Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ରଥଯାତ୍ରା ଦିନ ମନ୍ଦିର ଭିତରକୁ ଭିଆଇପିଙ୍କୁ ପ୍ରବେଶ ମନା, କାଲି ରଥଯାତ୍ରାର ଚୂଡ଼ାନ୍ତ ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

ପୁରୀ: ଆସନ୍ତାକାଲି ପୁରୀରେ ରଥଯାତ୍ରାର ଚୂଡ଼ାନ୍ତ ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଆସନ୍ତା ୬ ତାରିଖରେ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୂ। ଏଥିସହ ସେ ୭ ତାରିଖରେ ଆୟୋଜିତ ହେବାକୁ ଥିବା ବିଶ୍ୱ ପ୍ରସିଦ୍ଧ ରଥଯାତ୍ରାରେ ଯୋଗ ଦେବେ। ତେଣୁ…

ପୁଣି କୋର୍ଟର ଦ୍ବାରସ୍ଥ ହେଲେ କେଜ୍ରିଓ୍ବାଲ

ନୂଆଦିଲ୍ଲୀ: ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ସିବିଆଇ ଗିରଫକୁ ଚାଲେଞ୍ଚ କରି ଦିଲ୍ଲୀ ହାଇକୋର୍ଟର ଦ୍ବାରସ୍ଥ ହେଲେ କେଜ୍ରିଓ୍ବାଲ । ମଦ ଦୁର୍ନୀତି ସହ ଜଡିତ ଟଙ୍କା ଦୁର୍ନୀତି ମାମଲାରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ତିନି ଦିନିଆ ରିମାଣ୍ଡରେ ନେଇଛି କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ…

ରାଉଲକେଲା ଷ୍ଟିଲ୍ ପ୍ଲାଣ୍ଟରେ ଗ୍ୟାସ ଲିକ୍: ୮ ଜଣ ଗୁରୁତର

ରାଉଲକେଲା: ରାଉଲକେଲା ଷ୍ଟିଲ୍ ପ୍ଲାଣ୍ଟରେ ଘଟିଛି ବଡ ଅଘଟଣ । ପ୍ଲାଣ୍ଟରେ ବିଷାକ୍ତ ଗ୍ୟାସ୍‌ ଲିକ୍‌ କାରଣରୁ ୮ ଜଣ ଶ୍ରମିକ ଗୁରୁତର ହୋଇଥିବା ସୂଚନା ମିଳିଛି । ରାଉରକେଲା ଷ୍ଟିଲ୍‌ ପ୍ଲାଣ୍ଟରେ ୫ନଂ ବ୍ଲାଷ୍ଟ ଫର୍ଣ୍ଣେସରେ  ଶ୍ରମିକମାନେ କାମ କରୁଥିବା ସମୟରେ ଷ୍ଟିଲ୍‌ ପ୍ଲାଣ୍ଟର ୫ନଂ…

ପ୍ରକାଶ ପାଇଲା ନିଟ୍ ୟୁଜି ସଂଶୋଧିତ ମେଧା ତାଲିକା

ନୂଆଦିଲ୍ଲୀ: ଦେଶରେ ନିଟ୍ ଓ ନେଟ୍ କୁ ନେଇ ବିରୋଧ ଜାରି ରହିଥିବା ବେଳେ ଏହାରି ଭିତରେ ପ୍ରକାଶ ପାଇଛି ନିଟ୍ ୟୁଜି ୨୦୨୪ର ସଂଶୋଧିତ ମେଧା ତାଲିକା । ଜୁନ ୨୩ରେ ପୁନଃ ପରୀକ୍ଷା ଦେଇଥିବା ଛାତ୍ରଛାତ୍ରୀଙ୍କ ରେଜଲ୍ଟ ଆଜି ପ୍ରକାଶିତ ହୋଇଛି। ସମସ୍ତ ପିଲାଙ୍କ ରେଜଲ୍ଟକୁ ନେଇ ସଂଶୋଧିତ ମେଧା…

ଭାରତୀୟ ନ୍ୟାୟ ସଂହିତାରେ ଭୁବନେଶ୍ବରରେ ରୁଜ୍ଜୁ ହେଲା ପ୍ରଥମ ମାମଲା

ଭୁବନେଶ୍ବର: ଆଜି ଦେଶରେ ଲାଗୁ ହୋଇଛି ତିନି ନୂଆ ଆଇନ ଭାରତୀୟ ନ୍ୟାୟ ସଂହିତା(ବିଏନଏସ), ଭାରତୀୟ ନାଗରିକ ସୁରକ୍ଷା ସଂହିତା(ବିଏନଏସଏସ) ଏବଂ ଭାରତୀୟ ସାକ୍ଷ୍ୟ ଅଧିନିୟମ(ବିଏସଏ) ଲାଗୁ ହୋଇଯାଇଛି । ଲାଗୁ ହେଉ ହେଉ ଦିଲ୍ଲୀରେ ଏନେଇ ପ୍ରଥମ ମାମଲା ରୁଜ୍ଜୁ ହୋଇଥିବା ବେଳେ ଭୁବନେଶ୍ବରରେ…

