Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ହାଥରସରେ ୧୨୧ ଜଣଙ୍କ ମୃତ୍ୟୁ କାହିଁକି ଓ କେମିତି ହେଲା? ଏସଆଇଟି ରିପୋର୍ଟରୁ ବଡ ଖୁଲାସା

ଲକ୍ଷ୍ନୈା: ହାଥରସର ଏକ ସତସଙ୍ଗରେ ଘଟିଥିବା ଦଳଚକଟା ଘଟଣାର ମୁଖ୍ୟ ଅଭିଯୁକ୍ତ ଦେବ ପ୍ରକାଶ ମଧୁକରଙ୍କୁ ଉତ୍ତରପ୍ରଦେଶ ପୁଲିସ ଶୁକ୍ରବାର ଗିରଫ କରିଛି। ହାଥରସ୍ ଦଙ୍ଗା ମାମଲାରେ ୟୁପି ପୁଲିସ ୬ ଜଣଙ୍କୁ ଗିରଫ କରିବାର ଦିନକ ପରେ ଏଭଳି ଘଟଣା ସାମ୍ନାକୁ ଆସିଛି। ଏମାନେ ସମସ୍ତେ ସତସଙ୍ଗ…

୨୨ରୁ ସପ୍ତଦଶ ବିଧାନସଭା ଅଧିବେଶନ ଆରମ୍ଭ, ୨୫ରେ ଉପସ୍ଥାପିତ ହେବ ବଜେଟ୍‌

ଭୁବନେଶ୍ୱର: ଆସନ୍ତା ୨୨ ତାରିଖରୁ ସପ୍ତଦଶ ବିଧାନସଭା ଅଧିବେଶନ ଆରମ୍ଭ ହେବ। ଏ ନେଇ ବିଧାନସଭା ପକ୍ଷରୁ ସୂଚନା ମିଳିଛି। ତେବେ ୨୪ ତାରିଖରେ ଉପବାଚସ୍ପତି ନିର୍ବାଚନ ହେବ । ୨୫ ତାରିଖରେ ଉପସ୍ଥାପିତ ହେବ ରାଜ୍ୟ ବଜେଟ୍‌। ସେପ୍ଟେମ୍ବର ୧୩ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ବିଧାନସଭା ଅଧିବେଶନ…

ଅପରାଜିତା ଓ ସମ୍ବିତଙ୍କୁ ବଡ ଦାୟିତ୍ଵ, ଓଡିଶାର ପ୍ରଭାରୀ ହେଲେ ବିଜୟପାଲ ସିଂ ତୋମାର

ନୂଆଦିଲ୍ଲୀ: ବିଭିନ୍ନ ରାଜ୍ୟ ପାଇଁ ପ୍ରଭାରୀ ଓ ସହପ୍ରଭାରୀ ନିଯୁକ୍ତ କଲା ବିଜେପି । ଓଡ଼ିଶାରେ ବିଜୟପାଲ ସିଂ ତୋମାରଙ୍କୁ ପ୍ରଭାରୀ ଦାୟିତ୍ୱ ଦିଆଯାଇଛି। ଏଥିସହ ଲତା ଉସେଣ୍ଡିଙ୍କୁ ସହ ପ୍ରଭାରୀ ଦାୟିତ୍ୱ ମିଳିଛି। ବରିଷ୍ଠ ବିଜେପି ନେତା ପ୍ରକାଶ ଜାଭଡ଼େକରଙ୍କୁ ଦଳ କେରଳର ପ୍ରଭାରୀ ନିଯୁକ୍ତ…

ଥାନାରେ ଏତଲା, ଫସିଯିବେ କି ପ୍ରଣବ ପ୍ରକାଶ ଦାସ !

ଭୁବନେଶ୍ବର: ବିଜେଡି ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସଙ୍କ ନାଁରେ ଥାନାରେ ଏତଲା । ଭୁବନେଶ୍ବର କ୍ୟାପିଟାଲ୍ ଥାନାରେ ବବିଙ୍କ ନାଁରେ ଏତଲା ଦେଇଛନ୍ତି ଆଇନଜୀବୀ ସତ୍ୟ ଶିବସୁନ୍ଦର ମହାନ୍ତି । ସ୍ବତନ୍ତ୍ର କମିଟି ଗଠନ କରି ବବିଙ୍କ ସରକାରୀ କ୍ବାର୍ଟର୍ସ ପରିସରରେ ବେଆଇନ୍ ନିର୍ମାଣର…

ଅଗଷ୍ଟ ସୁଦ୍ଧା ମୋଦୀ ସରକାରର ପତନ, ଦଳୀୟ ନେତାଙ୍କୁ ସକ୍ରିୟ ରହିବାକୁ ପରାମର୍ଶ ଦେଲେ ଲାଲୁ ଯାଦବ

ନୂଆଦିଲ୍ଲୀ: ରାଷ୍ଟ୍ରୀୟ ଜନତା ଦଳ (ଆରଜେଡି) ମୁଖ୍ୟ ତଥା ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାଦ ଯାଦବ ଶୁକ୍ରବାର ଦାବି କରିଛନ୍ତି ଯେ ଅଗଷ୍ଟ ସୁଦ୍ଧା କେନ୍ଦ୍ରରେ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱାଧୀନ ସରକାର ଭାଙ୍ଗିଯାଇପାରେ। ଆରଜେଡିର ପ୍ରତିଷ୍ଠା ଦିବସରେ ଲାଲୁ ଯାଦବ ଏପରି…

