Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

କିଏ ନିର୍ମାଣ କରିଛି କୁସୁମା ବଙ୍ଗଳା ?

ଭୁବନେଶ୍ବର: ଯାଜପୁର କୁସୁମା ପୋଖରୀ ନିକଟରେ ଥିବା ବିଳାସମୟ ବଙ୍ଗଳାକୁ ନେଇ ବଢୁଛି କନଫ୍ୟୁଜନ୍ । କିଏ ନିର୍ମାଣ କରିଛି କୁସୁମା ବଙ୍ଗଳା? ସରକାରୀ ଜମି ଉପରେ ଥିବା ବଙ୍ଗଳା ପାଇଁ କେଉଁ ବିଭାଗ ପକ୍ଷରୁ ଅର୍ଥ ବ୍ୟୟ କରାଯାଇଛି ? ପ୍ରଥମେ ଯାଜପୁର ପୌରପାଳିକା ପକ୍ଷରୁ କୁସୁମାରେ ରହିଥିବା ୯ଟି…

୨୩ରୁ କେନ୍ଦ୍ରର ପୂର୍ଣ୍ଣ ଆର୍ଥିକ ବଜେଟ୍: କେନ୍ଦ୍ରମନ୍ତ୍ରୀ କିରଣ ରିଜିଜୁ

ନୂଆଦିଲ୍ଲୀ: ଜୁଲାଇ ୨୩ରେ ଉପସ୍ଥାପନ ହେବ କେନ୍ଦ୍ର ବଜେଟ। ଏନେଇ ସୂଚନା ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ କିରଣ ରିଜିଜୁ। ଜୁଲାଇ ୨୨ ତାରିଖରେ ଆରମ୍ଭ ହେବ ବଜେଟ ଅଧିବେଶନ । ଜୁଲାଇ ୨୩ରେ ଉପସ୍ଥାପନା ହେବ ୨୦୨୪-୨ ୫ର କେନ୍ଦ୍ର ବଜେଟ। ଗତ ଫେବ୍ରୁଆରୀ ୧ ତାରିଖରେ ସଂସଦରେ ଉପସ୍ଥାପନ ହୋଇଥିଲା…

ବଡ ଘରର ବଡ଼ ଗୁମର କଥା: କୋର୍ଟରେ ହାଜର ହେଲେନି ଶଶି ବେହେରା

ବାଙ୍କୀ: ଏଥର ବି କୋର୍ଟରେ ହାଜର ହେଲେନି ବରିଷ୍ଠ ବିଜେଡି ନେତା ତଥା ପୂର୍ବତନ ମନ୍ତ୍ରୀ ଶଶିଭୂଷଣ ବେହେରା । ବୋହୂକୁ ନିର୍ଯାତନା ଦେଉଥିବା ଅଭିଯୋଗରେ କୋର୍ଟରେ ହାଜର ହେବା ପାଇଁ ନିର୍ଦ୍ଦେଶ ଦିଆଯାଇଥିଲେ ମଧ୍ଯ ସେ ଆଜି କୋର୍ଟରେ ହାଜର ହୋଇନାହାନ୍ତି। ପୁଅ ସତ୍ୟଭୂଷଣ ବେହେରା କୋର୍ଟରେ ହାଜର…

କୁସୁମା କଟେଜ୍‌କୁ ହାତକୁ ନେବ ଜିଲ୍ଲା ପ୍ରଶାସନ- ଜିଲ୍ଲାପାଳ

ଯାଜପୁର: ବହୁ ଚର୍ଚ୍ଚିତ କୁସୁମା କଟେଜ୍‌ ନେଇ ଜିଲ୍ଲାପାଳଙ୍କ ସୂଚନା । କୁସୁମା କଟେଜ୍‌କୁ ହାତକୁ ନେବ ଜିଲ୍ଲା ପ୍ରଶାସନ। ‘ପୌର ପାଳିକା ଜମିରେ କଟେଜ୍‌ ତିଆରି ହୋଇଛି ଏବଂ ସିଏସ୍‌ଆର୍‌ ପାଣ୍ଠିରେ ନିର୍ମାଣ ହୋଇଥିବା ସ୍ପଷ୍ଟ ହୋଇଛି ବୋଲି ସୂଚନା ଦେଉଛନ୍ତି ଯାଜପୁର ଜିଲ୍ଲାପାଳ।…

୯ରେ ନିଆଯିବ ନିଷ୍ପତି, ଡୁପ୍ଲିକେଟ ଚାବିରେ ନଖୋଲିଲେ ରତ୍ନଭଣ୍ଡାର ତାଲା ଭଙ୍ଗାଯିବ: ଜଷ୍ଟିସ ରଥ

ପୁରୀ: ଶେଷ ହେଇଛି ରତ୍ନଭଣ୍ଡାର ଯାଞ୍ଚ କମିଟିର ପ୍ରଥମ ବୈଠକ।ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ଠାରେ ବସିଥିବା ନୂତନ ଭାବରେ ଗଠନ କରାଯାଇଥିବା ରତ୍ନଭଣ୍ଡାର ଯାଞ୍ଚ କମିଟିର ବୈଠକ ଶେଷ ହୋଇଛି। ଜଷ୍ଟିସ୍ ବିଶ୍ୱନାଥ ରଥଙ୍କ ଅଧ୍ୟକ୍ଷତାରେ ବସିଥିଲା କମିଟିର ବୈଠକ । ବୈଠକ ପରେ ଗଣମାଧ୍ୟମକୁ…

