Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ରାଜ୍ୟପାଳଙ୍କୁ ଭେଟିଲେ ଏଏସଓଙ୍କ ପତ୍ନୀ, କହିଲେ ନ୍ୟାୟ ମିଳିବ ବୋଲି ପ୍ରତିଶ୍ରୁତି ମିଳିଛି

ଭୁବନେଶ୍ୱର: ପୁରୀରେ ରାଜ୍ୟପାଳଙ୍କ ପୁଅ ମାଡ଼ ମାରିଥିବା ଅଭିଯୋଗ ଆଣିଥିବା ଏଏସ୍ଓଙ୍କ ପତ୍ନୀଙ୍କୁ ନ୍ୟାୟ ଦେବାକୁ ରାଜ୍ୟପାଳ ରଘୁବର ଦାସ ପ୍ରତିଶ୍ରୁତି ଦେଇଛନ୍ତି। ଆସିଷ୍ଟାଣ୍ଟ ସେକ୍ସନ ଅଫିସର (ଏଏସ୍ଓ) ବୈକୁଣ୍ଠ ପ୍ରଧାନଙ୍କ ପତ୍ନୀ ସୟୋଜୀ ପ୍ରଧାନ ଶନିବାର ଭୁବନେଶ୍ୱରରେ ଗଣମାଧ୍ୟମ…

ଦିନ ଗୋଟାଏ ପରେ ଖୋଲିବ ରତ୍ନଭଣ୍ଡାର: ଜଷ୍ଟିସ୍‌ ବିଶ୍ୱନାଥ ରଥ

ନୂଆଦିଲ୍ଲୀ: ଦିନ ୧ଟା ପରେ ଶୁଭ ସମୟ ଆସୁଛି ତେଣୁ ୧ଟା ପରେ ହିଁ ଖୋଲାଯିବ ରତ୍ନଭଣ୍ଡାର । ଏନେଇ ସୂଚନା ଦେଇଛନ୍ତି ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ୍‌ ବିଶ୍ୱନାଥ ରଥ । ଜଷ୍ଟିସ ରଥ କହିଛନ୍ତି ଯେ, ଯାହା ଆଶା କରୁଛୁ ଗୋଟାଏରୁ ସାଢ଼େ ଗୋଟାଏରେ ଖୋଲାଯିବ । ଚାବିରେ ଯଦି ତାଲା ନଖୋଲେ ତେବେ ତାଲା…

ଯଶସ୍ୱୀ, ଶୁଭମନଙ୍କ ଅପରାଜିତ ଅର୍ଦ୍ଧଶତକ, ସିରିଜ ଜିତିଲା ଭାରତ

ହରାରେ: ଯଶସ୍ୱୀ ଜୈସୱାଲ ଓ ଶୁଭମନ ଗିଲଙ୍କ ବିସ୍ଫୋରକ ଅର୍ଦ୍ଧଶତକ ସହାୟତାରେ ଏଠାରେ ଅନୁଷ୍ଠିତ ୪ର୍ଥ ଟି୨୦ରେ ଭାରତ ୧୦ ୱିକେଟରେ ଜିମ୍ବାୱେକୁ ପରାସ୍ତ କରିଛି । ସମ୍ପୂର୍ଣ୍ଣ ଏକତରଫା ମ୍ୟାଚରେ ଭାରତ ହାତରେ ୨୮ ବଲ ବାକିଥାଇ ଏହି ବିଜୟ ହାସଲ କରିଛି । ଏଥିସହ ୫ ମ୍ୟାଚ ବିଶିଷ୍ଟ ମୁକାବିଲାରେ…

ନର୍ସିଂହୋମରେ ନିଆଁ ଲାଗିବା ଘଟଣା, ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

କଟକ: କଟକ ରାଧାରମଣ ନର୍ସିଂହୋମରେ ନିଆଁ ଲାଗିବା ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ରୋଗୀଙ୍କୁ ତୁରନ୍ତ ଅନ୍ୟତ୍ର ସ୍ଥାନାନ୍ତର ପାଇଁ ସଚିବ, ଜିଲ୍ଲାପାଳଙ୍କୁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ରୋଗୀଙ୍କ ଚିକିତ୍ସା ଖର୍ଚ୍ଚ ରାଜ୍ୟ ସରକାର…

ନର୍ସିଂହୋମ୍‌ରେ ଅଗ୍ନିକାଣ୍ଡ, ଆଇସିୟୁରେ ଲାଗିଛି ନିଆଁ

କଟକ: କଟକର ଏକ ଘରୋଇ ନର୍ସିଂହୋମ୍‌ରେ ଅଗ୍ନିକାଣ୍ଡ । ପୁରୀଘାଟ ଥାନା ନିକଟ ନର୍ସିଂହୋମ୍‌ର ୩ୟ ମହଲାରେ ନିଆଁ । ୩ୟ ମହଲାରେ ଥିବା ଆଇସିୟୁରେ ଲାଗିଛି ନିଆଁ। ଆଇସିୟୁରେ ଥିବା ରୋଗୀଙ୍କୁ ଉଦ୍ଧାର ପାଇଁ ଉଦ୍ୟମ ଜାରି ରହିଛି । ୩ୟ ମହଲାରୁ ସିଡ଼ି ଲଗାଇ ଗୁରୁତର ରୋଗୀଙ୍କୁ ଉଦ୍ଧାର କରାଯାଉଛି ।…