ଆଜି ପ୍ରଥମ ଦରବାର, ଜନତାଙ୍କ ଅଭିଯୋଗ ଶୁଣୁଛନ୍ତି ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆଜିଠୁ ମୁଖ୍ୟମନ୍ତ୍ରୀଙ୍କୁ ଅଭିଯୋଗ ଶୁଣାଣି । ସେମାବାର ପ୍ରଥମ ଦରବାରରେ ନାହିଁ ନଥିବା ଭିଡ । ଅଭିଯୋଗ ପ୍ରକୋଷ୍ଠରେ ସାଧାରଣ ଜନତାଙ୍କ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏଥିପାଇଁ ସୋମବାର ସକାଳୁ ସକାଳୁ ଖୋଲିଯାଇଛି ଯୁନିଟ୍ ୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ…

ଦେଶରେ ନୂଆ ଆଇନ, ଭାରତୀୟ ନ୍ୟାୟ ସଂହିତାରେ ରୁଜ୍ଜୁ ହେଲା ପ୍ରଥମ ମାମଲା

ନୂଆଦିଲ୍ଲୀ: ହଟିଲା ୧୮୬୦ରୁ ଚାଲିଆସୁଥିବା ବ୍ରିଟିଶ ଆଇନ । ଆଜିଠୁ ସାରା ଦେଶରେ ଲାଗୁ ହେଲା ତିନୋଟି ନୂଆ ଅପରାଧିକ ଆଇନ । ତିନି ଫୌଜଦାରୀ ଆଇନ ଆଇପିସି, ସିଆରପିସି ଓ ଏଭିଡେଣ୍ଟ ଆକ୍ଟ ହଟାଇ ଲାଗୁ ହେଲା ଭାରତୀୟ ନ୍ୟାୟ ସଂହିତା, ଭାରତୀୟ ନାଗରିକ ସୁରକ୍ଷା ସଂହିତା ଓ ଭାରତୀୟ ସାକ୍ଷ୍ୟ…

ଆଜିଠୁ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ଶିବିର, ଅଭିଯୋଗ ପ୍ରକୋଷ୍ଠରେ ନିୟମିତ ଶୁଣିବେ ଲୋକଙ୍କ ସମସ୍ୟା

ଭୁବନେଶ୍ୱର: ଆଜିଠୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଭିଯୋଗ ଶୁଣାଣି ଶିବିର ଆରମ୍ଭ । ୟୁନିଟ୍-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ହେବ ଶିବିର। ସମସ୍ୟା ଶୁଣିବା ସହ ସମାଧାନ ଦିଗରେ ପଦକ୍ଷେପ ନେବେ ରାଜ୍ୟ ସରକାର । ଏଠାରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ଅଭିଯୋଗ ଶୁଣାଣି କରିବା ସହ…

୫୪ ଲକ୍ଷ ଟଙ୍କାରୁ ଉର୍ଦ୍ଧ୍ୱ ସାଇବର ଠକେଇ ମାମଲାରେ ଭଦ୍ରକର ୬ ଜଣଙ୍କୁ ଗିରଫ କଲା ମୁମ୍ବାଇ ପୋଲିସ

ଭଦ୍ରକ: ମୁମ୍ବାଇର ବାନ୍ଦ୍ରା ଅଞ୍ଚଳରୁ ପ୍ରାୟ ୫୪ ଲକ୍ଷ ଟଙ୍କାରୁ ଉର୍ଦ୍ଧ୍ୱ ସାଇବର ଠକେଇରେ ସମ୍ପୃକ୍ତ ଥିବା ଅଭିଯୋଗରେ ଭଦ୍ରକ ଅଞ୍ଚଳରୁ ୬ଜଣ ଯୁବକଙ୍କୁ ଗିରଫ କଲା ମୁମ୍ବାଇର ବାନ୍ଦ୍ରା କୋଲାର ସାଇବର ପୋଲିସ। ଗତ କିଛି ମାସ ପୂର୍ବରୁ ବାନ୍ଦ୍ରା କୋଲାର ସାଇବର ଥାନାରେ ଦୁଇଟି ଅଭିଯୋଗ…