Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ଶ୍ରୀମନ୍ଦିର ଭିତରକୁ ଗଲେ ରତ୍ନଭଣ୍ଡାରକୁ ଯିବାକୁ ଥିବା ୧୧ ସଦସ୍ୟ

ପୁରୀ: ଶ୍ରୀମନ୍ଦିର ଭିତରକୁ ଗଲେ ରତ୍ନଭଣ୍ଡାରକୁ ଯିବାକୁ ଥିବା ୧୧ ସଦସ୍ୟ । ତଦାରଖ କମିଟି ଅଧ୍ୟକ୍ଷ, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ସହ ୧୧ଜଣ ସଦସ୍ୟ ଶ୍ରୀମନ୍ଦିର ଭିତରକୁ ଯାଇଛନ୍ତି । ଶ୍ରୀମନ୍ଦିର ପରିସରରେ ଏବେ ସଦସ୍ୟମାନେ ସବିଶେଷ ଆଲୋଚନା କରୁଥିବା ସୂଚନା ମିଳିଛି । ପ୍ରଥମେ…

ଆଜି ହେବନି ଗଣତି, କେବଳ ଖୋଲାଯିବ ରତ୍ନଭଣ୍ଡାର

ପୁରୀ: ଆଜି ଗଣତି ହେବନି । ଖାଲି ଖୋଲାଯିବ ରତ୍ନଭଣ୍ଡାର । ଏନେଇ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ । ଆଜି ଗଣତି ହେବନି, ଖାଲି ଯାଞ୍ଚ ହେବ । ଭିତର ରତ୍ନଭଣ୍ଡାରର ସୁରକ୍ଷା ଆମର ପ୍ରାଥମିକତା । ଭିତର ରତ୍ନଭଣ୍ଡାରର ମରାମତି ପରେ ଗଣତି କାର୍ଯ୍ୟ ଆରମ୍ଭ ହେବ ।…

‘ଟ୍ରେଜେରୀରେ ଅଛି ଚାବି, ଦିନ ୧ଟା ୨୮ରେ ଖୋଲିବ ରତ୍ନ ଭଣ୍ଡାର’

ପୁରୀ: ଖୋଲିବ ରତ୍ନ ଭଣ୍ଡାର । ଏହା ପୂର୍ବରୁ ସରିଛି ରତ୍ନ ଭଣ୍ଡାର ଯାଞ୍ଚ କମିଟି ବୈଠକ । ବୈଠକରେ ରତ୍ନଭଣ୍ଡାର ଖୋଲିବା ନେଇ ପୁଙ୍ଖାନୁପୁଙ୍ଖ ଆଲୋଚନା ହୋଇସାରିଛି । ଏବେ ଖାଲି ଖୋଲିବାକୁ ଅପେକ୍ଷା । ବୈଠକ ପରେ ଏନେଇ ସୂଚନା ଦେଇଛନ୍ତି ଯାଞ୍ଚ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ବନାଥ ରଥ…

ଖୋଲିବ ରତ୍ନଭଣ୍ଡାର, ଜାଣନ୍ତୁ କିଏ କିଏ ଯିବେ ଭିତରକୁ….

ପୁରୀ: ରତ୍ନଭଣ୍ଡାର ଖୋଲିବା ନେଇ ଆରମ୍ଭ ହୋଇଗଲାଣି ପ୍ରସ୍ତୁତି । ଧୀରେ ଧୀରେ ଶ୍ରୀମନ୍ଦିର ଭିତରକୁ ପ୍ରବେଶ କରୁଛନ୍ତି ବିଭିନ୍ନ ଉଦ୍ଧାରକାରୀ ଟିମ୍ । ଏହା ଭିତରେ ରତ୍ନଭଣ୍ଡାର ତଦନ୍ତ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି । କେଉଁମାନେ ରତ୍ନଭଣ୍ଡାର ଭିତରକୁ ପ୍ରବେଶ କରିବେ, ରତ୍ନ ଭଣ୍ଡାର…

ରତ୍ନଭଣ୍ଡାର ଚାବି ନେଇ ପୁରୀ ଜିଲ୍ଲାପାଳଙ୍କ ବଡ ବୟାନ……

ପୁରୀ: ଆରମ୍ଭ ହୋଇଗଲାଣି ପ୍ରସ୍ତୁତି । ଆଜି ଦିନ ୧ଟା ପରେ ଖୋଲିବ ଶ୍ରୀମନ୍ଦିର ରତ୍ନ ଭଣ୍ଡାର । ସେଥିପାଇଁ ଏହା ପୂର୍ବରୁ ଚାଲିଛି ରତ୍ନଭଣ୍ଡାର ତଦନ୍ତ କମିଟି ବୈଠକ । ବୈଠକରେ ରତ୍ନ ଭଣ୍ଡାର ତାଲା ଖାଲିବା ନେଇ ଚାବି ଉପସ୍ଥାପନା କରାଯିବ । ହେଲେ ଏହାରି ଭିତରେ ବଡ ବୟାନ ଦେଇଛନ୍ତି ପୁରୀ…

