Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ଏଣିକି ଓଡିଆରେ ଚାଲିବ ଓଡିଶା ପ୍ରଶାସନ କାର୍ଯ୍ୟ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ହେବାର ୨୨ ଦିନ ପରେ ଲୋକସେବା ଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏବେଠୁ ମୁଖ୍ୟମନ୍ତ୍ରୀଙ୍କ ସ୍ଥାୟୀ କାର୍ଯ୍ୟାଳୟ ତୃତୀୟ ମହଲା । ଏଥିପାଇଁ ଲୋକସେବା ଭବନରେ ପହଞ୍ଚିବା ପରେ ମୁଣ୍ଡିଆ ମାରି ଭିତରକୁ ପ୍ରବେଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ…

ଲୋକସେବା ଭବନ ସ୍ଥାୟୀ କାର୍ଯ୍ୟାଳୟ, ମୁଣ୍ଡିଆ ମାରି ପ୍ରବେଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଗୁରୁବାର ନିଜର ସ୍ଥାୟୀ କାର୍ଯ୍ୟକାଳରେ ପ୍ରବେଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ବିଧିବଦ୍ଧ ଭାବରେ ଲୋକସେବା ଭବନରେ ଓଡିଶାର ନୂଆ ମୁଖ୍ୟମନ୍ତ୍ରୀ ଭାବରେ କାର୍ଯ୍ୟଭାର ସମ୍ଭାଳିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମୁଖ୍ୟମନ୍ତ୍ରୀଙ୍କୁ ସ୍ୱାଗତ ପାଇଁ ବିଭିନ୍ନ…

ରଥଯାତ୍ରା ପାଇଁ ଗଡ଼ିବ ସ୍ୱତନ୍ତ୍ର ଟ୍ରେନ୍: ବାଦାମପାହାଡ଼ଠୁ ପଡ଼ୋଶୀ ରାଜ୍ୟରୁ ପୁରୀକୁ ଟ୍ରେନ୍ ସଂଯୋଗ

ଭୁବନେଶ୍ୱର: ଜୁଲାଇ ୭ ତାରିଖରେ ମହାପ୍ରଭୁଙ୍କ ରଥଯାତ୍ରା ପାଇଁ ପୁରୀରେ ଶ୍ରଦ୍ଧାଳୁଙ୍କ ସୁବିଧା ପାଇଁ ରେଳବାଇ ପକ୍ଷରୁ ସର୍ବୋଚ୍ଚ ସ୍ୱତନ୍ତ୍ର ଟ୍ରେନ୍ ଚଳାଚଳ କରିବାକୁ ଘୋଷଣା କରାଯାଇଛି। ପୁରୀ ରଥଯାତ୍ରା ପାଇଁ ୩୧୫ରୁ ଅଧିକ ସ୍ୱତନ୍ତ୍ର ଟ୍ରେନ୍ ଚଳାଚଳ ପାଇଁ ଯୋଜନା କରାଯାଇଛି। ପୁରୀରେ…

ପୁଣି ବିଗିଡିଲା ଲାଲକୃଷ୍ଣ ଆଡଭାନୀଙ୍କ ସ୍ୱାସ୍ଥ୍ୟାବସ୍ଥା, ହସ୍ପିଟାଲରେ ହେଲେ ଭର୍ତ୍ତି

ନୂଆଦିଲ୍ଲୀ: ପୂର୍ବତନ ଉପପ୍ରଧାନମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତା ଲାଲକୃଷ୍ଣ ଆଡଭାନୀଙ୍କ ସ୍ୱାସ୍ଥ୍ୟାବସ୍ଥା ପୁଣି ଥରେ ଖରାପ ହୋଇଛି। ତାଙ୍କୁ ଦିଲ୍ଲୀର ଆପୋଲୋ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ବରିଷ୍ଠ ନ୍ୟୁରୋଲୋଜିଷ୍ଟ ଡାକ୍ତର ବିନୀତ ସୁରିଙ୍କ ତତ୍ତ୍ୱାବଧାନରେ ତାଙ୍କର ଚିକିତ୍ସା…

ପୁଣି ମୁଖ୍ୟମନ୍ତ୍ରୀ ହେବେ ହେମନ୍ତ, ଇସ୍ତଫା ଦେଲେ ଚମ୍ପାଇ

ରାଞ୍ଚି: ଇସ୍ତଫା ଦେଲେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ଚମ୍ପାଇ ସୋରେନ। ଚମ୍ପାଇ ସୋରେନ ରାଜ୍ୟପାଳ ସିପି ରାଧାକ୍ରିଷ୍ଣନଙ୍କୁ ଭେଟି ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ଏହା ସହିତ ଝାଡଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମଏମ) କାର୍ଯ୍ୟନିର୍ବାହୀ ସଭାପତି ହେମନ୍ତ ସୋରେନ ସରକାର ଗଠନ…