ବିରୋଧୀଙ୍କ ଟାର୍ଗେଟ: କହିଲେ, ନବୀନଙ୍କ ଯୋଜନାରେ ରଙ୍ଗ ମାରି ଚଳିବ ବିଜେପି

ଭୁବନେଶ୍ବର: ସରକାର ବଦଳିବା ପରେ ପୂର୍ବ ସରକାରର ବିଭିନ୍ନ ସେବାର ରଙ୍ଗ ରୂପ ବଦଳାଇବା ପାଇଁ ନିଷ୍ପତ୍ତି ନେଇଛନ୍ତି ନୂଆ ସରକାର । ମୋ ସରକାର ଠାରୁ ଆରମ୍ଭ କରି ମୋ ବସ୍, ଲକ୍ଷ୍ମୀ ବସ୍, ସ୍କୁଲ ପୋଷାକର ରଙ୍ଗ, ସବୁ କିଛି ବଦଳାଇବା ପାଇଁ ନିଷ୍ପତ୍ତି ହୋଇଛି । ଏହି କ୍ରମରେ ଗତ କିଛି ଦିନ…

ଲକ୍ଷ୍ମୀ ବସର ରଙ୍ଗ ଓ ନାମ ବଦଳିକୁ ବିରୋଧ, ରାଜରାସ୍ତାକୁ ଓହ୍ଲାଇବ କହିଲା ବିଜେଡି

ଭୁବନେଶ୍ୱର: ନୂଆ ସରକାର ତତ୍କାଳୀନ ସରକାରର ଯୋଜନା ଗୁଡିକୁ ବନ୍ଦ କରିନାହାନ୍ତି। କିନ୍ତୁ କିଛି ଯୋଜନାର ନାମ ଏବଂ ରଙ୍ଗ ବଦଳାଇବାକୁ ନିଷ୍ପତ୍ତି ନେଇଛନ୍ତି। ଏବେ ଏହାକୁ ବିରୋଧ କରିଛି ପୂର୍ବତନ ଶାସକ ଦଳ ତଥା ଏବେର ବିରୋଧୀ ଦଳ ବିଜୁ ଜନତା ଦଳ। ମୋହନ ସରକାରର ଏ ନିଷ୍ପତ୍ତିକୁ ବିରୋଧ…

‘ରତ୍ନ ଭଣ୍ଡାର ପ୍ରସଙ୍ଗରେ କମିଟି ନିଷ୍ପତ୍ତି ହିଁ ଚୂଡାନ୍ତ ନିଷ୍ପତ୍ତି’

ପୁରୀ: ପୁରୀ ରତ୍ନ ଭଣ୍ଡାର ଖୋଲିବା ନେଇ ଏବେ ଜାରି ରହିଛି ଦ୍ବନ୍ଦ୍ବ । କେବେ ଖୋଲିବ, ଏହା ରଥଯାତ୍ରା ସମୟରେ ନା ଏହା ପରେ ଏନେଇ କୌଣସି ସ୍ପଷ୍ଟତା ମିଳିପାରିନାହିଁ । ସେପଟେ ରତ୍ନ ଭଣ୍ଡାର ଯାଞ୍ଚ ନେଇ ପୂର୍ବତନ ଜଷ୍ଟିସ ବିଶ୍ୱନାଥ ରଥଙ୍କ ଅଧ୍ୟକ୍ଷତାରେ ନୂଆ କମିଟି ଗଠନ କରାଯାଇଛି । ଏହି…

ଘରେ ପଶିଗଲା ଟ୍ରକ, ଚାଲିଗଲା ଘରେ ଶୋଇଥିବା ବୃଦ୍ଧାଙ୍କ ଜୀବନ

ରାଇରଙ୍ଗପୁର: ଘରେ ଶୋଇଥିଲେ ବୃଦ୍ଧା, କାନ୍ଥ ଭାଙ୍ଗି ମାଡିଗଲା ଟ୍ରକ । ଏଭଳି କିଛି ଅଭାବନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ସହର ଦାଣ୍ଡବୋଷ୍ ଗାଁରେ । ଶନିବାର ଭୋରରୁ ଏଭଳି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ତେବେ ମୃତ ବୃଦ୍ଧାଙ୍କର ଘର ରାସ୍ତା କଡରେ ହୋଇଥିବା ବେଳେ ଆଜି…

ହାଥରସ ଦଳାଚକଟା ଘଟଣା, ସାମ୍ନାକୁ ଆସିଲା ଭୋଲେ ବାବାଙ୍କ ବୟାନ

ହାଥରସ: ଉତ୍ତରପ୍ରଦେଶ ହାଥରସରେ ଘଟିଥିବା ଦଳାଚକଟାରେ ଚାଲିଯାଇଛି ୧୨୧ ଜୀବନ । ଏବେ ବି ପାଖାପାଖି ୩୦ ଜଣ ଆହତ ଚିକିତ୍ସାଳୟରେ ଚିକିତ୍ସାଧୀନ ଅବସ୍ଥାରେ ଅଛନ୍ତି । ଦୁର୍ଘଟଣାର ୭୨ ଘଣ୍ଟା ପରେ ୬ ଜଣଙ୍କୁ ଗିରଫ କରିଛି ପୋଲିସ୍ । ଗିରଫ ହୋଇଥିବା ୬ଜଣ ବ୍ୟକ୍ତି ଉକ୍ତ ସତସଙ୍ଗର ଆୟୋଜକ ବୋଲି…