ରାଜ୍ୟପାଳଙ୍କ ପୁଅ ବିରୋଧରେ ରାଜଭବନ ଆଗରେ କଂଗ୍ରେସର ବିକ୍ଷୋଭ

ଭୁବନେଶ୍ବର: ରାଜଭବନ ଆଗରେ ବିକ୍ଷୋଭ କରୁଛି କଂଗ୍ରେସ । ଯୁବ ଓ ଛାତ୍ର କଂଗ୍ରେସ ରାଜ୍ୟପାଳଙ୍କ ପୁଅ ଏଏସଓଙ୍କୁ ମାଡ଼ ମାରିଥିବା ଅଭିଯୋଗରେ ରାଜଭବନ ଆଗରେ ବିକ୍ଷୋଭ ପ୍ରଦର୍ଶନ କରିବା ସହ ନାରାବାଜି ଆରମ୍ଭ କରିଚନ୍ତି । ଏହା ସହିତ ଏଭଳି ଘଟଣା ପାଇଁ ରାଜ୍ୟପାଳ ଇସ୍ତଫା ଦେବା ସହିତ ଦୋଷୀ…

‘ଭୋକରେ ଥିଲେ ବଡଠାକୁର, ନେତ୍ର ବି ପାଇନଥିଲେ’, ବଡ ବୟାନ ଦେଲେ ବଡଠାକୁରଙ୍କ ବାଡଗ୍ରାହୀ

ପୁରୀ: ଗୁଣ୍ଡିଚା ବିଜେ ପହଣ୍ଡି ବେଳେ ବଡଠାକୁର ଚାରମାଳରୁ ପଡିଯିବା ଘଟଣା ଏବେ ସମସ୍ତଙ୍କୁ ମର୍ମାହତ କରିଛି । ଏହାର ମୁଖ୍ୟ କାରଣ ସେବାୟତଙ୍କ ବେପୁରୁଆ ମନଭାବ ଓ ଅଣସେବାୟତଙ୍କ ପ୍ରବେଶକୁ ଅନେକ ସ୍ଥଳରେ ଦାୟୀ କରାଯାଇଥିବା ବେଳେ ଏନେଇ ବିସ୍ଫୋରକ ବୟାନ ଦେଇଛନ୍ତି ମହାପ୍ରଭୁ ବଳଭଦ୍ରଙ୍କ…

ଅଷ୍ଟ୍ରେଲିଆ ବିପକ୍ଷରେ ଯୁବରାଜ ସିଂହଙ୍କ ଧୂଆଁଧାର ବ୍ୟାଟିଂ, ମ୍ୟାଚ ପୂର୍ବରୁ ଟ୍ରେଲର ଦେଖି ପାକିସ୍ତାନ ଚିନ୍ତିତ

ନୂଆଦିଲ୍ଲୀ: ଓ୍ୱାର୍ଲଡ ଚାମ୍ପିୟନଶିପ୍ ଅଫ୍ ଲିଜେଣ୍ଡସ୍ ଫାଇନାଲରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବେ। ଆଜି ସନ୍ଧ୍ୟାରେ ହେବାକୁ ଥିବା ଏହି ଟାଇଟଲ ମୁକାବିଲା ପୂର୍ବରୁ ପାକିସ୍ତାନର ଅବସ୍ଥା ନିଶ୍ଚିତ ଭାବେ ଖରାପ ହୋଇଯିବ। କାରଣ ଡବ୍ଲୁସିଏଲ୍ ୨୦୨୪ର ଦ୍ୱିତୀୟ ସେମିଫାଇନାଲରେ…

କଂଗ୍ରେସ ଭଳି ବିଜେପି ଭୁଲ ନ ଦୋହରାଉ, ନିଜ ଦଳକୁ କାହିଁକି ଏପରି କହିଲେ ଗଡ଼କରୀ?

ନୂଆଦିଲ୍ଲୀ: କେନ୍ଦ୍ରମନ୍ତ୍ରୀ ନୀତିନ ଗଡ଼କରୀ ନିଜ ଦଳ ବିଜେପିକୁ ନେଇ ବଡ ବୟାନ ଦେଇଛନ୍ତି । ସେ କହିଛନ୍ତି ଯେ ବିଜେପି କଂଗ୍ରେସର ଭୁଲର ପୁନରାବୃତ୍ତି କରିବା ଉଚିତ୍ ନୁହେଁ । ଗଡ଼କରୀ କହିଛନ୍ତି ଯେ ବିଜେପି ଏକ ଭିନ୍ନ ଚିନ୍ତାଧାରାର ଦଳ, ସେଥିପାଇଁ ଏହା ବାରମ୍ବାର ଲୋକଙ୍କ ବିଶ୍ୱାସ…