ଆସିଲା ଆଜ୍ଞାମାଳ, ଖୋଲିବ ମହାପ୍ରଭୁଙ୍କ ରତ୍ନଭଣ୍ଡାର

ପୁରୀ: ଆଜି ପୁରୀ ଉପରେ ସମସ୍ତଙ୍କ ନଜର । ବହୁ ପ୍ରତୀକ୍ଷାର ଆଜି ଶେଷ ଦିନ  । ଶେଷରେ ବହୁ ବର୍ଷ ପରେ ଆଜି ଖୋଲୁଛି ମହାପ୍ରଭୁଙ୍କ ରତ୍ନ ଭଣ୍ଡାର । ଏଥିପାଇଁ ଆଜ୍ଞାମାଳ ବିଜେ ହୋଇଯାଇଛି । ମହାପ୍ରଭୁ ଲୋକନାଥଙ୍କ ପାଖରୁ ଆଜ୍ଞାମାଳ ଶ୍ରୀମନ୍ଦିରରେ ଆସି ପହଞ୍ଚିଛି । ରତ୍ନଭଣ୍ଡାର ଖୋଲିବା…

ରତ୍ନଭଣ୍ଡାର ଖୋଲିବା ବେଳେ ସିଂହଦ୍ୱାରକୁ ଛାଡ଼ି ବାକି ଦ୍ୱାର ବନ୍ଦ ରହିବ

ପୁରୀ: ରତ୍ନଭଣ୍ଡାର ଖୋଲିବା ବେଳେ ରହିବ ସାମୟିକ କଟକଣା । ସିଂହଦ୍ୱାରକୁ ଛାଡ଼ି ବନ୍ଦ ରହିବ ବାକି ସମସ୍ତ ଦ୍ୱାର । ଯେଉଁମାନେ ସେବା ଓ ପୂଜା ପାଇଁ ଅଧିକୃତ ସେମାନଙ୍କୁ କେବଳ ଭିତରକୁ ଛଡ଼ାଯିବ । କମିଟିର ସଦସ୍ୟ ଯିବା ବେଳେ ବେହରଣ ଦ୍ବାର ନିକଟରେ ସେମାନଙ୍କୁ ଯାଞ୍ଚ କରାଯିବ ବୋଲି ସୂଚନା…

ବହୁ ପ୍ରତୀକ୍ଷାର ହେବ ଅନ୍ତ, ଖୋଲିବ ମହାପ୍ରଭୁଙ୍କ ରତ୍ନ ଭଣ୍ଡାର

ପୁରୀ: ବହୁ ପ୍ରତୀକ୍ଷାର ହେବ ଅନ୍ତ । ଶେଷରେ ଆଜି ଖୋଲିବ ମହାପ୍ରଭୁଙ୍କ ରତ୍ନଭଣ୍ଡାର । ବିଶ୍ବ ଦେଖିବ ଚତୁର୍ଦ୍ଧାମୂର୍ତ୍ତିଙ୍କ ହୀରା, ଲୀଳା, ମୋତି, ମାଣିକ ଆଦି ଖଞ୍ଜିତ ଦୁର୍ଲଭ ଅଳଙ୍କାର ।ଦୀର୍ଘ ୪୬ ବର୍ଷ ଧରି ଲାଗି ରହୁଥିବା କଳ୍ପନା ଜଳ୍ପନାର ଅନ୍ତ ଘଟିବ । ଆଜି ଦିନ ଗୋଟାଏ ପରେ ଖୋଲାଯିବ…

ରାଜ୍ୟପାଳଙ୍କୁ ଭେଟିଲେ ଏଏସଓଙ୍କ ପତ୍ନୀ, କହିଲେ ନ୍ୟାୟ ମିଳିବ ବୋଲି ପ୍ରତିଶ୍ରୁତି ମିଳିଛି

ଭୁବନେଶ୍ୱର: ପୁରୀରେ ରାଜ୍ୟପାଳଙ୍କ ପୁଅ ମାଡ଼ ମାରିଥିବା ଅଭିଯୋଗ ଆଣିଥିବା ଏଏସ୍ଓଙ୍କ ପତ୍ନୀଙ୍କୁ ନ୍ୟାୟ ଦେବାକୁ ରାଜ୍ୟପାଳ ରଘୁବର ଦାସ ପ୍ରତିଶ୍ରୁତି ଦେଇଛନ୍ତି। ଆସିଷ୍ଟାଣ୍ଟ ସେକ୍ସନ ଅଫିସର (ଏଏସ୍ଓ) ବୈକୁଣ୍ଠ ପ୍ରଧାନଙ୍କ ପତ୍ନୀ ସୟୋଜୀ ପ୍ରଧାନ ଶନିବାର ଭୁବନେଶ୍ୱରରେ ଗଣମାଧ୍ୟମ…

ଦିନ ଗୋଟାଏ ପରେ ଖୋଲିବ ରତ୍ନଭଣ୍ଡାର: ଜଷ୍ଟିସ୍‌ ବିଶ୍ୱନାଥ ରଥ

ନୂଆଦିଲ୍ଲୀ: ଦିନ ୧ଟା ପରେ ଶୁଭ ସମୟ ଆସୁଛି ତେଣୁ ୧ଟା ପରେ ହିଁ ଖୋଲାଯିବ ରତ୍ନଭଣ୍ଡାର । ଏନେଇ ସୂଚନା ଦେଇଛନ୍ତି ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ୍‌ ବିଶ୍ୱନାଥ ରଥ । ଜଷ୍ଟିସ ରଥ କହିଛନ୍ତି ଯେ, ଯାହା ଆଶା କରୁଛୁ ଗୋଟାଏରୁ ସାଢ଼େ ଗୋଟାଏରେ ଖୋଲାଯିବ । ଚାବିରେ ଯଦି ତାଲା ନଖୋଲେ ତେବେ ତାଲା…