ବିଜେଡି କର୍ପୋରେଟର ଅମରେଶ ଜେନାଙ୍କ ବିସ୍ଫୋରକ ବୟାନ

ଭୁବନେଶ୍ବର: ବିଜୁ ଜନତା ଦଳରେ କିଏ ବିଭୀଷଣ? କିଏ ଦଳକୁ ଭାଙ୍ଗିବାକୁ କରୁଛନ୍ତି ଉଦ୍ୟମ? ବିଜେଡି କର୍ପୋରେଟର ଅମରେଶ ଜେନାଙ୍କର ଏଭଳି ବିସ୍ଫୋରକ ବୟାନକୁ ନେଉ ଉଠୁଛି ପଡୁଛି ରାଜଧାନୀ ରାଜନୀତି। ପୂର୍ବରୁ ବିଏମସିର କିଛି ବିଜେଡି କର୍ପୋରେଟର ଦଳବଦଳ କରିପାରନ୍ତି ବୋଲି ଚର୍ଚ୍ଚା ହେଉଥିଲା ।…

କାହିଁକି ହାରିଲା ବିଜେଡି ? କହିଲେ ପ୍ରଭାତ ବିଶ୍ବାଳ

ଭୁବନେଶ୍ବର: କାହିଁକି ହାରିଲା ବିଜେଡି ? ନିର୍ବାଚନରେ ବିଜେଡିର ବିପର୍ଯ୍ୟୟକୁ ନେଇ ମୁହଁ ଖୋଲିଛନ୍ତି ଚୌଦ୍ବାର-କଟକର ପୂର୍ବତନ ବିଜେଡି ବିଧାୟକ ପ୍ରଭାତ ବିଶ୍ବାଳ । ନବୀନ ପଟ୍ଟନାୟକ ପାଞ୍ଚ ଥର ରାଜ୍ୟର ମୁଖ୍ୟମନ୍ତ୍ରୀ ରହିଛନ୍ତି । ସ୍ବାଭାବିକ ଭାବେ ଶାସନ ବିରୋଧୀ ହାଓ୍ବା ବିଜେଡି ବିରୋଧରେ…

ବିଜେପି ସରକାରର ବିଭିନ୍ନ ମନ୍ତ୍ରୀଙ୍କୁ ମିଳିଲା ବ୍ୟକ୍ତିଗତ ସଚିବ, ଏକାଧିକ ଅଧିକାରୀଙ୍କୁ ମିଳିଲା ଦାୟିତ୍ୱ

ଭୁବନେଶ୍ୱର: ଏକାଧିକ ଅଧିକାରୀଙ୍କୁ ମିଳିଲା ବିଭିନ୍ନ ମନ୍ତ୍ରୀଙ୍କ ସଚିବ ଦାୟିତ୍ୱ। ରାଜ୍ୟର ପ୍ରଥମ ବିଜେପି ସରକାରର ବିଭିନ୍ନ ମନ୍ତ୍ରୀମାନଙ୍କୁ ବ୍ୟକ୍ତିଗତ ସଚିବ (ପିଏସ୍‌) ଯୋଗାଇ ଦିଆଯାଇଛି। ବିଭିନ୍ନ ମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ୫ ଜଣ ଅଧିକାରୀ ଓ ୩ ଜଣ ଅଧିକାରୀ ‘ଓଏସଡି’ ଭାବେ…

ବନ୍ଦ ସ୍କୁଲରୁ ଫିଟିବ ତାଲା! ୭ ହଜାର ସ୍କୁଲ ହୋଇଛି ମିଶ୍ରଣ

ଭୁବନେଶ୍ୱର: ବନ୍ଦ ହୋଇଯାଇଥିବା ସ୍କୁଲକୁ ପିଲା ଫେରିବେ। ମିଶ୍ରଣ ହୋଇଥିବା ସ୍କୁଲକୁ ଅଲଗା କରାଯିବ। ମିଶ୍ରଣ ଯୋଗୁଁ ସ୍କୁଲରେ ପଡିଥିଲା ତାଲା। ବର୍ତ୍ତମାନ ସବୁ ମିଶ୍ରଣ ସ୍କୁଲକୁ ଅଲଗା କରାଯିବ। ପୁଣି ପିଲା ଫେରିବେ, ପୁଣି ନାମ ଲେଖା ହେବ। ବନ୍ଦ ସ୍କୁଲ ତାର ସ୍ଥିତି ଫେରିପାଇବ। ନିଜର…