ଓଡ଼ିଆରେ ଶାସନ କେତେ ଆହ୍ୱାନ? ଏବେ ବି ବଜାର ଘାଟରେ ରହିଛି ଇଂରାଜୀର ପ୍ରଭାବ

ଭୁବନେଶ୍ୱର: ଓଡ଼ିଶାରେ ଓଡ଼ିଆଙ୍କ ଶାସନ ଆରମ୍ଭ ହୋଇଛି। ବିଜେପି କ୍ଷମତାକୁ ଆସିବା ପରେ ଏହିପରି ଏକ ବାର୍ତ୍ତା ଦେଇଛି। କିନ୍ତୁ ନିଜ ପ୍ରକୋଷ୍ଠରେ ପ୍ରବେଶ କରିବା ପରେ ସରକାରର ସମସ୍ତ ନଥିପତ୍ର ଓଡ଼ିଆରେ ହେବ ଏବଂ ଓଡିଆରେ ସରକାରୀ କାମ ହେବ ବୋଲି ଯେଉଁ ବାର୍ତ୍ତା ଦେଇଛନ୍ତି ତାହା କେତେ…

ଲୋକଙ୍କ ଅଭିଯୋଗ ଶୁଣୁନି ଜଗତସିଂହପୁର ପୋଲିସ, ଥାନାକୁ ଆସି ପେନ୍, ପେପର ଦେଲେ ବିଧାୟକ

ଜଗତସିଂହପୁର: ଲୋକଙ୍କ ସରକାରରେ ଚାଲିବ ନାହିଁ ପୋଲିସର ନାଲି ଆଖି। ନିଜେ ମୁଖ୍ୟମନ୍ତ୍ରୀ ସର୍ବସମ୍ମୁଖରେ ଲୋକଙ୍କୁ ଭଲ ବ୍ୟବହାର ଦେଖାଇବା ପାଇଁ ପୋଲିସ ଡିଜିଙ୍କୁ ପରାମର୍ଶ ଦେଇସାରିଛନ୍ତି। ଏପରି ସ୍ଥିତିରେ ଜଗତସିଂହପୁର ପୋଲିସ ଯେଉଁଭଳି ଭାବେ ଲୋକଙ୍କୁ ଖରାପ ବ୍ୟବହାର ଦେଖାଯାଉଛି…

ମୋହନ ମାଝୀଙ୍କୁ ଥାନାରେ ଖରାପ ବ୍ୟବହାର ଦେଖାଇ ଚର୍ଚ୍ଚାକୁ ଆସିଥିବା ଆଇଆଇସିଙ୍କ ବଦଳି

କଟକ: କେନ୍ଦୁଝରର ଆଇଆଇସି ତ୍ରିନାଥ ସେଠୀଙ୍କର ଗଜପତିକୁ ବଦଳି ହୋଇଛି। କଟକ ପୋଲିସ ମୁଖ୍ୟାଳୟରୁ ଏହି ବଦଳି ଆଦେଶ ହୋଇଛି। ସେହିପରି ଭଦ୍ରକ ଥାନାର ଆଇଆଇସି ଅମିତ କୁମାର ଭୂୟାଁ କେନ୍ଦୁଝର ଥାନାକୁ ବଦଳି ହୋଇଛନ୍ତି। ତ୍ରିନାଥ ହେଉଛନ୍ତି ସେହି ବ୍ୟକ୍ତି ଯିଏକି ବିଜେଡି ସରକାରରେ ଥିବା…

ଶ୍ରୀମନ୍ଦିର ରତ୍ନଭଣ୍ଡାରକୁ ନେଇ ବଢିଲା ରାଜନୀତି

ଭୁବନେଶ୍ବର: କେବେ ଖୋଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର? ଆସନ୍ତାକାଲି ହୋଇପାରେ ନିଷ୍ପତ୍ତି । ରତ୍ନଭଣ୍ଡାର ଖୋଲିବା ତାରିଖ ସହ ମୋଡାଲିଟି ନେଇ କାଲି ନୂଆ କମିଟି ଘୋଷଣା କରିବ ବୋଲି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି । କେଉଁ ପ୍ରକ୍ରିୟାରେ ଗଣତି ହେବ, କେଉଁ ଏଜେନ୍ସି ଏଥିରେ ସାମିଲ…

ବ୍ରିଟେନରେ ଋଷି ସୁନକଙ୍କ ପାର୍ଟି କ୍ଷମତାଚ୍ୟୁତ

ନୂଆଦିଲ୍ଲୀ: ବ୍ରିଟେନର ସଂସଦୀୟ ନିର୍ବାଚନରେ ପ୍ରଧାନମନ୍ତ୍ରୀ ଋଷି ସୁନକଙ୍କ ଶାସକ କଂଜରଭେଟିଭ ପାର୍ଟିର ଶୋଚନୀୟ ପରାଜୟ ହୋଇଛି । ଏଥିସହିତ ଶେଷ ହୋଇଛି କଂଜରଭେଟିଭ ପାର୍ଟିର ଦୀର୍ଘ ୧୪ ବର୍ଷର ଶାସନ । ନିର୍ବାଚନରେ ଦଳର ପରାଜୟ ସ୍ୱୀକାର କରିଛନ୍ତି ପ୍ରଧାନମନ୍ତ୍ରୀ ଋଷି ସୁନକ । ବିରୋଧୀ ଲେବର…