ ଟାସ୍କଫୋର୍ସ ଗଠନ କରିବେ ରାଜ୍ୟ ସରକାର

ଭୁବନେଶ୍ୱର: ତ୍ରିଶା ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟଣା ପରେ ଏବେ ଏହିପରି ଘଟଣାର ଯେପରି ପୁନରାବୃତି ନହୁଏ ଏଥିପ୍ରତି ସତର୍କ ହୋଇଛନ୍ତି ରାଜ୍ୟ ସରକାର। ଏଥିପାଇଁ ସମସ୍ତ ମହାନଗର ନିଗମ ଓ ଜିଲ୍ଲାରେ ଟାସ୍କଫୋର୍ସ ଗଠନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ…